OdiaWeb- Odia Film, Music, Songs, Videos, SMS, Shayari, Tourism, News

Odia Rasiphala Wednesday 17th March 2021

Odia Rashiphala

Odia Rashiphala

ଆଶାବାଦୀ ହୋଇପାରନ୍ତି । ଭଲ ରୋଜଗାର ହେବାର ସୂଚନା ମିଳୁଛି । ଐଶ୍ୱର୍ଯ୍ୟଯୁକ୍ତ ହେବେ । ପ୍ରୀତି ଭୋଜନରେ ଆପ୍ୟାୟିତ ହୋଇପାରନ୍ତି । ମାଲିମୋକଦ୍ଦମାରେ ବିଜୟୀ ହେବା ସହିତ ଧନଲାଭ ହେବ । ସୁସ୍ଥ ରହିବେ ।
କର୍ମଚଞ୍ଚଳ ରହିବେ । ଚକ୍ଷୁରେ ସାମାନ୍ୟ ପୀଡ଼ା ଅନୁଭବ କରିପାରନ୍ତି । ଥଣ୍ଡା କଫରେ ଆକ୍ରାନ୍ତ ହେବା ଆଶାକରାଯାଏ । ସାହସୀ ହେବେ । ଭାଷା ମଧୁର ହେବ । ଲୋକାଦୃତ ହୋଇପାରନ୍ତି । ଜ୍ଞାନ ଗରିମାଯୁକ୍ତ ହେବେ ।
କର୍ତ୍ତବ୍ୟ ନିଷ୍ଠା ଆପଣଙ୍କୁ ମହାନ୍ କରି ଗଢ଼ି ତୋଳିବ । ସୁସ୍ଥ ଓ ନିରାମୟ ଜୀବନ ଯାପନ କରି ପାରନ୍ତି । ଯଶସ୍ୱୀ ହେବେ । ଲୋକପ୍ରିୟତା ଅର୍ଜନ କରିପାରନ୍ତି । କର୍ମଚଞ୍ଚଳ ରହିବେ । ସରକାରୀ ସ୍ତରରେ ସମ୍ମାନିତ ହେବେ । ଧନଲାଭର ସୁଯୋଗ ଅଛି ।
ମନ ପ୍ରସନ୍ନ ରହିବ । ପରିବାରର ମୁଖ୍ୟ ଭୂମିକା ଗ୍ରହଣ କରିବେ । ଶରୀର ସୁସ୍ଥ ରହିବ । ଦୟାଳୁ ସ୍ୱଭାବର ହେବେ । ବ୍ୟବସାୟ ଲାଭଜନକ ହେବ । ଯଶସ୍ୱୀ ହୋଇପାରନ୍ତି । ପରିବାର ପ୍ରତି ସ୍ନେହ ସଦିଚ୍ଛା ଭାବ ରହିବ ।
କର୍ତ୍ତବ୍ୟ ପରାୟଣ ହେବେ । ଭାଗ୍ୟଶାଳୀ ହୋଇପାରନ୍ତି । ଭୋଗ ବିଳାସରେ ସମୟ ବିତାଇ ପାରନ୍ତି । ସୁଖ ସମୃଦ୍ଧିପୂର୍ଣ୍ଣ ଜୀବନଯାପନ କରିବେ । ବିଦ୍ୱାନ୍, ସାହସୀ ଓ ସମ୍ପତ୍ତିବାନ୍ ହେବେ । ଦାମ୍ପତ୍ୟ ଜୀବନ ସୁଖପ୍ରଦ ହେବ । ଶରୀର ସୁସ୍ଥ ରହିବ ।
ପରିସ୍ଥିତିରେ ପଡ଼ି ଈର୍ଷା ପରାୟଣ ହେବେ । ସ୍ୱାଭିମାନୀ ହୋଇପାରନ୍ତି । କେତେକ ମିତ୍ର ସ୍ୱାର୍ଥପର ହୋଇ କରଛଡ଼ା ଦେଇପାରନ୍ତି । ସାମାନ୍ୟ ଅସୁସ୍ଥତା ଅନୁଭବ କରିପାରନ୍ତି । ଉଚ୍ଚସ୍ଥାନ ଆରୋହଣ ଓ ଜଳଯାତ୍ରା ନ କରିବା ଭଲ ।
ବ୍ୟବସାୟ ଲାଭଜନକ ହେବ । ସମାଜ ସେବା କାର୍ଯ୍ୟରେ ଯୋଗଦେଇ ପାରନ୍ତି । ଶାନ୍ତ ଓ ଧୈର୍ଯ୍ୟବାନ୍ ହେବେ । ପତ୍ନୀଙ୍କ ଇଙ୍ଗିତରେ ପରିଚାଳିତ ହେବେ । ଅବିବାହିତଙ୍କର ମନୋରାମା କନ୍ୟା ସହ ବିବାହ ସ୍ଥିର ହେବ ।
ଅଯଥା ଖର୍ଚ୍ଚାନ୍ତ ହୋଇପାରନ୍ତି । ଭାଇମାନଙ୍କ ଉପରେ ସ୍ନେହଭାବ ରହିବ । ସୁସ୍ଥ ଓ ନିରାମୟ ଜୀବନ ଯାପନ କରିପାରନ୍ତି । ବଳିଷ୍ଠ ଓ ଶତ୍ରୁହନ୍ତା ହେବେ । ଚାକିରି କ୍ଷେତ୍ରରେ ଉଚ୍ଚ କର୍ତ୍ତୃପକ୍ଷଙ୍କ ପ୍ରଶଂସାର ପାତ୍ର ହେବେ ।
କ୍ରୋଧ ସମ୍ବରଣ କଲେ ବହୁ ଶୁଭଫଳ ପ୍ରାପ୍ତ ହେବେ । କର୍ମଚଞ୍ଚଳ ରହିବେ । କନ୍ୟା ସନ୍ତାନ ଆପଣଙ୍କ ମାନ ସମ୍ମାନ ବଢ଼ାଇପାରେ । ଆକସ୍ମିକ ଧନଲାଭର ସୂଚନା ମିଳୁଛି । ବ୍ୟବସାୟରୁ ପ୍ରଚୁର ଧନ ଲାଭ ହେବ ।
ଉଦାର ପ୍ରକୃତିର ହେବେ । ଦାନଧର୍ମରେ ଦୀକ୍ଷିତ ହୋଇପାରନ୍ତି । ଶୋଭନ ବ୍ୟକ୍ତିତ୍ୱ ସମ୍ପନ୍ନ ହେବେ । ସୁସ୍ଥ ଓ ନିରାମୟ ରହିବେ । କୃଷିକ୍ଷେତରୁ ଲାଭ ମିଳିପାରେ । ପ୍ରେମୀ ଓ ବୁଦ୍ଧିମାନ୍ ହୋଇପାରନ୍ତି । ଯାନବାହନ ସୁଖ ମିଳିପାରେ ।
ମନ ପ୍ରସନ୍ନ ରହିବ । ଈଶ୍ୱର ବିଶ୍ୱାସୀ ହେବେ । ମଧୁର ଭାଷା ବ୍ୟବହାର କରି ଅଧସ୍ଥନଙ୍କ ଠାରୁ କାମ ଆଦାୟ କରିବାରେ ପାରଙ୍ଗମ ହେବେ । ନୀତିନିଷ୍ଠ ଭାବେ ଉଚ୍ଚ ସମ୍ମାନର ଅଧିକାରୀ ହେବେ । ଅସାଧ୍ୟ କାର୍ଯ୍ୟକୁ ସାଧନ କରିପାରନ୍ତି । ପ୍ରେମୀ ଓ ସାହସୀ ହେବେ ।
ଭାଗ୍ୟଶାଳୀ ହେବେ । ଉତ୍ତମ ବ୍ୟକ୍ତିତ୍ୱ ସମ୍ପନ୍ନ ହୋଇପାରନ୍ତି । ସହନଶୀଳ, ଶାନ୍ତିପ୍ରିୟ ଓ ବିଦ୍ୟାପ୍ରେମୀ ହେବେ । ମଧୁରଭାଷୀ ହୋଇପାରନ୍ତି । ଦାମ୍ପତ୍ୟ ଜୀବନ ସୁଖମୟ ହେବ । ମିତ୍ର ମାନଙ୍କ ସହଯୋଗ ମିଳିବ । ବିଭିନ୍ନ ସୂତ୍ରରୁ ଧନାଗମ ହେବ ।
For daily odia rashiphala visit our website daily in the morning. This is compiled from a trusted source.

Odia Calendar 2021

Comments

comments