![]() |
ଅର୍ଥପ୍ରାପ୍ତିର ସୂଚନା ମିଳୁଛି । ମାତ୍ର ଆଶାନୁରୂପ ନୁହେଁ । ଯୁଦ୍ଧ ପ୍ରିୟ ହେବେ । ଗ୍ରାମ ବା ଦଳ ମଧ୍ୟରେ ଭେଦନୀତିର କାରଣ ହୋଇପାରନ୍ତି । ଶାରୀରିକ ଅସୁସ୍ଥତା ଅନୁଭବ କରିବେ । ଅଷ୍ଟମଚନ୍ଦ୍ର ଭୋଗ ହେତୁ ସତର୍କ ରହିବେ । |
ଆନନ୍ଦ ଉତ୍ସବରେ ସମୟ ଅତିବାହିତ କରିପାରନ୍ତି । ସୁଖକର ଘଟଣାମାନ ଘଟିବ । କର୍ମକ୍ଷେତ୍ରରେ ସଫଳତା ମିଳିବ । ଶୁଭକାର୍ଯ୍ୟ ପାଇଁ ସମୟ ଅନୁକୂଳ ରହିଛି । ବନ୍ଧୁଙ୍କ ଦ୍ୱାରା ପ୍ରସ୍ତୁତ ହୋଇଥିବା ଭୋଜନ ତୃପ୍ତି ଦାୟକ ହେବ । | |
ଉଚ୍ଚାଭିଲାଷ ପୂରଣ ହୋଇପାରେ । ମିତ୍ରଙ୍କ ସହାୟତା ପାଇ ଶତ୍ରୁ ବିଜୟୀ ହେବେ । ମାନସିକ ଶାନ୍ତି ଫେରି ପାଇବେ । ସୁସମ୍ୱାଦ ପାଇ ଖୁସି ହୋଇପାରନ୍ତି । ଶୁଭକାର୍ଯ୍ୟ କରିପାରନ୍ତି । ଋଣ ପରିଶୋଧ କରି ଆଶ୍ୱସ୍ତି ହେବେ । | |
ବଳ-କୌଶଳ ପ୍ରୟୋଗ କରି କାର୍ଯ୍ୟ ହାସଲ କରିବାରେ ସକ୍ଷମ ହେବେ । ଲିଖନ-ପଠନ ପ୍ରତି ଆଗ୍ରହୀ ହେବେ । ବିଭିନ୍ନ ସୂତ୍ରରୁ ଅର୍ଥପ୍ରାପ୍ତିର ସୂଚନା ମିଳୁଛି । ଶୁଭଖବର ପାଇ ଆନନ୍ଦ ଅନୁଭବ କରିବେ । ଦାମ୍ପତ୍ୟ ସୁଖ ମିଳିବ । | |
କାର୍ଯ୍ୟରେ ସ୍ଥିରତା ଆସିବ । କେତେକ କ୍ଷେତ୍ରରେ ଭୁଲ ବୁଝାମଣା ଦେଖାଦେଇପାରେ । ପରିଶ୍ରମର ମୂଲ୍ୟାଙ୍କନ ହେବ । ଉତ୍ତମ ମିତ୍ରଙ୍କ ସାନ୍ନିଧ୍ୟ ମିଳିବ । ପୁତ୍ର ସୁଖ ମିଳିପାରେ । ଧନ ଓ ଯାନବାହନ ଜନିତ ସୁଖଭୋଗ କରିପାରନ୍ତି । | |
ଶ୍ରମ ସାର୍ଥକ ହେବ । ଆର୍ଥିକ ସ୍ଥିତିରେ ସ୍ୱଚ୍ଛଳତା ଦେଖାଦେବ । ଶୁଭକାର୍ଯ୍ୟ ପାଇଁ ବାତାବରଣ ସ୍ୱଚ୍ଛ ରହିଛି । ଠାକୁରଙ୍କ ଦର୍ଶନ ଲାଭ କରିବେ । ଅଶାନ୍ତିର ମାତ୍ରା ହ୍ରାସ ପାଇବ । ସରକାରୀ କାର୍ଯ୍ୟରୁ ଲାଭ ଉଠାଇପାରନ୍ତି । | |
ଦିନଟି ଆନନ୍ଦଦାୟକ ହେବ । ଭାଗ୍ୟଶାଳୀ ହୋଇପାରନ୍ତି । ବ୍ୟବସାୟ ଅତ୍ୟନ୍ତ ଲାଭଜନକ ହେବ । ବିଚକ୍ଷଣ ବୁଦ୍ଧିଯୁକ୍ତ ହୋଇପାରନ୍ତି । ପରୋପକାରୀ ଭାବେ ଜନସାଧାରଣଙ୍କର ପ୍ରିୟଭାଜନ ହେବେ । | |
କାର୍ଯ୍ୟକ୍ଷେତ୍ରରେ ଉତ୍ସାହ ବୃଦ୍ଧିପାଇବ, ଭଲ ଆୟ ହେବ । ସରକାରୀ ବା ବନ୍ଧୁସୂତ୍ରରୁ ଲାଭବାନ ହେବେ । ସୁସ୍ୱାଦୁ ଭୋଜନରେ ଆପାୟିତ ହୋଇପାରନ୍ତି । ପାରିବାରିକ ସୁଖ ମିଳିବ । ସ୍ୱାସ୍ଥ୍ୟ ଅତୁଟ ରହିବ । ନୂଆ ବନ୍ଧୁ ଜୁଟିପାରନ୍ତି । | |
ବିବାଦୀୟ ବିତର୍କରେ ଭାଗ ନ ନେଇ ଚୁପ୍ ରହିବା ସବୁଠାରୁ ଭଲ ହେବ, ବହୁ ଧନର ଅଧିକାରୀ ହେବେ । ବିଖ୍ୟାତ କାର୍ଯ୍ୟକରି ପ୍ରଶଂସାର ପାତ୍ର ହେବେ । ଲୋକପ୍ରିୟତା ଅର୍ଜନ କରିବେ । ସତ୍ୟରତ ହେବେ । ଖର୍ଚ୍ଚାନ୍ତ ହୋଇପାରନ୍ତି । | |
ଭାବି, ଚିନ୍ତି ଧୀରମନ୍ଥର ଗତିରେ କାର୍ଯ୍ୟର ଶୁଭାରମ୍ଭ କରିପାରନ୍ତି । ରୋଜଗାର ସନ୍ତୋଷଜନକ ହେବ । ସୁସମ୍ୱାଦ ପାଇ ଖୁସି ହୋଇପାରନ୍ତି । କର୍ମକ୍ଷେତ୍ରରେ ସଫଳତା ମିଳିବ । ଆର୍ଥିକ ସ୍ଥିତି ସ୍ୱଚ୍ଛଳ ରହିବ । ବିବାଦରେ ବିଜୟୀ ହେବେ । | |
ଉଭୟପକ୍ଷଙ୍କ ମଧ୍ୟରେ ବୁଝାମଣା ଠିକ୍ ରହିବ । ତୃତୀୟ ପକ୍ଷ ନିଷ୍ଫଳ ହେବେ । ସୁସମ୍ୱାଦ ପାଇ ଖୁସି ହେବେ । କର୍ମକ୍ଷେତ୍ରରେ ସଫଳତା ମିଳିବ । ଆର୍ଥିକ ସ୍ଥିତିରେ ସ୍ୱଚ୍ଛଳତା ଦେଖାଦେବ । ଶୁଭକାର୍ଯ୍ୟ କରଣୀୟ । ବିବାଦରେ ବିଜୟୀ ହେବେ । | |
ଈଶ୍ୱର ନିଷ୍ଠା ଆପଣଙ୍କୁ ମହାନ୍ କରି ଗଢ଼ି ତୋଳିବା କାର୍ଯ୍ୟରେ ସଫଳତା ମିଳିବ । କ୍ଷମତାର ଅଭିବୃଦ୍ଧି ଘଟାଇ ତା’ର ସଦ୍ବ୍ୟବହାର କରିପାରନ୍ତି । ପ୍ରତିଯୋଗିତାରେ ବିଜୟୀ ହେବେ । ଦାମ୍ପତ୍ୟଜୀବନ ସୁଖପ୍ରଦ ହେବ । କର୍ମଚଞ୍ଚଳ ରହିବେ । |
Odia Calendar 2019
Comments
comments