OdiaWeb- Odia Film, Music, Songs, Videos, SMS, Shayari, Tourism, News

Odia Rasiphala Wednesday 12 December 2018

Odia Rashiphala

Odia Rashiphala

ସେବା ମନୋଭାବ ଯୋଗୁଁ କର୍ମକ୍ଷେତ୍ରରେ ସମ୍ମାନୀୟ ବ୍ୟକ୍ତି ବିଶେଷଙ୍କଠାରୁ ସାହାଯ୍ୟ ସହଯୋଗ ପାଇବେ । ବ୍ୟବସାୟ ଓ ନିର୍ମାଣ କ୍ଷେତ୍ରରେ ସମସ୍ୟର ସମାଧାନ ହେବ । ଶତୃ ବୃଦ୍ଧି ହୋଇପରେ । ମହିଳାମାନେ ମାନସିକ ଚିନ୍ତାର ଶିକାର ହେବେ ।
ନିଜ ଲୋକମାନେ ଇର୍ଷା ପରାୟଣ ହୋଇ ପରିସ୍ଥିତିକୁ ଭିନ୍ନରୂପ ଦେଲେ ମଧ୍ୟ ଆପଣ ନିଜର କଳା କୌଶଳ ପ୍ରୟୋଗ କରି ଜୟ ଯୁକ୍ତ ହେବେ । ଅର୍ଥ ସଂଗ୍ରହ କରିବାରେ ତତ୍ପରତା ପ୍ରକାଶ କରିବେ । ମହିଳାମାନେ ଅପମାନିତ ହୋଇପରନ୍ତି ।
ସମସ୍ୟା ଉପରେ ସମସ୍ୟାର ସମାଧାନ କରି ବ୍ୟସ୍ତ ବିବ୍ରତ ହୋଇ ପଡିବେ । ସାଧାରଣ କଥାକୁ କେନ୍ଦ୍ର କରି ମନରେ ବିରକ୍ତି ଭାବ ସୃଷ୍ଟି ହୋଇପାରେ । ଆର୍ଥିକ ସ୍ୱଚ୍ଛଳତା ଓ ବନ୍ଧୁଙ୍କର ସାନ୍ନିଧ୍ୟ ଲାଭରୁ ଖୁସି ହେବେ ।
ପ୍ରତ୍ୟେକ କ୍ଷେତ୍ରରେ ସମସ୍ୟା ଆସିବାରୁ ମନ ଭାରାକ୍ରାନ୍ତ ରହିବ । ସ୍ତ୍ରୀଙ୍କ ସ୍ୱାସ୍ଥ୍ୟ ସକାଶେ ଚିନ୍ତା କରିପାରନ୍ତି । ରାଜନୀତି କ୍ଷେତ୍ରରେ ପଦ ମର୍ଯ୍ୟାଦ ବୃଦ୍ଧି ପାଇବ । ଆଗାମୀ ମାଙ୍ଗଳିକ କାର୍ଯ୍ୟ ସକାଶେ ତତ୍ପରତା ପ୍ରକାଶ ପାଇବ ।
ପ୍ରତ୍ୟେକ କ୍ଷେତ୍ରରେ ସଫଳତା ମିଳିବ । ସାମ୍ପତ୍ୱ ଜୀବନରେ ବୁଝାମଣା ନେଇ ତିକ୍ତତା ଦେଖା ଦେଇପାରେ । ନିର୍ମାଣ କ୍ଷେତ୍ରରେ ପ୍ରତିବନ୍ଧକ ସୃଷ୍ଟି ହୋଇପରେ । ଯେତେ ଭଲ କାମ କଲେ ମଧ୍ୟ ପ୍ରଶଂସା ବଦଳରେ ଅଭିଯୋଗ ପାଇବେ ।
ପ୍ରତ୍ୟେକ କ୍ଷେତ୍ରରେ ଖର୍ଚ୍ଚାନ୍ତ ହୋଇ ଆଶା ପୂରଣ କରିବେ । କର୍ମକ୍ଷେତ୍ରରେ ସଙ୍କଟର ସମ୍ମୁଖୀନ ହେଲେ ମଧ୍ୟ କାର୍ଯ୍ୟକ୍ଷେତ୍ରରେ ସଫଳତା ହାସଲ କରିବେ । ଆନୁଷ୍ଠାନିକ କାମରେ ମହିଳାମାନେ ସମସ୍ୟାର ଦୃଢ଼ ମୁକାବିଲା କରିବେ ।
ସ୍ତ୍ରୀଙ୍କର ପ୍ରେରଣା ଓ ସହଯୋଗରୁ ଉପକୃତ ହେବେ । କର୍ମକ୍ଷେତ୍ରରେ ଅତ୍ୟଧିକ ଖର୍ଚ୍ଚ କରିବାକୁବାଧ୍ୟ ହେବେ । ଆଶା କରୁଥିବା ଦିଗରୁ ଶୁଭ ଖବର ପାଇବେ । ମୋଟା ଅଙ୍କର ଅର୍ଥ ଖର୍ଚ୍ଚ କରି ସ୍ଥଗିତ କାମକୁ ତ୍ୱରାନିତ୍ୱ କରିବେ ।
ଚୁରତାର ସହ ବନ୍ଧୁଙ୍କ ମନରେ ବିଶ୍ୱାସ ଜନ୍ମାଇ କର୍ଯ୍ୟ ହାସଲ କରିବାରେ ସମର୍ଥ ହେବେ । ମାଙ୍ଗଳିକ କାର୍ଯ୍ୟ ସକାଶେ ଆଲୋଚନାରେ ବ୍ୟସ୍ତ ରହିବେ । ମନୋରଞ୍ଜନ କାର୍ଯ୍ୟକ୍ରମରେ ନିଜକୁ ନିୟୋଜିତ କରି ସାମୟିକ ଆନନ୍ଦ ପ୍ରାପ୍ତ କରିବେ ।
ପାରିବାରିକ ଅସ୍ଥିରତା ଲାଗି ରହିଥିଲେ ମଧ୍ୟ ପ୍ରତିକୂଳ ପରିସ୍ଥିତିର ଚାପ କ୍ରମଶଃ କମ୍ ହେବ । ବନ୍ଧୁମାନଙ୍କ ଦ୍ୱାରା ସମସ୍ୟାର ସରଳ ସମାଧାନ ହେବ । ରାଜନୀତିକ ସ୍ତରରେ ଉନ୍ନତି କରିବେ । ମହିଳାମାନେ ପରିବାରର କଥାକୁ ଚିନ୍ତା କରି ଅସ୍ଥିର ହେବେ ।
କର୍ମକ୍ଷେତ୍ରରେ ଧୀରେ ସୁସ୍ଥେ ଗତି କରିବେ । ବ୍ୟବସାୟକୁ ଆଗକୁ ବଢ଼ାଇବା ପାଇଁ ପଦକ୍ଷେପ ଗ୍ରହଣ କରିବେ । ନିଜ ଦୋଷରୁ ନିଜ ପାଇଁ ଅସୁବିଧା ସୃଷ୍ଟି କରିବେ । ମହିଳାମାନେ ଗଠନ ମୂଳକ ପରାମର୍ଶ ପାଇ ଖୁସି ହେବେ ।
ସନ୍ତାନମାନଙ୍କ ସ୍ୱାସ୍ଥ୍ୟ ଓ ସ୍ୱଭାବ ଯୋଗୁଁ ବିଚଳିତ ରହିବେ । ସମସ୍ୟାର ସମାଧାନ ପାଇଁ ବନ୍ଧୁଙ୍କର ସାହାଯ୍ୟ ଲୋଡିବେ । ବ୍ୟବସାୟ କ୍ଷେତ୍ରରେ ଆଶାନୁରୂପକ ଲାଭବାନ ହେବେ । ମହିଳାମାନଙ୍କର ସ୍ୱାସ୍ଥ୍ୟହାନୀ ଘଟିପାରେ ।
ଦୁଃସାହସିକ ପଦକ୍ଷେପ ନେଇ କର୍ମକ୍ଷେତ୍ରରେ ପ୍ରଶଂସିତ ହେବେ । ମଜଳିଆ କଥା କହି ବନ୍ଧୁଙ୍କୁ ଆକର୍ଷିତ କରିବେ । କେତେକ କ୍ଷେତ୍ରରେ ଚାପରୁ ସମ୍ମୁଖୀନ ହୋଇପାରନ୍ତି । ସନ୍ତାନଙ୍କ ପାଇଁ ଗୌରାବାନିତ୍ୱ ମନେ କରିବେ ।

For daily odia rashiphala visit our website daily in the morning. This is compiled from a trusted source.

Odia Calendar 2019

Comments

comments