OdiaWeb- Odia Film, Music, Songs, Videos, SMS, Shayari, Tourism, News

Odia Rasiphala Wednesday 21th August 2019

Odia Rashiphala

Odia Rashiphala

ଶ୍ରୀଚନ୍ଦ୍ର ଭୋଗ ହେଉଥିବାରୁ ଆୟ ପରିମାଣ ବୃଦ୍ଧି ପାଇବ । ମିଷ୍ଟାନ୍ନ ଭୋଜନରେ ଆପ୍ୟାୟିତ ହେବେ । ଐଶ୍ୱର୍ଯ୍ୟଯୁକ୍ତ ହୋଇପାରନ୍ତି । ଧନ-ସମ୍ପଦ ଭରପୂର ରହିବ । ମୋକଦ୍ଦମାରେ ବିଜୟୀ ହେବେ । ମୋକଦ୍ଦମା ଖର୍ଚ୍ଚ ଅର୍ଥ ମିଳିବ ।
ନିଜ ସମ୍ମାନକୁ ଜଗି ଚଳିବାକୁ ପଡ଼ିବ । ଚଞ୍ଚଳ ସ୍ୱଭାବର ହେବେ । ଏକାନ୍ତ ପ୍ରିୟ; ନେତ୍ର ପୀଡ଼ା ଭୋଗ କରିପାରନ୍ତି । ମିଷ୍ଟଭାଷୀ ହେବେ । ଖର୍ଚ୍ଚାନ୍ତ ହେବାର ସୂଚନା ମିଳୁଛି । ଧାର୍ମିକ ପ୍ରବୃତ୍ତିର ହେବେ । ଜ୍ଞାନୀ, ସାହସୀ ହେବେ । ପରକୁ ଆପଣାର କରିପାରନ୍ତି ।
ସୁସ୍ଥ ଓ ନିରାମୟ ଜୀବନଯାପନ କରିବେ । ଯଶସ୍ୱୀ ହେବେ । ରୋଜଗାର ଆଶାନୁରୂପ ହେବ । ଲୋକପ୍ରିୟତା ଅର୍ଜନ କରିପାରନ୍ତି । ସରକାରୀ ସ୍ତରରେ ସମ୍ମାନିତ ହେବା ସହିତ ଅର୍ଥ ପ୍ରାପ୍ତିର ସୂଚନା ମିଳୁଛି । ଚଞ୍ଚଳ ପ୍ରକୃତିର ହୋଇପାରନ୍ତି ।
ଯାତ୍ରା ସ୍ଥଗିତ ରଖିବାକୁ ପଡ଼ିବ । ସୁଖ-ସମ୍ମାନ ଲାଭ କରିପାରନ୍ତି । କୁଳ ଉଜ୍ଜ୍ୱଳକାରୀ ହେବେ । ମନ ପ୍ରସନ୍ନ ରହିବ । ସୁସ୍ଥ ଓ ନିରାମୟ ରହିବେ । ଦୟାଳୁ ସ୍ୱଭାବର ହୋଇପାରନ୍ତି । ବ୍ୟବସାୟ ଲାଭଜନକ ହେବ । ଯଶସ୍ୱୀ ହେବେ । ପାରିବାରିକ ସ୍ନେହ ରହିବ ।
ସହାୟତା ମିଳିବ । ସହଜ-ସୁଲଭ ହେବ । ସେବା କ୍ଷେତ୍ରରେ ଅବତୀର୍ଣ୍ଣ ହୋଇପାରନ୍ତି । ଭାଗ୍ୟଶାଳୀ ହେବେ । ଭୋଗ-ବିଳାସରେ ସମୟ ଅତିବାହିତ କରିପାରନ୍ତି । ସୁଖ-ସମୃଦ୍ଧିପୂର୍ଣ୍ଣ ଜୀବନଯାପନ କରିବେ । ଦାମ୍ପତ୍ୟ ଜୀବନ ସୁଖପ୍ରଦ ହେବ ।
ଆର୍ଥିକ ସ୍ଥିତିରେ ଢ଼େର ଉନ୍ନତି ଘଟିବ; ମାତ୍ର ସୁଖ ମିଳିବ। କଷ୍ଟସାଧ୍ୟ ହେବ । ସ୍ୱାଭିମାନୀ ହୋଇପାରନ୍ତି । ଥଣ୍ଡା, ସର୍ଦ୍ଦି, କଫଜନିତ ପୀଡ଼ା ଭୋଗ କରିବାର ସମ୍ଭାବନା ଅଛି । ଭାଗ ବ୍ୟବସାୟ ଲାଭଜନକ ହେବ । ଅଷ୍ଟମ ଚନ୍ଦ୍ର ଭୋଗ ହେତୁ ସତର୍କରେ ଚଳିବାକୁ ପଡ଼ିବ ।
ନିଜର ଅଧିକାର ପ୍ରତି ସଚେତନ ହେବାକୁ ପଡ଼ିବ । ଆମୋଦ-ପ୍ରମୋଦରେ ନିଜକୁ ହଜାଇ ଦେଇପାରନ୍ତି । ବ୍ୟବସାୟ ଲାଭଜନକ ହେବ । ସମାଜସେବୀ ହୋଇପାରନ୍ତି । ଶାନ୍ତ ଓ ଧୈର୍ଯ୍ୟବାନ୍ ହେବେ । ପତ୍ନୀଙ୍କ କଥାରେ ପରିଚାଳିତ ହେବେ ।
ଗୃହ କାର୍ଯ୍ୟରେ ଆନନ୍ଦ ଅନୁଭବ କରିବେ । ମନରେ ଅହଂଭାବ ଜାତ ହୋଇପାରେ । ଚକ୍ଷୁପୀଡ଼ା ଅନୁଭବ କରିପାରନ୍ତି । ଭାଇମାନଙ୍କ ଉପରେ ସ୍ନେହଭାବ ରହିବ । ସୁସ୍ଥ ଓ ନିରାମୟ ରହିବେ । ବଳିଷ୍ଠ ଓ ଶତ୍ରୁହନ୍ତା ହେବା ଆଶା କରାଯାଏ ।
ମାଙ୍ଗଳିକ କାର୍ଯ୍ୟ ପାଇଁ ସମୟ ଦେଇ ପାରନ୍ତି । ଚଞ୍ଚଳ ପ୍ରକୃତିର ହେବେ । ଆକସ୍ମିକ ଧନ ଲାଭର ସୂଚନା ମିଳୁଛି । ତନ୍ତ୍ର-ମନ୍ତ୍ରାଦି ଗୁପ୍ତ ବିଦ୍ୟାପ୍ରତି ଆଗ୍ରହ ପ୍ରକାଶ କରିପାରନ୍ତି । ବ୍ୟବସାୟରେ ପ୍ରଚୁର ଧନଲାଭ ହେବ । ସ୍ନେହଶୀଳା ପତ୍ନୀଙ୍କ ସାହାଯ୍ୟ ମିଳିବ ।
ଚାକିରି କ୍ଷେତ୍ରରେ ଖୁସି ମନାଇ ପାରନ୍ତି । ବାଦବିବାଦର ଅବସାନ ଘଟିବ । ଉଦାର ପ୍ରକୃତିର ହେବେ । ଦାନ-ଧର୍ମକୁ ଶ୍ରେୟ ମଣି ପାରନ୍ତି । ବ୍ୟକ୍ତିତ୍ୱ ପ୍ରକାଶିତ ହେବ । ସୁସ୍ଥ ଓ ନିରାମୟ ରହିବେ । କୃଷି କାର୍ଯ୍ୟକୁ ତ୍ୱରାନ୍ୱିତ କରିପାରନ୍ତି । ଜଳ ପ୍ରତି ଆଦର ଓ ବୁଦ୍ଧିମାନ୍ ହେବେ ।
ପାରିବାରିକ ଶାନ୍ତି ଅବ୍ୟାହତ ରହିବ । କାର୍ଯ୍ୟରେ ସଫଳତା ଲାଭ କରିବେ । ମନ ପ୍ରସନ୍ନ ରହିବ । ଆସ୍ତିକ ପ୍ରବୃତ୍ତିର ହେବେ । ମଧୁରଭାଷା ବ୍ୟବହାର କରି ଅଧସ୍ତନଙ୍କ ଠାରୁ କାର୍ଯ୍ୟ ହାସଲ କରିବେ । ପ୍ରେମୀ ଓ ସାହସୀ ହେବେ । ଭ୍ରାତୃସ୍ନେହୀ ହେବେ ।
ଦେବ ଦର୍ଶନ କରି ଶାନ୍ତି ଲାଭ କରିପାରନ୍ତି । ଆଶାବାଦୀ ହୋଇପାରନ୍ତି । ଭାଗ୍ୟଶାଳୀ ହେବେ । ପରଦେଶବାସୀ, ମଧୁରଭାଷୀ, ସହନଶୀଳ, ଶାନ୍ତିପ୍ରିୟ ଓ ଉଦାର ବିଦ୍ୟାପ୍ରେମୀ ହେବେ । ପତ୍ନୀ ବିଳାସୀ ହେବେ । ମିତ୍ର ସୁଖ ଲାଭ କରିପାରନ୍ତି ।
For daily odia rashiphala visit our website daily in the morning. This is compiled from a trusted source.

Odia Calendar 2019

Comments

comments