OdiaWeb- Odia Film, Music, Songs, Videos, SMS, Shayari, Tourism, News

Odia Rasiphala Wednesday 20th May 2020

Odia Rashiphala

Odia Rashiphala

ଶ୍ରୀଚନ୍ଦ୍ର ଭୋଗ ହେତୁ ଆୟର ମାର୍ଗ ଉନ୍ମୁକ୍ତ ରହିବ । ମିଷ୍ଟାନ୍ନ ଭୋଜନରେ ଆପ୍ୟାୟିତ ହେବେ । ଐଶ୍ୱର୍ଯ୍ୟଯୁକ୍ତ ହୋଇପାରନ୍ତି । ମାଲିମୋକଦ୍ଦମାରେ ବିଜୟୀ ହେବେ । ଅର୍ଥ ମିଳିବ । ଧନ-ସମ୍ପଦ ଭରପୁର ରହିବ । ନୂଆ ବନ୍ଧୁ ଜୁଟିବେ ।
ଅଧିକ ଖର୍ଚ୍ଚର ସମ୍ମୁଖୀନ ହୋଇ ବ୍ୟସ୍ତ ବିବ୍ରତ ହୋଇପାରନ୍ତି । ତଥାପି ମନ ପ୍ରସନ୍ନ ରହିବ । ଚଞ୍ଚଳମନା ହେବେ । ନିରୋଳା ସ୍ଥାନରେ ଅଧିକାଂଶ ସମୟ ବିତାଇ ପାରନ୍ତି । ମଧୁର କଥା କହି ପରକୁ ଆପଣାର କରିବେ । ସାହସୀ ଓ ଜ୍ଞାନୀ ହେବେ ।
ସୁସ୍ଥ ଓ ନିରାମୟ ଜୀବନଯାପନ କରିପାରନ୍ତି । ଯଶସ୍ୱୀ ହେବେ । ଲୋକପ୍ରିୟତା ଅର୍ଜନ କରିବେ । ଚଞ୍ଚଳମନା ହୋଇପାରନ୍ତି । ସରକାରୀ ସ୍ତରରେ ସମ୍ମାନିତ ହେବା ସହିତ ଧନଲାଭର ସୂଚନା ମିଳୁଛି । ବିଦ୍ୟା ପ୍ରତି ରୁଚି ରହିବ ।
ମନସ୍କାମନା ପୂର୍ଣ୍ଣ ହେବ । କାର୍ଯ୍ୟରେ ସଫଳତା ଲାଭ କରିବେ । କୁଳ ଦୀପକ ହୋଇପାରନ୍ତି । ସୁସ୍ଥ ଓ ନିରାମୟ ଜୀବନଯାପନ କରିବେ । ଦୟାଳୁ ସ୍ୱଭାବର ହେବେ । ବ୍ୟବସାୟ ଲାଭଜନକ ହେବ । ଯଶସ୍ୱୀ ହେବେ । ପାରିବାରିକ ସ୍ନେହ ରହିବ ।
ମନରେ ସେବା ଭାବ ଜାଗରିତ ହେବ । ଭାଗ୍ୟଶାଳୀ ହେବେ । ଭୋଗ-ବିଳାସରେ ସମୟ ବିତାଇ ପାରନ୍ତି । ସୁଖ-ସମୃଦ୍ଧିପୂର୍ଣ୍ଣ ଜୀବନଯାପନ କରିବେ । ପ୍ରବାସପ୍ରିୟ, ବିଦ୍ୱାନ୍, ସାହସୀ ଓ ସମ୍ପତ୍ତିବାନ୍ ହୋଇପାରନ୍ତି । ଉଦ୍ୟୋଗୀ ହେବେ ।
ଲଟେରି ସ୍ତରରୁ ସଫଳତା ମିଳିପାରେ । ପରିସ୍ଥିତିରେ ପଡ଼ି ଈର୍ଷାପରାୟଣ ହେବେ । ସ୍ୱାଭିମାନୀ ହୋଇପାରନ୍ତି । ଶାରୀରିକ ଦୁର୍ବଳତା ଅନୁଭବ କରିପାରନ୍ତି । ଯୁଗ୍ମ ବ୍ୟବସାୟ ଲାଭଜନକ ହେବ । ଜଳଯାତ୍ରା ବିପଦପୂର୍ଣ୍ଣ ହୋଇପାରେ ।
ବନ୍ଧୁ ସୁଖ ମିଳିବ । ବ୍ୟବସାୟ ଲାଭଜନକ ହେବ । ମନରେ ସେବାଭାବ ଜାଗରିତ ହେବ । ଅନ୍ୟ ଭାବର ହୋଇପାରନ୍ତି । ଶାନ୍ତ ଓ ଧୈର୍ଯ୍ୟବାନ୍ ହେବେ । ପତ୍ନୀଙ୍କ ଇଙ୍ଗିତରେ ପରିଚାଳିତ ହୋଇପାରନ୍ତି ।
କାର୍ଯ୍ୟରେ ସଫଳତା ଲାଭ କରିବେ । ଭାଇମାନଙ୍କ ଉପରେ ସ୍ନେହଭାବ ରହିବ । ସୁସ୍ଥ ଓ ନିରାମୟ ଜୀବନଯାପନ କରିବେ । ଚାକିରି କ୍ଷେତ୍ରରେ ଉଚ୍ଚକର୍ତ୍ତୃପକ୍ଷଙ୍କ ଆସ୍ଥା ଭାଜନ ହୋଇପାରନ୍ତି । ଖର୍ଚ୍ଚ ବୃଦ୍ଧି ହୋଇପାରେ ।
ଚଞ୍ଚଳମନା ହେବେ । କନ୍ୟା ସନ୍ତାନଙ୍କ ଦ୍ୱାରା ଉପକୃତ ହୋଇପାରନ୍ତି । ଆକସ୍ମିକ ଧନଲାଭର ସୂଚନା ମିଳୁଛି । ଲଟେରି ଉଠାଣ ଫଳ ଆପଣଙ୍କ ସପକ୍ଷରେ ଯାଇପାରେ । ଜାତକ ତନ୍ତ୍ର-ମନ୍ତ୍ରାଦି ଗୁପ୍ତ ବିଦ୍ୟା ପ୍ରତି ଆଗ୍ରହୀ ହେବେ । ବ୍ୟବସାୟରୁ ପ୍ରଚୁର ଲାଭ ମିଳିବ ।
ଉଦାର ପ୍ରକୃତିର ହୋଇପାରନ୍ତି । ଦାନ-ଧର୍ମକୁ ଶ୍ରେଷ୍ଠ ଧର୍ମ ଭାବେ ବିବେଚିତ କରିପାରନ୍ତି । ବ୍ୟକ୍ତି ବିଶେଷ ଭାବେ ନିଜର ପରିଚୟ ସୃଷ୍ଟି କରିବେ । ସ୍ୱାସ୍ଥ୍ୟ ଭଲ ରହିବ । କୃଷି କର୍ମକାରୀ ହୋଇପାରନ୍ତି । ପ୍ରେମୀ ଓ ବୁଦ୍ଧିମାନ୍ ହେବେ ।
ଆଶା କରୁଥିବା କାର୍ଯ୍ୟ ହାତକୁ ଆସିବ । ଶ୍ରମର ମୂଲ୍ୟାଙ୍କନ ହେବ । ମନ ପ୍ରସନ୍ନ ରହିବ । ଆସ୍ତିକ ସ୍ୱଭାବର ହେବେ । ମଧୁରଭାଷୀ ହୋଇପାରନ୍ତି । ପ୍ରେମୀ ଓ ସାହସୀ ହେବେ । ସାନଭାଇଙ୍କଠାରୁ ଆଦର ସମ୍ମାନ ମିଳିବ । ଧାର୍ମିକ, ବନ୍ଧୁପ୍ରେମୀ ଓ ବିଦ୍ୱାନ୍ ହୋଇପାରନ୍ତି ।
ଭାଗ୍ୟଶାଳୀ ହୋଇପାରନ୍ତି । ମଧୁରଭାଷୀ, ସହନଶୀଳ, ଶାନ୍ତିପ୍ରିୟ ଓ ଉଦାର ବିଦ୍ୟାପ୍ରେମୀ ହେବେ । ଦାମ୍ପତ୍ୟ ଜୀବନ ସୁଖପ୍ରଦ ହେବ । ବ୍ୟବସାୟରୁ ଅଧିକ ଧନଲାଭ ହେବ । ବିବିଧ ଧନଯୁକ୍ତ ହେବେ । କୀର୍ତ୍ତିମାନ୍ ହୋଇପାରନ୍ତି ।
For daily odia rashiphala visit our website daily in the morning. This is compiled from a trusted source.

Odia Calendar 2019

Comments

comments