OdiaWeb- Odia Film, Music, Songs, Videos, SMS, Shayari, Tourism, News

Odia Rasiphala Tuesday 29th Oct 2019

Odia Rashiphala

Odia Rashiphala

ଅଯଥାରେ ଆଶଙ୍କା ଅନୁଭବ କରିପାରନ୍ତି । ବନ୍ଧୁଙ୍କ ସହାୟତା ମିଳିପାରେ । ବ୍ୟବସାୟ ଲାଭଜନକ ହେବ । ସମାଜ ସେବାରେ ନିଜକୁ ନିୟୋଜିତ କରିବେ । ଶାନ୍ତ ଓ ଧୈର୍ଯ୍ୟବାନ୍ ହୋଇପାରନ୍ତି । ପତ୍ନୀଙ୍କ ପରାମର୍ଶରେ ପରିଚାଳିତ ହେବେ ।
ଆଶାବାଦୀ ହୋଇପାରନ୍ତି । ଭାଇମାନଙ୍କ ପ୍ରତି ସ୍ନେହ, ଶ୍ରଦ୍ଧାଭାବ ରହିବ । ସୁସ୍ଥ ଓ ନିରାମୟ ଜୀବନଯାପନ କରିପାରନ୍ତି । ବଳିଷ୍ଠ ଓ ଶତ୍ରୁହନ୍ତା ହେବେ । ଚାକିରି କ୍ଷେତ୍ରରେ ଚମତ୍କାରିତା ଲାଭ ପ୍ରାପ୍ତ ହେବେ । ବନ୍ଧୁଦ୍ୱେଷୀ ହେବେ ।
ଦେବ ପୂଜାରେ ନିମଗ୍ନ ହୋଇପାରନ୍ତି । ଚଞ୍ଚଳ ପ୍ରକୃତିର ହେବେ । ଆସନ୍ନ ପ୍ରସବା ଥିଲେ କନ୍ୟା ସନ୍ତାନ ଜାତ ହୋଇପାରେ । ଆକସ୍ମିକ ଧନଲାଭର ସୂଚନା ମିଳୁଛି । ବ୍ୟବସାୟରେ ପ୍ରଚୁର ଧନ ଲାଭ ହେବ । ଶିକ୍ଷିତା ପତ୍ନୀଙ୍କ ସାନ୍ନିଧ୍ୟ ମିଳିବ ।
ଉଦାର ସ୍ୱଭାବର ହୋଇପାରନ୍ତି । ଦାନକ ଶ୍ରେଷ୍ଠ ଧର୍ମ ଭାବେ ବିଚାର କରିବେ । ସୁଖୀ ହେବେ । ଶୋଭନ ବ୍ୟକ୍ତିତ୍ୱଯୁକ୍ତ ହୋଇପାରନ୍ତି । ସ୍ୱାସ୍ଥ୍ୟ ଅତୁଟ ରହିବ । କୃଷି କର୍ମକାରୀ ହେବେ । ଜଳପ୍ରତି ଆଦର ପ୍ରେମୀ ଓ ବୁଦ୍ଧିମାନ୍ ହେବେ ।
ନିଷ୍ଠାପର ଭାବେ କାର୍ଯ୍ୟ ସମ୍ପାଦନ କରି ପାରନ୍ତି । ମନ ପ୍ରସନ୍ନ ରହିବ । ଆସ୍ତିକ ପ୍ରବୃତ୍ତିର ହେବେ । ମଧୁର ଭାଷୀ ହୋଇପାରନ୍ତି । ଥଣ୍ଡା-କଫଜନିତ ସାମାନ୍ୟ କ୍ଳେଶ ଅନୁଭବ କରିପାରନ୍ତି । ପ୍ରେମୀ ଓ ସାହସୀ ହେବେ । ଜନାଦୃତ ହୋଇପାରନ୍ତି ।
ଆଶାବାଦୀ ହୋଇପାରନ୍ତି । ଭାଗ୍ୟଶାଳୀ ହେବେ । ପରଦେଶବାସୀ, ମଧୁରଭାଷୀ, ସହନଶୀଳ, ଶାନ୍ତିପ୍ରିୟ ଓ ଉଦାର ବିଦ୍ୟାପ୍ରେମୀ ହୋଇପାରନ୍ତି । ସ୍ତ୍ରୀ ବିଳାସୀ ହେବେ । ମିତ୍ର ସୁଖ ଲାଭ କରିପାରନ୍ତି । ବ୍ୟବସାୟ ଲାଭଜନକ ହେବ ।
ଶ୍ରୀଚନ୍ଦ୍ର ଭୋଗ ହେଉଥିବାରୁ ସୁସ୍ୱାଦୁ ଭୋଜନ ମିଳିବ । ରୋଜଗାର ଆଶାନୁରୂପ ହେବ । ଦାମ୍ପତ୍ୟ ଜୀବନ ସୁଖପ୍ରଦ ହେବ । ଐଶ୍ୱର୍ଯ୍ୟଯୁକ୍ତ ହେବେ । ରଣାଙ୍ଗନରେ ବୀରତ୍ୱ ପ୍ରତିପାଦନ କରିପାରନ୍ତି । ମୋକଦ୍ଦମାରେ ବିଜୟୀ ହେବେ । ଧନଲାଭ ହେବ ।
ବନ୍ଧୁମେଳରେ ଆନନ୍ଦ ଅନୁଭବ କରିପାରନ୍ତି; ତଥାପି ପଥରୋଧର ସମ୍ମୁଖୀନ ହେବେ । ଚଞ୍ଚଳ ସ୍ୱଭାବର ହେବେ । ଥଣ୍ଡା-କଫଜନିତ ସାମାନ୍ୟ କ୍ଳେଶ ଅନୁଭବ କରିପାରନ୍ତି । ମନଭୁଲା କଥା କହି ପରକୁ ଆପଣାର କରିବେ । ସାହସୀ ହେବେ ।
ଆୟ ଆଶାନୁରୂପ ହେବ । ସୁସ୍ଥ ଓ ନିରାମୟ ରହିବେ । ଯଶସ୍ୱୀ ହେବେ । ଲୋକପ୍ରିୟତା ଅର୍ଜନ କରିବେ । ଚଞ୍ଚଳ ପ୍ରକୃତିର ହୋଇପାରନ୍ତି । ସରକାରୀ ସ୍ତରରେ ସମ୍ମାନିତ ହେବେ । ରାଜକୋଷ ଅର୍ଥ ମିଳିପାରେ । ସନ୍ତାନମାନେ ଗୁଣୀ ଓ ସମ୍ମତ୍ତିଯୁକ୍ତ ହେବେ ।
ଦୁର୍ଘଟଣାରୁ ଅଳ୍ପକେ ରକ୍ଷା ପାଇଯିବେ । ଆପଣଙ୍କୁ ପରିଶ୍ରମର ମୂଲ୍ୟ ମିଳିବ । କୁଳଦୀପକ ହୋଇପାରନ୍ତି । ମନ ପ୍ରସନ୍ନ ରହିବ । ସୁସ୍ଥ ଓ ନିରାମୟ ଜୀବନଯାପନ କରିବେ । ଦୟାଳୁ ସ୍ୱଭାବର ହେବେ । ବ୍ୟବସାୟ ଲାଭଜନକ ହେବ ।
ଅଭାବ ମେଣ୍ଟାଇବାକୁ ସକ୍ଷମ ହେବେ । ଦାନ-ଧର୍ମରେ ଦୀକ୍ଷିତ ହୋଇପାରନ୍ତି । ଭାଗ୍ୟଶାଳୀ ହେବେ । ଭୋଗବିଳାସ କରିପାରନ୍ତି । ସୁଖ-ସମୃଦ୍ଧିପୂର୍ଣ୍ଣ ଜୀବନଯାପନ କରିବେ । ଧର୍ମାତ୍ମା, ପ୍ରବାସପ୍ରିୟ, ବିଦ୍ୱାନ୍, ସାହସୀ ଓ ସମ୍ପତ୍ତିବାନ୍ ହେବେ ।
ଅସୁବିଧାରେ ପଡ଼ିପାରନ୍ତି । ଦୁଃଖ-କଷ୍ଟ ସାମ୍ନା କରିବାକୁ ପଡ଼ିବ । ସ୍ୱାଭିମାନୀ ହୋଇପାରନ୍ତି । ଶାରୀରିକ ଦୁର୍ବଳତା ଅନୁଭବ କରିବେ । ସହଯୋଗୀ ବ୍ୟବସାୟ ଲାଭଜନକ ହେବ । ଅଷ୍ଟମ ଚନ୍ଦ୍ର ଭୋଗ ହେତୁ ସତର୍କରେ ଚଳିବେ ।
For daily odia rashiphala visit our website daily in the morning. This is compiled from a trusted source.

Odia Calendar 2019

Comments

comments