OdiaWeb- Odia Film, Music, Songs, Videos, SMS, Shayari, Tourism, News

Odia Rasiphala Tuesday 2nd March 2021

Odia Rashiphala

Odia Rashiphala

ବିଭିନ୍ନ ଦିଗରୁ ସହାୟତା ମିଳିବ । ଶତ୍ରୁ ଦମନ କରି ମାନସିକ ଶାନ୍ତି ଫେରିପାଇବେ । ସୁସମ୍ୱାଦ ଶୁଣି ଖୁସି ହୋଇପାରନ୍ତି । ସାରାଦିନ କାର୍ଯ୍ୟ ବ୍ୟସ୍ତ ରହିବେ । ଶୁଭକାର୍ଯ୍ୟ କରଣୀୟ । ଋଣ ପରିଶୋଧ କରିବେ ।
ଶୁଭ ଖବର ପାଇ ମନ ପ୍ରଫୁଲ୍ଲିତ ହେବ । ଅର୍ଥ ପ୍ରାପ୍ତିର ସୁଯୋଗ ସୃଷ୍ଟି ହୋଇଛି । ଦାମ୍ପତ୍ୟ ଜୀବନ ସୁଖପ୍ରଦ ହେବ । ପଢ଼ାପଢ଼ିରେ ମନୋନିବେଶ କରିବେ । ବ୍ୟବସାୟ ଅତ୍ୟନ୍ତ ଲାଭଜନକ ହେବ । ସନ୍ତାନ ସୁଖ ମିଳିବ ।
ପରିଶ୍ରମ ଅତ୍ୟଧିକ ହେଲେ ବି ତା’ର ମୂଲ୍ୟ ମିଳିବ । କେତେକ କ୍ଷେତ୍ରରେ ଭୁଲ ବୁଝାମଣା ଘଟିପାରେ । ଯାନବାହନ ସୁଖ ମିଳିବ । ଗୃହ ପରିବେଶ ଉତ୍ତମମାନର ହେବ । କୃଷିକ୍ଷେତରୁ ଲାଭବାନ୍ ହୋଇପାରନ୍ତି ।
ଆର୍ଥିକ ସ୍ଥିତିରେ ସ୍ୱଚ୍ଛଳତା ଦେଖା ଦେବ । ଶୁଭକାର୍ଯ୍ୟ ପାଇଁ ବାତାବରଣ ଅନୁକୂଳ ଅଛି । ଭଗବତ୍ ପ୍ରେମୀ ହୋଇପାରନ୍ତି । ଦେବ ଦର୍ଶନ ପାଇଁ ଆତ୍ମ ସନ୍ତୋଷ ଲାଭ କରିବେ । ସରକାରୀ ସ୍ତରରୁ ଲାଭ ଉଠାଇ ପାରନ୍ତି ।
ତ୍ୟାଗପୂତ ମନୋବୃତ୍ତି ଗ୍ରହଣ କରିପାରନ୍ତି । ନୀତିନିଷ୍ଠ ଭାବେ ଉଚ୍ଚ ସମ୍ମାନର ଅଧିକାରୀ ହେବେ । ବିବିଧ ଧନଯୁକ୍ତ ହୋଇପାରନ୍ତି । ଚଞ୍ଚଳମନା ହେବେ । ହୃଷ୍ଟଚିତ୍ତ ଓ ଅତି ସୁଖୀ ହୋଇପାରନ୍ତି । କୀର୍ତ୍ତିମାନ୍ ହେବେ ।
ଭଲ ଆୟ ହେବ । ସରକାରୀ ବା ବନ୍ଧୁ ସୂତ୍ରରୁ ଲାଭବାନ୍ ହୋଇପାରନ୍ତି । ରୁଚିକର ଭୋଜନରେ ଆପ୍ୟାୟିତ ହେବେ । ଦାମ୍ପତ୍ୟ ଜୀବନ ସୁଖପ୍ରଦ ହେବ । ସ୍ୱାସ୍ଥ୍ୟ ଅତୁଟ ରହିବ । ନୂଆ ବନ୍ଧୁ ଜୁଟି ପାରନ୍ତି । ଚିନ୍ତାଧାରା ଉନ୍ନତମାନର ହେବ ।
ଅଯଥା ବିତର୍କରେ ଭାଗ ନ ନେଇ ନିରବ ଦର୍ଶକ ସାଜି ପାରନ୍ତି । ଦୁଶ୍ଚିନ୍ତା ମଧ୍ୟ ଦେଇ ଗତି କରିବେ । କର୍ମଚଞ୍ଚଳ ରହିବେ । ଆଖିରେ ସାମାନ୍ୟ ଯନ୍ତ୍ରଣା ଅନୁଭବ କରିପାରନ୍ତି । ମଧୁରଭାଷା ବ୍ୟବହାର କରି ପରକୁ ଆପଣାର କରିବେ ।
ଆୟ ଆଶାନୁରୂପ ହେବ । ସୁସମ୍ୱାଦ ପାଇ ଖୁସି ହୋଇପାରନ୍ତି । ଅଧିକ ଜ୍ଞାନ ଅର୍ଜନ ପାଇଁ ଆଗ୍ରହୀ ହେବେ । ସତ୍‌କର୍ମରେ ନିଜକୁ ନିୟୋଜିତ କରିପାରନ୍ତି । ବିଭିନ୍ନ ସୂତ୍ରରୁ ଅର୍ଥପ୍ରାପ୍ତିର ସୂଚନା ମିଳୁଛି ।
ସୁଖ ସମ୍ମାନ ଲାଭ କରିପାରନ୍ତି । ଶୁଭ ସମାଚାର ପାଇ ମନ୍ତ୍ର ମୁଗ୍ଧ ହେବେ । କର୍ମକ୍ଷେତ୍ରରୁ ଅପୂର୍ବ ସଫଳତା ମିଳିବ । ଆର୍ଥିକ ସ୍ଥିତିରେ ସ୍ୱଚ୍ଛଳତା ଦେଖା ଦେବ । ଶୁଭକାର୍ଯ୍ୟ କରିପାରନ୍ତି । ବିବାଦରେ ବିଜୟୀ ହେବେ ।
ସୌଜନ୍ୟତା ପ୍ରକାଶିତ ହେବ । କାର୍ଯ୍ୟରେ ସଫଳତା ଲାଭ କରିବେ । କ୍ଷମତାର ଅଭିବୃଦ୍ଧି ଘଟିବ ଓ ତା’ର ସଦ୍‌ବ୍ୟବହାର କରିପାରନ୍ତି । ପ୍ରତିଯୋଗିତାରେ କୃତିତ୍ୱ ଅର୍ଜନ କରିବେ । ପ୍ରବଚନରେ ଯୋଗଦେଇ ପାରନ୍ତି ।
ସ୍ୱାସ୍ଥ୍ୟ ହାନିର ଆଶଙ୍କା ଅଛି । ଆର୍ଥିକ ସ୍ଥିତି ଦୁର୍ବଳ ରହିବ । କର୍ମଚଞ୍ଚଳ ରହିଲେ ବି ଗତି ମାନ୍ଦା ହୋଇପାରେ । ଶାସନ ଶୃଙ୍ଖଳାରେ ପାରଦର୍ଶୀ ହୋଇପାରନ୍ତି । ନୂତନ ଯୋଜନାକୁ ସ୍ଥଗିତ ରଖିପାରନ୍ତି । କର୍ମକ୍ଷେତ୍ରରେ ପ୍ରଶଂସାର ପାତ୍ର ହେବେ ।
ପ୍ରୀତି ଲାଭର ସୁଯୋଗ ଅଛି । ସୁଖକର ଘଟଣାମାନ ଘଟିବ । କର୍ମକ୍ଷେତ୍ରରୁ ଅପୂର୍ବ ସଫଳତା ମିଳିବ । ଦାମ୍ପତ୍ୟ ଜୀବନ ସୁଖପ୍ରଦ ହେବ । ଶୁଭକାର୍ଯ୍ୟ ପାଇଁ ସମୟ ଅନୁକୂଳ ସାବ୍ୟସ୍ତ ହୋଇଛି । ସୁଖାଦ୍ୟ ଖାଇ ଆନନ୍ଦ ଉପଭୋଗ କରିବେ ।
For daily odia rashiphala visit our website daily in the morning. This is compiled from a trusted source.

Odia Calendar 2021

Comments

comments