OdiaWeb- Odia Film, Music, Songs, Videos, SMS, Shayari, Tourism, News

Odia Rasiphala Tuesday 5th March 2019

Odia Rashiphala

Odia Rashiphala

ବିଭିନ୍ନ ସୂତ୍ରରୂ ଆୟ ଆଶାନୁରୂପ ହେବ । ସୁସ୍ଥ ଓ ନିରାମୟ ଜୀବନ ଯାପନ କରିପାରନ୍ତି । ଯଶସ୍ୱୀ ହେବେ । ଲୋକପ୍ରିୟତା ଅର୍ଜନ କରିବେ । ଚଞ୍ଚଳ ପ୍ରକୃତିର ହୋଇପାରନ୍ତି । ସରକାରୀ ସ୍ତରରେ ସମ୍ମାନିତ ହେବେ । ଅର୍ଥ ମିଳିବ ।
ରୋଜଗାରର ମାର୍ଗ ଉନ୍ମୁକ୍ତ ରହିଛି । ଶ୍ରମ ସାର୍ଥକ ହେବ । କୁଳ ଉଜ୍ଜ୍ୱଳକାରୀ ହେବେ । ମନ ପ୍ରସନ୍ନ ରହିବ । ସୁସ୍ଥ ଓ ନିରାମୟ ଜୀବନ ଯାପନ କରିବେ । ଦୟାଳୁ ସ୍ୱଭାବର ହେବେ । ବ୍ୟବସାୟ ଲାଭଜନକ ହେବ । ଯଶସ୍ୱୀ ହେବେ ।
ସେବା କ୍ଷେତ୍ରରେ ଅବତୀର୍ଣ୍ଣ ହୋଇପାରନ୍ତି । ଘାତଚନ୍ଦ୍ର ଭୋଗ ହେତୁ ସତର୍କରେ ଚଳିବାକୁ ପଡ଼ିବ । ଭାଗ୍ୟଶାଳୀ ହୋଇପାରନ୍ତି । ଦିନଟି ଭୋଗବିଳାସରେ ଅତିବାହିତ କରିପାରନ୍ତି । ଦାମ୍ପତ୍ୟ ସୁଖ ମିଳିବ । ଧର୍ମାତ୍ମା ହେବେ ।
ଚିନ୍ତାମୁକ୍ତ ହୋଇପାରନ୍ତି । ସାମାନ୍ୟ ମାତ୍ରାର ଶାରୀରିକ ପୀଡ଼ା ଅନୁଭବ କରିପାରନ୍ତି । ଈର୍ଷା ପରିତ୍ୟାଗ କଲେ ସମାଜର ଆଦରଣୀୟ ହେବେ । ସ୍ୱାଭିମାନୀ ହୋଇପାରନ୍ତି । ଯୁଗ୍ମ ବ୍ୟବସାୟ ଲାଭଜନକ ହେବାର ସୂଚନା ମିଳିବ ।
ଦୁର୍ଘଟଣାରୁ ରକ୍ଷା ପାଇଯିବେ । ବନ୍ଧୁମାନଙ୍କଠାରୁ ସାହାଯ୍ୟ ସହାନୁଭୂତି ପାଇ ଉତ୍‌ଫୁଲ୍ଲିତ ହେବେ। ବ୍ୟବସାୟ ଲାଭଜନକ ହେବ । ସେବକ ମନୋବୃତ୍ତିର ହୋଇପାରନ୍ତି । ଶାନ୍ତ ଓ ଧର୍ଯ୍ୟବାନ୍ ହେବେ । ପତ୍ନୀଙ୍କ ଇଙ୍ଗିତରେ ଚଳିବେ ।
ଭାଇମାନଙ୍କ ପ୍ରତି ସ୍ନେହଭାବ ରହିବ । ସୁସ୍ଥ ଓ ନିରାମୟ ଜୀବନଯାପନ କରିପାରନ୍ତି । ବଳିଷ୍ଠ ଓ ଶତ୍ରୁହନ୍ତା ହୋଇପାରନ୍ତି । ଚାକିରି କ୍ଷେତ୍ରରେ ଉଚ୍ଚକର୍ତ୍ତୃପକ୍ଷଙ୍କ ବିଶ୍ୱାସର ପାତ୍ର ହେବେ । ବନ୍ଧୁ-ଦ୍ୱେଷୀ ହେବା ଆଶା କରାଯାଏ । ଭଲ-ମନ୍ଦ ମିଶ୍ରିତ ଫଳ ମିଳିବ ।
ଆୟବୃଦ୍ଧିର ସୁଯୋଗ ସୃଷ୍ଟି ହୋଇଛି । ଚଞ୍ଚଳ ପ୍ରକୃତିର ହୋଇପାରନ୍ତି । ଆକସ୍ମିକ ଧନ ଲାଭ ହେବାର ପୂର୍ବାନୁମାନ କରାଯାଇଛି । ଲଟେରି ଜିଣିବାର ସୁଯୋଗ ଅଛି । ବ୍ୟବସାୟରେ ପ୍ରଚୁର ଧନଲାଭ ହେବ । ଗୁପ୍ତବିଦ୍ୟା ପ୍ରତି ରୁଚି ରହିବ ।
ଧନ ପ୍ରାପ୍ତିର ସୁଖଭୋଗ କରିପାରନ୍ତି । ସେହି ଧନ ପାଇଁ ବାଦାନୁବାଦ ଉପୁଜିପାରେ । ଉଦାର ସ୍ୱଭାବର ହେବେ । ଦାନଶୀଳ ହୋଇପାରନ୍ତି । ଶୋଭନ ବ୍ୟକ୍ତିତ୍ୱର ଅଧିକାରୀ ହେବେ । ସୁସ୍ଥ ଓ ନିରାମୟ ରହିବେ । ଜଳପ୍ରତି ଆଦର ଓ ବୁଦ୍ଧିମାନ୍ ହେବେ ।
ବନ୍ଧୁ ମିଳନ ଘଟିବାର ସମ୍ଭାବନା ଅଛି । ସାଙ୍ଗଠନିକ କାର୍ଯ୍ୟରେ ନିଜକୁ ନିୟୋଜିତ କରିବା ସହିତ ଅନ୍ୟମାନଙ୍କୁ ସଙ୍ଗଠିତ କରିପାରନ୍ତି । ମନ ପ୍ରସନ୍ନ ରହିବ । ଆସ୍ତିକ ସ୍ୱଭାବର ହେବେ । ମଧୁରଭାଷୀ ହେବେ । ପ୍ରେମୀ ଓ ସାହସୀ ହୋଇପାରନ୍ତି ।
ଅନ୍ୟ କଥାରେ ପ୍ରଭାବିତ ହୋଇପାରନ୍ତି । ବିଭିନ୍ନ ସ୍ତରରୁ ଧନାଗମ ହେବାର ସୂଚନା ମିଳୁଛି । ପରଦେଶବାସୀ, ସହନଶୀଳ, ଶାନ୍ତିପ୍ରିୟ ଓ ଉଦାର ବିଦ୍ୟାପ୍ରେମୀ ହେବେ । ମିତ୍ରସୁଖ ମିଳିପାରେ । ପତ୍ନୀ ପରାୟଣ ହେବେ । ରୋଜଗାରିଆ ହେବେ ।
ସଞ୍ଚୟର ଉପଯୋଗ କରିପାରନ୍ତି । ଶ୍ରୀଚନ୍ଦ୍ର ଭୋଗ ହେଉଥିବାରୁ ମିଷ୍ଟାନ୍ନ ଭୋଜନରେ ଆପ୍ୟାୟିତ ହେବେ । ରଣକ୍ଷେତ୍ରରେ ସୈନିକର ମନୋବଳ ଅତୁଟ ରହିବ । ମୋକଦ୍ଦମାରେ ବିଜୟୀ ହେବେ । ଧନଲାଭ ହେବ । ନୂଆ ବନ୍ଧୁ ଜୁଟିପାରନ୍ତି ।
ଦକ୍ଷତା ପ୍ରତିପାଦନ କରି ଲାଭବାନ୍ ହେବେ । ଗତିରୋଧର ସମ୍ମୁଖୀନ ହୋଇପାରନ୍ତି । ଚଞ୍ଚଳ ସ୍ୱଭାବର ହେବେ । ଥଣ୍ଡା-କଫରେ ଆକ୍ରାନ୍ତ ହୋଇପାରନ୍ତି । ମଧୁରଭାଷୀ ହେବେ । ଖର୍ଚ୍ଚର ପରିମାଣ ବୃଦ୍ଧି ପାଇବ । ସାହସୀ ଜ୍ଞାନ ଗରିମାଯୁକ୍ତ ହେବେ ।
For daily odia rashiphala visit our website daily in the morning. This is compiled from a trusted source.

Odia Calendar 2019

Comments

comments