![]() |
ଶତ୍ରୁ ବିନାଶକରି ଗର୍ବିତ ହୋଇପାରନ୍ତି । ମାନସିକ ସ୍ତରରେ ଶାନ୍ତିର ବାତାବରଣ ସୃଷ୍ଟି ହେବ । ସାରାଦିନ କାର୍ଯ୍ୟ ବ୍ୟସ୍ତ ରହିବେ । ଶୁଭ କାର୍ଯ୍ୟ ସମ୍ପାଦିତ ହେବ । ଋଣ ପରିଶୋଧ କରି ଆଶ୍ୱସ୍ତ ହେବେ । |
![]() |
ପରାମର୍ଶନେଇ କାର୍ଯ୍ୟ କରିବାକୁ ପଡ଼ିବ । ବିଭିନ୍ନ ସୂତ୍ରରୁ ଅର୍ଥ ପ୍ରାପ୍ତିର ସୂଚନା ମିଳୁଛି । ଅଧ୍ୟାପନାର ପ୍ରସ୍ତୁତି ସ୍ୱରୂପ ଅଧ୍ୟୟନରତ ହୋଇପାରନ୍ତି । ସୁ-ସମ୍ୱାଦ ପାଇ ଖୁସି ହେବେ । ଦାମ୍ପତ୍ୟ ଜୀବନ ସୁଖପ୍ରଦ ହେବ । |
![]() |
ପରିଶ୍ରମ ଅଧିକ ହେଲେ ବି ତା’ର ମୂଲ୍ୟ ମିଳିବ । କେତେକ କ୍ଷେତ୍ରରେ ଭୁଲ ବୁଝାମଣା ଘଟିପାରେ । କୃଷି କ୍ଷେତ ଉପରେ ଧ୍ୟାନ ଦେବେ । ବହୁଧନ, ପୁତ୍ର, ଉତ୍ତମ ବଂଶରୁ କନ୍ୟାଲାଭ ହୋଇପାରେ । |
![]() |
ଆର୍ଥିକ ସ୍ଥିତିରେ ସ୍ୱଚ୍ଛଳତା ଦେଖାଦେବ । ଶୁଭ କାର୍ଯ୍ୟ ପାଇଁ ସମୟ ଅନୁକୂଳ ରହିଛି । ଦେବଦର୍ଶନର ସୌଭାଗ୍ୟ ଅଛି । ଅଶାନ୍ତିର ଅବସାନ ଘଟିବ । ସରକାରୀ ସ୍ତରରୁ ଲାଭ ଉଠାଇ ପାରନ୍ତି । |
![]() |
ଅଜାତଶତ୍ରୁ ହୋଇପାରନ୍ତି । ଦାତା, ଭୋକ୍ତା, ଗୁଣବାନ୍ , ଧନୀ ଓ ମାନୀ ହେବେ । ତ୍ୟାଗପୂତ ମନୋବୃତ୍ତିର ହୋଇପାରନ୍ତି । ବିବିଧ ଧନର ଅଧିକାରୀ ହେବେ । କର୍ମଚଞ୍ଚଳ ରହିବେ । କୀର୍ତ୍ତିମାନ୍ ହେବେ । |
![]() |
ଭଲ ଆୟ ହେବ । ସରକାରୀ ବା ବନ୍ଧୁ ସୂତ୍ରରୁ ଲାଭବାନ୍ ହେବେ । ମିଷ୍ଟାନ୍ନ ଭୋଜନରେ ଆପ୍ୟାୟିତ ହୋଇପାରନ୍ତି । ଦାମ୍ପତ୍ୟ ଜୀବନ ସୁଖପ୍ରଦ ହେବ । ସୁସ୍ଥ ଓ ନିରାମୟ ରହିବେ । ଚିନ୍ତାଧାରା ଉତ୍ତମ ହେବ । |
![]() |
ମିତ୍ରଙ୍କ ସାନ୍ନିଧ୍ୟ ମିଳିବ । ପୁତ୍ର ସୁଖ ମିଳିପାରେ । ମନ୍ତ୍ର, ଶାସ୍ତ୍ରରେ ପାରଦର୍ଶୀ ହୋଇପାରନ୍ତି । ଧନବାନ୍ ହେବେ । ବାକ୍ୟପଟୁ ହୋଇପାରନ୍ତି । ଦାମ୍ପତ୍ୟ ଜୀବନ ସୁଖପ୍ରଦ ହେବ । |
![]() |
ଶୁଭ ଖବର ପାଇବେ । ଅଧିକ ଅଭିଜ୍ଞତା ଅର୍ଜନ ପାଇଁ ଆଗ୍ରହୀ ହେବେ । ସତ୍କର୍ମରେ ନିଜକୁ ନିୟୋଜିତ କରିପାରନ୍ତି । ବ୍ୟବସାୟ ଲାଭଜନକ ହେବ । ବିଭିନ୍ନ ସୂତ୍ରରୁ ଅର୍ଥପ୍ରାପ୍ତିର ସୂଚନା ମିଳୁଛି । |
![]() |
ସୁଖ-ସମ୍ମାନ ଲାଭ କରିପାରନ୍ତି । ସୁ-ସମାଚାର ମିଳିବ । କର୍ମକ୍ଷେତ୍ରରେ ଅପୂର୍ବ ସଫଳତା ମିଳିବ । ଆର୍ଥିକ ସ୍ଥିତିରେ ସ୍ୱଚ୍ଛଳତା ଦେଖାଦେବ । ଶୁଭ କାର୍ଯ୍ୟ ସମ୍ପାଦିତ ହେବ । ବିବାଦରେ ବିଜୟୀ ହେବେ । |
![]() |
କର୍ମକୁଶଳତା ପାଇଁ ବିଭିନ୍ନ ସ୍ତରରୁ ଆଦର-ସମ୍ମାନ ମିଳିବ । କାର୍ଯ୍ୟରେ ସଫଳତା ଲାଭ କରିବେ । ଅଧିକ କ୍ଷମତା ହାସଲ କରି ତା’ର ସଦ୍ ବ୍ୟବହାର କରିପାରନ୍ତି । ପ୍ରତିଯୋଗିତାରେ ବିଜୟୀ ହେବେ । |
![]() |
ଶାସ୍ତ୍ରପଟୁ ହେବେ । ପୁଣ୍ୟଦେହୀ ହୋଇପାରନ୍ତି । ସତ୍କର୍ମରେ ନିୟୋଜିତ ହେବେ । ଧର୍ମମାର୍ଗରେ ମନୋନିବେଶ କରିପାରନ୍ତି । ଅସୁସ୍ଥତା ଅନୁଭବ କରିପାରନ୍ତି । ଅଷ୍ଟମ ଚନ୍ଦ୍ର ଯୋଗୁଁ ସତର୍କ ରହିବେ । |
![]() |
ନାନା ସୁନ୍ଦର ଓ ମୂଲ୍ୟବାନ୍ ବସ୍ତୁର ଅଧିକାରୀ ହୋଇପାରନ୍ତି । ସମ୍ପତ୍ତିବାନ୍ ହେବେ । ସନ୍ମାର୍ଗୀ ହେବେ । ଜ୍ଞାନ-ଗରିମାଯୁକ୍ତ ହୋଇପାରନ୍ତି । ସମ୍ମାନିତ ହେବେ । ସ୍ତ୍ରୀ-ପୁତ୍ର ପ୍ରୀତିଯୁକ୍ତ ହେବେ । |