![]() |
ପ୍ରିୟଭାଷୀ ହୋଇପାରନ୍ତି । ପାଣ୍ଡିତ୍ୟର ପରିପ୍ରକାଶ ଘଟାଇ ବହୁ ସମ୍ମାନର ଅଧିକାରୀ ହେବେ । ଶିଳ୍ପୋଦ୍ୟୋଗୀ ହିସାବରେ ଉନ୍ନୟନ କାର୍ଯ୍ୟ କରପାରନ୍ତି । ହସଖୁସି ସ୍ୱଭାବର ହୋଇପାରନ୍ତି । ଗୁପ୍ତ ବିଦ୍ୟାରେ ପାରଙ୍ଗମ ହେବେ । |
ଶ୍ରୀଚନ୍ଦ୍ର ଭୋଗ ହେଉଥିବାରୁ ଭଲ ଆୟ ହେବ । ସରକାରୀ ବା ବନ୍ଧୁ ସୂତ୍ରରୁ ଲାଭବାନ୍ ହୋଇପାରନ୍ତି । ମିଷ୍ଟାନ୍ନ ଭୋଜନରେ ଆପ୍ୟାୟିତ ହେବେ । ଦାମ୍ପତ୍ୟ ଜୀବନ ସୁଖପ୍ରଦ ହେବ । ସୁସ୍ଥ ଓ ନିରାମୟ ରହିବେ । ଚିନ୍ତାଧାରା ଉନ୍ନତମାନର ହେବ । | |
ଖର୍ଚ୍ଚ ପରିମାଣ ବୃଦ୍ଧିଯୋଗୁଁ ବ୍ରତତ ହୋଇପାରନ୍ତି । ବିବାଦୀୟ ପରିସ୍ଥିତି ଉପୁଜି ପାରେ । ଅଯଥା ବିତର୍କରେ ଭାଗ ନ ନେଇ ନିରବ ଦର୍ଶକ ହେବା ଭଲ । ମଧୁର ସମ୍ଭାଷଣରେ ପରକୁ ଆପଣାର କରିପାରନ୍ତି । ବନ୍ଧୁ ବିରୋଧ ସମ୍ମୁଖୀନ ହେବେ । | |
ପ୍ରତଦ୍ୱନ୍ଦ୍ୱିତାରେ ବିଜୟୀ ହୋଇ ଅର୍ଥ ଲାଭ କରିବେ । ସୁସମ୍ୱାଦ ପାଇ ଖୁସି ହୋଇପାରନ୍ତି । ଜ୍ଞାନ ଅର୍ଜନ ପାଇଁ ଆଗ୍ରହ ପ୍ରକାଶ କରିପାରନ୍ତି । ସତ୍କର୍ମରେ ନିଜକୁ ନିୟୋଜିତ କରିବେ । ବିଭିନ୍ନ ସୂତ୍ରରୁ ଅର୍ଥ ପ୍ରାପ୍ତିର ସୂଚନା ମିଳୁଛି । ସୁଖୀ ହେବେ । | |
କାର୍ଯ୍ୟରେ ସଫଳତା ଲାଭ କରିବେ । ଶୁଭ ଖବର ପାଇ ଉତ୍ଫୁଲ୍ଲିତ ହୋଇପାରନ୍ତି । ଆର୍ଥିକ ସ୍ଥିତିରେ ସ୍ୱଚ୍ଛଳତା ଦେଖା ଦେବ । ଶୁଭ କାର୍ଯ୍ୟ ପାଇଁ ବାତାବରଣ ଅନୁକୂଳ ରହିଛି । ବିବାଦୀୟ ଘଟଣାରେ ବିଜୟୀ ହେବେ । ବ୍ୟବସାୟରୁ ଲାଭ ମିଳିବ । | |
ନୂଆ କାର୍ଯ୍ୟ କରିବାରେ ସୁଯୋଗ ସୃଷ୍ଟି ହୋଇଛି । କ୍ଷମତାର ଅଭିବୃଦ୍ଧି ଘଟାଇ ତା’ର ସଦ୍ବ୍ୟବହାର କରିପାରନ୍ତି । ବିବାଦୀୟ ଘଟଣାରେ ବିଜୟୀ ହେବେ । ଭକ୍ତିଗାଥା ଶୁଣିବାକୁ ଇଚ୍ଛାପ୍ରକାଶ କରିପାରନ୍ତି । ବିଭିନ୍ନ ସୂତ୍ରରୁ ଅର୍ଥ ପ୍ରାପ୍ତିର ସୂଚନା ମିଳୁଛି । | |
ଅର୍ଥ ଟାଣ-ଟୁଣ ରହିବ । ଶୁଭକାର୍ଯ୍ୟ ବର୍ଜନୀୟ । ଶାରୀରିକ ଅସୁସ୍ଥତା ଅନୁଭବ କରିପାରନ୍ତି । ପାରିବାରିକ ଅଶାନ୍ତି ଦେଖା ଦେଇପାରେ । ସ୍ୱାଭିମାନୀ ଓ ଆଳସ୍ୟ ପରାୟଣ ହେବେ । ପାଇଲା ଧନ ହାତରୁ ଖସି ଯାଇପାରେ । | |
ବୁଝି-ବିଚାରି କାର୍ଯ୍ୟ କଲେ ସଫଳତା ମିଳିବ । କ୍ରିୟାଶୀଳ ହୋଇପାରନ୍ତି । ଶୁଭକାର୍ଯ୍ୟ ପାଇଁ ବାତାବରଣ ଅନୁକୂଳ ରହିଛି । ଆନନ୍ଦ ଉପଭୋଗ କରିବେ । ପ୍ରୀତି ଭୋଜନରେ ଆପ୍ୟାୟିତ ହେବେ । ବ୍ୟବସାୟ ଲାଭଜନକ ହେବ । | |
ଘାତଚନ୍ଦ୍ର ଭୋଗହେତୁ ପ୍ରତ୍ୟେକ କ୍ଷେତ୍ରରେ ସାବଧାନତାର ସହ କାର୍ଯ୍ୟ କରିବେ । ଶତ୍ରୁକୁ ପରାଜିତ କରି ମାନସିକ ଶାନ୍ତି ଫେରି ପାଇବେ । ଶୁଭ ଖବର ପାଇ ଖୁସି ହେବେ । ବ୍ୟସ୍ତତା ମଧ୍ୟରେ ଦିନଟି ଅତିବାହିତ ହେବ । ଋଣ ପରିଶୋଧ କରିପାରନ୍ତି । | |
ପଢ଼ାପଢ଼ିରେ ମନୋନିବେଶ କରିପାରନ୍ତି । ବିଭିନ୍ନ ଦିଗରୁ ଅର୍ଥ ପ୍ରାପ୍ତିର ସୂଚନା ମିଳୁଛି । ସୁସମ୍ୱାଦ ପାଇ ଖୁସି ହୋଇପାରନ୍ତି । ଦିନଟି ମଧ୍ୟମ ଧରଣର । ଦାମ୍ପତ୍ୟ ଜୀବନ ସୁଖପ୍ରଦ ହେବ । ବିଭିନ୍ନ ଦିଗରୁ ଅର୍ଥାଗମର ସୁଯୋଗ ସୃଷ୍ଟି ହୋଇଛି । | |
କେତେକ କ୍ଷେତ୍ରରେ ବାଦାନୁବାଦର ସମ୍ମୁଖୀନ ହୋଇପାରନ୍ତି । ଭୁଲ ବୁଝାମଣା ଯୋଗୁଁ ମନସ୍ତାପ କରିପାରନ୍ତି । ପରିଶ୍ରମର ମୂଲ୍ୟ ମିଳିବ । କାର୍ଯ୍ୟରେ ସଫଳତା ମିଳିବ; ମାତ୍ର ବହୁ କଷ୍ଟରେ । ସାମର୍ଥ୍ୟର ପରିପ୍ରକାଶ ଘଟାଇପାରନ୍ତି । | |
ଆର୍ଥିକ କ୍ଷେତ୍ର ସ୍ୱଚ୍ଛଳ ରହିବ । ଶୁଭ କାର୍ଯ୍ୟ ପାଇଁ ସମୟ ଅନୁକୂଳ ରହିଛି । ଦେବଦର୍ଶନ କରି ଆତ୍ମ ସନ୍ତୋଷ ଲାଭ କରିପାରନ୍ତି । ଅଶାନ୍ତିର ଉପଶମ ହେବ । ସରକାରୀ ସ୍ତରରୁ ଲାଭବାନ୍ ହେବେ । ହସଖୁସିରେ ସମୟ ଅତିବାହିତ କରିପାରନ୍ତି । |
Odia Calendar 2019
Comments
comments