Odia Rashiphala

Odia Rasiphala Tuesday 6th April 2021

Daily Odia Horoscope

କୁଳ ଉଜ୍ଜ୍ୱଳକାରୀ ହେବେ । ମନ ପ୍ରସନ୍ନ ରହିବ । ସୁସ୍ଥ ଓ ନିରାମୟ ଜୀବନଯାପନ କରିପାରନ୍ତି । ଦୟାଳୁ ସ୍ୱଭାବର ହେବେ । ବ୍ୟବସାୟ ଲାଭଜନକ ହେବ । ଯଶସ୍ୱୀ ହେବେ । ନିଜ ପରିବାର ଉପରେ ସ୍ନେହ ସଦିଚ୍ଛା ରହିବ ।
ଭାଗ୍ୟଶାଳୀ ହେବେ । ଭୋଗ ବିଳାସ କରିପାରନ୍ତି । ସୁଖ ସମୃଦ୍ଧିପୂର୍ଣ୍ଣ ଜୀବନଯାପନ କରିବେ । ବିଦ୍ୱାନ୍, ସାହସୀ ଓ ସମ୍ପତ୍ତିବାନ୍ ହେବେ । ଉଦ୍ୟୋଗୀ ହୋଇପାରନ୍ତି । ଦାମ୍ପତ୍ୟ ଜୀବନ ସୁଖପ୍ରଦ ହେବ । ଅର୍ଥ ପ୍ରାପ୍ତ ହେବେ ।
ଈର୍ଷାଳୁ ସ୍ୱଭାବର ହୋଇପାରନ୍ତି । ସ୍ୱାଭମାନୀ ହେବେ । ସହଯୋଗୀ ବ୍ୟବସାୟ ଲାଭଜନକ ହେବ । ସାମାନ୍ୟ ଅସୁସ୍ଥତା ଅନୁଭବ କରିପାରନ୍ତି । ଦେବ ଦ୍ୱିଜ ପରାୟଣ ହେବେ । ଅଷ୍ଟମଚନ୍ଦ୍ର ଭୋଗ ହେତୁ ସତର୍କରେ ଚଳିବାକୁ ପଡ଼ିବ ।
ମନ ପ୍ରସନ୍ନ ରହିବ । ବ୍ୟବସାୟ ଲାଭଜନକ ହେବ । ସମାଜ ସେବାରେ ନିୟୋଜିତ ହୋଇପାରନ୍ତି । ଶାନ୍ତ ଓ ଧୈର୍ଯ୍ୟବାନ୍ ହେବେ । ପତ୍ନୀଙ୍କ ଇଙ୍ଗିତରେ ପରିଚାଳିତ ହୋଇପାରନ୍ତି ।ଅବିବାହିତଙ୍କର ବିବାହ ସମ୍ବନ୍ଧ ସ୍ଥିର ହେବ ।
ଅଯଥା ଖର୍ଚ୍ଚାନ୍ତ ହୋଇପାରନ୍ତି । ସାମାନ୍ୟ ଆଖି ଯନ୍ତ୍ରଣା ଅନୁଭବ କରିପାରନ୍ତି । ଭାଇମାନଙ୍କ ଉପରେ ସ୍ନେହଭାବ ରହିବ । ସୁସ୍ଥ ଓ ନିରାମୟ ରହିବେ । ଶତ୍ରୁହନ୍ତା ହୋଇପାରନ୍ତି । ଚାକିରି କ୍ଷେତ୍ରରେ ଉଚ୍ଚ କର୍ତ୍ତୃପକ୍ଷଙ୍କ ଦ୍ୱାରା ପ୍ରଶଂସିତ ହେବେ ।
କର୍ମଚଞ୍ଚଳ ରହିବେ । କନ୍ୟା ସନ୍ତାନ ଦ୍ୱାରା ଉପକୃତ ହେବେ । ଆକସ୍ମିକ ଧନଲାଭର ସୂଚନା ମିଳୁଛି । ତନ୍ତ୍ର ମନ୍ତ୍ରାଦି ଗୁପ୍ତ ବିଦ୍ୟା ପ୍ରତି ରୁଚି ରହିବ । ଆର୍ଥିକ ସ୍ରୋତ ବିଭିନ୍ନ ଦିଗରୁ ଆସିବ । ବ୍ୟବସାୟ ଭଲରେ ଚାଲିବ । ଧାର୍ମିକ ଓ ତେଜସ୍ୱୀ ହେବେ ।
ଉଦାର ପ୍ରକୃତିର ହୋଇପାରନ୍ତି । ଦାନ ଧର୍ମରେ ଦୀକ୍ଷିତ ହେବେ । ସୁଖୀ ହେବେ । ଶୋଭନ ବ୍ୟକ୍ତିତ୍ୱ ସମ୍ପନ୍ନ ହେବେ । ସୁସ୍ଥ ଓ ନିରାମୟ ରହିବେ । କୃଷିରୁ ଲାଭବାନ୍ ହେବେ । ପ୍ରେମୀ ଓ ବୁଦ୍ଧିମାନ୍ ହେବେ । ଯାନବାହନ ସୁଖ ମିଳିବ ।
ମନ ପ୍ରସନ୍ନ ରହିବ । ଈଶ୍ୱର ବିଶ୍ୱାସୀ ହେବେ । ମଧୁରଭାଷୀ ହୋଇପାରନ୍ତି । ଥଣ୍ଡା କଫରେ ସାମାନ୍ୟ କ୍ଳେଶ ଅନୁଭବ କରିପାରନ୍ତି । ମେଳାପୀ ପ୍ରକୃତିର ହେବେ । ପ୍ରେମୀ ଓ ସାହସୀ ହେବେ । ଧାର୍ମିକ, ବନ୍ଧୁପ୍ରେମୀ ଓ ବିଦ୍ୱାନ୍ ହେବେ ।
ଭାଗ୍ୟଶାଳୀ ହେବେ । ବ୍ୟକ୍ତିତ୍ୱ ଅଧିକ ବିକଶିତ ହେବ । ମଧୁରଭାଷୀ, ସହନଶୀଳ ଓ ଶାନ୍ତି ପ୍ରିୟ ହେବେ । ବିଦ୍ୟାପ୍ରେମୀ ହୋଇପାରନ୍ତି । ଦାମ୍ପତ୍ୟ ଜୀବନ ସୁଖପ୍ରଦ ହେବ । ମିତ୍ରଙ୍କ ଠାରୁ ସହାୟତା ମିଳିବ । ବ୍ୟବସାୟ ଲାଭଜନକ ହେବ ।
ସୁଖ ସନ୍ତୋଷ ଲାଭ କରିପାରନ୍ତି । ଆୟ ପରିମାଣ ବୃଦ୍ଧି ପାଇବ । ଐଶ୍ୱର୍ଯ୍ୟଯୁକ୍ତ ହେବେ । ବଳଶାଳୀ ହୋଇପାରନ୍ତି । ମାଲି ମୋକଦ୍ଦମାରେ ବିଜୟୀ ହେବେ । ଧନଲାଭର ସୂଚନା ମିଳୁଛି । ସୁସ୍ୱାଦୁ ଭୋଜନରେ ଆପ୍ୟାୟିତ ହେବେ ।
ଯାତ୍ରା ଶୁଭଦାୟକ ହେବ । ବିବାଦରେ ବିଜୟୀ ହେବେ । ବ୍ୟୟ ବୃଦ୍ଧିର ସୂଚନା ମିଳୁଛି । କର୍ମଚଞ୍ଚଳ ରହିବେ । ଥଣ୍ଡା କଫରେ ଆକ୍ରାନ୍ତ ହୋଇପାରନ୍ତି । କିଛି ସମୟ ପାଇଁ ନିରୋଳା ନିବାସ କରିପାରନ୍ତି । ସ୍ନେହବୋଳା କଥାରେ ପରକୁ ଆପଣାର କରିବେ ।
ସୁସ୍ଥ ଓ ନିରାମୟ ଜୀବନଯାପନ କରିବେ । ଯଶସ୍ୱୀ ହେବେ । ଲୋକପ୍ରିୟତା ଅର୍ଜନ କରିବେ । କର୍ମଚଞ୍ଚଳ ରହିବେ । ସରକାରୀ ସ୍ତରରୁ ଧନପ୍ରାପ୍ତି ସହିତ ସମ୍ମାନିତ ହୋଇପାରନ୍ତି । ଜ୍ୟୋତିଷ ବିଦ୍ୟା ପ୍ରତି ରୁଚି ରହିବ । ଯାନବାହନ ସୁଖ ମିଳିବ ।
For daily odia rashiphala visit our website daily in the morning. This is compiled from a trusted source.

Odia Calendar 2021

Comments

comments

Leave a Reply

Your email address will not be published. Required fields are marked *

Back to top button
X