OdiaWeb- Odia Film, Music, Songs, Videos, SMS, Shayari, Tourism, News

Odia Rasiphala Tuesday 9th Nov 2021

Odia Rashiphala

Odia Rashiphala

ପରୋପକାରୀ ହେବେ । ଭାଗ୍ୟଶାଳୀ ହୋଇପାରନ୍ତି । ଭୋଗୀ ଓ ବିଳାସୀ ହେବେ । ଦିନଟି ସୁଖ-ସମୃଦ୍ଧିପୂର୍ଣ୍ଣ ହେବ । ବିଦ୍ୱାନ୍, ସାହସୀ ଓ ସମ୍ପତ୍ତିବାନ୍ ହୋଇପାରନ୍ତି । ଦାମ୍ପତ୍ୟ ଜୀବନ ସୁଖପ୍ରଦ ହେବ ।
ପ୍ରତିଶୋଧ ପରାୟଣ ହୋଇପାରନ୍ତି । ସ୍ୱାଭିମାନୀ ହେବେ । ଯୁଗ୍ମ ବ୍ୟବସାୟ ଲାଭଜନକ ହେବ । ଶାରୀରିକ ଦୁର୍ବଳତା ଅନୁଭବ କରିପାରନ୍ତି । ସମାଜସେବା ଓ ପରୋପକାର ପ୍ରତି ମନ ବଳାଇ ପାରନ୍ତି ।
ବନ୍ଧୁ ମିଳନରେ ଉପକୃତ ହେବେ । ମନ ପ୍ରସନ୍ନ ରହିବ । ବ୍ୟବସାୟ ଲାଭଜନକ ହେବ । ସମାଜସେବାରେ ନିଜକୁ ନିୟୋଜିତ କରିପାରନ୍ତି । ଶାନ୍ତ ଓ ଧୈର୍ଯ୍ୟବାନ୍‌ ହେବେ । ପତ୍ନୀଙ୍କ ପରାମର୍ଶ ଉପାଦେୟ ହେବ ।
ଭାଇମାନଙ୍କ ଉପରେ ସ୍ନେହଭାବ ରହିବ । ଅଯଥା ଖର୍ଚ୍ଚାନ୍ତ ହୋଇପାରନ୍ତି । ସୁସ୍ଥ ଓ ନିରାମୟ ରହିବେ । ବଳିଷ୍ଠ ଓ ଶତ୍ରୁହନ୍ତା ହେବେ । ଚାକିରି କ୍ଷେତ୍ରରେ ଉଚ୍ଚ କର୍ତ୍ତୃପକ୍ଷଙ୍କ ପ୍ରଶଂସାର ପାତ୍ର ହେବେ ।
କର୍ମଚଞ୍ଚଳ ରହିବେ । ଆକସ୍ମିକ ଧନଲାଭର ସୂଚନା ମିଳୁଛି । ଆର୍ଥିକ ସ୍ରୋତ ବ୍ୟବସାୟାଦି ବିଭିନ୍ନ ଦିଗରୁ ଆସିବ । ଧାର୍ମିକ, ତେଜସ୍ୱୀ ଓ ଉତ୍ତମ ବ୍ୟକ୍ତିତ୍ୱ ସମ୍ପନ୍ନ ହୋଇପାରନ୍ତି । ତନ୍ତ୍ର-ମନ୍ତ୍ରାଦି ଗୁପ୍ତବିଦ୍ୟା ପ୍ରତି ରୁଚି ରହିବ ।
ଉଦାର ପ୍ରକୃତିର ହେବେ । ଦାନଶୀଳ ହୋଇପାରନ୍ତି । ସୁସ୍ଥ ଓ ନିରାମୟ ରହିବେ । କୃଷି କର୍ମକାରୀ ହୋଇପାରନ୍ତି । ଦଳ ପ୍ରତି ଆଦର ଓ ସମ୍ମାନ ବୃଦ୍ଧି ପାଇବ । ପ୍ରେମୀ ଓ ବୁଦ୍ଧିମାନ୍ ‌ ହେବେ । ଯାନବାହନ ସୁଖ ମିଳିବ ।
ମନ ପ୍ରସନ୍ନ ରହିବ । ଈଶ୍ୱର ବିଶ୍ୱାସୀ ହେବେ । ମଧୁରଭାଷୀ ହୋଇପାରନ୍ତି । ଥଣ୍ଡା-କଫଜନିତ ସାମାନ୍ୟ କ୍ଲେଶ ଅନୁଭବ କରିପାରନ୍ତି । ପ୍ରେମୀ ଓ ସାହସୀ ହେବେ । ନିଜ ଭଉଣୀଠାରୁ ସୁଖ-ସମ୍ମାନ ମିଳିବ ।
ଭାଗ୍ୟଶାଳୀ ହୋଇପାରନ୍ତି । ଉତ୍ତମ ବ୍ୟକ୍ତିତ୍ୱ ସମ୍ପନ୍ନ ହେବେ । ମଧୁରଭାଷୀ, ସହନଶୀଳ, ଶାନ୍ତିପ୍ରିୟ, ଉଦାର ଓ ବିଦ୍ୟାପ୍ରେମୀ ହେବେ । ପାରିବାରିକ ଜୀବନ ସୁଖପ୍ରଦ ହେବ । ମିତ୍ରଙ୍କ ସହାୟତା ପାଇବେ ।
ସୁଖୀ ହେବେ । ସନ୍ତୋଷ ମିଳିବ । ଐଶ୍ୱର୍ଯ୍ୟାପ୍ରାପ୍ତିର ସୂଚନା ମିଳୁଛି । ମାଲିମୋକଦ୍ଦମାରେ ଜିଣି ଧନଲାଭ କରିପାରନ୍ତି । ଧନସମ୍ପଦ ଭରପୂର ରହିବ । ମିଷ୍ଟାନ୍ନ ଭୋଜନ ମିଳିବ । ଚିନ୍ତାଧାରା ଉନ୍ନତମାନର ହେବ ।
ପଥରୋଧର ସମ୍ମୁଖୀନ ହୋଇପାରନ୍ତି । କର୍ମଚଞ୍ଚଳ ରହିବେ । ଥଣ୍ଡାକଫଜନିତ ସାମାନ୍ୟ କ୍ଲେଶ ଅନୁଭବ କରିପାରନ୍ତି । ସାଧନାର ପ୍ରଥମ ସୋପାନ ଏକାନ୍ତବାସକୁ ଇଚ୍ଛା କରିବେ । ବ୍ୟୟ ଅଧିକ ହେବ ।
ସୁସ୍ଥ ଓ ନିରାମୟ ରହିବେ । ଯଶସ୍ୱୀ ହୋଇପାରନ୍ତି । ଲୋକପ୍ରିୟତା ଅର୍ଜନ କରିବେ । କର୍ମଚଞ୍ଚଳ ରହିବେ । ସରକାରୀ ସ୍ତରରେ ସମ୍ମାନିତ ହେବା ସହିତ ଧନପ୍ରାପ୍ତିର ସୂଚନା ମିଳୁଛି । ଜ୍ୟୋତିଷ ଶାସ୍ତ୍ରରେ ରୁଚି ରହିବ ।
ସୁଖ-ସମ୍ମାନ ଲାଭ କରିବେ । କୁଳ ପ୍ରଦୀପ ହେବେ । ସୁସ୍ଥ ଓ ନିରାମୟ ରହିବେ । ଦୟାଳୁ ସ୍ୱଭାବର ହେବେ । ବ୍ୟବସାୟ ଲାଭଜନକ ହେବ । ଯଶସ୍ୱୀ ହେବେ । ପାରିବାରିକ ସ୍ନେହ, ଶ୍ରଦ୍ଧା ବୃଦ୍ଧି ପାଇବ ।
For daily odia rashiphala visit our website daily in the morning. This is compiled from a trusted source.

Odia Calendar 2021

Comments

comments