OdiaWeb- Odia Film, Music, Songs, Videos, SMS, Shayari, Tourism, News

Odia Rasiphala Tuesday 3rd Dec 2019

Odia Rashiphala

Odia Rashiphala

ନିଜ କାର୍ଯ୍ୟର ସମୀକ୍ଷା କରିପାରନ୍ତି । ଆୟ ପରିମାଣ ବୃଦ୍ଧି ପାଇବ । ଯଶସ୍ୱୀ ହେବେ । ସୁସ୍ଥ ଓ ନିରାମୟ ଜୀବନଯାପନ କରିପାରନ୍ତି । ଲୋକପ୍ରିୟତା ଅର୍ଜନ କରିବେ । ଚଞ୍ଚଳ ପ୍ରକୃତିର ହେବେ । ସରକାରୀ ସ୍ତରରେ ସମ୍ମାନିତ ହେବେ ।
ମନ ପ୍ରଫୁଲ୍ଲ ରହିବ । ପରିଶ୍ରମର ମୂଲ୍ୟ ମିଳିବ । କୁଳ ଉଜ୍ଜ୍ୱଳକାରୀ ହେବେ । ମନ ପ୍ରସନ୍ନ ରହିବ । ସୁସ୍ଥ ଓ ନିରାମୟ ଜୀବନଯାପନ କରିପାରନ୍ତି । ଦୟାଳୁ ସ୍ୱଭାବର ହେବେ । ବ୍ୟବସାୟ ଲାଭଜନକ ହେବ । ଯଶସ୍ୱୀ ହୋଇପାରନ୍ତି ।
କର୍ତ୍ତବ୍ୟ ପରାୟଣ ହୋଇପାରନ୍ତି । ଘାତଚନ୍ଦ୍ର ଭୋଗ ହେତୁ ସତର୍କରେ ଚଳିବାକୁ ପଡ଼ିବ । ଭାଗ୍ୟଶାଳୀ ହେବେ । ଭୋଗ ବିଳାସ କରିପାରନ୍ତି । ସୁଖ-ସମୃଦ୍ଧିପୂର୍ଣ୍ଣ ଜୀବନଯାପନ କରିବେ । ବିଦ୍ୱାନ୍, ସାହସୀ ଓ ସମ୍ପତ୍ତିବାନ୍ ହେବେ ।
ବ୍ୟବସାୟରେ ଉନ୍ନତି ଘଟିବ । କଷ୍ଟ ସ୍ୱୀକାର କରିପାରନ୍ତି । ଈର୍ଷାପରାୟଣ ହୋଇପାରନ୍ତି । ସ୍ୱାଭିମାନୀ ହେବେ । ଯୁଗ୍ମ ବ୍ୟବସାୟୀ ଲାଭଜନକ ହେବ । ଶାରୀରିକ ଦୁର୍ବଳତା ଅନୁଭବ କରିପାରନ୍ତି । ଜଳଯାତ୍ରା ନିଷେଧ ।
ଯାତ୍ରାଦିରେ ଲାଭବାନ୍ ହୋଇପାରନ୍ତି । ବନ୍ଧୁ ସୁଖ ମିଳିବ । ବ୍ୟବସାୟ ଲାଭଜନକ ହେବ । ମନରେ ସେବାଭାବ ଜାଗ୍ରତ ହେବ । ଶାନ୍ତ ଓ ଧୈର୍ଯ୍ୟବାନ୍ ହୋଇପାରନ୍ତି । ନିଜ କାର୍ଯ୍ୟ ପାଇଁ ଗର୍ବିତ ହେବେ । ପତ୍ନୀଙ୍କ ପରାମର୍ଶ ଆପଣଙ୍କ ପାଇଁ ଉପାଦେୟ ହେବ ।
ଦୂରବନ୍ଧୁଙ୍କ ଦ୍ୱାରା ଉପକୃତ ହେବେ । ଶତ୍ରୁର ମୁକାବିଲା ପାଇଁ ପ୍ରସ୍ତୁତି ଚଳାଇପାରନ୍ତି । ଭାଇମାନଙ୍କ ଉପରେ ସ୍ନେହଭାବ ରହିବ । ସୁସ୍ଥ ଓ ନିରାମୟ ରହିବେ । ଶକ୍ତିମାନ୍ ହୋଇପାରନ୍ତି । ଶତ୍ରୁ ବିନାଶ କରି ଆଶ୍ୱସ୍ତ ହେବେ ।
ପରିବେଶ ଆପଣଙ୍କ ପାଇଁ ସୁଖଦାୟକ ହେବ । ଚଞ୍ଚଳ ପ୍ରକୃତିର ହୋଇପାରନ୍ତି । ଆକସ୍ମିକ ଧନଲାଭର ସୂଚନା ମିଳୁଛି । ଜୁଆ କିମ୍ବା ଲଟେରୀ ଉଠାଣ ଫଳ ଆପଣଙ୍କ ସପକ୍ଷରେ ଯାଇପାରେ । ବ୍ୟବସାୟରେ ପ୍ରଚୁର ଧନଲାଭ ହେବ ।
ବହୁ ଭ୍ରମଣ କରିପାରନ୍ତି । ଉଦାର ସ୍ୱଭାବର ହେବେ । ଦାନ-ଧର୍ମରେ ଦୀକ୍ଷିତ ହେବେ । ସୁଖୀ ହେବେ । ବ୍ୟକ୍ତିତ୍ୱର ବିକାଶ ଘଟିବ । ସୁସ୍ଥ ଓ ନରାମୟ ରହିବେ । କୃଷି କର୍ମରେ ତତ୍ପର ହେବେ । ଜଳପ୍ରତି ଆଦର ପ୍ରେମୀ ଓ ବୁଦ୍ଧିମାନ୍ ହେବେ ।
ଷଡ଼ଯନ୍ତ୍ରରୁ ଉଧୁରି ଯିବେ । କାର୍ଯ୍ୟକ୍ଷେତ୍ର ଉତ୍ସାହଜନକ ହେବ । ଆସ୍ତିକ ହେବେ । ମଧୁରଭାଷୀ ହୋଇପାରନ୍ତି । ଥଣ୍ଡା-କଫରେ ସାମାନ୍ୟ ପୀଡ଼ା ଅନୁଭବ କରିପାରନ୍ତି । ପ୍ରେମୀ ଓ ସାହସୀ ହେବେ । ସାନଭାଇଙ୍କ ଠାରୁ ଆଦର ପାଇବେ ।
ଚିନ୍ତାଗ୍ରସ୍ତ ହୋଇପାରନ୍ତି । ଭାଗ୍ୟଶାଳୀ ହେବେ । ପରଦେଶବାସୀ, ମଧୁରଭାଷୀ, ସହନଶୀଳ, ଶାନ୍ତିପ୍ରିୟ ଓ ଉଦାର ବିଦ୍ୟାପ୍ରେମୀ ହେବେ । ସ୍ତ୍ରୀ ବିଳାସୀ ହେବେ । ମିତ୍ର ସୁଖ ଲାଭ କରିପାରନ୍ତି । ସୁଖୀ ହେବେ ।
ପ୍ରିୟ ଲୋକମାନଙ୍କ ସହିତ ହସଖୁସିରେ ସମୟ ବିତାଇପାରନ୍ତି । ଶ୍ରୀଚନ୍ଦ୍ର ଭୋଗ ହେତୁ ମିଷ୍ଟାନ୍ନ ଭୋଜନରେ ଆପ୍ୟାୟିତ ହେବେ । ଐଶ୍ୱର୍ଯ୍ୟଯୁକ୍ତ ହେବେ । ଯୁଦ୍ଧ କିମ୍ବା ମୋକଦ୍ଦମାରେ ଜିଣି ଅର୍ଥ ପ୍ରାପ୍ତ ହେବେ । ସୁସ୍ଥ ଓ ନିରାମୟ ରହିବେ ।
ଗୃହ ଜଞ୍ଜାଳ ଲାଗି ରହିବ । ବ୍ୟୟ ବୃଦ୍ଧିର ସୂଚନା ମିଳୁଛି । ଥଣ୍ଡା-କଫଜନିତ ସାମାନ୍ୟ କଷ୍ଟ ଅନୁଭବ କରିପାରନ୍ତି । ଚଞ୍ଚଳ ସ୍ୱଭାବର ହେବେ । ଚକ୍ଷୁରେ ସାମାନ୍ୟ ଯନ୍ତ୍ରଣା ଅନୁଭବ କରିପାରନ୍ତି । ମଧୁର କଥାରେ ମନମୋହିବେ ।
For daily odia rashiphala visit our website daily in the morning. This is compiled from a trusted source.

Odia Calendar 2019

Comments

comments