OdiaWeb- Odia Film, Music, Songs, Videos, SMS, Shayari, Tourism, News

Odia Rasiphala Wednesday 20th January 2021

Odia Rashiphala

Odia Rashiphala

କର୍ମ ଚଞ୍ଚଳ ରହିବେ । ନିରୋଳାରେ କିଛି ସମୟ ବିତାଇବାକୁ ଇଚ୍ଛା ପ୍ରକାଶ କରିବେ । ଚକ୍ଷୁରେ ସାମାନ୍ୟ ଯନ୍ତ୍ରଣା ଅନୁଭବ କରିପାରନ୍ତି । ସବୁ ଅସୁବିଧାକୁ ଏଡାଇ ରାଜଯୋଗ ପ୍ରାପ୍ତିର ସୂଚନା ମିଳୁଛି । ଧର୍ମୀୟ କାର୍ଯ୍ୟରେ ଖର୍ଚ୍ଚାନ୍ତ ହୋଇପାରନ୍ତି ।
ସୁସ୍ଥ ଓ ନିରାମୟ ଜୀବନଯାପନ କରିପାରନ୍ତି । ଯଶସ୍ୱୀ ହେବେ । ଲୋକପ୍ରିୟତା ବୃଦ୍ଧି ହେବାର ଲାଗିବ । କର୍ମଚଞ୍ଚଳ ରହିବେ । ସରକାରୀ ସ୍ତରରେ ସମ୍ମାନିତ ହୋଇପାରନ୍ତି । ଅର୍ଥ ମିଳିବ । ଜ୍ୟୋତିଷ ବିଦ୍ୟାପ୍ରତି ରୁଚି ରହିବ । ଗୃହ, ଯାନବାହନ ଓ ସେବକ ସୁଖ ମିଳିବ ।
ବଂଶର ମର୍ଯ୍ୟାଦାକୁ ଆଲୋକିତ କରିପାରନ୍ତି । ମନ ପ୍ରସନ୍ନ ରହିବ । ସୁସ୍ଥ ଓ ନିରାମୟ ଜୀବନଯାପନ କରିପାରନ୍ତି । ଦୟାଳୁ ସ୍ୱଭାବର ହେବେ । ବ୍ୟବସାୟ ଲାଭଜନକ ହେବ । ଯଶ ଅର୍ଜନ କରିପାରନ୍ତି । ପରିବାର ସ୍ନେହ ଶ୍ରଦ୍ଧା ଅବ୍ୟାହତ ରହିବ ।
ଭାଗ୍ୟଶାଳୀ ହେବେ । ଦିନଟି ଭୋଗ ବିଳାସରେ କଟାଇ ପାରନ୍ତି । ସୁଖ ସମୃଦ୍ଧିପୂର୍ଣ୍ଣ ଜୀବନଯାପନ କରିବେ । ବିଦ୍ୱାନ୍, ସାହସୀ ଓ ସମ୍ପତ୍ତିବାନ୍ ହେବେ । ଦାମ୍ପତ୍ୟ ଜୀବନ ସୁଖପ୍ରଦ ହେବ । ପ୍ରବଳ ଉଦ୍ୟୋଗୀ ହୋଇପାରନ୍ତି । ପର୍ଯ୍ୟଟନର ସୁବିଧା ମିଳିପାରେ ।
ଈର୍ଷାଳୁ ସ୍ୱଭାବର ହେବେ । ସ୍ୱାଭିମାନୀ ହେବେ । ଶାରୀରିକ ଦୁର୍ବଳତା ଅନୁଭବ କରିପାରନ୍ତି । ବନ୍ଧୁମାନେ ସହଯୋଗ ପରିବର୍ତ୍ତେ କରଛଡ଼ା ଦେବେ । ସହଯୋଗୀ ବ୍ୟବସାୟ ଲାଭଜନକ ହେବ । ଅଷ୍ଟମଚନ୍ଦ୍ର ଭୋଗ ହେତୁ ଜଳଯାତ୍ରା ନିଷେଧ ।
ବନ୍ଧୁ ସହାୟତା ପାଇ ଖୁସି ହୋଇପାରନ୍ତି । ବ୍ୟବସାୟ ଲାଭଯୁକ୍ତ ହେବ । ମନରେ ଅହଂଭାବ ପୋଷଣ କରିପାରନ୍ତି । ସମାଜ ସେବାରେ ନିଜକୁ ନିୟୋଜିତ କରିପାରନ୍ତି । ଶାନ୍ତ ଓ ଧୈର୍ଯ୍ୟବାନ୍ ହେବେ । ପତ୍ନୀଙ୍କ ପରାମର୍ଶରେ ପରିଚାଳିତ ହେବେ ।
ବଦଖର୍ଚ୍ଚୀ ହୋଇପାରନ୍ତି । ଚକ୍ଷୁରେ ସାମାନ୍ୟ ଯନ୍ତ୍ରଣା ଅନୁଭବ କରିପାରନ୍ତି । ଭାଇମାନଙ୍କ ଉପରେ ସ୍ନେହ ଶ୍ରଦ୍ଧା ଅତୁଟ ରହିବ । ଶତ୍ରୁହନ୍ତା ହେବେ । ଚାକିରି କ୍ଷେତ୍ରରେ ଉଚ୍ଚ କର୍ତ୍ତୃପକ୍ଷଙ୍କ ଦ୍ୱାରା ପ୍ରଶଂସିତ ହେବେ ।
କର୍ମଚଞ୍ଚଳ ରହିବେ । କନ୍ୟା ସନ୍ତାନ ଦ୍ୱାରା ଉପକୃତ ହେବେ । ଆକସ୍ମିକ ଧନ ଲାଭର ସୂଚନା ମିଳୁଛି । ଲଟେରି ଭାଗ୍ୟଫଳ ଆପଣଙ୍କ ସପକ୍ଷରେ ଯାଇପାରେ । ତନ୍ତ୍ର-ମନ୍ତ୍ରାଦି ଗୃହବିଦ୍ୟା ପ୍ରତି ଆଗ୍ରହୀ ହେବେ । ଆର୍ଥିକ ସ୍ରୋତ ବିଭିନ୍ନ ଦିଗରୁ ଆସିବ ।
ଉଦାର ପ୍ରକୃତିର ହୋଇପାରନ୍ତି । ଦାନ ଧର୍ମରେ ଦୀକ୍ଷିତ ହେବେ । ସୁଖଭୋଗ କରିବେ । ଶୋଭନ ବ୍ୟକ୍ତିତ୍ୱ ସମ୍ପନ୍ନ ହୋଇପାରନ୍ତି । ସ୍ୱାସ୍ଥ୍ୟ ଅତୁଟ ରହିବ । କୃଷି କର୍ମକାରୀ ହୋଇପାରନ୍ତି । ପ୍ରେମୀ ଓ ବୁଦ୍ଧିମାନ୍ ହେବେ । ଯାନବାହନ ସୁଖ ମିଳିବ ।
ମନ ପ୍ରସନ୍ନ ରହିବ । ଧର୍ମଭାବାପନ୍ନ ହେବେ । ମଧୁରଭାଷାରେ ସମସ୍ତଙ୍କ ମନକୁ ମୋହିତ କରିପାରନ୍ତି । ମେଳାପୀ ପ୍ରକୃତିର ହେବେ । ପ୍ରେମୀ ଓ ସାହସୀ ହୋଇପାରନ୍ତି । ଭାଇମାନଙ୍କ ଠାରୁ ସ୍ନେହ, ଆଦର ମିଳିବ । ଧାର୍ମିକ ଓ ବନ୍ଧୁପ୍ରେମୀ ହେବେ ।
ଭାଗ୍ୟଶାଳୀ ହୋଇପାରନ୍ତି । ବ୍ୟକ୍ତିବିଶେଷ ପରିଚୟ ସୃଷ୍ଟି କରିବେ । ମଧୁରଭାଷୀ ସହନଶୀଳ ଓ ଶାନ୍ତିପ୍ରିୟ ହେବେ । ବିଦ୍ୟାପ୍ରେମୀ ହୋଇପାରନ୍ତି । ଦାମ୍ପତ୍ୟ ଜୀବନ ସୁଖପ୍ରଦ ହେବ । ବ୍ୟବସାୟରୁ ଅଧିକ ଧନଲାଭ ହୋଇପାରେ । ଚଞ୍ଚଳ ଚେଷ୍ଟିତ ହେବେ ।
ଆୟ ପରିମାଣ ବୃଦ୍ଧି ପାଇବ । ଉତ୍ତମ ଭୋଜନରେ ଆପ୍ୟାୟିତ ହୋଇପାରନ୍ତି । ଐଶ୍ୱର୍ଯ୍ୟଯୁକ୍ତ ହେବେ । ମାଲୋମୋକଦ୍ଦମାରେ ବିଜୟୀ ହେବେ । ଧନଲାଭ ହେବାର ସୂଚନା ମିଳୁଛି । ଲୋକପ୍ରିୟତା ଅର୍ଜନ କରିବେ ।
For daily odia rashiphala visit our website daily in the morning. This is compiled from a trusted source.

Odia Calendar 2021

Comments

comments