OdiaWeb- Odia Film, Music, Songs, Videos, SMS, Shayari, Tourism, News

Odia Rasiphala Wednesday 23th June 2021

Odia Rashiphala

Odia Rashiphala

ସ୍ୱାଭିମାନୀ ହୋଇପାରନ୍ତି । ସହଯୋଗୀ ବ୍ୟବସାୟରୁ ଲାଭବାନ୍ ହେବେ । ଶାରୀରିକ ଦୁର୍ବଳତା ଅନୁଭବ କରିପାରନ୍ତି । ଜଳଯାତ୍ରା ନ କରିବା ଭଲ । ସାମର୍ଥ୍ୟର ପରିପ୍ରକାଶ ଘଟାଇ ପାରନ୍ତି । ସତର୍କରେ ଚଳିବେ ।
ପ୍ରୀତି ଭୋଜନରେ ଆପ୍ୟାୟିତ ହେବେ । ବ୍ୟବସାୟ ଲାଭଜନକ ହେବ । ମନରେ ସେବା ଭାବ ଜାଗ୍ରତ ହେବ । ଶାନ୍ତ ଓ ଧୈର୍ଯ୍ୟବାନ୍ ହେବେ । ପତ୍ନୀଙ୍କ ପରାମର୍ଶରେ ଚଳିବାକୁ ପଡ଼ିବ । ମନରେ ଅହଂଭାବ ଦେଖାଦେବ ।
ଅନାବଶ୍ୟକ ବ୍ୟୟ କରିପାରନ୍ତି । ଭାଇମାନଙ୍କ ଉପରେ ସ୍ନେହଭାବ ରହିବ । ସୁସ୍ଥ ଓ ନିରାମୟ ରହିବେ । ଶତ୍ରୁହନ୍ତା ହୋଇପାରନ୍ତି । ଚାକିରି କ୍ଷେତ୍ରରେ ସୁନାମର ଅଧିକାରୀ ହେବେ । ସ୍ଥିତପ୍ରଜ୍ଞ ବ୍ୟକ୍ତିଭାବେ ନିଜ ପରିଚୟ ଦେବେ ।
ପରାମର୍ଶ ନେଇ କାର୍ଯ୍ୟ କଲେ ସଫଳତା ମିଳିବ । କର୍ମଚଞ୍ଚଳ ରହିବେ । କନ୍ୟାସନ୍ତାନ ଦ୍ୱାରା ଉପକୃତ ହେବେ । ଆକସ୍ମିକ ଧନଲାଭ ହୋଇପାରେ । ଆର୍ଥିକ ସ୍ରୋତ ବିଭିନ୍ନ ଦିଗରୁ ଆସିବ । ବ୍ୟବସାୟ ଲାଭଜନକ ହେବ ।
ଉଦାର ପ୍ରକୃତିର ହେବେ । ଦାନ-ଧର୍ମ ଆଦରି ନେଇପାରନ୍ତି । ଆଦର୍ଶ ବ୍ୟକ୍ତିତ୍ୱଯୁକ୍ତ ହେବେ । ସୁସ୍ଥ ଓ ନିରାମୟ ରହିବେ । କୃଷି କାର୍ଯ୍ୟରେ ମନୋନିବେଶ କରିପାରନ୍ତି । ପ୍ରେମୀ ଓ ବୁଦ୍ଧିମାନ ହେବେ । ଯଶ୍ୱସୀ ହେବେ ।
କାର୍ଯ୍ୟ ପ୍ରଶଂସନୀୟ ହେବ । ମନପ୍ରସନ୍ନ ରହିବ । ଈଶ୍ୱର ବିଶ୍ୱାସୀ ହେବେ । ପ୍ରେମୀ ଓ ସାହସୀ ହେବେ । ସାନଭାଇମାନଙ୍କଠାରୁ ଆଦର ସମ୍ମାନ ମିଳିବ । ଧାର୍ମିକ, ବନ୍ଧୁପ୍ରେମୀ ଓ ବିଦ୍ୱାନ ହୋଇପାରନ୍ତି । ଆଦର୍ଶବାଦୀ ହେବେ ।
ଭାଗ୍ୟଶାଳୀ ହୋଇପାରନ୍ତି । ସହନଶୀଳ, ଶାନ୍ତିପ୍ରିୟ ଓ ମଧୁରଭାଷୀ ହେବେ । ମନପ୍ରସନ୍ନ ରହିବ । ଈଶ୍ୱର ବିଶ୍ୱାସୀ ହେବେ । ବିଦ୍ୟାପ୍ରେମୀ ହେବା ଆଶା କରାଯାଏ । ଦାମ୍ପତ୍ୟ ଜୀବନ ସୁଖପ୍ରଦ ହେବ । ବନ୍ଧୁଙ୍କଠାରୁ ସାହାଯ୍ୟ ପ୍ରାପ୍ତ ହେବେ ।
ସୁଖ-ସମ୍ମାନ ଲାଭକରିପାରନ୍ତି । ମନ ପ୍ରସନ୍ନ ରହିବ । ଐଶ୍ୱର୍ଯ୍ୟପ୍ରାପ୍ତିର ସୂଚନା ମିଳୁଛି । ମୋକଦ୍ଦମାରେ ବିଜୟୀ ହେବା ସହିତ ଧନପ୍ରାପ୍ତ ହେବେ । ଧନ-ସମ୍ପଦ ଭରପୂର ରହିବ । ମିଷ୍ଟାନ୍ନ ଭୋଜନରେ ଆପ୍ୟାୟିତ ହେବେ ।
ବିଘ୍ନକାରୀମାନେ ପଛଘୁଞ୍ଚା ଦେବେ । କର୍ମଚଞ୍ଚଳ ରହିବେ । ମଧୁର ଭାଷା ବ୍ୟବହାର କରି ପରକୁ ଆପଣାର କରିପାରନ୍ତି । ସାହସୀ ଓ ଜ୍ଞାନୀ ହେବେ । ଗୁପ୍ତ ବିଦ୍ୟାରେ ରୁଚି ରହିବ । କ୍ଷମତାଶୀଳ ହେବେ । ଦାମ୍ପତ୍ୟ ଜୀବନ ସୁଖପ୍ରଦ ହେବ ।
ମୂଲ୍ୟବାନ ଦ୍ରବ୍ୟଲାଭର ସୂଚନା ମିଳୁଛି । ସୁସ୍ଥ ଓ ନିରାମୟ ରହିବେ । ଲୋକପ୍ରିୟତା ଅର୍ଜନ କରିପାରନ୍ତି । କର୍ମଚଞ୍ଚଳ ହେବେ । ସରକାରୀ ସ୍ତରରେ ସମ୍ମାନିତ ହେବା ସହିତ ଧନପ୍ରାପ୍ତିର ସୂଚନା ମିଳୁଛି । ସେବା ପୂଜାରେ ମନୋନିବେଶ କରିପାରନ୍ତି ।
ସୁଖୀ ହେବେ । ସମ୍ମାନିତ ହୋଇପାରନ୍ତି । କୁଳପ୍ରଦୀପ ହେବେ । ମନପ୍ରସନ୍ନ ରହିବ । ସୁସ୍ଥ ଓ ନିରାମୟ ରହିବେ । ସତ୍ୟ, ଶୌଚ, ଦୟା ଓ ଦାନର ଆଧାର ହୋଇପାରନ୍ତି । ଐଶ୍ୱର୍ଯ୍ୟପ୍ରାପ୍ତିର ସୂଚନା ମିଳୁଛି । ମୋକଦ୍ଦମାରେ ବିଜୟୀ ହେବେ । ଯଶସ୍ୱୀ ହେବେ ।
ସେବା ପୂଜାରେ ମନୋନିବେଶ କରି ପାରନ୍ତି । ଭାଗ୍ୟଶାଳୀ ହେବେ । ଭୋଗବିଳାସ କରିପାରନ୍ତି । ସୁଖ-ସମୃଦ୍ଧିପୂର୍ଣ୍ଣ ଜୀବନ ଯାପନ କରିବେ । ବିଦ୍ୱାନ୍, ସାହସୀ ଓ ସମ୍ପତ୍ତିବାନ୍ ହେବେ । ଦାମ୍ପତ୍ୟ ଜୀବନ ସୁଖପ୍ରଦ ହେବ ।
For daily odia rashiphala visit our website daily in the morning. This is compiled from a trusted source.

Odia Calendar 2021

Comments

comments