OdiaWeb- Odia Film, Music, Songs, Videos, SMS, Shayari, Tourism, News

Odia Rasiphala Wednesday 17th Nov 2021

Odia Rashiphala

Odia Rashiphala

ଆୟ ଆଶାନୁରୂପ ହେବ । ସୁସ୍ଥ ଓ ନିରାମୟ ରହିବେ । ଐଶ୍ୱର୍ଯ୍ୟ ପ୍ରାପ୍ତିର ସୂଚନା ମିଳୁଛି । ମାଲିମୋକଦ୍ଦମାରେ ବିଜୟୀ ହେବେ । ଧନଲାଭ ହେବ । ଉତ୍ତମ ଭୋଜନରେ ଆପ୍ୟାୟିତ ହେବାର ସୂଚନା ମିଳୁଛି ।
ଉଚ୍ଚ ସମ୍ମାନ ଲାଭ କରିପାରନ୍ତି । କର୍ମଚଞ୍ଚଳ ରହିବେ । ଦେବ-ବ୍ରାହ୍ମଣ ପ୍ରୀତ୍ୟାର୍ଥେ ଧନ ବ୍ୟୟ କରିପାରନ୍ତି । ମଧୁର କଥାରେ ପରକୁ ଆପଣାର କରିପାରନ୍ତି । ସାହସୀ ଓ ଜ୍ଞାନଗରିମାଯୁକ୍ତ ହେବେ ।
କାର୍ଯ୍ୟରେ ସଫଳତା ଲାଭ କରିବେ । ସୁସ୍ଥ ଓ ନିରାମୟ ରହିବେ । ଲୋକପ୍ରିୟତା ଅର୍ଜନ କରିପାରନ୍ତି । କର୍ମଚଞ୍ଚଳ ରହିବେ । ସରକାରୀ ସ୍ତରରେ ସମ୍ମାନିତ ହେବା ସହିତ ଧନ ପ୍ରାପ୍ତ ହେବେ । ଦାମ୍ପତ୍ୟ ଜୀବନ ସୁଖପ୍ରଦ ହେବ ।
ଦାନ-ଧର୍ମରେ ଦୀକ୍ଷିତ ହୋଇପାରନ୍ତି । କୁଳପ୍ରଦୀପ ହେବେ । ସୁସ୍ଥ ଓ ନିରାମୟ ରହିବେ । ମନ ପ୍ରସନ୍ନ ରହିବ । ଦୟାଳୁ ସ୍ୱଭାବର ହେବେ । ବ୍ୟବସାୟ ଲାଭଜନକ ହେବ । ଯଶସ୍ୱୀ ହେବେ ।
ଭାଗ୍ୟଶାଳୀ ହୋଇପାରନ୍ତି । ଭୋଗୀ ହେବେ । ବିଳାସ-ବ୍ୟସନ କରିପାରନ୍ତି । ଜୀବନ ସୁଖ-ସମୃଦ୍ଧିପୂର୍ଣ୍ଣ ହେବ । ବିଦ୍ୱାନ୍, ସାହସୀ ଓ ସମ୍ପତ୍ତିବାନ୍‌ ହେବେ । ଉଦ୍ୟୋଗୀ ହେବେ । ଦାମ୍ପତ୍ୟ ଜୀବନ ସୁଖପ୍ରଦ ହେବ ।
ସାମାନ୍ୟ ଅସୁସ୍ଥତା ଥାଇ ମଧ୍ୟ ଆମୋଦ ପ୍ରମୋଦରେ ଦିନଟି ଅତିବାହିତ ହେବ । ସ୍ୱାଭିମାନୀ ହେବେ । ଭାଗୁଆଳ ବ୍ୟବସାୟ ଲାଭଜନକ ହେବ । ଖର୍ଚ୍ଚାନ୍ତ ହେବାର ସୂଚନା ମିଳୁଛି । ଅଷ୍ଟମ ଚନ୍ଦ୍ର ଯୋଗୁ ସତର୍କତାରେ ଚଳିବେ ।
ଧୈର୍ଯ୍ୟଶୀଳ ହୋଇପାରନ୍ତି । ବ୍ୟବସାୟରୁ ପ୍ରଚୁର ଲାଭ ମିଳିବ । ସମାଜସେବାରେ ନିଜକୁ ନିୟୋଜିତ କରିପାରନ୍ତି । ଶାନ୍ତ ଓ କରିତ୍‌କର୍ମା ହେବେ । ଈଶ୍ୱର ବିଶ୍ୱାସୀ ହେବେ । ପତ୍ନୀଙ୍କ ପରାମର୍ଶ ଶୁଭପ୍ରଦ ହେବ ।
ଅନାବଶ୍ୟକ ଖର୍ଚ୍ଚ ହୋଇପାରେ । ଭାଇମାନଙ୍କ ଉପରେ ସ୍ନେହ, ଶ୍ରଦ୍ଧା ରହିବ । ସୁସ୍ଥ ଓ ନିରାମୟ ରହିବେ । ଶତ୍ରୁହନ୍ତା ହେବେ । ଚାକିରି କ୍ଷେତ୍ରରେ ଉଚ୍ଚ କର୍ତ୍ତୃପକ୍ଷଙ୍କ ଦ୍ୱାରା ସମ୍ମାନିତ ହେବେ । ଦାମ୍ପତ୍ୟ ଜୀବନ ସୁଖପ୍ରଦ ହେବ ।
କର୍ମଚଞ୍ଚଳ ରହିବେ । କନ୍ୟା ସନ୍ତାନ ପାଇଁ ଗର୍ବିତ ହେବେ । ଆକସ୍ମିକ ଧନଲାଭର ସୂଚନା ମିଳୁଛି । ଆର୍ଥିକ ସ୍ରୋତ ବିଭିନ୍ନ ଦିଗରୁ ଆସିବ । ବ୍ୟବସାୟରୁ ପ୍ରଚୁର ଧନଲାଭ ହେବ । ତେଜସ୍ୱୀ ହେବେ ।
ଉଚ୍ଚ ସମ୍ମାନ ଲାଭ କରିପାରନ୍ତି । ଉଦାର ପ୍ରକୃତିର ହେବେ । ଦାନଶୀଳ ହୋଇପାରନ୍ତି । ଆଦର୍ଶ ବ୍ୟକ୍ତିତ୍ୱ ସମ୍ପନ୍ନ ହେବେ । କୃଷି କ୍ଷେତ ଉପରେ ଧ୍ୟାନ ଦେବେ । ଦଳ ପ୍ରତି ଆଦର ଓ ସମ୍ମାନ ବଢ଼ିବ । ପ୍ରେମୀ ଓ ବୁଦ୍ଧିମାନ୍ ହେବେ ।
ଆଶାବାଦୀ ହେବେ । ମନ ପ୍ରସନ୍ନ ରହିବ । ଆତ୍ମବିଶ୍ୱାସୀ ହେବେ । ବ୍ୟକ୍ତିତ୍ୱର ସ୍ୱତନ୍ତ୍ରତା ପାଇଁ ସକଳ କ୍ଷେତ୍ରରେ ଆଦରଣୀୟ ହେବେ । ପ୍ରେମୀ ଓ ସାହସୀ ହେବେ । ଧାର୍ମିକ, ବନ୍ଧୁପ୍ରେମୀ ଓ ବିଦ୍ୱାନ୍‌ ହେବେ ।
ଭାଗ୍ୟଶାଳୀ ହୋଇପାରନ୍ତି । ଶୋଭନ ବ୍ୟକ୍ତିତ୍ୱ ସମ୍ପନ୍ନ ହେବେ । ମଧୁରଭାଷୀ, ସହନଶୀଳ, ଶାନ୍ତିପ୍ରିୟ ଓ ଉଦାର, ବିଦ୍ୟାପ୍ରେମୀ ହୋଇପାରନ୍ତି । ଦାମ୍ପତ୍ୟ ଜୀବନ ସୁଖପ୍ରଦ ହେବ । ମିତ୍ରଙ୍କଠାରୁ ସହାୟତା ମିଳିବ ।
For daily odia rashiphala visit our website daily in the morning. This is compiled from a trusted source.

Odia Calendar 2021

Comments

comments