OdiaWeb- Odia Film, Music, Songs, Videos, SMS, Shayari, Tourism, News

Odia Rasiphala Tuesday 2nd Nov 2021

Odia Rashiphala

Odia Rashiphala

ଅନାବଶ୍ୟକ ଖର୍ଚ୍ଚ କରିପାରନ୍ତି । ଭାଇମାନଙ୍କ ଉପରେ ସ୍ନେହଭାବ ରହିବ । ସୁସ୍ଥ ଓ ନିରାମୟ ରହିବେ । ବଳିଷ୍ଠ ଓ ଶତ୍ରୁହନ୍ତା ହୋଇପାରନ୍ତି । ଦାମ୍ପତ୍ୟ ଜୀବନ ସୁଖମୟ ହେବ । ସୁନାମ ଅର୍ଜନ କରିପାରନ୍ତି ।
କର୍ମଚଞ୍ଚଳ ରହିବେ । ଆକସ୍ମିକ ଧନ ଲାଭର ସୂଚନା ମିଳୁଛି । ତନ୍ତ୍ରମନ୍ତ୍ରାଦି ଗୁପ୍ତ ବିଦ୍ୟା ପ୍ରତି ରୁଚି ରହିବ । ଆର୍ଥିକ ସ୍ରୋତ ବ୍ୟବସାୟାଦି ବିଭିନ୍ନ ଦିଗରୁ ଆସିବ । ଧାର୍ମିକ ଓ ତେଜସ୍ୱୀ ହେବେ ।
ଉଦାର ସ୍ୱଭାବର ହୋଇପାରନ୍ତି । ଦାନ-ଧର୍ମରେ ଦୀକ୍ଷିତ ହେବେ । ଆଦର୍ଶ ବ୍ୟକ୍ତିତ୍ୱ ସମ୍ପନ୍ନ ହେବେ । କୃଷି କର୍ମକାରୀ ହୋଇପାରନ୍ତି । ଦଳ ପ୍ରତି ଆଦର ଓ ସମ୍ମାନ ବଢ଼ିବ । ପ୍ରେମୀ ଓ ବୁଦ୍ଧିମାନ ହେବେ ।
କାର୍ଯ୍ୟରେ ସଫଳତା ଲାଭ କରିବେ । ମନ ପ୍ରସନ୍ନ ରହିବ । ଆତ୍ମବିଶ୍ୱାସୀ ହେବେ । ମଧୁରଭାଷୀ ହେବେ । ଥଣ୍ଡା-କଫଜନିତ ସାମାନ୍ୟ କ୍ଲେଶ ଭୋଗ କରିପାରନ୍ତି । ପ୍ରେମୀ ଓ ସାହସୀ ହେବେ । ଭ୍ରାତୃ ସ୍ନେହ ମିଳିବ ।
ଆଶାବାଦୀ ହୋଇପାରନ୍ତି । ଭାଗ୍ୟଶାଳୀ ହେବେ । ଉତ୍ତମ ବ୍ୟକ୍ତିତ୍ୱ ସମ୍ପନ୍ନ ହେବେ । ମଧୁରଭାଷୀ, ସହନଶୀଳ ଓ ଶାନ୍ତିପ୍ରିୟ ହେବେ । ବିଦ୍ୟାପ୍ରେମୀ ହୋଇପାରନ୍ତି । ଦାମ୍ପତ୍ୟ ଜୀବନ ସୁଖପ୍ରଦ ହେବ ।
ସୁଖ-ସମ୍ମାନ ଲାଭ କରିପାରନ୍ତି । ଐଶ୍ୱର୍ଯ୍ୟାଯୁକ୍ତ ହେବେ । ଉତ୍ତମ ଭୋଜନରେ ଆପ୍ୟାୟିତ ହେବେ । ମାଲିମୋକଦ୍ଦମାରେ ବିଜୟୀ ହେବେ । ଧନଲାଭ ହେବ । ବିଦ୍ୱାନ୍ ଓ ଶାସ୍ତ୍ରଜ୍ଞ ହୋଇପାରନ୍ତି ।
କର୍ମଚଞ୍ଚଳ ରହିବେ । ଥଣ୍ଡା-କଫରେ ସାମାନ୍ୟ ପୀଡ଼ା ଅନୁଭବ କରିପାରନ୍ତି । ଏକାନ୍ତ ପ୍ରିୟ ହେବେ । ମଧୁର କଥା କହି ପରକୁ ଆପଣାର କରିପାରନ୍ତି । ରାଜଯୋଗ ଅଛି । ଧାର୍ମିକ ପ୍ରବୃତ୍ତିର ହେବେ ।
ସୁସ୍ଥ ଓ ନିରାମୟ ରହିବେ । ଯଶସ୍ୱୀ ହେବେ । ଲୋକପ୍ରିୟତା ଅର୍ଜନ କରିପାରନ୍ତି । ସରକାରୀ ସ୍ତରରେ ସମ୍ମାନିତ ହେବେ । ରାଜକୋଷ ଅର୍ଥ ପ୍ରାପ୍ତିର ସୂଚନା ମିଳୁଛି । ବ୍ୟବସାୟ ଲାଭଜନକ ହେବ ।
ସୁଖୀ ହେବେ । ସମ୍ମାନିତ ହୋଇପାରନ୍ତି । କୁଳପ୍ରଦୀପ ହେବେ । ମନ ପ୍ରସନ୍ନ ରହିବ । ସୁସ୍ଥ ଓ ନିରାମୟ ରହିବେ । ବ୍ୟବସାୟ ଲାଭଜନକ ହେବ । ଯଶସ୍ୱୀ ହେବେ । ପାରିବାରିକ ସ୍ନେହ ରହିବ ।
ଉଚ୍ଚ ଆଶା ଫଳବତୀ ହୋଇପାରେ । ଭାଗ୍ୟଶାଳୀ ହେବେ । ଭୋଗୀ ଓ ବିଳାସୀ ହେବେ । ଦିନଟି ସୁଖ-ସମୃଦ୍ଧିପୂର୍ଣ୍ଣ ହେବ । ବିଦ୍ୱାନ୍, ସାହସୀ ଓ ସମ୍ପତ୍ତିବାନ୍ ହେବେ । ଦାମ୍ପତ୍ୟ ଜୀବନ ସୁଖପ୍ରଦ ହେବ ।
ସାମାନ୍ୟ ଅସୁସ୍ଥତା ଅନୁଭବ କରିପାରନ୍ତି । ସତ୍‌କର୍ମରେ ନିଜକୁ ନିୟୋଜିତ କରିବେ । ଧର୍ମମାର୍ଗରେ ମନୋନିବେଶ କରିପାରନ୍ତି । ଅଷ୍ଟମ ଚନ୍ଦ୍ର ଯୋଗୁଁ ସତର୍କରେ ଚଳିବାକୁ ପଡ଼ିବ ।
ବ୍ୟବସାୟ ଲାଭଜନକ ହେବ । ଆତ୍ମସନ୍ତୋଷ ଲାଭ କରିବେ । ଶାନ୍ତ ଓ ଧୈର୍ଯ୍ୟବାନ୍ ହୋଇପାରନ୍ତି । ପତ୍ନୀଙ୍କ ପରାମର୍ଶରେ ପରିଚାଳିତ ହେବେ । ମନରେ ଗର୍ବଭାବ ବହନ କରିପାରନ୍ତି ।
For daily odia rashiphala visit our website daily in the morning. This is compiled from a trusted source.

Odia Calendar 2021

Comments

comments