OdiaWeb- Odia Film, Music, Songs, Videos, SMS, Shayari, Tourism, News

Odia Rasiphala Tuesday 31th Dec 2019

Odia Rashiphala

Odia Rashiphala

ଅର୍ଥାଭାବ ପୂରଣ କରିବାରେ ସକ୍ଷମ ହେବେ । ଆୟ ଯଥେଷ୍ଟ ପରିମାଣର ହେବ । ସୁସ୍ଥ ରହିବେ । ଯଶସ୍ୱୀ ହେବେ । ଲୋକପ୍ରିୟତା ଅର୍ଜନ କରିବେ । ଚଞ୍ଚଳ ପ୍ରକୃତିର ହେବେ । ସରକାରୀ ସ୍ତରରେ ସମ୍ମାନିତ ହେବେ ।
ଭ୍ରାତୃ ବିବାଦ ଦୂରେଇ ଯିବ । କାର୍ଯ୍ୟରେ ସଫଳତା ଲାଭ କରିବେ । କୁଳଦୀପକ ହେବେ । ମନ ପ୍ରସନ୍ନ ରହିବ । ଦୟାଳୁ ସ୍ୱଭାବର ହୋଇପାରନ୍ତି । ବ୍ୟବସାୟ ଲାଭଜନକ ହେବ । ଯଶସ୍ୱୀ ହେବେ । ନିଜ ପରିବାର ଉପରେ ସ୍ନେହ, ସଦିଚ୍ଛା ରହିବ ।
ବନ୍ଧୁ ସହଯୋଗ ପାଇ ଖୁସି ହୋଇପାରନ୍ତି । ଆଶ୍ୱସ୍ତି ମିଳିବ । ଭାଗ୍ୟଶାଳୀ ହୋଇପାରନ୍ତି । ଭୋଗ-ବିଳାସରେ ଦିନଟି ଅତିବାହିତ ହେବ । ସୁଖ-ସମୃଦ୍ଧିପୂର୍ଣ୍ଣ ଜୀବନଯାପନ କରିବେ । ଧର୍ମାତ୍ମା, ପ୍ରବାସପ୍ରିୟ, ବିଦ୍ୱାନ୍, ସାହସୀ ଓ ସମ୍ପତ୍ତିବାନ୍ ହେବେ ।
ପାରିବାରିକ ସ୍ତରରେ ଅଶାନ୍ତର ସୂତ୍ରପାତ ହୋଇପାରେ । ସାମାନ୍ୟ ଅସୁସ୍ଥତା ଅନୁଭବ କରିପାରନ୍ତି । ଈର୍ଷା ପରାୟଣ ହେବେ । ସ୍ୱାଭିମାନୀ ହେବେ । ସହଯୋଗୀ ବ୍ୟବସାୟରେ ଲାଭବାନ୍ ହେବେ । ଅଷ୍ଟମ ଚନ୍ଦ୍ର ଭୋଗ ହେତୁ ଜଳଯାତ୍ରା ମନା ।
ଆର୍ଥିକ ସହାୟତା ପାଇ କୃତଜ୍ଞ ହୋଇପାରନ୍ତି । ବନ୍ଧୁ ମିଳନ ଘଟିବାର ସୁଯୋଗ ଅଛି । ବ୍ୟବସାୟ ଲାଭଜନକ ହେବ । ସମାଜସେବୀ ହେବେ । ମନରେ ଅହଂଭାବ ଜାଗ୍ରତ ହୋଇପାରେ । ଶାନ୍ତ ଓ ଧୈର୍ଯ୍ୟବାନ୍ ହେବେ । ପତ୍ନୀଙ୍କ କଥାରେ ଚଳିବେ ।
ଅଧସ୍ତନଙ୍କ ଭୁଲ କାର୍ଯ୍ୟ ପାଇଁ ବିରକ୍ତି ପ୍ରକାଶ କରିପାରନ୍ତି । ମନରେ କ୍ଷୋଭ ବୃଦ୍ଧି ହୋଇପାରେ । ଭାଇମାନଙ୍କ ଉପରେ ସ୍ନେହଭାବ ରହିବ । ସୁସ୍ଥ ଓ ନିରାମୟ ଜୀବନଯାପନ କରିବେ । ବଳିଷ୍ଠ ଓ ଶତ୍ରୁହନ୍ତା ହୋଇପାରନ୍ତି । ଚାକିରିରେ ସୁନାମ ମିଳିବ ।
ସୁସମ୍ୱାଦ ପାଇ ଖୁସି ହୋଇପାରନ୍ତି । ଚିନ୍ତାଗ୍ରସ୍ତ ହେବେ । ଚଞ୍ଚଳ ପ୍ରକୃତିର ହେବେ । କନ୍ୟା ସନ୍ତାନ ଦ୍ୱାରା ଉପକୃତ ହୋଇପାରନ୍ତି । ଆକସ୍ମିକ ଧନ ଲାଭର ସୂଚନା ମିଳୁଛି । ତନ୍ତ୍ର-ମନ୍ତ୍ରାଦି ଗୁପ୍ତବିଦ୍ୟା ପ୍ରତି ଆଗ୍ରହୀ ହେବେ । ସୁଖ ମିଳିବ ।
ଲକ୍ଷ୍ୟ ହାସଲ ପାଇଁ ଯୋଜନା ପ୍ରସ୍ତୁତ କରିପାରନ୍ତି । ଶ୍ରମ ସାର୍ଥକ ହେବ । ଉଦାର ସ୍ୱଭାବର ହେବେ । ଦାନଶୀଳ ହେବାର ସୂଚନା ମିଳୁଛି । ବ୍ୟକ୍ତିତ୍ୱର ବିକାଶ ଘଟିବ । ସୁସ୍ଥ ଓ ନିରାମୟ ରହିବେ । କୃଷିକର୍ମକାରୀ ହେବେ । ବୁଦ୍ଧିମାନ୍ ହୋଇପାରନ୍ତି ।
ଶ୍ରମର ମୂଲ୍ୟାଙ୍କନ ହୋଇପାରେ । କର୍ମକ୍ଷେତ୍ର ଅଧିକ ଉତ୍ସାହପ୍ରଦ ହେବ । ମନ ପ୍ରସନ୍ନ ରହିବ । ଆସ୍ତିକ ସ୍ୱଭାବର ହେବେ । ମଧୁରଭାଷୀ ହୋଇପାରନ୍ତି । ଥଣ୍ଡା-କଫଜନିତ ସାମାନ୍ୟ ପୀଡ଼ା ଅନୁଭବ କରିପାରନ୍ତି । ବିବାଦରେ ବିଜୟୀ ହେବେ ।
ବିଶ୍ୱାସ ଘାତକତାର ଶିକାର ହେବେ । ଭାଗ୍ୟଶାଳୀ ହୋଇପାରନ୍ତି । ପରଦେଶବାସୀ, ମଧୁରଭାଷୀ, ସହନଶୀଳ, ଶାନ୍ତିପ୍ରିୟ ଓ ଉଦାର ବିଦ୍ୟାପ୍ରେମୀ ହେବେ । ଏକ ପତ୍ନୀବ୍ରତ ଆଚରି ପାରନ୍ତି । ମିତ୍ରମାନଙ୍କ ଠାରୁ ମିଳିଥିବା ଧନ କାର୍ଯ୍ୟରେ ଲାଗିବ ।
ମୂଲ୍ୟବାନ ଦ୍ରବ୍ୟ ମିଳିପାରେ । ସୁଖ-ସମ୍ମାନ ଲାଭ କରିପାରନ୍ତି । ପ୍ରତ୍ୟେକ କ୍ଷେତ୍ରରେ ଶକ୍ତିମାନ୍ ହେବେ । ମନୋବଳ ଦୃଢ଼ ରହିବ । ଐଶ୍ୱର୍ଯ୍ୟଯୁକ୍ତ ହେବେ । ରଣାଙ୍ଗନରେ ବିଜୟୀ ହେବେ । ମାଲିମୋକଦ୍ଦମାରେ ଜିଣିବେ । ଧନଲାଭ ହେବ ।
ସଫଳତାର ନିକଟବର୍ତ୍ତୀ ହେବେ । ଘାତଚନ୍ଦ୍ର ଭୋଗ ହେତୁ ସତର୍କରେ ଚଳିବାକୁ ପଡ଼ିବ । ଚଞ୍ଚଳ ସ୍ୱଭାବର ହୋଇପାରନ୍ତି । ମଧୁରଭାଷା ବ୍ୟବହାର କରି ପରକୁ ଆପଣାର କରିପାରନ୍ତି । ଧାର୍ମିକ ପ୍ରବୃତ୍ତିର ହେବେ । ଖର୍ଚ୍ଚାନ୍ତ ହୋଇପାରନ୍ତି ।
For daily odia rashiphala visit our website daily in the morning. This is compiled from a trusted source.

Odia Calendar 2019

Comments

comments