OdiaWeb- Odia Film, Music, Songs, Videos, SMS, Shayari, Tourism, News

Odia Rasiphala Tuesday 6th Oct 2020

Odia Rashiphala

Odia Rashiphala

ବିଶ୍ରାମ ନେବାକୁ ଇଚ୍ଛା ପ୍ରକାଶ କରିପାରନ୍ତି । ଭାଗ୍ୟଶାଳୀ ହେବେ । ଆଦର୍ଶ ବ୍ୟକ୍ତିତ୍ୱ ସମ୍ପନ୍ନ ହେବେ । ଶାନ୍ତିପ୍ରିୟ ହେବେ । ସହିବା ଗୁଣ ଓ ନିରୀହ ସ୍ୱଭାବର ହେବେ । ଧନାଗମର ସୂଚନା ମିଳୁଛି । ମିତ୍ର ସୁଖ ମିଳିବ ।
ଆନନ୍ଦ-ଉତ୍ସବରେ ସମୟ ଅତିବାହିତ କରିପାରନ୍ତି । ଐଶ୍ୱର୍ଯ୍ୟଯୁକ୍ତ ହେବେ । ରଣାଙ୍ଗନରେ ବୀରତ୍ୱ ପ୍ରତିପାଦନ କରିବେ । ମାଲି ମୋକଦ୍ଦମାରେ ବିଜୟୀ ହେବେ ଓ ଧନଲାଭ ହେବ । ଧନ-ସମ୍ପଦ ଭରପୂର ରହିବ ।
କାର୍ଯ୍ୟରେ ବିଘ୍ନ ଉପୁଜିପାରେ । କର୍ମଚଞ୍ଚଳ ରହିବେ । ସାହସୀ ଓ ଜ୍ଞାନୀ ହେବେ । ଧର୍ମକାର୍ଯ୍ୟରେ ଅଧିକ ବ୍ୟୟ କରିବାକୁ ପଛଘୁଞ୍ଚା ଦେବେ ନାହିଁ । ମଧୁର ସମ୍ଭାଷଣ ଦ୍ୱାରା ପରକୁ ଆପଣାର କରିବାର କଳା ଅଛି ।
ସୁଯୋଗର ଉପଯୋଗ କରିପାରନ୍ତି । ସୁସ୍ଥ ଓ ନିରାମୟ ଜୀବନଯାପନ କରିବେ । ଲୋକପ୍ରିୟତା ଅର୍ଜନ କରିପାରନ୍ତି । କର୍ମଚଞ୍ଚଳ ରହିବେ । ସରକାରୀ ସ୍ତରରେ ସମ୍ମାନିତ ହେବେ । ରାଜକୋଷ ଅର୍ଥ ପ୍ରାପ୍ତ ହେବେ ।
ସୁଖ-ସନ୍ତୋଷ ମିଳିବ । କୁଳ ପ୍ରଦୀପ ହେବେ । ମନ ପ୍ରସନ୍ନ ରହିବ । ସୁସ୍ଥ ଓ ନିରାମୟ ରହିବେ । ଦୟାଳୁ ସ୍ୱଭାବର ହେବେ । ବ୍ୟବସାୟ ଲାଭଜନକ ହେବ । ଯଶସ୍ୱୀ ହୋଇପାରନ୍ତି । ନିଜ ପରିବାର ପ୍ରତି ସ୍ନେହ ସଦିଚ୍ଛା ରହିବ ।
ସେବା-ପୂଜାକୁ ପ୍ରାଧାନ୍ୟ ଦେଇପାରନ୍ତି । ଭାଗ୍ୟଶାଳୀ ହେବେ । ଭୋଗ ବିଳାସ କରିପାରନ୍ତି । ସୁଖ ସମୃଦ୍ଧିପୂର୍ଣ୍ଣ ଜୀବନଯାପନ କରିବେ । ବିଦ୍ୱାନ୍, ସାହସୀ ଓ ସମ୍ପତ୍ତିବାନ୍ ହୋଇପାରନ୍ତି । ଉଦ୍ୟୋଗୀ ହେବେ । ଦାମ୍ପତ୍ୟ ଜୀବନ ସୁଖପ୍ରଦ ହେବ ।
ଧନକ୍ଷୟ ହେବାର ସମ୍ଭାବନା ଅଛି । କେବଳ ସହଯୋଗୀ ବ୍ୟବସାୟରୁ ଲାଭ ମିଳିବ । ସ୍ୱାଭିମାନୀ ହୋଇପାରନ୍ତି । ଶତ୍ରୁ ଅଧିକ ହେଲେ ବି କିଛି ଅନିଷ୍ଟ ହେବ ନାହିଁ । ଅଷ୍ଟମଚନ୍ଦ୍ର ଭୋଗ ହେତୁ ସତର୍କରେ ଚଳିବେ ।
ବ୍ୟବସାୟ ଅତ୍ୟନ୍ତ ଲାଭଜନକ ହେବ । ସମାଜସେବା ପ୍ରତି ମନ ବଳାଇ ପାରନ୍ତି । ନିଜ କାର୍ଯ୍ୟ ପାଇଁ ଗର୍ବିତ ହେବେ । ଶାନ୍ତ ଓ ଧୈର୍ଯ୍ୟବାନ୍ ହେବେ । ପ୍ରତ୍ୟେକ କାର୍ଯ୍ୟରେ ପତ୍ନୀଙ୍କ ସହଯୋଗ ମିଳିବ । ବନ୍ଧୁ ସ୍ନେହୀ ହେବେ ।
ଜନ ମଙ୍ଗଳ କାର୍ଯ୍ୟରେ ସଫଳତା ମିଳିବ । ଦୁଃସାହସିକ ପଦକ୍ଷେପ ନେଇ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ କରିପାରନ୍ତି । ଚକ୍ଷୁରେ ସାମାନ୍ୟ ଯନ୍ତ୍ରଣା ବ୍ୟତୀତ ସୁସ୍ଥ ଓ ନିରାମୟ ରହିବେ । ଶତ୍ରୁ ଦମନ କରି ମାନସିକ ଶାନ୍ତି ପାଇବେ ।
କର୍ମଚଞ୍ଚଳ ରହିବେ । ଆକସ୍ମିକ ଧନଲାଭର ସୂଚନା ମିଳୁଛି । ତନ୍ତ୍ର-ମନ୍ତ୍ରାଦି ଗୁପ୍ତ ବିଦ୍ୟା ପ୍ରତି ରୁଚି ରହିବ । ଆର୍ଥିକ ସ୍ରୋତ ବିଭିନ୍ନ ଦିଗରୁ ଆସିବ । ଧାର୍ମିକ ଓ ତେଜସ୍ୱୀ ହେବେ । ବ୍ୟବସାୟରୁ ପ୍ରଚୁର ଲାଭ ମିଳିବ ।
ଉଦାର ସ୍ୱଭାବର ହେବେ । ଦାନଶୀଳ ହୋଇପାରନ୍ତି । ଶୋଭନ ବ୍ୟକ୍ତିତ୍ୱ ସମ୍ପନ୍ନ ହେବେ । ସୁସ୍ଥ ଓ ନିରାମୟ ରହିବେ । କୃଷି କର୍ମକାରୀ ହୋଇପାରନ୍ତି । ଜଳ ପ୍ରତି ଆଦର, ପ୍ରେମୀ ଓ ବୁଦ୍ଧିମାନ୍ ହେବେ । ଭାଇଙ୍କ ମଧ୍ୟରେ ଶ୍ରେଷ୍ଠ ହେବେ ।
ଶ୍ରମ ସାର୍ଥକ ହେବ । ମନ ପ୍ରସନ୍ନ ରହିବ । ଆସ୍ତିକ ହେବେ । ମଧୁରଭାଷୀ ହୋଇପାରନ୍ତି । ପ୍ରେମୀ ଓ ସାହସୀ ହେବେ । ସାନଭାଇମାନଙ୍କ ଠାରୁ ଆଦର-ସମ୍ମାନ ମିଳିବ । ବିବାଦୀୟ ଘଟଣାରେ ବିଜୟୀ ହେବେ ।
For daily odia rashiphala visit our website daily in the morning. This is compiled from a trusted source.

Odia Calendar 2019

Comments

comments