OdiaWeb- Odia Film, Music, Songs, Videos, SMS, Shayari, Tourism, News

Odia Rasiphala Wednesday 18th Dec 2019

Odia Rashiphala

Odia Rashiphala

ଆଳସ୍ୟ ଅନୁଭବ କରିପାରନ୍ତି । ନିଜ ସମ୍ମାନକୁ ଜଗି ଚଳିବାକୁ ପଡ଼ିବ। ଦୁଶ୍ଚିନ୍ତା ମଧ୍ୟ ଦେଇ ଗତି କରିବେ । କନ୍ୟା, ପୁତ୍ର, ପୌତ୍ର, ପ୍ରପୌତ୍ରାଦି ଲାଭ କରିପାରନ୍ତି । ଆକସ୍ମିକ ଧନଲାଭର ସୂଚନା ମିଳୁଛି । ବ୍ୟବସାୟ ଲାଭଜନକ ହେବ ।
ଭ୍ରମଣାଦି ଶାନ୍ତିପୂ୍ଣ୍ଣ ହେବ । ଦ୍ରବ୍ୟ ନଷ୍ଟର ସମ୍ଭାବନା ଅଛି । ସୁ-ସମ୍ୱାଦ ପାଇ ଖୁସି ହୋଇପାରନ୍ତି । ଅର୍ଥ ପ୍ରାପ୍ତିର ସୂଚନା ମିଳୁଛି । ଭାଇମାନଙ୍କ ମଧ୍ୟରେ ଶ୍ରେଷ୍ଠ ହେବେ । କୃଷି କର୍ମକାରୀ ହେବେ । ଯାନବାହନ ସୁଖ ମିଳିବ । ସୁଖଭୋଗ ଲାଭ କରିବେ ।
ପ୍ରେମ ଘଟଣାରେ ସଫଳ ହେବେ । କାର୍ଯ୍ୟର ସଫଳ ରୂପାୟନ କରି ପ୍ରଶଂସିତ ହେବେ । ସର୍ବାଙ୍ଗୀଣ ଉନ୍ନତି ଆଶା କରାଯାଏ । ଭ୍ରାତୃ ଭାବ ଅତୁଟ ରହିବ । ବିବାଦୀୟ ଘଟଣାରେ ବିଜୟୀ ହେବେ । ସକଳ ଗୁଣଯୁ୍କ୍ତ, ସୁଖୀ ଓ କାବ୍ୟ ଶାସ୍ତ୍ରଜ୍ଞ ହେବେ ।
କୌଣସି କାର୍ଯ୍ୟକୁ ନେଇ ନିଜେ ନିଜକୁ ସଙ୍କୁଚିତ ମନେ କରିବେ । ଘାତଚନ୍ଦ୍ର ଭୋଗ ହେତୁ ସତର୍କରେ ଚଳିବାକୁ ପଡ଼ିବ । ଧନାଗମ ହେବାର ସୂଚନା ମିଳୁଛି । ମିଷ୍ଟଭାଷୀ ହୋଇପାରନ୍ତି । ଚଞ୍ଚଳମନା, କୀର୍ତ୍ତିମାନ୍, ଅତି ସୁଖୀ ହେବେ ।
ବାଣିଜ୍ୟ-ବ୍ୟବସାୟରେ ଆୟ ବୃଦ୍ଧି ହେବ । ଶ୍ରୀଚନ୍ଦ୍ର ଭୋଗ ହେଉଥିବାରୁ ଉତ୍ତମ ଭୋଜନରେ ଆପ୍ୟାୟିତ ହୋଇପାରନ୍ତି । ଉନ୍ନତି ମାର୍ଗରେ ଆଗକୁ ବଢ଼ିବେ । ଦାମ୍ପତ୍ୟ ଜୀବନ ସୁଖପ୍ରଦ ହେବ । ସରକାରୀ ଓ ବନ୍ଧୁ ସହାୟତାରୁ ଲାଭବାନ୍ ହେବେ ।
ବିପଦର ସୂଚନା ପାଇପାରନ୍ତି । କାର୍ଯ୍ୟ କଷ୍ଟସାଧ୍ୟ ହୋଇପାରେ । ଅସୁବିଧାରୁ ଉଧୁରିବାକୁ ହେଲେ ଖର୍ଚ୍ଚାନ୍ତ ହେବାକୁ ପଡ଼ିବ । କଅଁଳ କଥାରେ ଅନ୍ୟକୁ ଭୁଲାଇ ପାରିବେ । ଚଞ୍ଚଳ ପ୍ରକୃତିର ହେବେ । ଆନନ୍ଦ ଉପଭୋଗ କରିପାରନ୍ତି ।
ଚିନ୍ତାରୁ ମୁକ୍ତି ପାଇବେ । କର୍ମକ୍ଷେତ୍ରରେ ଉତ୍ସାହ ବୃଦ୍ଧି ପାଇବ । ଚିନ୍ତାଧାରା ଉନ୍ନତମାନର ହେବ । ପ୍ରୀତିଭୋଜନ ମିଳିପାରେ । ନାନାବିଧ ସମ୍ମାନର ଅଧିକାରୀ ହେବେ ଗୁଣଜ୍ଞ ହେବେ । କୀର୍ତ୍ତିମାନ୍ ହୋଇପାରନ୍ତି । ପ୍ରସନ୍ନତା ଲାଭ କରିବେ ।
ଧନ ସଞ୍ଚୟ ପାଇଁ ମନ ବଳାଇ ପାରନ୍ତି । କାର୍ଯ୍ୟରେ ସଫଳତା ଲାଭ କରିବେ । ଭୋଗ-ବିଳାସ କରିପାରନ୍ତି । ସମ୍ମାନ ବୃଦ୍ଧି ହେବ । ଉପୁଜି ଥିବା ସମସ୍ୟାର ସମାଧାନ ହେବ । ପ୍ରବଳ ଉଦ୍ୟମ କରି କାର୍ଯ୍ୟ ହାସଲ କରିବେ ।
ପିଲାମାନଙ୍କ କାର୍ଯ୍ୟରେ ସନ୍ତୁଷ୍ଟ ହେବେ । ମନରେ ଭକ୍ତିଭାବ ଜାଗ୍ରତ ହେବ । ଠାକୁରଙ୍କ ଦର୍ଶନ ଲାଭ କରିବାର ସୌଭାଗ୍ୟ ଉଦୟ ହୋଇଛି । ଅର୍ଥ ପ୍ରାପ୍ତିର ସୂଚନା ମିଳୁଛି । ଜନୈକା ମହିଳାଙ୍କ ଦ୍ୱାରା ଉପକୃତ ହେବେ । ପ୍ରତିଯୋଗିତାରେ ବିଜୟୀ ହେବେ ।
ପାରିବାରିକ କ୍ଷେତ୍ରରେ ଉନ୍ନତି ଘଟିବ । ଘାତଚନ୍ଦ୍ର ଓ ଅଷ୍ଟମ ଚନ୍ଦ୍ର ଆପଣଙ୍କ ପାଇଁ ପୀଡ଼ାଦାୟକ ହୋଇପାରେ । ସାମାନ୍ୟ ଅସୁସ୍ଥତା ଅନୁଭବ କରିପାରନ୍ତି । ସ୍ୱାଭିମାନୀ ହେବେ । ଯୁଗ୍ମ-ବ୍ୟବସାୟ ଲାଭଜନକ ହୋଇପାରେ ।
ଯାନବାହନ କିଣିବାର ସୁଯୋଗ ସୃଷ୍ଟି ହୋଇଛି । ସମ୍ମାନିତ ହେବେ । ଦାୟିତ୍ୱ ନିର୍ବାହ କରି ପ୍ରଶଂସାର ପାତ୍ର ହେବେ । ପାରିବାରିକ ସୁଖ ମିଳିବ । ଯଶ ଅର୍ଜନ କରି ଆତ୍ମତୃପ୍ତି ଲାଭ କରିବେ । ବନ୍ଧୁ ସହାୟତା ମିଳିବ । ପତ୍ନୀଙ୍କ ଇଙ୍ଗିତରେ ଚଳିବେ ।
କୌଣସି କାରଣରୁ କ୍ରୋଧିତ ହୋଇପାରନ୍ତି । ଭବିଷ୍ୟତ ପାଇଁ ନୂତନ ଯୋଜନା ପ୍ରସ୍ତୁତ କରିବେ । ସୁସ୍ଥ ଓ ନିରାମୟ ଜୀବନ ଯାପନ କରିପାରନ୍ତି । ବଳବାନ୍ ହେବେ । ଶତ୍ରୁ ଦମନ କରିବାରେ ସକ୍ଷମ ହୋଇପାରନ୍। ଜନ କଲ୍ୟାଣ ଲାଭ କରିବେ।
For daily odia rashiphala visit our website daily in the morning. This is compiled from a trusted source.

Odia Calendar 2019

Comments

comments