OdiaWeb- Odia Film, Music, Songs, Videos, SMS, Shayari, Tourism, News

Odia Rasiphala Tuesday 7th July 2020

Odia Rashiphala

Odia Rashiphala

କଳ-ବଳ-କୌଶଳ ପ୍ରୟୋଗ କରି କାର୍ଯ୍ୟ ହାତକୁ ଆଣି ପାରନ୍ତି । ସୁଖୀ ହେବେ । ସମ୍ମାନିତ ହୋଇପାରନ୍ତି । ଦୟାଳୁ ସ୍ୱଭାବର ହେବେ । ବ୍ୟବସାୟ ଲାଭଜନକ ହେବ । ମନ ପ୍ରସନ୍ନ ରହିବ । ଅର୍ଥ ମିଳିବ । ଦୟାଳୁ ହେବେ ।
ପରୋପକାରକୁ ବ୍ରତ ଭାବେ ଗ୍ରହଣ କରିପାରନ୍ତି । ଭାଗ୍ୟଶାଳୀ ହେବେ । ଭୋଗ-ବିଳାସରେ ସମୟ ବିତାଇ ପାରନ୍ତି । ସୁଖ-ସମୃଦ୍ଧିପୂର୍ଣ୍ଣ ଜୀବନଯାପନ କରିବେ । ଦାମ୍ପତ୍ୟ ଜୀବନ ସୁଖପ୍ରଦ ହେବ । ସୁଖୀ ହେବେ ।
ନୂତନ କାର୍ଯ୍ୟର ଦାୟିତ୍ୱ ବହନ ପାଇଁ ଆଗ୍ରହ ପ୍ରକାଶ କରିବେ । ଈର୍ଷା ପରାୟଣ ହୋଇପାରନ୍ତି । ସ୍ୱାଭିମାନୀ ହେବେ । ଯୁଗ୍ମ ବ୍ୟବସାୟ ଲାଭଜନକ ହେବ । ଅଷ୍ଟମଚନ୍ଦ୍ର ଭୋଗ ହେଉଥିବାରୁ ସତର୍କରେ ଚଳିବେ ।
ଆତ୍ମୀୟଙ୍କ ସହିତ ଯୋଗାଯୋଗ ରଖିପାରିଲେ, କାର୍ଯ୍ୟରେ ସଫଳତା ମିଳିବ । ବ୍ୟବସାୟରୁ ଲାଭ ମିଳିବ । ସମାଜସେବୀ ହୋଇପାରନ୍ତି । ଶାନ୍ତ ଓ ଧୌର୍ଯ୍ୟବାନ୍ ହେବେ । ପତ୍ନୀଙ୍କ ପରାମର୍ଶ ଶୁଭଦାୟକ ହେବ । ସୁଖୀ ହେବେ ।
ବିବାଦରୁ ଓହରି ଯାଇ ଆପୋସ-ଆଲୋଚନାରେ ସମାଧାନର ବାଟ ଖୋଜିବେ । ଭ୍ରାତୃ ଭାବ ଅତୁଟ ରହିବ । ସୁସ୍ଥ ରହିବେ । ଶାନ୍ତ ଓ ଧୌର୍ଯ୍ୟବାନ୍ ହେବେ । ଚାକିରିରେ ସୁନାମ ଅର୍ଜନ କରିବେ ।
ଭାବିଚିନ୍ତି କାର୍ଯ୍ୟ କରିବାକୁ ପଡ଼ିବ । ପରାମର୍ଶ ନେଇ କାର୍ଯ୍ୟ କଲେ ସଫଳତା ମିଳିବ । କର୍ମ ଚଞ୍ଚଳ ରହିବେ । ଆକସ୍ମିକ ଧନଲାଭ ହେବ । ତନ୍ତ୍ର-ମନ୍ତ୍ରାଦି ଗୁପ୍ତ ବିଦ୍ୟା ପ୍ରତି ରୁଚି ରହିବ । ବିଭିନ୍ନ ଦିଗରୁ ଅର୍ଥ ଆସିବ । ବ୍ୟବସାୟରୁ ଲାଭ ମିଳିବ ।
ପ୍ରତ୍ୟେକ୍ଷ ଆଲୋଚନା ଫଳପ୍ରଦ ହେବ । ଉଦାର ପ୍ରକୃତିର ହେବେ । ଦାନ-ଧର୍ମରେ ଦୀକ୍ଷିତ ହେବେ । ଉତ୍ତମ ବ୍ୟକ୍ତିତ୍ୱ ସମ୍ପନ୍ନ ହେବେ । ସୁସ୍ଥ ରହିବେ । କୃଷିକର୍ମକାରୀ ଓ ବୁଦ୍ଧିମାନ୍ ହେବେ ।
ଶ୍ରମ ସାର୍ଥକ ହେବ । ମନ ପ୍ରସନ୍ନ ରହିବ । ଧର୍ମପରାୟଣ ହେବେ । ମଧୁରଭାଷୀ ହୋଇପାରନ୍ତି । ପ୍ରେମୀ ଓ ସାହସୀ ହେବେ । କନିଷ୍ଠମାନେ ଅନୁଗତ ହେବେ । ବନ୍ଧୁପ୍ରେମୀ ଓ ବିଦ୍ୱାନ୍ ହୋଇପାରନ୍ତି । ପ୍ରତିଯୋଗିତରେ ବିଜୟୀ ହେବେ ।
ଆଶାବାଦୀ ହେବେ । ଭାଗ୍ୟଶାଳୀ ହୋଇପାରନ୍ତି । ଆଦର୍ଶବାଦୀ, ସହନଶୀଳ, ଶାନ୍ତିପ୍ରିୟ ଓ ବିଦ୍ୟାପ୍ରେମୀ ହେବେ । ବିଭିନ୍ନ ଦିଗରୁ ଧନାଗମ ହେବାର ସୂଚନା ମିଳୁଛି ।ବ୍ୟବସାୟରୁ ଅଧିକ ଧନଲାଭ ହେବ ।
ଶ୍ରୀଚନ୍ଦ୍ର ଭୋଗ ହେଉଥିବାରୁ ଆୟ ଉଣାହେବ ନାହିଁ । ମିଷ୍ଟାନ୍ନ ଭୋଜନ ମିଳିବ । ଦାମ୍ପତ୍ୟ ଜୀବନ ସୁଖପ୍ରଦ ହେବ । ଐଶ୍ୱର୍ଯ୍ୟଯୁକ୍ତ ହେବେ । ମାଲିମୋକଦ୍ଦମାରେ ବିଜୟୀ ହେବେ ।
ଦୁଃସାହସିକ ପଦକ୍ଷେପ ନେଇ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟଭାର ଗ୍ରହଣ କରିପାରନ୍ତି । ମଧୁରଭାଷାରେ ଅଧସ୍ତନ ବ୍ୟକ୍ତିଙ୍କ ଦ୍ୱାରା କାର୍ଯ୍ୟ ହାସଲ କରିବେ । ନୀତିନିଷ୍ଠ ହେବେ । ପାରିବାରିକ ସ୍ନେହ, ଶାନ୍ତି ଅବ୍ୟାହତ ରହିବ ।
ଶରୀର ସୁସ୍ଥ ରହିବ । ଯଶସ୍ୱୀ ହେବେ । ସୁସ୍ଥ ଓ ନିରାମୟ ରହିବେ । ଲୋକପ୍ରିୟତା ଅର୍ଜନ କରିବେ । ସରକାରୀ ସ୍ତରରେ ସମ୍ମାନିତ ହୋଇପାରନ୍ତି । ଜ୍ୟୋତିଷ ବିଦ୍ୟା ପ୍ରତି ରୁଚି ରହିବ । ରାଜଯୋଗରେ ମଣ୍ଡିତ ହେବେ ।
For daily odia rashiphala visit our website daily in the morning. This is compiled from a trusted source.

Odia Calendar 2019

Comments

comments