OdiaWeb- Odia Film, Music, Songs, Videos, SMS, Shayari, Tourism, News

Odia Rasiphala Tuesday 29th March 2022

Odia Rashiphala

Odia Rashiphala

ଲୋକପ୍ରିୟତା ଅର୍ଜନ କରିପାରନ୍ତି । ସୁସ୍ଥ ଓ ନିରାମୟ ରହିବେ । ଯଶସ୍ୱୀ ହେବେ । କର୍ମଚଞ୍ଚଳ ରହିବେ । ସରକାରୀ ସ୍ତରରେ ସମ୍ମାନିତ ହେବେ । ରାଜକୋଷ ଅର୍ଥ ପ୍ରାପ୍ତିର ସୂଚନା ମିଳୁଛି ।
କୁଳ ଉଜ୍ଜ୍ୱଳକାରୀ ହେବେ । ମନ ପ୍ରସନ୍ନ ରହିବ । ସୁସ୍ଥ ଓ ନିରାମୟ ରହିବେ । ଦୟାଳୁ ସ୍ୱଭାବର ହେବେ । ବ୍ୟବସାୟ ଲାଭଜନକ ହେବ । ଯଶସ୍ୱୀ ହେବେ । ପରିବାର ପ୍ରତି ସ୍ନେହ ସଦିଚ୍ଛା ଭାବ ରହିବ ।
ଭାଗ୍ୟଶାଳୀ ହେବେ । ଭୋଗୀ ଓ ବିଳାସୀ ହେବେ । ଦିନଟି ସୁଖ-ସମୃଦ୍ଧିପୂର୍ଣ୍ଣ ହେବ । ବିଦ୍ୱାନ୍, ସାହସୀ ଓ ସମ୍ପତ୍ତିବାନ୍ ହେବେ । ଉଦ୍ୟୋଗୀ ହେବେ । ଦାମ୍ପତ୍ୟ ଜୀବନ ସୁଖପ୍ରଦ ହେବ । ଧର୍ମାତ୍ମା ହେବେ ।
ସମାଲୋଚକଙ୍କ ଉପରେ ଈର୍ଷାଭାବ ଉଦ୍ରେକ ହୋଇପାରେ । ନିର୍ଭରଶୀଳ ନ ହୋଇ ସ୍ୱାଭିମାନର ସହ ଚଳିବେ । ସହଯୋଗୀ ବ୍ୟବସାୟ ଲାଭଜନକ ହେବ । ଅଷ୍ଟମ ଚନ୍ଦ୍ର ଯୋଗୁଁ ସତର୍କତା ଆବଶ୍ୟକ ।
ବନ୍ଧୁ ମିଳନ ସହ ଆନନ୍ଦ ଉତ୍ସବ ଲାଗି ରହିବ । ବ୍ୟବସାୟ ଲାଭଜନକ ହେବ । ସମାଜ ସେବାରେ ନିଜକୁ ନିୟୋଜିତ କରିବେ । ଶାନ୍ତ ଓ ଧୈର୍ଯ୍ୟବାନ୍ ହେବେ । ପତ୍ନୀଙ୍କ ପରାମର୍ଶରେ ପରିଚାଳିତ ହେବେ ।
ଅନାବଶ୍ୟକ ଖର୍ଚ୍ଚର ସମ୍ମୁଖୀନ ହୋଇପାରନ୍ତି । ଭାଇମାନଙ୍କ ଉପରେ ସ୍ନେହଭାବ ରହିବ । ସୁସ୍ଥ ଓ ନିରାମୟ ରହିବେ । ବଳିଷ୍ଠ ଓ ଶତ୍ରୁହନ୍ତା ହୋଇପାରନ୍ତି । ଚାକିରି କ୍ଷେତ୍ରରେ ଉଚ୍ଚ କର୍ତ୍ତୃପକ୍ଷଙ୍କ ପ୍ରିୟଭାଜନ ହେବେ ।
କର୍ମଚଞ୍ଚଳ ରହିବେ । କନ୍ୟା ସନ୍ତାନ ଦ୍ୱାରା ଉପକୃତ ହେବେ । ଆକସ୍ମିକ ଧନ ଲାଭର ସୂଚନା ମିଳୁଛି । ଆର୍ଥିକ ସ୍ରୋତ ବ୍ୟବସାୟାଦି ବିଭିନ୍ନ ଦିଗରୁ ଆସିବ । ଧାର୍ମିକ, ତେଜସ୍ୱୀ ଓ ଉତ୍ତମ ବ୍ୟକ୍ତିତ୍ୱଯୁକ୍ତ ହେବେ ।
ଉଦାର ପ୍ରକୃତିର ହେବେ । ଦାନ-ଧର୍ମରେ ଦୀକ୍ଷିତ ହୋଇପାରନ୍ତି । ଶୋଭନ ବ୍ୟକ୍ତିତ୍ୱଯୁକ୍ତ ହେବେ । ସୁସ୍ଥ ଓ ନିରାମୟ ରହିବେ । କୃଷି କର୍ମକାରୀ ହେବେ । ପ୍ରେମୀ ଓ ବୁଦ୍ଧିମାନ୍ ହେବେ । ସୁଖୀ ହେବେ ।
ମନ ପ୍ରସନ୍ନ ରହିବ । ଆତ୍ମବିଶ୍ୱାସୀ ହେବେ । ଭାଷା ଓ ବ୍ୟବହାର ମଧୁର ହେବ । ପ୍ରେମୀ ଓ ସାହସୀ ହେବେ । ଧାର୍ମିକ, ବନ୍ଧୁପ୍ରେମୀ ଓ ବିଦ୍ୱାନ୍ ହେବେ । ପ୍ରତ୍ୟେକ କାର୍ଯ୍ୟରେ ପାରଙ୍ଗମ ହେବେ । ସୁସ୍ଥ ରହିବେ ।
ଭାଗ୍ୟଶାଳୀ ହୋଇପାରନ୍ତି । ମଧୁର ଭାଷୀ, ସହନଶୀଳ, ଶାନ୍ତିପ୍ରିୟ ଓ ଉଦାର ବିଦ୍ୟା ପ୍ରେମୀ ହେବେ । ଦାମ୍ପତ୍ୟ ଜୀବନ ସୁଖପ୍ରଦ ହେବ । ମିତ୍ରଠାରୁ ସହାୟତା ମିଳିବ । ବିଭିନ୍ନ ସୂତ୍ରରୁ ଧନାଗମ ହେବ ।
ସର୍ବମଙ୍ଗଳ ଧର୍ମକାର୍ଯ୍ୟରେ ନିୟୋଜିତ ହେବେ । ଐଶ୍ୱର୍ଯ୍ୟପ୍ରାପ୍ତିର ସୂଚନା ମିଳୁଛି । ମାଲିମୋକଦ୍ଦମାରେ ବିଜୟୀ ହେବେ । ଧନଲାଭର ସୂଚନା ମିଳୁଛି । ରୁଚିକର ଖାଦ୍ୟରେ ଆପ୍ୟାୟିତ ହେବେ ।
ଥଣ୍ଡା-କଫରେ ସାମାନ୍ୟ ପୀଡ଼ା ଅନୁଭବ କରିପାରନ୍ତି । କର୍ମଚଞ୍ଚଳ ରହିବେ । ତପସାଧନା ପାଇଁ ଏକାନ୍ତବାସକୁ ଆଦରି ନେବେ । ମଧୁର ଭାଷାରେ ପରକୁ ଆପଣାର କରିବେ । ଖର୍ଚ୍ଚାନ୍ତ ହେବେ ।
For daily odia rashiphala visit our website daily in the morning. This is compiled from a trusted source.

Odia Calendar 2022

Comments

comments