OdiaWeb- Odia Film, Music, Songs, Videos, SMS, Shayari, Tourism, News

Odia Rasiphala Wednesday 21th Oct 2020

Odia Rashiphala

Odia Rashiphala

ଦିନଟି ଶୁଭଦାୟକ ହେବ । ଭାଗ୍ୟଶାଳୀ ହେବେ । ଭୋଗ ବିଳାସ କରିପାରନ୍ତି । ସୁଖ ସମୃଦ୍ଧିପୂର୍ଣ୍ଣ ଜୀବନଯାପନ କରିବେ । ବିଦ୍ୱାନ୍ ବ୍ୟକ୍ତି ଭାବେ ପରିଚୟ ସୃଷ୍ଟି କରିବେ । ସାହସୀ, ସମ୍ପତ୍ତିବାନ୍ ଓ ଉଦ୍ୟୋଗୀ ହେବେ ।
ବନ୍ଧୁ ମିଳନରେ ଦୁଃଖ ଲାଘବ ହୋଇପାରେ । ସାମୟିକ ଭାବେ ଅସୁସ୍ଥତା ଅନୁଭବ କରିପାରନ୍ତି । ସ୍ୱାଭିମାନୀ ହେବେ । ବାଚାଳତା ପ୍ରକାଶ ପାଇପାରେ । ଯୁଗ୍ମ ବ୍ୟବସାୟ ଲାଭଜନକ ହେବ । ଅଷ୍ଟମଚନ୍ଦ୍ର ଯୋଗୁଁ ସତର୍କରେ ଚଳିବେ ।
ମିତ୍ର ଲାଭ ହେବ । ବ୍ୟବସାୟ ଲାଭଜନକ ହେବ । ଜନସେବାକୁ ବ୍ରତ ଭାବେ ଗ୍ରହଣ କରିପାରନ୍ତି । ମନରେ ଅହଂଭାବ ଆସିପାରେ । ଶାନ୍ତ ଓ ଧୈର୍ଯ୍ୟବାନ୍ ହେବେ । ପାରିବାରିକ ସ୍ନେହ, ଶ୍ରଦ୍ଧାଭାବ ରହିବ । ଦାମ୍ପତ୍ୟ ଜୀବନ ସୁଖପ୍ରଦ ହେବ ।
ଅଧ୍ୟାପନା ପାଇଁ ଅଧ୍ୟୟନରତ ହୋଇପାରନ୍ତି । ଭାଇମାନଙ୍କ ଉପରେ ସ୍ନେହଭାବ ରହିବ । ସୁସ୍ଥ ଓ ନିରାମୟ ଜୀବନଯାପନ କରିପାରନ୍ତି । ଶତ୍ରୁହନ୍ତା ହେବେ । ସାମୟିକ ଭାବେ ଚକ୍ଷୁ ଯନ୍ତ୍ରଣା ଅନୁଭବ କରିପାରନ୍ତି ।
ବିଚାର ବିମର୍ଶ କରି କାର୍ଯ୍ୟ କଲେ ସଫଳତା ପାଇବେ । କର୍ମଚଞ୍ଚଳ ରହିବେ । କନ୍ୟା ସନ୍ତାନ ଦ୍ୱାରା ଉପକୃତ ହୋଇପାରନ୍ତି । ଆକସ୍ମିକ ଧନଲାଭର ସୂଚନା ମିଳୁଛି । ଆର୍ଥିକ ସ୍ରୋତ ବିଭିନ୍ନ ଦିଗରୁ ଆସିବ । ବ୍ୟବସାୟ ଭଲରେ ଚାଲିବ ।
ଜନ ସମର୍ଥନ ମିଳିବ । ଉଦାର ପ୍ରକୃତିର ହୋଇପାରନ୍ତି । ଦାନ ଧର୍ମକୁ ଶ୍ରେୟ ମଣି ପାରନ୍ତି । ଜଣେ ଦକ୍ଷ ଓ ଉତ୍ତମ ବ୍ୟକ୍ତି ଭାବେ ନିଜର ପରିଚୟ ସୃଷ୍ଟି କରିବେ । ପ୍ରେମୀ ଓ ବୁଦ୍ଧିମାନ୍ ହେବେ । କୃଷି କାର୍ଯ୍ୟରେ ଧ୍ୟାନ ଦେବେ ।
ସାମାଜିକ ସ୍ତରରେ ପ୍ରତିଷ୍ଠା ଲାଭ କରିପାରନ୍ତି । ମନ ପ୍ରସନ୍ନ ରହିବ । ଆସ୍ତିକ ମନୋବୃବୃତ୍ତିର ହୋଇପାରନ୍ତି । ବିବାଦୀୟ ଘଟଣାରେ ବିଜୟୀ ହେବେ । ସାନ ଭାଇମାନଙ୍କଠାରୁ ଆଦର ସମ୍ମାନ ମିଳିବ । ବନ୍ଧୁପ୍ରେମୀ ହେବେ ।
ଆଶାବାଦୀ ହେବେ । ଭାଗ୍ୟଶାଳୀ ହୋଇପାରନ୍ତି । ମଧୁରଭାଷୀ ଓ ଶାନ୍ତିପ୍ରିୟ ହେବେ । ବିଦ୍ୟାବାନ୍ ହେବେ । ଦାନ-ଧର୍ମରେ ଦୀକ୍ଷିତ ହେବେ । ଦାମ୍ପତ୍ୟ ଜୀବନ ସୁଖପ୍ରଦ ହେବ । ମିତ୍ର ସୁଖ ମିଳିବ । ବ୍ୟବସାୟରୁ ଅଧିକ ଲାଭ ମିଳିବ ।
ଶ୍ରୀଚନ୍ଦ୍ର ଭୋଗ ହେଉଥିବାରୁ ଆୟ ପରିମାଣ ବୃଦ୍ଧି ପାଇବ । ସୁସ୍ୱାଦୁ ଭୋଜନ ମିଳିବ । ଐଶ୍ୱର୍ଯ୍ୟଯୁକ୍ତ ହୋଇପାରନ୍ତି । ମାଲିମୋକଦ୍ଦମାରେ ରାୟ ଆପଣଙ୍କ ସପକ୍ଷରେ ଯିବ । ସୁସ୍ଥ ଓ ନିରାମୟ ରହିବେ । ଧନ, ସମ୍ପଦ ଭରପୁର ରହିବ ।
କର୍ମଚଞ୍ଚଳ ରହିବେ । ଚକ୍ଷୁରେ ସାମୟିକ ଯନ୍ତ୍ରଣା ଦେଖାଦେଇ ପାରେ । ସାମୟିକ ଭାବେ ନିରୋଳାରେ ସମୟ ବିତାଇ ପାରନ୍ତି । ଧାର୍ମିକ ଅନୁଷ୍ଠାନ ପାଇଁ ଅଧିକ ବ୍ୟୟ କରିବେ । ଗୁପ୍ତ ବିଦ୍ୟାରେ ରୁଚି ରହିବ । ସାହସୀ ଓ ଜ୍ଞାନୀ ହେବେ ।
ଆୟ ଆଶାନୁରୂପ ହେବ । କର୍ମଚଞ୍ଚଳ ରହିବେ । ସରକାରୀ ସ୍ତରରେ ସମ୍ମାନିତ ହେବେ । ଜ୍ୟୋତିଷ ବିଦ୍ୟାପ୍ରତି ରୁଚି ରହିବ । ଲୋକ ସଂପର୍କ ବୃଦ୍ଧି ପାଇବ । ଦାମ୍ପତ୍ୟ ଜୀବନ ସୁଖପ୍ରଦ ହେବ । ଜ୍ଞାନୀ ଓ ବହୁବିଦ୍ୟା ପାରଙ୍ଗମ ହେବେ ।
କର୍ମ ତତ୍ପର ରହିବେ । କୁଳ ପ୍ରଦୀପ ହେବେ । ମନ ପ୍ରସନ୍ନ ରହିବ । ସୁସ୍ଥ ଓ ନିରାମୟ ରହିବେ । ଦୟାଳୁ ସ୍ୱଭାବର ହୋଇପାରନ୍ତି । ବ୍ୟବସାୟ ଲାଭଜନକ ହେବ । ଯଶସ୍ୱୀ ହେବେ । ସରକାରଙ୍କ କୃପାପାତ୍ର ହେବେ ।
For daily odia rashiphala visit our website daily in the morning. This is compiled from a trusted source.

Odia Calendar 2020

Comments

comments