OdiaWeb- Odia Film, Music, Songs, Videos, SMS, Shayari, Tourism, News

Odia Rasiphala Wednesday 22th Dec 2021

Odia Rashiphala

Odia Rashiphala

ଉଦାର ପ୍ରକୃତିର ହୋଇପାରନ୍ତି । ଦାନଶୀଳ ହେବେ । ଶୋଭନ ବ୍ୟକ୍ତିତ୍ୱ ସମ୍ପନ୍ନ ହେବେ । ସୁସ୍ଥ ଓ ନିରାମୟ ରହିବେ । କୃଷି କର୍ମକାରୀ ହେବେ । ଜଳ ପ୍ରତି ଆଦର, ପ୍ରେମୀ ଓ ବୁଦ୍ଧିମାନ୍ ହୋଇପାରନ୍ତି ।
ସାମାଜିକ ସ୍ତରରେ ପ୍ରାଧାନ୍ୟ ବିସ୍ତାର କରିପାରନ୍ତି । ମନ ପ୍ରସନ୍ନ ରହିବ । ଈଶ୍ୱର ବିଶ୍ୱାସୀ ହେବେ । ଭାଷା ମଧୁର ହେବ । ଥଣ୍ଡାରେ ପୀଡ଼ିତ ହୋଇପାରନ୍ତି । ପ୍ରେମୀ ଓ ସାହସୀ ହେବେ । ସର୍ବତ୍ର ବିଜୟୀ ହେବେ ।
ଭାଗ୍ୟଶାଳୀ ହୋଇପାରନ୍ତି । ବିକଶିତ ବ୍ୟକ୍ତିତ୍ୱ ସମ୍ପନ୍ନ ହେବେ । ମଧୁରଭାଷୀ, ସହନଶୀଳ, ଶାନ୍ତିପ୍ରିୟ ଓ ବିଦ୍ୟାପ୍ରେମୀ ହେବେ । ଦାମ୍ପତ୍ୟ ଜୀବନ ସୁଖପ୍ରଦ ହେବ । ମିତ୍ରଙ୍କଠାରୁ ସହାୟତା ମିଳିବ ।
ମୂଲ୍ୟବାନ୍ ଦ୍ରବ୍ୟ ପ୍ରାପ୍ତିର ସୂଚନା ମିଳୁଛି । ଐଶ୍ୱର୍ଯ୍ୟଯୁକ୍ତ ହେବେ । ମାଲିମୋକଦ୍ଦମାରେ ବିଜୟୀ ହେବେ । ଧନଲାଭର ସୂଚନା ମିଳୁଛି । ମିଷ୍ଟାନ୍ନ ଭୋଜନରେ ଆପ୍ୟାୟିତ ହେବେ । ସୁସ୍ଥ ରହିବେ ।
ପରାମର୍ଶ ନ ନେଲେ ପଥଭ୍ରଷ୍ଟ ହୋଇପାରନ୍ତି । କର୍ମଚଞ୍ଚଳ ରହିବେ । ଥଣ୍ଡା-କଫଜନିତ ସାମାନ୍ୟ କ୍ଲେଶ ଅନୁଭବ କରିପାରନ୍ତି । ଏକାନ୍ତପ୍ରିୟ ହେବେ । ମଧୁର ଭାଷାରେ ଶତ୍ରୁକୁ ବଶ କରିପାରନ୍ତି । ବ୍ୟୟ ବୃଦ୍ଧି ହେବ ।
ଦ୍ରବ୍ୟ ପ୍ରାପ୍ତିର ସୂଚନା ମିଳୁଛି । ସୁସ୍ଥ ଓ ନିରାମୟ ରହିବେ । ଲୋକପ୍ରିୟତା ଅର୍ଜନ କରିପାରନ୍ତି । କର୍ମଚଞ୍ଚଳ ରହିବେ । ଯଶ୍ୱସୀ ହେବେ । ସରକାରୀ ସ୍ତରରେ ସମ୍ମାନିତ ହେବା ସହିତ ଅର୍ଥପ୍ରାପ୍ତ ହେବେ ।
ପରିଶ୍ରମର ମୂଲ୍ୟ ମିଳିବ । କୁଳ ଉଜ୍ଜ୍ୱଳକାରୀ ହେବେ । ମନ ପ୍ରସନ୍ନ ରହିବ । ସୁସ୍ଥ ରହିବେ । ଦୟାଳୁ ସ୍ୱଭାବର ହେବେ । ବ୍ୟବସାୟ ଲାଭଜନକ ହେବ । ଯଶସ୍ୱୀ ହେବେ । ପାରିବାରିକ ସ୍ନେହଶ୍ରଦ୍ଧା ରହିବ ।
ପରୋପକାରୀ ହେବେ । କ୍ଲାନ୍ତ ହେତୁ ବିଶ୍ରାମ ନେଇପାରନ୍ତି । ଭାଗ୍ୟଶାଳୀ ହେବେ । ଭୋଗୀ ଓ ବିଳାସୀ ହେବେ । ସୁଖସମୃଦ୍ଧିପୂର୍ଣ୍ଣ ଜୀବନଯାପନ କରିବେ । ପ୍ରବାସପ୍ରିୟ, ବିଦ୍ୱାନ୍ ଓ ସାହସୀ ହେବେ ।
ସାମାନ୍ୟ ଅସୁସ୍ଥତା ଅନୁଭବ କରିପାରନ୍ତି । ସ୍ୱାଭିମାନୀ ହେବେ । ଶତ୍ରୁଙ୍କ ଉପରେ ସତର୍କ ଦୃଷ୍ଟି ରଖିବାକୁ ପଡ଼ିବ । ସହଯୋଗୀ ବ୍ୟବସାୟ ଲାଭଜନକ ହେବ । ଅଷ୍ଟମ ଚନ୍ଦ୍ର ଯୋଗୁଁ ବୁଝିବିଚାରି କାର୍ଯ୍ୟ କରିବେ ।
ବନ୍ଧୁ ସହାୟତା ପାଇ ଖୁସି ହେବେ । ବ୍ୟବସାୟ ଲାଭଜନକ ହେବ । ସମାଜସେବାରେ ନିଜକୁ ନିୟୋଜିତ କରିପାରନ୍ତି । ଶାନ୍ତ ଓ ଧୈର୍ଯ୍ୟବାନ୍ ହେବେ । ପତ୍ନୀଙ୍କ ପରାମର୍ଶରେ ଚଳିବେ । ଅହଂକାରୀ ହେବେ ।
ଅନାବଶ୍ୟକ ଖର୍ଚ୍ଚର ସମ୍ମୁଖୀନ ହେବେ । ଭାଇମାନଙ୍କ ଉପରେ ସ୍ନେହଭାବ ରହିବ । ସୁସ୍ଥ ଓ ନିରାମୟ ରହିବେ । ବଳିଷ୍ଠ ଓ ଶତ୍ରୁହନ୍ତା ହୋଇପାରନ୍ତି । ଚାକିରି କ୍ଷେତ୍ରରେ ଉଚ୍ଚ କର୍ତ୍ତୃପକ୍ଷଙ୍କ ପ୍ରିୟଭାଜନ ହେବେ ।
କର୍ମଚଞ୍ଚଳ ରହିବେ । କନ୍ୟା ସନ୍ତାନ ଦ୍ୱାରା ଉପକୃତ ହେବେ । ଆକସ୍ମିକ ଧନଲାଭ ହୋଇପାରେ । ଆର୍ଥିକ ସ୍ରୋତ ବ୍ୟବସାୟାଦି ବିଭିନ୍ନ ଦିଗରୁ ଆସିବ । ଧାର୍ମିକ, ତେଜସ୍ୱୀ ଓ ଉତ୍ତମ ବ୍ୟକ୍ତିତ୍ୱଯୁକ୍ତ ହୋଇପାରନ୍ତି ।

For daily odia rashiphala visit our website daily in the morning. This is compiled from a trusted source.

Odia Calendar 2021

Comments

comments