OdiaWeb- Odia Film, Music, Songs, Videos, SMS, Shayari, Tourism, News

Odia Rasiphala Tuesday 4th January 2022

Odia Rashiphala

Odia Rashiphala

ପରିବାରର ମୁଖ୍ୟ ହୋଇପାରନ୍ତି । ମନ ପ୍ରସନ୍ନ ରହିବ । ସୁସ୍ଥ ଓ ନିରାମୟ ରହିବେ । ଦୟାଳୁ ସ୍ୱଭାବର ହୋଇପାରନ୍ତି । ବ୍ୟବସାୟ ଲାଭଜନକ ହେବ । ଯଶସ୍ୱୀ ହେବେ । ପାରିବାରିକ ସୁଖ ମିଳିବ ।
ଭାଗ୍ୟଶାଳୀ ହେବେ । ଭୋଗୀ ଓ ବିଳାସୀ ହେବେ । ସାରାଦିନ ସୁଖସମୃଦ୍ଧିପୂର୍ଣ୍ଣ ହେବ । ବିଦ୍ୱାନ୍, ସାହସୀ ଓ ସମ୍ପତ୍ତିବାନ୍ ହେବେ । ଧର୍ମ ଧ୍ୱଜାଧାରୀ ହୋଇପାରନ୍ତି । ଉଦ୍ୟୋଗୀ ହେବେ ।
ପ୍ରତିଶୋଧ ପରାୟଣ ହୋଇପାରନ୍ତି । ସ୍ୱାଭିମାନୀ ହେବେ । ସହଯୋଗୀ ବ୍ୟବସାୟରୁ ଲାଭ ପାଇବେ । ଶାରୀରିକ ଦୁର୍ବଳତା ଅନୁଭବ କରିପାରନ୍ତି । ପ୍ରତ୍ୟେକ କାର୍ଯ୍ୟରେ ସତର୍କ ହେବେ ।
ବନ୍ଧୁଙ୍କଠାରୁ ସହାୟତା ମିଳିବ । ବ୍ୟବସାୟ ଲାଭଜନକ ହେବ । ସମାଜ ସେବାରେ ନିଜକୁ ନିୟୋଜିତ କରିପାରନ୍ତି । ଶାନ୍ତ ଓ ଧୈର୍ଯ୍ୟବାନ୍ ହେବେ । ପତ୍ନୀଙ୍କ ପରାମର୍ଶରେ ପରିଚାଳିତ ହେବେ ।
ଅନାବଶ୍ୟକ ଖର୍ଚ୍ଚ କରିପାରନ୍ତି । ଭାଇମାନଙ୍କ ଉପରେ ସ୍ନେହ ଭାବ ରହିବ । ସୁସ୍ଥ ଓ ନିରାମୟ ରହିବେ । ବଳିଷ୍ଠ ଓ ଶତ୍ରୁହନ୍ତା ହେବେ । ଚାକିରି କ୍ଷେତ୍ରରେ କର୍ତ୍ତୃପକ୍ଷଙ୍କ ପ୍ରିୟଭାଜନ ହେବେ ।
କର୍ମଚଞ୍ଚଳ ରହିବେ । କନ୍ୟା ସନ୍ତାନ ଦ୍ୱାରା ଉପକୃତ ହେବେ । ଆର୍ଥିକ ସ୍ରୋତ ବ୍ୟବସାୟାଦି ବିଭିନ୍ନ ସୂତ୍ରରୁ ଆସିବ । ଧାର୍ମିକ, ତେଜସ୍ୱୀ ଓ ଉତ୍ତମ ବ୍ୟକ୍ତିତ୍ୱଯୁକ୍ତ ହେବେ ।
ଉଦାର ପ୍ରକୃତିର ହେବେ । ଦାନ-ଧର୍ମରେ ଦୀକ୍ଷିତ ହୋଇପାରନ୍ତି । ଆଦର୍ଶ ବ୍ୟକ୍ତିତ୍ୱ ସମ୍ପନ୍ନ ହେବେ । ସୁସ୍ଥ ଓ ନିରାମୟ ରହିବେ । କୃଷି କର୍ମକାରୀ ହୋଇପାରନ୍ତି । ପ୍ରେମୀ ଓ ବୁଦ୍ଧିମାନ୍ ହେବେ ।
ମନ ପ୍ରସନ୍ନ ରହିବ । ଈଶ୍ୱର ବିଶ୍ୱାସୀ ହେବେ । ଭାଷା ଓ ବ୍ୟବହାର ମାର୍ଜିତ ହେବ । ପ୍ରେମୀ ଓ ସାହସୀ ହେବେ । ସାନଭାଇଙ୍କଠାରୁ ଆଦର ସମ୍ମାନ ମିଳିବ । ଧାର୍ମିକ, ବନ୍ଧୁପ୍ରେମୀ ଓ ବିଦ୍ୱାନ୍ ହେବେ ।
ଭାଗ୍ୟଶାଳୀ ହୋଇପାରନ୍ତି । ମଧୁରଭାଷୀ, ସହନଶୀଳ, ଶାନ୍ତିପ୍ରିୟ ଓ ଉଦାର ବିଦ୍ୟାପ୍ରେମୀ ହେବେ । ଦାମ୍ପତ୍ୟ ଜୀବନ ସୁଖପ୍ରଦ ହେବ । ମିତ୍ରଙ୍କ ସାନ୍ନିଧ୍ୟ ମିଳିବ । ବିଭିନ୍ନ ଦିଗରୁ ଧନାଗମ ହେବ ।
ଆୟର ମାତ୍ରା ବୃଦ୍ଧି ହେବ । ଐଶ୍ୱର୍ଯ୍ୟ ପ୍ରାପ୍ତିର ସୂଚନା ମିଳୁଛି । ମାଲିମୋକଦ୍ଦମାରେ ବିଜୟୀ ହେବେ । ଧନଲାଭ ହେବ । ସୁସ୍ଥ ଓ ନିରାମୟ ରହିବେ । ଦାମ୍ପତ୍ୟ ଜୀବନ ସୁଖପ୍ରଦ ହେବ ।
କର୍ମଚଞ୍ଚଳ ରହିବେ । ସାଧନାର ପ୍ରଥମ ସୋପାନ ଏକାନ୍ତରେ କିଛି ସମୟ କଟାଇ ପାରନ୍ତି । ଧର୍ମକାର୍ଯ୍ୟରେ ଧନ ବ୍ୟୟ କରିବେ । ଦୃଢ଼ ବିକ୍ରମ ସମ୍ପନ୍ନ ହେବେ । ଶ୍ରେଷ୍ଠାସନରେ ଅସୀନ ହେବେ ।
ନାନାବିଧ ସମ୍ମାନର ଅଧିକାରୀ ହେବେ । ଯାନବାହନ ସୁଖ ମିଳିବ । ସୁସ୍ଥ ଓ ନିରାମୟ ରହିବେ । ଲୋକପ୍ରିୟତା ଅର୍ଜନ କରିପାରନ୍ତି । ସରକାରୀ ସ୍ତରରେ ସମ୍ମାନିତ ହେବେ ।
For daily odia rashiphala visit our website daily in the morning. This is compiled from a trusted source.

Odia Calendar 2022

Comments

comments