![]() |
ଉଦାର ପ୍ରକୃତିର ହୋଇପାରନ୍ତି । ଦାନ ଧର୍ମରେ ଦୀକ୍ଷିତ ହେବେ । ସୁଖୀ ହେବେ । ଶୋଭନ ବ୍ୟକ୍ତିତ୍ୱ ସମ୍ପନ୍ନ ହୋଇପାରନ୍ତି । ସୁସ୍ଥ ଓ ନିରାମୟ ରହିବେ । କୃଷି କ୍ଷେତରୁ ଭଲ ଆୟ ହେବ । ପ୍ରେମୀ ଓ ବୁଦ୍ଧିମାନ୍ ହେବେ । |
କର୍ମକ୍ଷେତ୍ରରେ ପ୍ରାଧାନ୍ୟ ବିସ୍ତାର କରିପାରନ୍ତି । ମନ ପ୍ରସନ୍ନ ରହିବ । ଆସ୍ତିକ ହେବେ । ମଧୁରଭାଷୀ ହୋଇପାରନ୍ତି । ଥଣ୍ଡା କଫଜନିତ ସାମାନ୍ୟ ପୀଡ଼ା ଭୋଗ କରିପାରନ୍ତି । ମେଳାପୀ ପ୍ରକୃତିର ହେବେ । ପ୍ରେମୀ ଓ ସାହସୀ ହେବେ । | |
ପରମ ଭାଗ୍ୟଶାଳୀ ହୋଇପାରନ୍ତି । ଉତ୍ତମ ବ୍ୟକ୍ତିର ପରିଚୟ ସୃଷ୍ଟି କରିବେ । ମଧୁରଭାଷୀ, ସହନଶୀଳ ଓ ଶାନ୍ତିପ୍ରିୟ ହେବେ । ଦାମ୍ପତ୍ୟ ଜୀବନ ସୁଖପ୍ରଦ ହେବ । ମିତ୍ରଙ୍କ ସାହାଯ୍ୟ ମିଳିବ । ବିଦ୍ୟାରୂପକ ମହାଧନ ଅର୍ଜନ କରିବେ । | |
ଶ୍ରୀଚନ୍ଦ୍ର ଭୋଗ ହେତୁ ଉତ୍ତମ ଭୋଜନରେ ଆପ୍ୟାୟିତ ହେବେ । ଐଶ୍ୱର୍ଯ୍ୟଯୁକ୍ତ ହୋଇପାରନ୍ତି । ମାଲିମୋକଦ୍ଦମାରେ ବିଜୟୀ ହେବା ସହିତ ଧନଲାଭ ହୋଇପାରେ । ସୁସ୍ଥ ରହିବେ । ଦାମ୍ପତ୍ୟ ଜୀବନ ସୁଖପ୍ରଦ ହେବ । ବ୍ୟବସାୟରୁ ଲାଭ ମିଳିବ । | |
କର୍ମଚଞ୍ଚଳ ରହିବେ । କଫ ଜନିତ ସାମାନ୍ୟ ପୀଡ଼ା ଅନୁଭବ କରିପାରନ୍ତି । କର୍ମଚଞ୍ଚଳ ରହିବେ । ନିରୋଳାରେ ସମୟ ବିତାଇବାକୁ ଇଚ୍ଛା କରିବେ । ମଧୁର କଥା କହି ପରକୁ ଆପଣାର କରିପାରନ୍ତି । ରାଜଯୋଗ ପ୍ରାପ୍ତିର ସୁବର୍ଣ୍ଣ ସୁଯୋଗ ଅଛି । | |
ଆୟ ବୃଦ୍ଧିର ସୂଚନା ମିଳୁଛି । ଯଶସ୍ୱୀ ହେବେ । ସୁସ୍ଥ ଓ ନିରାମୟ ଜୀବନଯାପନ କରିପାରନ୍ତି । ଯଶସ୍ୱୀ ହେବେ । ଲୋକପ୍ରିୟତା ଅର୍ଜନ କରିପାରନ୍ତି । କର୍ମଚଞ୍ଚଳ ରହିବେ । ସରକାରୀ ସ୍ତରରେ ସମ୍ମାନିତ ହେବେ । କନ୍ୟା ସନ୍ତାନ ଦ୍ୱାରା ଉପକୃତ ହେବେ । | |
ମନ ପ୍ରସନ୍ନ ରହିବ । କୁଳ ଉଜ୍ଜ୍ୱଳକାରୀ ହେବେ । ସୁସ୍ଥ ଓ ନିରାମୟ ଜୀବନଯାପନ କରିପାରନ୍ତି । ଦୟାଳୁ ସ୍ୱଭାବର ହେବେ । ବ୍ୟବସାୟ ଲାଭଜନକ ହେବ । ଯଶସ୍ୱୀ ହେବେ । ପରିବାର ପ୍ରତି ସ୍ନେହ ସଦିଚ୍ଛା ରହିବ । | |
ଠାକୁରଙ୍କ ଦର୍ଶନ ପାଇ ନିଜକୁ ଭାଗ୍ୟବାନ୍ ମନେ କରିପାରନ୍ତି । ଭୋଗ ବିଳାସ କରିପାରନ୍ତି । ସୁଖ ସମୃଦ୍ଧିପୂର୍ଣ୍ଣ ଜୀବନଯାପନ କରିବେ । ବିଦ୍ୱାନ୍, ସାହସୀ ଓ ସମ୍ପତ୍ତିବାନ୍ ହୋଇପାରନ୍ତି । ପାରିବାରିକ ସୁଖ ମିଳିବ । | |
ସାମାନ୍ୟ ଅସୁସ୍ଥତା ଅନୁଭବ କରିପାରନ୍ତି । ସ୍ୱାଭିମାନୀ ହେବେ । ମିତ୍ରମାନେ ଅସହଯୋଗର ମୂଳ କାରଣ ହେବେ । ସହଯୋଗୀ ବ୍ୟବସାୟରୁ ଲାଭ ମିଳିପାରେ । ଅଷ୍ଟମ ଚନ୍ଦ୍ର ଭୋଗ ଯୋଗୁଁ ସତର୍କରେ ଚଳିବେ । | |
ଦେବ ଦର୍ଶନ ମିଳିବାର ସୌଭାଗ୍ୟ ଅଛି । ବ୍ୟବସାୟ ଅତ୍ୟନ୍ତ ଲାଭଜନକ ହେବ । ସେବା କାର୍ଯ୍ୟରେ ନିଜକୁ ନିୟୋଜିତ କରିବେ । ନିଜ କାର୍ଯ୍ୟରେ ମନରେ ଗର୍ବଭାବ ଆସିପାରେ । ଶାନ୍ତ ଓ ଧୈର୍ଯ୍ୟବାନ୍ ହେବେ । ପତ୍ନୀଙ୍କ ସହାୟତା ମିଳିବ । | |
ଅଯଥା ଖର୍ଚ୍ଚାନ୍ତ ହେବେ । ସାମାନ୍ୟ ଚକ୍ଷୁପୀଡ଼ା ଅନୁଭବ କରିପାରନ୍ତି । ଭାଇମାନଙ୍କ ପ୍ରତି ସ୍ନେହ, ଶ୍ରଦ୍ଧା ରହିବ । ସୁସ୍ଥ ଓ ନିରାମୟ ଜୀବନଯାପନ କରିପାରନ୍ତି । ବଳବାନ୍ ହେବେ । ଶତ୍ରୁହନ୍ତା ହୋଇପାରନ୍ତି । | |
ପରାମର୍ଶ ନେଇ କାର୍ଯ୍ୟ କଲେ ସଫଳତା ମିଳିବ । କର୍ମଚଞ୍ଚଳ ରହିବେ । କନ୍ୟା ସନ୍ତାନ ଦ୍ୱାରା ଉପକୃତ ହେବେ । ଆକସ୍ମିକ ଧନଲାଭର ସୂଚନା ମିଳୁଛି । ଆର୍ଥିକ ସ୍ରୋତ ବିଭିନ୍ନ ଦିଗରୁ ଆସିବ । ବ୍ୟବସାୟରୁ ପ୍ରଚୁର ଲାଭ ମିଳିବ । |
Odia Calendar 2021
Comments
comments