OdiaWeb- Odia Film, Music, Songs, Videos, SMS, Shayari, Tourism, News

Odia Rasiphala Wednesday 17th April 2019

Odia Rashiphala

Odia Rashiphala

 କାର୍ଯ୍ୟ ହାସଲ ପାଇଁ ଉଦ୍ୟମ ଜାରି ରଖିବେ । ଶତ୍ରୁର କାର୍ଯ୍ୟକଳାପ ଉପରେ କ୍ରୋଧ ପ୍ରକାଶ କରିପାରନ୍ତି । ଭାଇମାନଙ୍କ ପ୍ରତି ସ୍ନେହଭାବ ରହିବ । ସୁସ୍ଥ ଓ ନିରାମୟ ଜୀବନ ଯାପନ କରବେ । ଶକ୍ତିମାନ୍ ହେବେ । ଶତ୍ରୁହନ୍ତା ହେବେ ।
 ବାଧ୍ୟ-ବାଧକତା‌ରେ କାର୍ଯ୍ୟ କରବେ । ଚଞ୍ଚଳ ପ୍ରକୃତରି ହୋଇପାରନ୍ତି । ଆକସ୍ମିକ ଧନଲାଭର ସୂଚନା ମିଳୁଛି । ଲଟେରି ଉଠାଣ ଆପଣ ଙ୍କ ସପକ୍ଷରେ ଯାଇପାରେ । ବ୍ୟବସାୟ ଅତ୍ୟନ୍ତ ଲାଭଜନକ ହେବ । ଧାର୍ମିକ, ତେଜସ୍ୱୀ ଓ ବିବେକୀ ହେବେ ।
ଉଦାର ସ୍ୱଭାବର ହେବେ । ହର୍ଷଯୁକ୍ତ ଓ ଦାନଶୀଳ ହୋଇପାରନ୍ତି । ନୀତିନିଷ୍ଠ ବ୍ୟକ୍ତିଭାବେ ପଦ-ମର୍ଯ୍ୟଦାର ଅଧିକାରୀ ହୋଇପାରନ୍ତି । ସୁସ୍ଥ ଓ ନିରାମୟ ଜୀବନ ଯାପନ କରବେ । କୃଷି କର୍ମକାରୀ ହେବେ । ପ୍ରେମୀ ଓ ବୁଦ୍ଧିମାନ୍ ହେବେ ।
ମାଲିମୋକଦ୍ଦମାରେ ବିଜୟୀ ହେବେ । କର୍ମକ୍ଷେତ୍ରରେ ଉତ୍ସାହ ବୃଦ୍ଧି ପାଇବ । ମନ ପ୍ରସନ୍ନ ରହିବ । ଧାର୍ମିକ ପ୍ରବୃତ୍ତିର ହେବେ । ଦାନଶୀଳ ହୋଇପାରନ୍ତି । ସାହସୀ ବଦନଯୁକ୍ତ ହେବେ । ପ୍ରେମୀ ଓ ସାହସୀ ହେବେ । ବନ୍ଧୁପ୍ରେମୀ ଓ ବିଦ୍ୱାନ୍ ହେବେ ।
ଶୁଭକାର୍ଯ୍ୟ ପାଇଁ ସମୟ ଅନୁକୂଳ ଅଛି । ଭାଗ୍ୟଶାଳୀ ହୋଇପାରନ୍ତି । ଜଣେ ଉତ୍ତମ ବ୍ୟକ୍ତିଭାବେ ସାମାଜିକ ସ୍ତରରେ ଆଦରଣୀୟ ହେବେ । ପରଦେଶବାସୀ, ସହନଶୀଳ, ଶାନ୍ତିପ୍ରିୟ ଓ ଉଦାର ବିଦ୍ୟାପ୍ରେମୀ ହେବେ । ଧନଲାଭ ହେବ ।
ସ୍ନେହ ବଶତଃ ଅନ୍ୟର ନିୟନ୍ତ୍ରଣରେ ରହିପାରନ୍ତି । ସୌଜନ୍ୟତାର ପରିପ୍ରକାଶ ଘଟିବ । ଐଶ୍ୱର୍ଯ୍ୟଯୁକ୍ତ ହେବେ । ସୁସ୍ଥ ଓ ନିରାମୟ ରହିବେ । ରୋଜଗାରର ମାତ୍ରା ବୃଦ୍ଧି ହେବ । ମୋକଦ୍ଦମାରେ ବିଜୟୀ ହେବା ସହିତ ଧନଲାଭର ସୂଚନା ମିଳୁଛି ।
ସେବା କାର୍ଯ୍ୟରେ ନିଜକୁ ନିୟୋଜିତ କରିପାରନ୍ତି । ପଥରୋଧର ସମ୍ମୁଖୀନ ହେବେ । ଚଞ୍ଚଳ ସ୍ୱଭାବର ହେବେ । ବ୍ୟୟବୃଦ୍ଧିର ସୂଚନା ମିଳୁଛି । ମିଷ୍ଟଭାଷୀ ହେବେ । ରାଜଯୋଗ ଅଛି । ଶ୍ରେଷ୍ଠ ପଦ-ପଦବୀରେ ମଣ୍ଡିତ ହୋଇପାରନ୍ତି । ସାହସୀ ହେବେ ।
କର୍ମକ୍ଷେତ୍ର ସହଜ ଓ ସୁଗମ ହେବ । ସୁସ୍ଥ ଓ ନିରାମୟ ଜୀବନ ଯାପନ କରବେ । ଯଶସ୍ୱୀ ହେବେ । ଲୋକପ୍ରିୟତା ଅର୍ଜନ କରିପାରନ୍ତି । ସରକାରୀ ସ୍ତରରେ ସମ୍ମାନିତ ହେବେ । ଅର୍ଥପ୍ରାପ୍ତିର ସୂଚନା ମିଳୁଛି । ପତ୍ନୀ ସୁଲକ୍ଷଣା ହେବେ ।
ଯାତ୍ରାଦିରେ ବନ୍ଧୁ-ବାନ୍ଧବୀଙ୍କ ସହିତ ସମ୍ମାନିତ ହେବେ । କର୍ମତତ୍ପରତା ପ୍ରକାଶ ପାଇବ । କୁଳଦୀପକ ହୋଇପାରନ୍ତି । ମନ ପ୍ରସନ୍ନ ରହିବ । ସୁସ୍ଥ ଓ ନିରାମୟ ରହିବେ । ଦୟାଳୁ ସ୍ୱଭାବର ହେବେ । ବ୍ୟବସାୟ ଲାଭଜନକ ହେବ । ଯଶସ୍ୱୀ ହେବେ ।
ଠାକୁରଙ୍କ ଦର୍ଶନ ଲାଭ କରି ଶାନ୍ତି ପାଇବେ । ସେବା-ପୂଜାରେ ମନୋନିବେଶ କରିପାରନ୍ତି । ଭାଗ୍ୟଶାଳୀ ହେବେ । ଭୋଗ ବିଳାସରେ ଦିନଟି ଅତିବାହିତ ହେବ । ସୁଖ ସମୃଦ୍ଧିପୂର୍ଣ୍ଣ ଜୀବନ ଯାପନ କରବେ । ସମ୍ପତ୍ତିବାନ ହେବେ ।
 ନିଜ କାର୍ଯ୍ୟ ଆନନ୍ଦଦାୟକ ହେବ । ଶାରୀରିକ ପୀଡ଼ା ଅନୁଭବ କରିପାରନ୍ତି । ସ୍ୱାଭିମାନୀ ହେବେ । ଯୁଗ୍ମ ବ୍ୟବସାୟ ଲାଭଜନକ ହେବ । ସର୍ଦି ତଥା କଫ ଜନିତ ପୀଡ଼ା ଅନୁଭବ କରବେ । ଅଷ୍ଟମଚନ୍ଦ୍ର ଭୋଗ ହେତୁ ସତର୍କରେ ଚଳିବେ ।
 ଦୃଢ଼ ମନୋବଳ ନେଇ କାର୍ଯ୍ୟ କରବେ । ବ୍ୟବସାୟ ଲାଭଜନକ ହେବ । ସମାଜ ସେବା ପ୍ରତି ମନବଳାଇ ପାରନ୍ତି । ମନରେ ଅହଂଭାବ ଜାଗ୍ରତ ହୋଇପାରେ । ଶାନ୍ତ ଓ ଧୈର୍ଯ୍ୟବାନ ହେବେ । ପତ୍ନୀଙ୍କ ପରାମର୍ଶ ବିଶେଷ ଉପାଦେୟ ହେବ ।
For daily odia rashiphala visit our website daily in the morning. This is compiled from a trusted source.

Odia Calendar 2019

Comments

comments