OdiaWeb- Odia Film, Music, Songs, Videos, SMS, Shayari, Tourism, News

Odia Rasiphala Wednesday 13th February 2019

Odia Rashiphala

Odia Rashiphala

କିଛି ସମୟ ପାଇଁ ମାନସିକ ଭାରସାମ୍ୟ ହରାଇ ପାରନ୍ତି । କାର୍ଯ୍ୟ ହାନି ଘଟିବାର ସମ୍ଭାବନା ଅଛି । ବିଭିନ୍ନ ଦିଗରୁ ଧନାଗମ ହୋଇପାରେ । ଭାଗ୍ୟଶାଳୀ ହୋଇପାରନ୍ତି । ମଧୁରଭାଷୀ, ସହନଶୀଳ, ଶାନ୍ତିପ୍ରିୟ ହେବେ । ବହୁ ପରିମାଣରେ ଖର୍ଚ୍ଚାନ୍ତ ହୋଇପାରନ୍ତି ।
ଆଶା ଫଳବତୀ ଶ୍ରୀଚନ୍ଦ୍ର ଭୋଗ ହେଉଥିବାରୁ ରୁଚିକର ଭୋଜନରେ ଆପ୍ୟାୟିତ ହୋଇପାରନ୍ତି । ସୁସ୍ଥ ଓ ନିରାମୟ ଜୀବନ ଯାପନ କରିବେ। ଐଶ୍ବର୍ଯ୍ୟଯୁକ୍ତ ହେବେ । ମାଲିମୋକଦ୍ଦମାରେ ବିଜୟୀ ହେବେ । ଧନଲାଭ ହେବ । ଚିନ୍ତାଧାରା ଉନ୍ନତମାନର ହେବ ।
କର୍ମକ୍ଷେତ୍ରରେ ଶାନ୍ତିର ବାତାବରଣ ସୃଷ୍ଟି ହେବ । ସୁସ୍ଥ ଓ ନିରାମୟ ରହିବେ । ଖର୍ଚ୍ଚର ପରିମାଣ ବୃଦ୍ଧି ପାଇବ । ପଥରୋଧର ସମ୍ମୁଖୀନ ହୋଇପାରନ୍ତି । ମଧୁରଭାଷୀ ହେବେ । ଚଞ୍ଚଳ ସ୍ୱଭାବର ହେବେ । ଥଣ୍ଡା ଓ କଫ ଜନିତ ପୀଡ଼ା ଭୋଗିବେ ।
ବିପଦ ଦୂରେଇ ଯିବ । ଆୟ ଆଶାନୁରୂପ ହେବ । ସୁସ୍ଥ ଓ ନିରାମୟ ଜୀବନ ଯାପନ କରିବେ । ଲୋକପ୍ୟତା ଅର୍ଜନ କରିପାରନ୍ତି । ଚଞ୍ଚଳ ପ୍ରକୃତିର ହେବେ । ସରକାରୀ ସ୍ତରରେ ସମ୍ମାନ୍ନିତ ହେବା ସହିତ ରାଜକୋଷ ଅର୍ଥ ପ୍ରାପ୍ତ ହେବେ ।
ଆପଣଙ୍କ ଉପରେ ଆସୁଥିବା ବିରୋଧୀ ଭାବ ପ୍ରଶମିତ ହେବ । କାର୍ଯ୍ୟରେ ସଫଳତା ଲାଭ କରିପାରନ୍ତି । ପରିବାରର ଉପଯୁକ୍ତ ଦାୟଦ ହେବେ । ମନ ପ୍ରସନ୍ନ ରହିବ। ସୁସ୍ଥ ଓ ନିରାମୟ ରହିବେ । ଦୟାଳୁ ହେବେ । ବ୍ୟବସାୟ ଭଲରେ ଚାଲିବ ।
ସତ୍‌ସଙ୍ଗୀ ହେବେ । ଭାଗ୍ୟଶାଳୀ ହୋଇପାରନ୍ତି । ଦିନଟି ଭୋଗବିଳାସରେ ଅତିବାହିତ କରିପାରନ୍ତି । ସୁଖ-ସମୃଦ୍ଧିପୂର୍ଣ୍ଣ ଜୀବନ ଯାପନ କରିବେ । ଧର୍ମାତ୍ମା, ପ୍ରବାସପ୍ରିୟ, ବିଦ୍ୱାନ, ସାହସୀ ଓ ସମ୍ପତ୍ତିବାନ୍ ହେବେ । ଦାମ୍ପତ୍ୟ ଜୀବନ ସୁଖପ୍ରଦ ହେବ ।
ସ୍ୱାସ୍ଥ୍ୟ ପାଇଁ ଚିନ୍ତିତ ହୋଇପାରନ୍ତି । ଶାରୀରିକ ପୀଡ଼ା ଅନୁଭବ କରିପାରନ୍ତି । ଈର୍ଷା ପରାୟଣ ହେବେ । ସ୍ୱାଭିମାନୀ ହୋଇପାରନ୍ତି । ଯୁଗ୍ମ ବ୍ୟବସାୟ ଲାଭଜନକ ହେବ । ଅଷ୍ଟମଚନ୍ଦ୍ର ଭୋଗ ହେଉଥିବାରୁ ସତର୍କରେ ଚଳିବାକୁ ପଡ଼ିବ।
ଭାବିଚିନ୍ତି କାର୍ଯ୍ୟ କରିବା ବାଞ୍ଛନୀୟ ହେବ । ଘାତଚନ୍ଦ୍ର ଭୋଗ ହେଉଥିବାରୁ ସତର୍କତାର ସହ ଚଳିବାକୁ ପଡ଼ିବ। ବ୍ୟବସାୟ ଲାଭଜନକ ହେବ । ମନରେ ସେବା ଭାବ ଜାଗ୍ରତ ହୋଇପାରେ । ଶାନ୍ତ ଓ ଧୈର୍ଯ୍ୟବାନ୍ ହେବେ । ସ୍ତ୍ରୀଙ୍କ ଅଧୀନ ହେବେ ।
ଦୃଢ଼ ମନୋଭାବ ଗ୍ରହଣ କରିପାରନ୍ତି । ମନରେ ଗର୍ବଭାବ ଉଦ୍ରେକ ହୋଇପାରେ । ଭାଇମାନଙ୍କ ପ୍ରତି ସ୍ନେହଭାବ ରହିବ। ସୁସ୍ଥ ଓ ନିରାମୟ ରହିପାରନ୍ତି । ବଳବାନ୍ ହେବେ । ଶତ୍ରୁ ଦମନକାରୀ ହୋଇପାରନ୍ତି । ଚାକିରିରେ ସୁନାମ ଅର୍ଜନ କରିବେ ।
ଆନନ୍ଦ ଉତ୍ସବ ଲାଗି ରହିବ । ଆଲୋଚନା ମାଧ୍ୟମରେ କାର୍ଯ୍ୟ କଲେ ସଫଳତା ମିଳିବ । ଚଞ୍ଚଳ ପ୍ରକୃତିର ହୋଇପାରନ୍ତି । ହଠାତ୍ ଅର୍ଥ ପ୍ରାପ୍ତିର ସୂଚନା ମିଳୁଛି । ବ୍ୟବସାୟରୁ ପ୍ରଚୁର ଲାଭ ମିଳିବ । ଧାର୍ମିକ, ତେଜସ୍ବୀ ଓ ଉତ୍ତମ ବ୍ୟକ୍ତିତ୍ବର ପରିଚୟ ଦେବେ ।
କର୍ମକ୍ଷେତ୍ର ଉଜ୍ଜଳମୟ ହେବ । ବାଦ-ବିବାଦର ଅବସାନ ଘଟିବ । ଉଦାର ସ୍ୱଭାବର ହେବେ । ଦାନଶୀଳ ହୋଇପାରନ୍ତି । ଶୋଭନ ବ୍ୟକ୍ତିତ୍ୱର ଅଧିକାରୀ ହେବେ । ସୁସ୍ଥ ଓ ନିରାମୟ ରହିବେ । କୃଷି କ୍ଷେତ୍ରରୁ ଲାଭବାନ୍‌ ହେବେ ।
ଆପଣଙ୍କ କଥା ମା’ ଙ୍କ ମନରେ ଆଘାତ ପ୍ରାପ୍ତ ହେବ । ମନ ପ୍ରସନ୍ନ ରହିବ। ଆସ୍ତିକ ହେବେ। ମିଷ୍ଟଭାଷୀ ହୋଇପାରନ୍ତି । ଥଣ୍ଡା-କଫ ଜନିତ ପୀଡ଼ା ଅନୁଭବ କରିବେ । ପ୍ରେମୀ ଓ ସାହସୀ ହେବେ । ବିବାଦରେ ବିଜୟୀ ହେବେ ।
For daily odia rashiphala visit our website daily in the morning. This is compiled from a trusted source.

Odia Calendar 2019

Comments

comments