![]() |
ଭାଇମାନଙ୍କ ଉପରେ ସ୍ନେହଭାବ ରହିବ । ଆଖିରେ ସାମାନ୍ୟ ଯନ୍ତ୍ରଣା ଅନୁଭବ କରିପାରନ୍ତି । ଶତ୍ରୁହନ୍ତା ହେବେ । ଚାକିରି କ୍ଷେତ୍ରରେ ଉଚ୍ଚକର୍ତ୍ତୃପକ୍ଷଙ୍କ ପ୍ରଶଂସାର ପାତ୍ର ହେବେ । ବଦଖର୍ଚ୍ଚୀ ହୋଇପାରନ୍ତି । |
![]() |
କର୍ମଚଞ୍ଚଳ ରହିବେ । କନ୍ୟା ସନ୍ତାନ ଦ୍ୱାରା ଉପକୃତ ହେବେ । ଆକସ୍ମିକ ଧନଲାଭର ସୂଚନା ମିଳୁଛି । ତନ୍ତ୍ର ମନ୍ତ୍ରାଦି ପୁପ୍ତବିଦ୍ୟା ପ୍ରତି ଆଗ୍ରହ ପ୍ରକାଶ କରିପାରନ୍ତି । ବ୍ୟବସାୟରୁ ପ୍ରଚୁର ଲାଭ ମିଳିବ । ଧାର୍ମିକ ଓ ତେଜସ୍ୱୀ ହେବେ । |
![]() |
ଉଦାର ପ୍ରକୃତିର ହୋଇପାରନ୍ତି । ଦାନଶୀଳ ହେବେ । ଶୋଭନ ବ୍ୟକ୍ତିତ୍ୱ ସମ୍ପନ୍ନ ହୋଇପାରନ୍ତି । ସୁସ୍ଥ ଓ ନିରାମୟ ଜୀବନଯାପନ କରିପାରନ୍ତି । କୃଷି କର୍ମକାରୀ ହୋଇପାରନ୍ତି । ପ୍ରେମୀ ଓ ବୁଦ୍ଧିମାନ୍ ହେବା ଆଶାକରାଯାଏ । |
![]() |
ମନୋବଳ ଦୃଢ଼ ରହିବ । ମନ ପ୍ରସନ୍ନ ରହିବ । ଆସ୍ତିକ ହେବେ । ମଧୁରଭାଷୀ ହୋଇପାରନ୍ତି । ଥଣ୍ଡା କଫରେ ଆକ୍ରାନ୍ତ ହୋଇପାରନ୍ତି । ମେଳାପୀ ପ୍ରକୃତିର ହେବେ । ପ୍ରେମୀ ଓ ସାହସୀ ହେବେ । ସାନଭାଇଙ୍କ ଠାରୁ ଆଦର, ସମ୍ମାନ ମିଳିବ । |
![]() |
ଭାଗ୍ୟଶାଳୀ ହେବେ । ଆଦର୍ଶ ବ୍ୟକ୍ତିତ୍ୱ ସମ୍ପନ୍ନ ହୋଇପାରନ୍ତି । ମଧୁରଭାଷୀ, ସହନଶୀଳ ଓ ଶାନ୍ତିପ୍ରିୟ ହେବେ । ବିଦ୍ୟାଭ୍ୟାସୀ ହୋଇପାରନ୍ତି । ଦାମ୍ପତ୍ୟ ଜୀବନ ସୁଖପ୍ରଦ ହେବ । ମିତ୍ର ସୁଖ ମିଳିବ । ବ୍ୟବସାୟ ଲାଭଜନକ ହେବ । |
![]() |
ଶ୍ରୀଚନ୍ଦ୍ର ଭୋଗ ହେଉଥିବାରୁ ମିଷ୍ଟାନ୍ନ ଭୋଜନରେ ଆପ୍ୟାୟିତ ହେବେ । ଦାମ୍ପତ୍ୟ ଜୀବନ ସୁଖପ୍ରଦ ହେବ । ସୁସ୍ଥ ରହିବେ । ଐଶ୍ୱର୍ଯ୍ୟଯୁକ୍ତ ହୋଇପାରନ୍ତି। ଯୁଦ୍ଧ ବା ମାଲିମୋକଦ୍ଦମାରେ ବିଜୟୀ ହେବେ । ମୋକଦ୍ଦମା ଖର୍ଚ୍ଚ ମିଳିବ । ବିଦ୍ୱାନ୍ ଓ ଶାସ୍ତ୍ରଜ୍ଞ ହେବେ । |
![]() |
ବ୍ୟୟ ବୃଦ୍ଧିର ସୂଚନା ମିଳୁଛି । ଚଞ୍ଚଳ ସ୍ୱଭାବର ହେବେ । ଏକାନ୍ତରେ କିଛି ସମୟ ବିତାଇ ପାରନ୍ତି । ଚକ୍ଷୁରେ ସାମାନ୍ୟ ପୀଡ଼ା ଅନୁଭବ କରିପାରନ୍ତି । ମଧୁରଭାଷା କହି ପରକୁ ଆପଣାର କରି ସ୍ୱାର୍ଥ ହାସଲ କରିବେ । ସାହସୀ ହେବେ । |
![]() |
ଆୟ ପରିମାଣ ବୃଦ୍ଧି ପାଇବ । ସୁସ୍ଥ ଓ ନିରାମୟ ଜୀବନଯାପନ କରିବେ । ଯଶସ୍ୱୀ ହେବେ । ଲୋକପ୍ରିୟତା ଅର୍ଜନ କରିବେ । କର୍ମଚଞ୍ଚଳ ରହିବେ । ସରକାରୀ ସ୍ତରରେ ସମ୍ମାନିତ ହୋଇପାରନ୍ତି । ତନ୍ତ୍ର ମନ୍ତ୍ରାଦି ଜ୍ୟୋତିଷ ବିଦ୍ୟାପ୍ରତି ରୁଚି ରହିବ । |
![]() |
ସୁଖ ସମ୍ମାନ ଲାଭ କରିପାରନ୍ତି । କୁଳ ପ୍ରଦୀପ ହେବେ । ମନ ପ୍ରସନ୍ନ ରହିବ । ସୁସ୍ଥ ଓ ନିରାମୟ ରହିବେ । ଦୟାଳୁ ସ୍ୱଭାବର ହେବେ । ବ୍ୟବସାୟ ଲାଭଜନକ ହେବ । ଯଶସ୍ୱୀ ହୋଇପାରନ୍ତି । ପାରିବାରିକ ସ୍ନେହ ଶ୍ରଦ୍ଧା ବୃଦ୍ଧି ହେବ । |
![]() |
ସେବା ପୂଜାରେ ନିଜକୁ ନିୟୋଜିତ କରିପାରନ୍ତି । ଭାଗ୍ୟଶାଳୀ ହେବେ । ଭୋଗ ବିଳାସ କରିପାରନ୍ତି । ସୁଖ ସମୃଦ୍ଧିପୂର୍ଣ୍ଣ ଜୀବନଯାପନ କରିପାରନ୍ତି । ବିଦ୍ୱାନ୍, ସାହସୀ ଓ ସମ୍ପତ୍ତିବାନ୍ ହୋଇପାରନ୍ତି । ଦାମ୍ପତ୍ୟ ଜୀବନ ସୁଖପ୍ରଦ ହେବ । |
![]() |
ସାମାନ୍ୟ ଅସୁସ୍ଥତା ଅନୁଭବ କରିପାରନ୍ତି । ସ୍ୱାଭିମାନୀ ହେବେ । ଶତ୍ରୁ ଅଧିକ କିଛି କ୍ଷତି ହେବ ନାହିଁ । ସହଯୋଗୀ ବ୍ୟବସାୟ ଲାଭଜନକ ହେବ । ପରିଚାଳନା କ୍ଷେତ୍ରରେ ବିରୋଧୀମାନେ ବାଧ୍ୟ ହୋଇ ପଛଘୁଞ୍ଛା ହେବେ । ସତର୍କତାର ଦିନଟି ଆଜି । |
![]() |
ବ୍ୟବସାୟରୁ ଭଲ ଲାଭ ମିଳିବ । ସମାଜ ସେବା ପ୍ରତି ମନ ବଳାଇ ପାରନ୍ତି । ସ୍ୱକର୍ମ ପାଇଁ ମନରେ ଅହଂଭାବ ଜାଗ୍ରତ ହୋଇପାରେ । ଶାନ୍ତ ଓ ଧୈର୍ଯ୍ୟବାନ୍ ହୋଇପାରନ୍ତି । ପତ୍ନୀଙ୍କ ପରାମର୍ଶରେ ଉପାଦେୟ ହେବ । ବନ୍ଧୁ ସହଯୋଗ ମିଳିପାରେ । |