![]() |
ଆୟ ଅପେକ୍ଷା ବ୍ୟୟ ବୃଦ୍ଧିର ସୂଚନା ମିଳୁଛି । ଆଶାବାଦୀ ହେବେ । ଭାଗ୍ୟଶାଳୀ ହେବେ । ବ୍ୟକ୍ତିତ୍ୱର ବିକାଶ ଘଟିବ । ମଧୁରଭାଷୀ ଓ ସହନଶୀଳ ହେବେ । ବିଦ୍ୟାପ୍ରେମୀ ହେବେ । ଦାମ୍ପତ୍ୟ ସୁଖ ମିଳିବ । ମିତ୍ର ପ୍ରେମୀ ହେବେ । |
![]() |
ଶ୍ରୀଚନ୍ଦ୍ର ଭୋଗ ହେତୁ, ମିଷ୍ଟାନ୍ନ ଭୋଜନରେ ଆପ୍ୟାୟିତ ହେବେ ରୋଜଗାର ଆଶାନୁରୂପ ହେବ । ଐଶ୍ୱର୍ଯ୍ୟଯୁକ୍ତ ହୋଇପାରନ୍ତି । ମାଲିମୋକଦ୍ଦମାରେ ବିଜୟୀ ହେବେ । ମୋକଦ୍ଦମା ଖର୍ଚ୍ଚ ପାଇପାରନ୍ତି । ଆପଣଙ୍କ ପ୍ରତି ଜନସମର୍ଥନ ଅଛି । |
![]() |
ପ୍ରାୟ ପ୍ରତ୍ୟେକ କାର୍ଯ୍ୟ ଶୁଭଦାୟକ ହେବ । କର୍ମଚଞ୍ଚଳ ରହିବେ । ମନଲୋଭା କଥା କହି ପରକୁ ଆପଣାର କରିପାରନ୍ତି । ଚକ୍ଷୁରେ ସାମାନ୍ୟ ପୀଡ଼ା ଅନୁଭବ କରିବେ । ଖର୍ଚ୍ଚାନ୍ତ ହେବାର ସୂଚନା ମିଳୁଛି । ଧାର୍ମିକ ପ୍ରବୃତ୍ତିର ହେବେ । |
![]() |
ଧର୍ମମତି ହେବେ । ଆୟ ବୃଦ୍ଧିର ସୂଚନା ମିଳୁଛି । ସୁସ୍ଥ ଓ ନିରାମୟ ରହିବେ । ଯଶସ୍ୱୀ ହୋଇପାରନ୍ତି । ଲୋକପ୍ରିୟତା ଅର୍ଜନ କରିବେ । କର୍ମଚଞ୍ଚଳ ରହିବେ । ସରକାରୀ ସ୍ତରରେ ସମ୍ମାନିତ ହୋଇପାରନ୍ତି । |
![]() |
ଆଶା-ଆଶଙ୍କା ଭିତରେ ଥିବା କାର୍ଯ୍ୟଟିକୁ କରାୟତ୍ତ କରିବେ । ମନ ପ୍ରସନ୍ନ ରହିବ । କୁଳ ଚନ୍ଦ୍ରମା ହୋଇପାରନ୍ତି । ବ୍ୟବସାୟ ଲାଭଜନକ ହେବ । ଦୟାଳୁ ହେବେ । ଯଶସ୍ୱୀ ହେବେ । |
![]() |
ଭାଗ୍ୟଶାଳୀ ହେବେ । ଦିନଟି ଭୋଗବିଳାସରେ ଅତିବାହିତ କରିପାରନ୍ତି । ସୁଖ ସମୃଦ୍ଧିପୂର୍ଣ୍ଣ ଜୀବନଯାପନ କରିବେ । ବିଦ୍ୱାନ୍, ସାହସୀ ଓ ସମ୍ପତ୍ତିବାନ୍ ହୋଇପାରନ୍ତି । ଦାମ୍ପତ୍ୟ ଜୀବନ ସୁଖପ୍ରଦ ହେବ । ଉଦ୍ୟୋଗୀ ହେବେ । |
![]() |
କାର୍ଯ୍ୟରେ ଉତ୍ସାହ ବୃଦ୍ଧି ପାଇବ । ସ୍ୱାଭିମାନୀ ହୋଇପାରନ୍ତି । ସହଯୋଗୀ ବ୍ୟବସାୟ ଲାଭଜନକ ହେବ । ଖର୍ଚ୍ଚାନ୍ତ ହୋଇପାରନ୍ତି । ଅଷ୍ଟମ ଚନ୍ଦ୍ର ଭୋଗ ହେଉଥିବାରୁ ଯାନବାହନ ଚଳାଚଳରେ ସତର୍କ ରହିବେ । |
![]() |
ବନ୍ଧୁ ମିଳନ ଘଟିବ । ବ୍ୟବସାୟ ଲାଭଜନକ ହେବ । ସମାଜ ସେବୀ ହୋଇପାରନ୍ତି । ନିଜେ କରିଥିବା କାର୍ଯ୍ୟରେ ବିଶେଷ ସଫଳତା ଯୋଗୁଁ ମନରେ ଅହଂଭାବ ଆସିପାରେ । ଶାନ୍ତ ଓ ଧୈର୍ଯ୍ୟବାନ୍ ହେବେ । ପତ୍ନୀଙ୍କ ସହାୟତା ମିଳିବ । |
![]() |
କାର୍ଯ୍ୟରେ ସଫଳତା ପାଇ ଆତ୍ମସନ୍ତୋଷ ଲାଭ କରିବେ । ଚକ୍ଷୁରେ ସାମାନ୍ୟ ଯନ୍ତ୍ରଣା ଅନୁଭବ କରିପାରନ୍ତି । ଭାଇମାନଙ୍କ ଉପରେ ସ୍ନେହଭାବ ରହିବ । ସୁସ୍ଥ ଓ ନିରାମୟ ଜୀବନଯାପନ କରିବେ । ଚାକିରି କ୍ଷେତ୍ରରେ ସୁନାମ ଅର୍ଜନ କରିବେ । |
![]() |
ସମୟୋପଜିତ କାର୍ଯ୍ୟ କରି ପ୍ରଶଂସାର ପାତ୍ର ହେବେ । କେତେକ କ୍ଷେତ୍ରରେ ନିରବ ଦ୍ରଷ୍ଟା ସାଜିପାରନ୍ତି । କର୍ମ ଚଞ୍ଚଳ ରହିବେ । ଆକସ୍ମିକ ଧନଲାଭର ସୂଚନା ମିଳୁଛି । ଆର୍ଥିକ ସ୍ରୋତ ବିଭିନ୍ନ ଦିଗରୁ ଆସିବ । ବ୍ୟବସାୟ ଲାଭଜନକ ହେବ । |
![]() |
ବିବାଦୀୟ ଘଟଣାର ସୁସମାଧାନ କରିପାରନ୍ତି । ସମ୍ମାନିତ ହେବେ । ଉଦାର ସ୍ୱଭାବ ସମ୍ପନ୍ନ ଓ ଦାନଶୀଳ ହୋଇପାରନ୍ତି । ଶୋଭନ ବ୍ୟକ୍ତିତ୍ୱ ସମ୍ପନ୍ନ ହେବେ । ସ୍ୱାସ୍ଥ୍ୟ ଅତୁଟ ରହିବ । ଭାଇମାନଙ୍କ ମଧ୍ୟରେ ଶ୍ରେଷ୍ଠ ହେବେ । |
![]() |
ସାଙ୍ଗଠନିକ କାର୍ଯ୍ୟର ନେତୃତ୍ୱ ନେଇପାରନ୍ତି । ମନ ପ୍ରସନ୍ନ ରହିବ । ଆସ୍ତିକ ହେବେ । ମଧୁରଭାଷୀ ହୋଇପାରନ୍ତି । ପ୍ରେମୀ ଓ ସାହସୀ ହେବେ । ସାନଭାଇମାନଙ୍କଠାରୁ ଆଦର, ସମ୍ମାନ ମିଳିବ । ଧାର୍ମିକ, ବନ୍ଧୁପ୍ରେମୀ ଓ ବିଦ୍ୱାନ୍ ହେବେ । |