OdiaWeb- Odia Film, Music, Songs, Videos, SMS, Shayari, Tourism, News

Odia Rasiphala Wednesday 14th April 2021

Odia Rashiphala

Odia Rashiphala

ସମ୍ମାନସୂଚକ କାର୍ଯ୍ୟ କରିପାରନ୍ତି । ସୁଖୀ ହେବେ । ଅର୍ଥ ପ୍ରାପ୍ତିର ସୂଚନା ମିଳୁଛି । କୀର୍ତ୍ତିମାନ୍ ହେବେ । ଜନ ପ୍ରଧାନ ହୋଇପାରନ୍ତି । ଐଶ୍ୱର୍ଯ୍ୟ ପ୍ରାପ୍ତିର ସୁଯୋଗ ଅଛି । ମାଲିମୋକଦ୍ଦମାରେ ବିଜୟୀ ହେବେ । ଅର୍ଥ ମିଳିବ ।
ଧର୍ମ କାର୍ଯ୍ୟରେ ଅଧିକ ଅର୍ଥ ବିନିଯୋଗ କରିପାରନ୍ତି । ଥଣ୍ଡା କଫଜନିତ ସାମାନ୍ୟ କ୍ଳେଶ ଅନୁଭବ କରିପାରନ୍ତି । ନିରୋଳା ସ୍ଥାନରେ ରହିବାକୁ ଇଚ୍ଛା କରିବେ । ମଧୁରଭାଷୀ ହେବେ । ସାହସୀ ଓ ଜ୍ଞାନୀ ହେବେ । ଗୁପ୍ତବିଦ୍ୟାରେ ରୁଚି ରହିବ ।
ସୁସ୍ଥ ଓ ନିରାମୟ ଜୀବନଯାପନ କରିପାରନ୍ତି । ଯଶସ୍ୱୀ ହେବେ । ଲୋକପ୍ରିୟତା ଅର୍ଜନ କରିବେ । କର୍ମଚଞ୍ଚଳ ରହିବେ । ସରକାରୀ ସ୍ତରରେ ସମ୍ମାନିତ ହେବେ । ରାଜକୋଷ ଅର୍ଥ ମଳିପାରେ । ଗୃହ ସୁଖ ସହିତ ଯାନବାହନ ସୁଖ ମିଳିବ ।
ନିଜ ପରିବାରର ମୁଖ୍ୟ ହୋଇପାରନ୍ତି । ମନ ପ୍ରସନ୍ନ ରହିବ । ସୁସ୍ଥ ଓ ନିରାମୟ ରହିବେ । ଦୟାଳୁ ସ୍ୱଭାବର ହେବେ । ବ୍ୟବସାୟ ଲାଭଜନକ ହେବ । ଯଶସ୍ୱୀ ହୋଇପାରନ୍ତି । ନିଜ ପରିବାର ପ୍ରତି ସ୍ନେହ, ସଦିଚ୍ଛା ଭାବ ରହିବ ।
ଭାଗ୍ୟଶାଳୀ ହୋଇପାରନ୍ତି । ଭୋଗ ବିଳାସରେ ଦିନଟି ଅତିବାହିତ କରିବେ । ସୁଖ ସମୃଦ୍ଧିପୂର୍ଣ୍ଣ ଜୀବନଯାପନ କରିପାରନ୍ତି । ବିଦ୍ୱାନ୍, ସାହସୀ ଓ ସମ୍ପତ୍ତିବାନ୍ ହେବେ । ଦାମ୍ପତ୍ୟ ଜୀବନ ସୁଖପ୍ରଦ ହେବ । ଶିଳ୍ପଦ୍ୟୋଗୀ ହୋଇପାରନ୍ତି ।
ସାମାନ୍ୟ ଅସୁସ୍ଥତା ଅନୁଭବ କରିପାରନ୍ତି । ସ୍ୱାଭିମାନୀ ହେବେ । ସହଯୋଗୀ ବ୍ୟବସାୟ ଲାଭଜନକ ହେବ । ସୁଗୁଣସମ୍ପନ୍ନ ହେବେ । ଧନ ପ୍ରାପ୍ତିର ସୂଚନା ମିଳୁଛି । ସତ୍ୟବାଦୀ ହୋଇପାରନ୍ତି । ପୁତ୍ର ସୁଖ ମିଳିପାରେ । ପ୍ରତି କ୍ଷେତ୍ରରେ ସତର୍କ ରହିବେ ।
ବହୁ ସୁଖ ମିଳିପାରେ । ବ୍ୟବସାୟ ଲାଭଜନକ ହେବ । ସମାଜ ସେବାରେ ନିଜକୁ ନିୟୋଜିତ କରିପାରନ୍ତି । ସ୍ୱକର୍ମ ପାଇଁ ମନରେ ଗର୍ବଭାବ ବହନ କରିବେ । ଶାନ୍ତ ଓ ଧୈର୍ଯ୍ୟବାନ ହେବେ । ପତ୍ନୀଙ୍କ ପରାମର୍ଶ ଭବିଷ୍ୟତ ପାଇଁ ଉପଯୋଗୀ ହେବ ।
ଅଯଥା ଖର୍ଚ୍ଚାନ୍ତ ହେବେ । ଭାଇମାନଙ୍କ ଉପରେ ସ୍ନେହ ଭାବ ରହିବ । ସୁସ୍ଥ ଓ ନିରାମୟ ଜୀବନଯାପନ କରିପାରନ୍ତି । ଶକ୍ତିମାନ ହେବେ । ଶତ୍ରୁହନ୍ତା ହୋଇପାରନ୍ତି । ଚାକିରି କ୍ଷେତ୍ରରେ ଉଚ୍ଚ କର୍ତ୍ତୃପକ୍ଷଙ୍କ ପ୍ରିୟଭାଜନ ହେବେ । ବନ୍ଧୁସ୍ନେହୀ ହେବେ ।
କର୍ମଚଞ୍ଚଳ ରହିବେ । କନ୍ୟା ସନ୍ତାନ ଦ୍ୱାରା ଉପକୃତ ହେବେ । ଆକସ୍ମିକ ଧନଲାଭର ସୂଚନା ମିଳୁଛି । ଲଟେରିର ଭାଗ୍ୟଫଳ ସପକ୍ଷରେ ଯାଇପାରେ । ଆର୍ଥିକ ସ୍ରୋତ ବିଭିନ୍ନ ଦିଗରୁ ଆସିବ । ବ୍ୟବସାୟରେ ପ୍ରଚୁର ଧନଲାଭ ହେବ । ତନ୍ତ୍ର ମନ୍ତ୍ରାଦି ଗୁପ୍ତ ବିଦ୍ୟାର ରୁଚି ରହିବ ।
ଉଦାର ପ୍ରକୃତିର ହେବେ । ଦାନଶୀଳ ହୋଇପାରନ୍ତି । ସୁଖୀ ହେବେ । ଶୋଭନ ବ୍ୟକ୍ତି ସମ୍ପନ୍ନ ହେବେ । ସୁସ୍ଥ ଓ ନିରାମୟ ରହିବେ । କୃଷିରୁ ଲାଭ ମିଳିପାରେ । ପ୍ରେମୀ ଓ ବୁଦ୍ଧିମାନ୍ ହୋଇପାରନ୍ତି । ଭାଇମାନଙ୍କ ମଧ୍ୟରେ ଶ୍ରେଷ୍ଠ ହେବେ ।
ସମ୍ମାନ ବୃଦ୍ଧିର ସୂଚନା ମିଳୁଛି । ମନ ପ୍ରସନ୍ନ ରହିବ । ଈଶ୍ୱର ବିଶ୍ୱାସୀ ହେବେ । ମଧୁରଭାଷୀ ହୋଇପାରନ୍ତି । ପ୍ରେମୀ ଓ ସାହସୀ ହେବେ । ସାନଭାଇମାନଙ୍କ ଠାରୁ ଆଦର, ସମ୍ମାନ ମିଳିବ । ଧାର୍ମିକ ବନ୍ଧୁପ୍ରେମୀ ଓ ବିଦ୍ୱାନ୍ ହେବେ । ବିବାଦରେ ବିଜୟୀ ହେବେ ।
ଆଶାବାଦୀ ହେବେ । ଭାଗ୍ୟଶାଳୀ ହୋଇପାରନ୍ତି । ବ୍ୟକ୍ତିତ୍ୱ ବିକଶିତ ହେବ । ମଧୁରଭାଷୀ ହେବେ । ସହନଶୀଳ ଓ ଶାନ୍ତିପ୍ରିୟ ହୋଇପାରନ୍ତି । ବିଦ୍ୟାପ୍ରେମୀ ହେବେ । ଦାମ୍ପତ୍ୟ ଜୀବନ ସୁଖପ୍ରଦ ହେବ । ମିତ୍ର ସୁଖ ମିଳିବ । ସତ୍ୟନିଷ୍ଠ ହୋଇପାରନ୍ତି ।
For daily odia rashiphala visit our website daily in the morning. This is compiled from a trusted source.

Odia Calendar 2021

Comments

comments