![]() |
ସୁସ୍ଥ ଓ ନିରାମୟ ଜୀବନଯାପନ କରିପାରନ୍ତି । ବନ୍ଧୁ ସହାୟତାରୁ ଶକ୍ତି ବୃଦ୍ଧି ହେବ । ବିରୋଧୀଙ୍କ ଉପରେ ଦମନ ଲୀଳା ଚଳାଇ କୃତକାର୍ଯ୍ୟ ହେବେ । ଅଯଥା ଖର୍ଚ୍ଚାନ୍ତ ହୋଇପାରନ୍ତି । ପତ୍ନୀଙ୍କ ସ୍ୱାସ୍ଥ୍ୟ ପ୍ରତି ଯତ୍ନବାନ୍ ହେବାକୁ ପଡ଼ିବ । |
କର୍ମଚଞ୍ଚଳ ରହିବେ । କନ୍ୟା ସନ୍ତାନ ଦ୍ୱାରା ଉପକୃତ ହେବେ । ଆକସ୍ମିକ ଧନଲାଭର ସୂଚନା ମିଳୁଛି । ଲଟେରି ଭାଗ୍ୟଫଳ ଆପଣଙ୍କ ସପକ୍ଷରେ ଯାଇପାରେ । ଆର୍ଥିକ ସ୍ରୋତ ବିଭିନ୍ନ ଦିଗରୁ ଆସିବ । ବ୍ୟବସାୟ ଲାଭଜନକ ହେବ । | |
ଉଦାର ସ୍ୱଭାବର ହୋଇପାରନ୍ତି । ଦାନ ଧର୍ମରେ ଦୀକ୍ଷିତ ହେବେ । ସୁଖୀ ହେବେ । ଶୋଭନ ବ୍ୟକ୍ତିତ୍ୱ ସମ୍ପନ୍ନ ହୋଇପାରନ୍ତି । ସୁସ୍ଥ ଓ ନିରାମୟ ରହିବେ । କୃଷିକ୍ଷେତ୍ରରୁ ଭଲ ଆୟ କରିପାରନ୍ତି । ପ୍ରେମୀ ଓ ବୁଦ୍ଧିମାନ୍ ହେବେ । | |
ମନ ପ୍ରସନ୍ନ ରହିବ । ଧର୍ମ ପରାୟଣ ହେବେ । ମଧୁରଭାଷୀ ହୋଇପାରନ୍ତି । ପ୍ରେମୀ ଓ ସାହସୀ ହେବେ । ସାନଭାଇଙ୍କ ଠାରୁ ଆଦର ସମ୍ମାନ ମିଳିବ । ବନ୍ଧୁପ୍ରେମୀ ଓ ବିଦ୍ୱାନ୍ ହୋଇପାରନ୍ତି । ପୂଜା ପାଠରେ ମନୋନିବେଶ କରିପାରନ୍ତି । | |
ଭାଗ୍ୟଶାଳୀ ହେବେ । ମଧୁରଭାଷୀ, ସହନଶୀଳ ଓ ଶାନ୍ତିପ୍ରିୟ ହେବେ । ଦାମ୍ପତ୍ୟ ଜୀବନ ସୁଖପ୍ରଦ ହେବ । ମିତ୍ର ସୁଖ ମିଳିବ । ପ୍ରେମୀ ଓ ବିଦ୍ୟାଭ୍ୟାସୀ ହେବେ । ବ୍ୟବସାୟରୁ ଅଧିକ ଧନଲାଭ ହେବ । ଅଳ୍ପ ବୟସର କିଶୋରମାନେ ଧନ ଅର୍ଜନ କରିପାରନ୍ତି । | |
ସୁସ୍ଥ ରହିବେ । ଐଶ୍ୱର୍ଯ୍ୟଯୁକ୍ତ ହୋଇପାରନ୍ତି । ରଣକ୍ଷେତ୍ରରେ ଓ ମାଲିମୋକଦ୍ଦମାରେ ବିଜୟୀ ହେବେ । ଧନଲାଭର ସୂଚନା ମିଳୁଛି । ରୁଚିକର ଭୋଜନରେ ଆପ୍ୟାୟିତ ହେବେ । ଦାମ୍ପତ୍ୟ ଜୀବନ ସୁଖପ୍ରଦ ହେବ । ଚକ୍ଷୁରେ ସାମାନ୍ୟ ଯନ୍ତ୍ରଣା ଅନୁଭବ କରିପାରନ୍ତି । | |
କର୍ମଚଞ୍ଚଳ ରହିବେ । ନିରୋଳାରେ ସମୟ ବିତାଇବାକୁ ଇଚ୍ଛାପ୍ରକାଶ କରିପାରନ୍ତି । ଆଖିରେ ସାମାନ୍ୟ ପୀଡ଼ା ଅନୁଭବ କରିପାରନ୍ତି । ଜିତେନ୍ଦ୍ରୀୟ ହେବେ । ମଧୁର କଥାରେ ପରକୁ ଆପଣାର କରିପାରନ୍ତି । ସାହସୀ ହେବେ । ଜ୍ଞାନୀ ଓ କ୍ରୋଧୀ ହୋଇପାରନ୍ତି । | |
ସୁସ୍ଥ ଓ ନିରାମୟ ଜୀବନଯାପନ କରିପାରନ୍ତି । ଯଶସ୍ୱୀ ହେବେ । ଲୋକପ୍ରିୟତା ଅର୍ଜନ କରିବେ । କର୍ମଚଞ୍ଚଳ ରହିବେ । ସରକାରୀ ସ୍ତରରେ ସମ୍ମାନିତ ହେବା ସହିତ ଧନଲାଭର ସୂଚନା ମିଳୁଛି । ତନ୍ତ୍ର ମନ୍ତ୍ରାଦି ଜ୍ୟୋତିଷ ବିଦ୍ୟାପ୍ରତି ରୁଚି ରହିବ । | |
କୁଳ ପ୍ରଦୀପ ହୋଇପାରନ୍ତି । ମନ ପ୍ରସନ୍ନ ରହିବ । ସୁସ୍ଥ ଓ ନିରାମୟ ରହିବେ । ଦୟାଳୁ ସ୍ୱଭାବର ହେବେ । ବ୍ୟବସାୟ ଲାଭଜନକ ହେବ । ଯଶସ୍ବୀ ହେବେ । ସୁଖୀ ହୋଇପାରନ୍ତି । ନିଜ ପରିବାର ପ୍ରତି ସ୍ନେହ ସଦିଚ୍ଛା ଭାବ ରହିବ । | |
ଭାଗ୍ୟଶାଳୀ ହେବେ । ଭୋଗ ବିଳାସ କରିପାରନ୍ତି । ସୁଖ ସମୃଦ୍ଧିପୂର୍ଣ୍ଣ ଜୀବନଯାପନ କରିପାରନ୍ତି । ଧର୍ମାତ୍ରା, ବିଦ୍ୱାନ୍, ସାହସୀ ଓ ସମ୍ପତ୍ତିବାନ୍ ହେବେ । ଉଦ୍ୟୋଗୀ ହୋଇପାରନ୍ତି । ଦାମ୍ପତ୍ୟ ଜୀବନ ସୁଖପ୍ରଦ ହେବ । | |
ପ୍ରତିଶୋଧ ପରାୟଣ ହୋଇପାରନ୍ତି । ସର୍ଦ୍ଦି, କଫଜନିତ ସାମାନ୍ୟ ପୀଡ଼ା ଅନୁଭବ କରିପାରନ୍ତି । ଖର୍ଚ୍ଚ ବୃଦ୍ଧି ହୋଇପାରେ । ସ୍ୱାଭିମାନୀ ହେବେ । ଯୁଗ୍ମ ବ୍ୟବସାୟ ଲାଭଜନକ ହେବ । ବିଜ୍ଞ ବ୍ୟକ୍ତିର ପରିଚୟ ସୃଷ୍ଟି କରିବେ । ଶତ୍ରୁ ଦମନ କରିବେ । | |
ବନ୍ଧୁ ସହଯୋଗରେ ବିଶେଷ ଉପକୃତ ହେବେ । ପତ୍ନୀଙ୍କ ଇଙ୍ଗିତରେ ପରିଚାଳିତ ହେବେ । ଯଶସ୍ୱୀ ହେବେ । ନିଜ ପରିବାର ପ୍ରତି ଅନୁରକ୍ତି ରହିବ । ଦେବ ଦ୍ୱିଜ ପରାୟଣ ହୋଇପାରନ୍ତି । ସାଧୁ ଲୋକଙ୍କର ପ୍ରିୟଭାଜନ ହେବେ । ସମ୍ମାନିତ ହେବେ । |
Odia Calendar 2021
Comments
comments