![]() |
କାର୍ଯ୍ୟରେ ସଫଳତା ଲାଭ କରିବେ । ବଳଶାଳୀ ହେବେ । ଐଶ୍ୱର୍ଯ୍ୟଯୁକ୍ତ ହୋଇପାରନ୍ତି । ରଣାଙ୍ଗନରେ ବୀରତ୍ୱ ପ୍ରତିପାଦନ କରିବେ । ମାଲିମୋକଦ୍ଦମାରେ ବିଜୟୀ ହେବା ସହ ମୋକଦ୍ଦମା ଖର୍ଚ୍ଚ ଅର୍ଥ ପ୍ରାପ୍ତ ହେବେ । |
![]() |
କାର୍ଯ୍ୟରେ ଉତ୍ସାହ ବୃଦ୍ଧି ପାଇବ । କର୍ମଚଞ୍ଚଳ ରହିବେ । ମଧୁରଭାଷାରେ ପରକୁ ଆପଣାର କରିପାରନ୍ତି । ଆଖିରେ ସାମାନ୍ୟ ଯନ୍ତ୍ରଣା ଅନୁଭବ କରିପାରନ୍ତି । ସାହସୀ ହେବେ । ଜ୍ଞାନୀମାନଙ୍କ ମଧ୍ୟରେ ଅଗ୍ରଗଣ୍ୟ ହେବେ । |
![]() |
ସୁସ୍ଥ ଓ ନିରାମୟ ଜୀବନଯାପନ କରିପାରନ୍ତି । ଯଶସ୍ୱୀ ହେବେ । ଲୋକପ୍ରିୟତା ଅର୍ଜନ କରିବେ । କର୍ମଚଞ୍ଚଳ ରହିବେ । ସରକାରୀ ସ୍ତରରେ ସମ୍ମାନିତ ହୋଇପାରନ୍ତି । ଘାତଚନ୍ଦ୍ର ପାଇଁ ସତର୍କ ରହିବେ । |
![]() |
ଆୟ ବୃଦ୍ଧିର ସୂଚନା ମିଳୁଛି । କୁଳ ପ୍ରଦୀପ ହେବେ । ମନ ପ୍ରସନ୍ନ ରହିବ । ସୁସ୍ଥ ଓ ନିରାମୟ ରହିବେ । ଦୟାଳୁ ସ୍ୱଭାବର ହେବେ । ବ୍ୟବସାୟ ଲାଭଜନକ ହେବ । ଯଶସ୍ୱୀ ହେବେ । ନିଜ ପରିବାର ପ୍ରତି ସ୍ନେହ ସଦିଚ୍ଛା ଭାବ ରହିବ । |
![]() |
ଦିନଟି ଆପଣଙ୍କ ପାଇଁ ମଙ୍ଗଳମୟ ହେବ । କର୍ତ୍ତବ୍ୟ ନିଷ୍ଠ ହେବେ । ଭାଗ୍ୟଶାଳୀ ହୋଇପାରନ୍ତି । ଭୋଗ-ବିଳାସ କରିପାରନ୍ତି । ସୁଖ-ସମୃଦ୍ଧିପୂର୍ଣ୍ଣ ଜୀବନଯାପନ କରିବେ । ବିଦ୍ୱାନ୍, ସାହସୀ ଓ ସମ୍ପତ୍ତିବାନ୍ ହେବେ । |
![]() |
କାର୍ଯ୍ୟ ଲୋକଙ୍କ ପାଇଁ ମଙ୍ଗଳକାରକ ହେବ । ସେବା ମନୋଭାବର ହୋଇପାରନ୍ତି । ସ୍ୱାଭିମାନୀ ହେବେ । ଶାରୀରିକ ଦୁର୍ବଳତା ଅନୁଭବ କରିପାରନ୍ତି । ଅଷ୍ଟମଚନ୍ଦ୍ର ଭୋଗ ହେଉଥିବାରୁ ଯାନବାହନରେ ସତର୍କ ରହିବେ । |
![]() |
ବ୍ୟବସାୟ ଲାଭଜନକ ହେବ । ସମାଜସେବୀ ହୋଇପାରନ୍ତି । ମନରେ ଅହଂଭାବ ପୋଷଣ କରିପାରନ୍ତି । ଶାନ୍ତ ଓ ଧୈର୍ଯ୍ୟବାନ୍ ହେବେ । ପତ୍ନୀଙ୍କ କଥାରେ ପରିଚାଳିତ ହେବେ । ବନ୍ଧୁଙ୍କ ଦ୍ୱାରା ଉପକୃତ ହୋଇପାରନ୍ତି । |
![]() |
ବନ୍ଧୁ ମିଳନ ଘଟିପାରେ । ଚକ୍ଷୁ ସାମାନ୍ୟ ଯନ୍ତ୍ରଣା ଅନୁଭବ କରିପାରନ୍ତି । ଭାଇମାନଙ୍କ ଉପରେ ସ୍ନେହଭାବ ରହିବ । ସୁସ୍ଥ ଓ ନିରାମୟ ରହିବେ । ବଳିଷ୍ଠ ଓ ଶତ୍ରୁହନ୍ତା ହୋଇପାରନ୍ତି । ଚାକିରି କ୍ଷେତ୍ରରେ ଉଚ୍ଚକର୍ତ୍ତୃପକ୍ଷଙ୍କ ପ୍ରଶଂସାର ପାତ୍ର ହେବେ । |
![]() |
ଜନମଙ୍ଗଳ କାର୍ଯ୍ୟରେ ସଫଳ ହେବେ । କର୍ମଚଞ୍ଚଳ ରହିବେ । ଆକସ୍ମିକ ଧନ ପ୍ରାପ୍ତିର ସୂଚନା ମିଳୁଛି । ଆର୍ଥିକ ସ୍ରୋତ ବିଭିନ୍ନ ଦିଗରୁ ଆସିବ । ବ୍ୟବସାୟରୁ ପ୍ରଚୁର ଧନଲାଭ ହେବ । ପତ୍ନୀ ସହଯୋଗ କାରିଣୀ ହେବେ । |
![]() |
ଆଶା କରୁଥିବା କାର୍ଯ୍ୟକୁ କରାୟତ୍ତ କରିବାରେ ସକ୍ଷମ ହେବେ । ଉଦାର ସ୍ୱଭାବର ହେବେ । ଦାନଶୀଳ ହୋଇପାରନ୍ତି । ବ୍ୟକ୍ତିତ୍ୱ ବିକଶିତ ହେବ । କୃଷିକର୍ମକାରୀ ହୋଇପାରନ୍ତି । ପ୍ରେମୀ ଓ ବୁଦ୍ଧିମାନ୍ ହେବେ । |
![]() |
ଜନସାଧାରଣଙ୍କ ଆଶୀର୍ବାଦର ପାତ୍ର ହୋଇପାରନ୍ତି । ମନ ପ୍ରସନ୍ନ ରହିବ । ଆସ୍ତିକ ହେବେ । ବିଶୁଦ୍ଧଭାଷୀ ହୋଇପାରନ୍ତି । ସ୍ନେହବୋଳା କଥାରେ ଅଧସ୍ତନଙ୍କ ଠାରୁ କାର୍ଯ୍ୟ ହାସଲ କରିବେ । ପ୍ରେମୀ ଓ ସାହସୀ ହେବେ । |
![]() |
କାର୍ଯ୍ୟରେ ସଫଳତା ଲାଭ କରିବେ । ଭାଗ୍ୟଶାଳୀ ହୋଇପାରନ୍ତି । ମଧୁରଭାଷୀ ଓ ସହନଶୀଳ ହେବେ । ବିଭିନ୍ନ ଦିଗରୁ ଧନାଗମ ହେବ । ଦାନ-ଧର୍ମରେ ଦୀକ୍ଷିତ ହୋଇପାରନ୍ତି । ମିତ୍ରମାନଙ୍କ ସହାୟତା ମିଳିବ । ବିଦ୍ୟାପ୍ରେମୀ ହେବେ । |