OdiaWeb- Odia Film, Music, Songs, Videos, SMS, Shayari, Tourism, News

Odia Rasiphala Wednesday 13th April 2022

Odia Rashiphala

Odia Rashiphala

କର୍ମଚଞ୍ଚଳ ରହିବେ। କନ୍ୟା ସନ୍ତାନ ପାଇଁ ଗର୍ବିତ ହୋଇପାରନ୍ତି। ଆକସ୍ମିକ ଧନ ଲାଭର ସୂଚନା ମିଳୁଛି। ଆର୍ଥିକ ସ୍ରୋତ ବ୍ୟବସାୟାଦି ବିଭିନ୍ନ ଦିଗରୁ ଆସିବ। ଧାର୍ମିକ ଓ ତେଜସ୍ୱୀ ହେବେ।
ଉଦାର ପ୍ରକୃତିର ହୋଇପାରନ୍ତି। ଦାନ-ଧର୍ମକୁ ଦୀକ୍ଷା ଭାବେ ଗ୍ରହଣ କରିବେ। ଉତ୍ତମ ବ୍ୟକ୍ତିତ୍ୱ ଯୁକ୍ତ ହେବେ। ସୁସ୍ଥ ଓ ନିରାମୟ ରହିବେ। କୃଷି କର୍ମ ଲାଭଦାୟକ ହେବ। ପ୍ରେମୀ ଓ ବୁଦ୍ଧିମାନ୍ ହେବେ।
ମନ ପ୍ରସନ୍ନ ରହିବ। ଈଶ୍ୱର ବିଶ୍ୱାସୀ ହେବେ। ଭାଷା ଓ ବ୍ୟବହାର ମଧୁର ହେବ। ପ୍ରେମୀ ଓ ସାହସୀ ହେବେ। ସାନଭାଇମାନଙ୍କଠାରୁ ଆଦର ସମ୍ମାନ ମିଳିବ। ଧାର୍ମିକ ଓ ବନ୍ଧୁପ୍ରେମୀ ହେବେ।
ଭାଗ୍ୟଶାଳୀ ହୋଇପାରନ୍ତି। ମଧୁର ଭାଷୀ, ସହନଶୀଳ,ଶାନ୍ତିପ୍ରିୟ, ଉଦାର ସ୍ୱଭାବ ଓ ବିଦ୍ୟାପ୍ରେମୀ ହୋଇପାରନ୍ତି। ଦାମ୍ପତ୍ୟ ଜୀବନ ସୁଖପ୍ରଦ ହେବ। ବ୍ୟବସାୟ ଅତ୍ୟନ୍ତ ଲାଭଜନକ ହେବ।
ଆୟ ଉତ୍ତମ ମାନର ହେବ। ଐଶ୍ୱର୍ଯ୍ୟ ପ୍ରାପ୍ତି ସୂଚନା ମିଳୁଛି। ସୁସ୍ଥ ଓ ନିରାମୟ ରହିବେ। ମାଲି ମୋକଦ୍ଦମାରେ ବିଜୟୀ ହେବେ। ଧନଲାଭ ହେବ। ସାମାନ୍ୟ ଚକ୍ଷୁ ପୀଡ଼ା ଅନୁଭବ କରିପାରନ୍ତି। ବିଦ୍ୱାନ୍ ହେବେ।
ଚଞ୍ଚଳ ସ୍ୱଭାବର ହେବେ। ସାଧନାରେ ସିଦ୍ଧିପ୍ରାପ୍ତ ନିମନ୍ତେ ଏକାନ୍ତରେ ସମୟ ବିତାଇ ପାରନ୍ତି। ଅତିଥି ସତ୍କାରରେ ଧନ ବ୍ୟୟ କରିବେ। ସାହସୀ ଓ ଜ୍ଞାନୀ ହେବେ। ଗୁପ୍ତ ବିଦ୍ୟାରେ ରୁଚି ରହିବ। ମଧୁର ଭାଷୀ ହେବେ।
ସୁସ୍ଥ ଓ ନିରାମୟ ରହିବେ। ଯଶସ୍ୱୀ ହେବେ। ଲୋକପ୍ରିୟତା ଅର୍ଜନ କରିବେ। କର୍ମଚଞ୍ଚଳ ରହିବେ। ସରକାରୀ ସ୍ତରରେ ସମ୍ମାନିତ ହେବା ସହିତ ଧନପ୍ରାପ୍ତିର ସଚନା ମିଳୁଛି। ଦାମ୍ପତ୍ୟ ଜୀବନ ସୁଖପ୍ରଦ ହେବ।
ବଂଶ ମର୍ଯ୍ୟାଦା ରକ୍ଷା କରିବାରେ ସଚେଷ୍ଟ ହେବେ। କୁଳ ଉଜ୍ଜ୍ୱଳକାରୀ ହେବେ। ମନ ପ୍ରସନ୍ନ ରହିବ। ସୁସ୍ଥ ଓ ନିରାମୟ ରହିବେ। ଦୟାଳୁ ସ୍ୱଭାବର ହେବେ। ବ୍ୟବସାୟ ଲାଭଜନକ ହେବ। ଯଶସ୍ୱୀ ହେବେ।
ଭାଗ୍ୟଶାଳୀ ହେବେ। ଭୋଗୀ ଓ ବିଳାସୀ ହେବେ। ଦିନଟି ସୁଖ ସମୃଦ୍ଧିପୂର୍ଣ୍ଣ ହେବ। ଧର୍ମାତ୍ମା, ବିଦ୍ୱାନ୍, ସାହସୀ ଓ ସମ୍ପତ୍ତିବାନ୍ ହେବେ। ଉଦ୍ୟୋଗୀ ହେବେ। ଦାମ୍ପତ୍ୟ ଜୀବନ ସୁଖପ୍ରଦ ହେବ।
ସନ୍ତାନ-ସନ୍ତତି ଲାଭର ସୂଚନା ମଳିୁ୍ଛି। ବିଭିନ୍ନ ସ୍ତରରୁ ଅର୍ଥ ପ୍ରାପ୍ତ୍ ହେବେ। ଦାମ୍ପତ୍ୟ ଜୀବନ ସୁଖପ୍ରଦ ହେବ। ଜିତେନ୍ଦ୍ରିୟ ହୋଇପାରନ୍ତି । ପରାକ୍ରମୀ ହେବେ। ବଖ୍ୟାତ କୀର୍ତ୍ତିସ୍ଥାପନ କରିବେ।
ସୃଜନ ସ୍ୱଭାବର ହେବେ। ଦ୍ୱିଜ ଦେବତାଙ୍କ ଭକ୍ତ ହୋଇପାରନ୍ତି । ସ୍ୱ-ଜୀବନ ଧର୍ମରେ ଓଁ ବାଦର ହୋଇପାରନ୍ତି । ଦାୟିତ୍ୱବାନ୍ ହେବେ। ଦିବ୍ୟ ପ୍ରେରଣାଦାୟୀ ହୋଇପାରନ୍ତି ।
ବିଭିନ୍ନ ସୂତ୍ରରୁ ଅର୍ଥ ପ୍ରାପ୍ତ ହେବେ। କରିତକର୍ମା ହେବେ। ପ୍ରତିଯୋଗତିାରେ କୃତିତ୍ୱ ଅର୍ଜନ କରିବେ। ସର୍ବସୁଖର ଅଧିକାରୀ ହୋଇପାରନ୍ତି । ସରକାରୀ ସ୍ତରରୁ ଅର୍ଥ ସହିତ ସମ୍ମାନ ପ୍ରାପ୍ତ ହେବେ।
For daily odia rashiphala visit our website daily in the morning. This is compiled from a trusted source.

Odia Calendar 2022

Comments

comments