OdiaWeb- Odia Film, Music, Songs, Videos, SMS, Shayari, Tourism, News

Odia Rasiphala Wednesday 10th Feb 2020

Odia Rashiphala

Odia Rashiphala

ପଡ଼ୋଶୀଙ୍କ ସହିତ ସଦ୍ଭାବନା ସମ୍ପନ୍ନ ହୋଇପାରନ୍ତି । ବଂଶ ମର୍ଯ୍ୟାଦା ରକ୍ଷା କରିବାରେ ପାରଙ୍ଗମ ହେବେ । ମନ ପ୍ରସନ୍ନ ରହିବ । ସୁସ୍ଥ ରହିବେ । ଦୟାଳୁ ସ୍ୱଭାବର ହେବେ । ବ୍ୟବସାୟ ଲାଭଜନକ ହେବ । ଯଶସ୍ୱୀ ହେବେ ।
ଭାଗ୍ୟଶାଳୀ ହେବେ । ଭୋଗ ବିଳାସ କରିପାରନ୍ତି । ସୁଖ ସମୃଦ୍ଧିପୂର୍ଣ୍ଣ ଜୀବନଯାପନ କରିବେ । ବିଦ୍ୱାନ୍, ସାହସୀ ଓ ସମ୍ପତ୍ତିବାନ୍ ହୋଇପାରନ୍ତି । ଉଦ୍ୟୋଗୀ ହେବେ । ଦାମ୍ପତ୍ୟ ଜୀବନ ସୁଖମୟ ହେବ ।
ସାମାନ୍ୟ ଅସୁସ୍ଥତା ଅନୁଭବ କରିପାରନ୍ତି । ହୃଦୟରେ ଈର୍ଷାଭାବ ଜାତ ହୋଇପାରେ । ସ୍ୱାଭିମାନୀ ହେବେ । ସହଯୋଗୀ ବ୍ୟବସାୟ ଲାଭଜନକ ହେବ । ଅଷ୍ଟମ ଚନ୍ଦ୍ର ଭୋଗ ହେଉ ଥିବାରୁ ସତର୍କରେ ଚଳିବେ ।
ବନ୍ଧୁ ସୁଖ ମିଳିପାରେ । ବ୍ୟବସାୟ ଲାଭଜନକ ହେବ । ସମାଜ ସେବାରେ ମନ ବଳାଇପାରନ୍ତି । ଶାନ୍ତ ଓ ଧୈର୍ଯ୍ୟବାନ୍ ହୋଇପାରନ୍ତି । ପତ୍ନୀଙ୍କ ପରାମର୍ଶରେ କାର୍ଯ୍ୟ କଲେ ଅପୂର୍ବ ସଫଳତା ମିଳିବ । ଅବିବାହିତଙ୍କର ବିବାହ ସ୍ଥିର ହେବ ।
ବିଚାର ବିମର୍ଶରେ କାର୍ଯ୍ୟ କଲେ ଅପୂର୍ବ ସଫଳତା ମିଳିବ । ସୁସ୍ଥ ଓ ନିରାମୟ ଜୀବନଯାପନ କରିପାରନ୍ତି । ବଳିଷ୍ଠ ଓ ଶତ୍ରୁହନ୍ତା ହୋଇପାରନ୍ତି । ଚାକିରି କ୍ଷେତ୍ରରେ ଉଚ୍ଚକର୍ତ୍ତୃପକ୍ଷଙ୍କ ପ୍ରିୟ ଭାଜନ ହୋଇପାରନ୍ତି । ବହୁ ଶୁଭଫଳ ଆଶା କରାଯାଏ ।
କର୍ମଚଞ୍ଚଳ ରହିବେ । କନ୍ୟା ସନ୍ତାନ ଦ୍ୱାରା ଉପକୃତ ହେବେ । ଆକସ୍ମିକ ଧନଲାଭ ହେବ । ତନ୍ତ୍ର ମନ୍ତ୍ରାଦି ଗୁପ୍ତବିଦ୍ୟା ପ୍ରତି ଆଗ୍ରହୀ ହେବେ । ଆର୍ଥିକ ସ୍ରୋତ ବିଭିନ୍ନ ଦିଗରୁ ଆସିବ । ବ୍ୟବସାୟ ଅତ୍ୟନ୍ତ ଲାଭଜନକ ହେବ । ପତ୍ନୀ ସୁଶୀଳା ଓ ସହିଷ୍ଣୁ ହେବେ ।
ଉଦାର ପ୍ରକୃତିର ହୋଇପାରନ୍ତି । ଦାନ ଧର୍ମରେ ଦୀକ୍ଷିତ ହୋଇପାରନ୍ତି । ସୁଖୀ ହେବେ । ଶୋଭନ ବ୍ୟକ୍ତିତ୍ୱ ସମ୍ପନ୍ନ ହୋଇପାରନ୍ତି । ସୁସ୍ଥ ଓ ନିରାମୟ ରହିବେ । କୃଷିକ୍ଷେତରୁ ଲାଭ ମିଳିବ । ପ୍ରେମୀ ଓ ବୁଦ୍ଧିମାନ୍ ହେବେ । ଯାନବାହନ ସୁଖ ମିଳିବ ।
ମନ ପ୍ରସନ୍ନ ରହିବ । ଆସ୍ତିକ ସ୍ୱଭାବର ହେବେ । ମଧୁରଭାଷୀ ହୋଇପାରନ୍ତି । ମେଳାପୀ ପ୍ରକୃତିର ହେବେ । ପ୍ରେମୀ ଓ ସାହସୀ ହେବେ । ସାନଭାଇମାନଙ୍କଠାରୁ ଆଦର, ସମ୍ମାନ ମିଳିପାରେ । ପୂଜା ପାଠରେ ଧ୍ୟାନ ଦେଇପାରନ୍ତି ।
ପରମ ଭାଗ୍ୟଶାଳୀ ହୋଇପାରନ୍ତି । ଶୋଭନ ବ୍ୟକ୍ତିତ୍ୱ ସମ୍ପନ୍ନ ହେବେ । ମଧୁରଭାଷୀ, ସହନଶୀଳ ଓ ଶାନ୍ତିପ୍ରିୟ ହେବେ । ବିଦ୍ୟାଭ୍ୟାସୀ ହେବେ । ଦାମ୍ପତ୍ୟ ଜୀବନ ସୁଖପ୍ରଦ ହେବ । ମିତ୍ର ସୁଖ ଲାଭ କରିପାରନ୍ତି । ନିଷ୍ଠାପରଭାବେ କାର୍ଯ୍ୟ କରି ପ୍ରଶଂସାର ପାତ୍ର ହେବେ ।
ଶ୍ରୀଚନ୍ଦ୍ର ଭୋଗ ହେଉଥିବାରୁ ମିଷ୍ଟାନ୍ନ ଭୋଜନରେ ଆପ୍ୟାୟିତ ହେବେ । ଐଶ୍ୱର୍ଯ୍ୟଯୁକ୍ତ ହୋଇପାରନ୍ତି । ମାଲିମୋକଦ୍ଦମାରେ ଜିଣି ଧନଲାଭ ହୋଇପାରେ । ସୈନିକମାନେ ରଣକ୍ଷେତ୍ରରେ ପାରଙ୍ଗମ ହେବେ । ଲୋକପ୍ରିୟ ହେବେ । ସାମାଜିକ ଗୌରବ ମିଳିବ ।
କର୍ମଚଞ୍ଚଳ ରହିବେ । ନିର୍ମାଣ କାର୍ଯ୍ୟରେ ଅଧିକ ବ୍ୟୟର ସମ୍ମୁଖୀନ ହୋଇପାରନ୍ତି । ନିରୋଳାରେ କିଛି ସମୟ ବିତାଇବାକୁ ଇଚ୍ଛା କରିବେ । ମଧୁରଭାଷାରେ ପରକୁ ଆପଣାର କରିପାରନ୍ତି । ସାହସୀ ଓ ଜ୍ଞାନୀ ହେବେ ।
କାର୍ଯ୍ୟରେ ସଫଳତା ମିଳିବ । ସୁସ୍ଥ ଓ ନିରାମୟ ଜୀବନଯାପନ କରିପାରନ୍ତି । ଯଶସ୍ୱୀ ହେବେ । କର୍ମଚଞ୍ଚଳ ରହିବେ । ଲୋକପ୍ରିୟତା ଅର୍ଜନ କରିପାରନ୍ତି । ସରକାରୀ ସ୍ତରରେ ସମ୍ମାନିତ ହେବାର ସୁଯୋଗ ଅଛି । କରିତ୍‌କର୍ମା ହେବେ ।
For daily odia rashiphala visit our website daily in the morning. This is compiled from a trusted source.

Odia Calendar 2021

Comments

comments