OdiaWeb- Odia Film, Music, Songs, Videos, SMS, Shayari, Tourism, News

Odia Rasiphala Wednesday 15th Dec 2021

Odia Rashiphala

Odia Rashiphala

ଭଲ ଆୟ ହେବ । ସୁଖୀ ଓ ସମ୍ମାନିତ ହେବେ । ବନ୍ଧୁ ସୂତ୍ରରୁ ଲାଭବାନ୍‌ ହେବେ । ସୁସ୍ୱାଦୁ ଭୋଜନ ମିଳିବ । ଦାମ୍ପତ୍ୟ ଜୀବନ ସୁଖପ୍ରଦ ହେବ । ସୁସ୍ଥ ରହିବେ । ଚିନ୍ତାଧାରା ଉନ୍ନତମାନର ହେବ ।
ଧର୍ମକାର୍ଯ୍ୟରେ ଧନ ବ୍ୟୟ କରିବେ । ବିବାଦୀୟ ବିତର୍କରେ ଭାଗ ନ ନେଇ ଚୁପ୍ ରହିପାରନ୍ତି । ଦୁଶ୍ଚିନ୍ତା ମଧ୍ୟ ଦେଇ ଗତି କରିବେ । ମଧୁର ଭାଷାରେ ପରକୁ ଆପଣାର କରିପାରନ୍ତି । ପଥରୋଧ ଘଟିପାରେ ।
ସୁସମ୍ବାଦ ଶୁଣ ଖୁସି ହେବେ । ଅଧିକ ଅଭିଜ୍ଞତା ଅର୍ଜନ ପାଇଁ ଆଶାୟୀ ହେବେ । ଜ୍ଞାନ ଅର୍ଜନ କରି ଆନନ୍ଦ ଅନୁଭବ କରିବେ । ରୋଜଗାର ଆଶାନୁରୂପ ହେବ । ସତ୍‌କର୍ମରେ ନିଜକୁ ନିୟୋଜିତ କରିବେ ।
ଶ୍ରମ ସାର୍ଥକ ହେବ । ଶୁଭ ଖବର ପାଇ ପ୍ରଫୁଲ୍ଲିତ ହେବେ । କର୍ମକ୍ଷେତ୍ରରେ ଅପୂର୍ବ ସଫଳତା ମିଳିବ । ଆର୍ଥିକ ସ୍ଥିତିରେ ସ୍ୱଚ୍ଛଳତା ଦେଖାଦେବ । ଶୁଭକାର୍ଯ୍ୟ ପାଇଁ ସମୟ ଅନୁକୂଳ ଅଛି । ବିବାଦରେ ବିଜୟୀ ହେବେ ।
ସେବକ ମନୋଭାବର ହୋଇପାରନ୍ତି । ପୂଜ୍ୟପୂଜା ଉପରେ ପ୍ରାଧାନ୍ୟ ଦେବେ । ସଫଳତା ଲାଭ କରିବେ । ଅଧିକ କ୍ଷମତା ହାସଲ କରି ତା’ର ସଦ୍‌ବ୍ୟବହାର କରିବେ । ପ୍ରତିଯୋଗିତାରେ ବିଜୟୀ ହେବେ ।
ପ୍ରିୟଭାଷୀ ହେବେ । ଧନ ଓ ଯାନବାହନ ଯୁକ୍ତ ହୋଇପାରନ୍ତି । ଶୁଭକାର୍ଯ୍ୟ ସ୍ଥଗିତ ରଖିବେ । ଖର୍ଚ୍ଚ ପରିମାଣ ବୃଦ୍ଧି ପାଇପାରେ । ଦୁଶ୍ଚିନ୍ତା ମଧ୍ୟ ଦେଇ ଗତି କରିବେ । ଅଷ୍ଟମ ଚନ୍ଦ୍ର ହେତୁ ସତର୍କରେ ଚଳିବେ ।
ପ୍ରୀତିଲାଭର ସୂଚନା ମିଳୁଛି । ଦିନ ଭିତରେ ଯାହା ଘଟଣା ଘଟିବ; ତାହା ସୁଖବୋଧ ହେବ । କର୍ମକ୍ଷେତ୍ରରୁ ଅପୂର୍ବ ସଫଳତା ମିଳିବ । ଶୁଭକାର୍ଯ୍ୟ ସମ୍ପାଦିତ ହେବ । ଉତ୍ତମ ଭୋଜନରେ ଆପ୍ୟାୟିତ ହେବେ ।
ବିଭିନ୍ନ ସ୍ତରରୁ ସହାୟତା ପାଇ ଶତ୍ରୁ ବିନାଶ କରିବେ । ମାନସିକ ସ୍ତରରେ ଶାନ୍ତିର ବାତାବରଣ ସୃଷ୍ଟି ହେବ । ସାରାଦିନ କାର୍ଯ୍ୟବ୍ୟସ୍ତ ରହିବେ । ଶୁଭକାର୍ଯ୍ୟ କରଣୀୟ । ଋଣ ପରିଶୋଧ କରି ଆଶ୍ୱସ୍ତ ହେବେ ।
ଅଧ୍ୟାପନାର ପ୍ରସ୍ତୁତି ସ୍ୱରୂପ ଅଧ୍ୟୟନରତ ହେବେ । ବିଭିନ୍ନ ସୂତ୍ରରୁ ପ୍ରଚୁର ଅର୍ଥ ପ୍ରାପ୍ତିର ସୂଚନା ମିଳୁଛି । ସୁସମ୍ବାଦ ଶୁଣ ଖୁସି ହେବେ । ଦାମ୍ପତ୍ୟ ଜୀବନ ସୁଖପ୍ରଦ ହେବ । କରିତ୍‌କର୍ମା ହେବେ ।
ପରିଶ୍ରମ ଅତ୍ୟଧିକ ହେଲେ ବି, ତା’ର ମୂଲ୍ୟ ମିଳିବ । ସମ୍ମାନିତ ହେବେ । ଯାନବାହନ ସୁଖ ମିଳିବ । କୀର୍ତ୍ତିମାନ୍‌ ହେବେ । ଗୁଣଜ୍ଞ ହୋଇପାରନ୍ତି । ମନ ପ୍ରସନ୍ନ ରହିବ । କେତେକ କ୍ଷେତ୍ରରେ ଭୁଲ ବୁଝାମଣା ଘଟିପାରେ ।
ସାଂଗଠନିକ କାର୍ଯ୍ୟର କୃତିତ୍ୱ ନେଇ ପାରନ୍ତି । ଆର୍ଥିକ ସ୍ଥିତିର ସ୍ୱଚ୍ଛଳତା ଦେଖାଦେବ । ଶୁଭକାର୍ଯ୍ୟ ପାଇଁ ବାତାବରଣ ଅନୁକୂଳ ଅଛି । ଦିଅଁ ଦର୍ଶନର ସୌଭାଗ୍ୟ ଅଛି । ଅଶାନ୍ତି ଉପଶମ ହେବ ।
ଦେଖାଦେଇଥିବା ଆକସ୍ମିକ ସମସ୍ୟାର ସମାଧାନ କରିବାରେ ପାରଙ୍ଗମ ହେବେ । ବିବିଧ ଧନଯୁକ୍ତ ହୋଇପାରନ୍ତି । ସତ୍ୟନିଷ୍ଠ ହେବେ । ଦାୟିତ୍ୱ ସମ୍ପନ୍ନ ବ୍ୟକ୍ତିଭାବେ କର୍ତ୍ତବ୍ୟରତ ହେବେ । ସ୍ୱାସ୍ଥ୍ୟପ୍ରତି ଯତ୍ନବାନ୍‌ ହେବେ ।
For daily odia rashiphala visit our website daily in the morning. This is compiled from a trusted source.

Odia Calendar 2021

Comments

comments