![]() |
କର୍ମଚଞ୍ଚଳ ରହିବେ। କନ୍ୟା ସନ୍ତାନ ପାଇଁ ଗର୍ବିତ ହୋଇପାରନ୍ତି। ଆକସ୍ମିକ ଧନ ଲାଭର ସୂଚନା ମିଳୁଛି। ଆର୍ଥିକ ସ୍ରୋତ ବ୍ୟବସାୟାଦି ବିଭିନ୍ନ ଦିଗରୁ ଆସିବ। ଧାର୍ମିକ ଓ ତେଜସ୍ୱୀ ହେବେ। |
ଉଦାର ପ୍ରକୃତିର ହୋଇପାରନ୍ତି। ଦାନ-ଧର୍ମକୁ ଦୀକ୍ଷା ଭାବେ ଗ୍ରହଣ କରିବେ। ଉତ୍ତମ ବ୍ୟକ୍ତିତ୍ୱ ଯୁକ୍ତ ହେବେ। ସୁସ୍ଥ ଓ ନିରାମୟ ରହିବେ। କୃଷି କର୍ମ ଲାଭଦାୟକ ହେବ। ପ୍ରେମୀ ଓ ବୁଦ୍ଧିମାନ୍ ହେବେ। | |
ମନ ପ୍ରସନ୍ନ ରହିବ। ଈଶ୍ୱର ବିଶ୍ୱାସୀ ହେବେ। ଭାଷା ଓ ବ୍ୟବହାର ମଧୁର ହେବ। ପ୍ରେମୀ ଓ ସାହସୀ ହେବେ। ସାନଭାଇମାନଙ୍କଠାରୁ ଆଦର ସମ୍ମାନ ମିଳିବ। ଧାର୍ମିକ ଓ ବନ୍ଧୁପ୍ରେମୀ ହେବେ। | |
ଭାଗ୍ୟଶାଳୀ ହୋଇପାରନ୍ତି। ମଧୁର ଭାଷୀ, ସହନଶୀଳ,ଶାନ୍ତିପ୍ରିୟ, ଉଦାର ସ୍ୱଭାବ ଓ ବିଦ୍ୟାପ୍ରେମୀ ହୋଇପାରନ୍ତି। ଦାମ୍ପତ୍ୟ ଜୀବନ ସୁଖପ୍ରଦ ହେବ। ବ୍ୟବସାୟ ଅତ୍ୟନ୍ତ ଲାଭଜନକ ହେବ। | |
ଆୟ ଉତ୍ତମ ମାନର ହେବ। ଐଶ୍ୱର୍ଯ୍ୟ ପ୍ରାପ୍ତି ସୂଚନା ମିଳୁଛି। ସୁସ୍ଥ ଓ ନିରାମୟ ରହିବେ। ମାଲି ମୋକଦ୍ଦମାରେ ବିଜୟୀ ହେବେ। ଧନଲାଭ ହେବ। ସାମାନ୍ୟ ଚକ୍ଷୁ ପୀଡ଼ା ଅନୁଭବ କରିପାରନ୍ତି। ବିଦ୍ୱାନ୍ ହେବେ। | |
ଚଞ୍ଚଳ ସ୍ୱଭାବର ହେବେ। ସାଧନାରେ ସିଦ୍ଧିପ୍ରାପ୍ତ ନିମନ୍ତେ ଏକାନ୍ତରେ ସମୟ ବିତାଇ ପାରନ୍ତି। ଅତିଥି ସତ୍କାରରେ ଧନ ବ୍ୟୟ କରିବେ। ସାହସୀ ଓ ଜ୍ଞାନୀ ହେବେ। ଗୁପ୍ତ ବିଦ୍ୟାରେ ରୁଚି ରହିବ। ମଧୁର ଭାଷୀ ହେବେ। | |
ସୁସ୍ଥ ଓ ନିରାମୟ ରହିବେ। ଯଶସ୍ୱୀ ହେବେ। ଲୋକପ୍ରିୟତା ଅର୍ଜନ କରିବେ। କର୍ମଚଞ୍ଚଳ ରହିବେ। ସରକାରୀ ସ୍ତରରେ ସମ୍ମାନିତ ହେବା ସହିତ ଧନପ୍ରାପ୍ତିର ସଚନା ମିଳୁଛି। ଦାମ୍ପତ୍ୟ ଜୀବନ ସୁଖପ୍ରଦ ହେବ। | |
ବଂଶ ମର୍ଯ୍ୟାଦା ରକ୍ଷା କରିବାରେ ସଚେଷ୍ଟ ହେବେ। କୁଳ ଉଜ୍ଜ୍ୱଳକାରୀ ହେବେ। ମନ ପ୍ରସନ୍ନ ରହିବ। ସୁସ୍ଥ ଓ ନିରାମୟ ରହିବେ। ଦୟାଳୁ ସ୍ୱଭାବର ହେବେ। ବ୍ୟବସାୟ ଲାଭଜନକ ହେବ। ଯଶସ୍ୱୀ ହେବେ। | |
ଭାଗ୍ୟଶାଳୀ ହେବେ। ଭୋଗୀ ଓ ବିଳାସୀ ହେବେ। ଦିନଟି ସୁଖ ସମୃଦ୍ଧିପୂର୍ଣ୍ଣ ହେବ। ଧର୍ମାତ୍ମା, ବିଦ୍ୱାନ୍, ସାହସୀ ଓ ସମ୍ପତ୍ତିବାନ୍ ହେବେ। ଉଦ୍ୟୋଗୀ ହେବେ। ଦାମ୍ପତ୍ୟ ଜୀବନ ସୁଖପ୍ରଦ ହେବ। | |
ସନ୍ତାନ-ସନ୍ତତି ଲାଭର ସୂଚନା ମଳିୁ୍ଛି। ବିଭିନ୍ନ ସ୍ତରରୁ ଅର୍ଥ ପ୍ରାପ୍ତ୍ ହେବେ। ଦାମ୍ପତ୍ୟ ଜୀବନ ସୁଖପ୍ରଦ ହେବ। ଜିତେନ୍ଦ୍ରିୟ ହୋଇପାରନ୍ତି । ପରାକ୍ରମୀ ହେବେ। ବଖ୍ୟାତ କୀର୍ତ୍ତିସ୍ଥାପନ କରିବେ। | |
ସୃଜନ ସ୍ୱଭାବର ହେବେ। ଦ୍ୱିଜ ଦେବତାଙ୍କ ଭକ୍ତ ହୋଇପାରନ୍ତି । ସ୍ୱ-ଜୀବନ ଧର୍ମରେ ଓଁ ବାଦର ହୋଇପାରନ୍ତି । ଦାୟିତ୍ୱବାନ୍ ହେବେ। ଦିବ୍ୟ ପ୍ରେରଣାଦାୟୀ ହୋଇପାରନ୍ତି । | |
ବିଭିନ୍ନ ସୂତ୍ରରୁ ଅର୍ଥ ପ୍ରାପ୍ତ ହେବେ। କରିତକର୍ମା ହେବେ। ପ୍ରତିଯୋଗତିାରେ କୃତିତ୍ୱ ଅର୍ଜନ କରିବେ। ସର୍ବସୁଖର ଅଧିକାରୀ ହୋଇପାରନ୍ତି । ସରକାରୀ ସ୍ତରରୁ ଅର୍ଥ ସହିତ ସମ୍ମାନ ପ୍ରାପ୍ତ ହେବେ। |
Odia Calendar 2022
Comments
comments