OdiaWeb- Odia Film, Music, Songs, Videos, SMS, Shayari, Tourism, News

Odia Rasiphala Wednesday 1st Dec 2021

Odia Rashiphala

Odia Rashiphala

ବନ୍ଧୁ ମିଳନରେ ଉପକୃତ ହେବେ । ବ୍ୟବସାୟ ଲାଭଜନକ ହେବ । ସମାଜସେବାରେ ନିଜକୁ ନିୟୋଜିତ କରିପାରନ୍ତି । ଶାନ୍ତ ଓ ଧୈର୍ଯ୍ୟବାନ୍ ହେବେ । ପତ୍ନୀ ଆପଣଙ୍କୁ ପତନରୁ ରକ୍ଷା କରିବେ ।
ମନରେ ଗର୍ବଭାବ ପୋଷଣ କରିପାରନ୍ତି । ଭାଇମାନଙ୍କ ଉପରେ ସ୍ନେହଭାବ ରହିବ । ସୁସ୍ଥ ଓ ନିରାମୟ ରହିବେ । ବଳିଷ୍ଠ ଓ ଶତ୍ରୁହନ୍ତା ହେବେ । ଚାକିରି କ୍ଷେତ୍ରରେ ସୁନାମ ଅର୍ଜନ କରିବେ ।
କର୍ମଚଞ୍ଚଳ ରହିବେ । ହଠାତ୍ କିଛି ଅର୍ଥ ମିଳିପାରେ । ଆର୍ଥିକ ସ୍ରୋତ ବ୍ୟବସାୟାଦି ବିଭିନ୍ନ ଦିଗରୁ ଆସିବ । ଧାର୍ମିକ, ତେଜସ୍ୱୀ ଓ ଉତ୍ତମ ବ୍ୟକ୍ତିତ୍ୱ ସମ୍ପନ୍ନ ହେବେ । ସର୍ବଦର୍ଶୀ ହୋଇପାରନ୍ତି ।
ଉଦାର ପ୍ରକୃତିର ହେବେ । ଦାନଶୀଳ ହୋଇପାରନ୍ତି । ଆଦର୍ଶବାଦୀ ହେବେ । ସୁସ୍ଥ ଓ ନିରାମୟ ରହିବେ । କୃଷି କର୍ମକାରୀ ହେବେ । ଦଳ ପ୍ରତି ଆଦର ଓ ସ୍ନେହ ରହିବ । ପ୍ରେମୀ ଓ ବୁଦ୍ଧିମାନ୍ ହେବେ।
ଦୃଢ଼ ସଂକଳ୍ପ ନେଇ କାର୍ଯ୍ୟ କରିବେ । ମନ ପ୍ରସନ୍ନ ରହିବ । ଆତ୍ମବିଶ୍ୱାସୀ ହେବେ । ମଧୁର କଥା ପାଇଁ ଆଦରଣୀୟ ହେବେ । ପ୍ରେମୀ ଓ ସାହସୀ ହେବେ । ସାନଭାଇମାନଙ୍କଠାରୁ ଆଦର ସମ୍ମାନ ମିଳିବ ।
ଭାଗ୍ୟଶାଳୀ ହେବେ । ଶାନ୍ତିପ୍ରିୟ, ସହନଶୀଳ, ମଧୁର ଭାଷୀ ଓ ଉଦାର ବିଦ୍ୟାପ୍ରେମୀ ହେବେ । ଦାମ୍ପତ୍ୟ ଜୀବନ ସୁଖପ୍ରଦ ହେବ । ମିତ୍ରଙ୍କ ସହାୟତା ମିଳିବ । ବିଭିନ୍ନ ସ୍ତରରୁ ଧନାଗମର ସୂଚନା ମିଳୁଛି ।
ସୁଖ-ସମ୍ମାନ ଲାଭ କରିପାରନ୍ତି । ଐଶ୍ୱର୍ଯ୍ୟପ୍ରାପ୍ତିର ସୂଚନା ମିଳୁଛି । ମାଲିମୋକଦ୍ଦମାରେ ବିଜୟୀ ହେବେ । ଧନଲାଭ ହେବ । ସ୍ୱାସ୍ଥ୍ୟ ଅତୁଟ ରହିବ । ଦାମ୍ପତ୍ୟ ଜୀବନ ସୁଖପ୍ରଦ ହେବ । ନୂଆ ବନ୍ଧୁ ଜୁଟିବେ ।
ବ୍ୟୟ ବୃଦ୍ଧିର ସୂଚନା ମିଳୁଛି । କର୍ମଚଞ୍ଚଳ ରହିବେ । ମଧୁର କଥାରେ ପରକୁ ଆପଣାର କରିପାରନ୍ତି । ଧାର୍ମିକ ପ୍ରବୃତ୍ତିର ହେବେ । ସାହସୀ ଓ ଜ୍ଞାନ-ଗରିମାଯୁକ୍ତ ହୋଇପାରନ୍ତି ।
ମୂଲ୍ୟବାନ୍ ଦ୍ରବ୍ୟ ଲାଭ ହେବ । ସୁସ୍ଥ ଓ ନିରାମୟ ରହିବେ । ଲୋକପ୍ରିୟତା ଅର୍ଜନ କରିପାରନ୍ତି । କର୍ମଚଞ୍ଚଳ ରହିବେ । ସରକାରୀ ସ୍ତରରେ ସମ୍ମାନିତ ହେବା ସହିତ ବିଭାଗୀୟ ଅର୍ଥ ପ୍ରାପ୍ତି ହେବ ।
କର୍ତ୍ତବ୍ୟରତ ହେବେ । କୁଳପ୍ରଦୀପ ହୋଇପାରନ୍ତି । ମନ ପ୍ରସନ୍ନ ରହିବ । ସୁସ୍ଥ ଓ ନିରାମୟ ରହିବେ । ଦୟାଳୁ ସ୍ୱଭାବର ହୋଇପାରନ୍ତି । ବ୍ୟବସାୟ ଲାଭଜନକ ହେବ । ଯଶସ୍ୱୀ ହେବେ ।
ପରୋପକାରାୟ, ସ୍ୱର୍ଗାୟ ଭାବନା ନେଇ କାର୍ଯ୍ୟ କରିବେ । ଭାଗ୍ୟଶାଳୀ ହୋଇପାରନ୍ତି । ଜୀବନ ସୁଖ-ସମୃଦ୍ଧିପୂର୍ଣ୍ଣ ହେବ । ଧର୍ମାତ୍ମା, ବିଦ୍ୱାନ୍, ସାହସୀ ଓ ସମ୍ପତ୍ତିବାନ୍ ହୋଇପାରନ୍ତି ।
ଈର୍ଷାଳୁ ସ୍ୱଭାବର ହୋଇପାରନ୍ତି । ସ୍ୱାଭିମାନୀ ହେବେ । ସହଯୋଗୀ ବ୍ୟବସାୟ ଲାଭଜନକ ହେବ । ମିତ୍ରମାନେ କରଛଡ଼ା ଦେଇପାରନ୍ତି । ଶୁଭକାର୍ଯ୍ୟ ସ୍ଥଗିତ ରଖିପାରନ୍ତି । ଅଷ୍ଟମ ଚନ୍ଦ୍ର ଯୋଗୁଁ ସର୍ତକ ରହିବେ ।
For daily odia rashiphala visit our website daily in the morning. This is compiled from a trusted source.

Odia Calendar 2021

Comments

comments