OdiaWeb- Odia Film, Music, Songs, Videos, SMS, Shayari, Tourism, News

Odia Rasiphala Wednesday 27th January 2021

Odia Rashiphala

Odia Rashiphala

ମନ ପ୍ରସନ୍ନ ରହିବ । ଧର୍ମଭାବାପନ୍ନ ହେବେ । ମଧୁରଭାଷାରେ ଜନମନ ଆକର୍ଷଣ କରିପାରନ୍ତି । ମେଳାପୀ ପ୍ରକୃତିର ହେବେ । ଥଣ୍ଡା କଫରେ ଆକ୍ରାନ୍ତ ହୋଇପାରନ୍ତି । ପ୍ରେମୀ ଓ ସାହସୀ ହେବେ । ଧାର୍ମିକ, ବନ୍ଧୁପ୍ରେମୀ ଓ ବିଦ୍ୱାନ୍ ହେବେ ।
ଭାଗ୍ୟଶାଳୀ ହୋଇପାରନ୍ତି । ଆଦର୍ଶ ବ୍ୟକ୍ତିତ୍ୱ ସମ୍ପନ୍ନ ହେବେ । ମଧୁରଭାଷା, ସହନଶୀଳ ଓ ଶାନ୍ତିପ୍ରିୟ ହେବେ । ବିଦ୍ୟାପ୍ରେମୀ ହେବେ । ମିତ୍ର ସୁଖ ଲାଭ କରିପାରନ୍ତି । ଦାମ୍ପତ୍ୟ ଜୀବନ ସୁଖପ୍ରଦ ହେବ । ଧନାଗମର ସୂଚନା ମିଳୁଛି ।
ଆୟର ମାର୍ଗ ଉନ୍ମୁକ୍ତ ରହିବ । ଐଶ୍ୱର୍ଯ୍ୟଯୁକ୍ତ ହେବେ । ରୁଚିକର ଭୋଜନରେ ଆପ୍ୟାୟିତ ହୋଇପାରନ୍ତି । ରଣକ୍ଷେତ୍ରରେ ପାରଙ୍ଗମ ହେବେ । ମାଲିମୋକଦ୍ଦମାରେ ବିଜୟୀ ହେବେ । ଅର୍ଥପ୍ରାପ୍ତିର ସୂଚନା ମିଳୁଛି । ଚିନ୍ତାଧାରା ଉନ୍ନତମାନର ହେବ ।
କର୍ମଚଞ୍ଚଳ ରହିବେ । ଥଣ୍ଡା କଫରେ ଆକ୍ରାନ୍ତ ହୋଇପାରନ୍ତି । ଏକାନ୍ତରେ ସମୟ କଟାଇବାକୁ ଇଚ୍ଛା ପ୍ରକାଶ କରିବେ । ଚଞ୍ଚଳ ସ୍ୱଭାବର ହୋଇପାରନ୍ତି । ମଧୁରଭାଷୀ ହେବେ । ଗୁପ୍ତ ବିଦ୍ୟାରେ ରୁଚି ରହିବ । ସାହସୀ ଓ ଜ୍ଞାନୀ ହେବେ ।
ସୁସ୍ଥ ଓ ନିରାମୟ ଜୀବନଯାପନ କରିପାରନ୍ତି । କର୍ମଚଞ୍ଚଳ ରହିବେ । ଲୋକପ୍ରିୟତା ଅର୍ଜନ କରିପାରନ୍ତି । ଯଶସ୍ୱୀ ହେବେ । ସରକାରୀ ସ୍ତରରେ ସମ୍ମାନିତ ହୋଇପାରନ୍ତି । ତନ୍ତ୍ର ମନ୍ତ୍ରାଦି ଜ୍ୟୋତିଷ ବିଦ୍ୟା ପ୍ରତି ରୁଚି ରହିବ ।
କୁଳ ଉଜ୍ଜ୍ୱଳକାରୀ ହେବେ । ମନ ପ୍ରସନ୍ନ ରହିବ । ସୁସ୍ଥ ଓ ନିରାମୟ ରହିବେ । ଦୟାଳୁ ସ୍ୱଭାବର ହୋଇପାରନ୍ତି । ବ୍ୟବସାୟ ଲାଭଜନକ ହେବ । ଯଶସ୍ୱୀ ହୋଇପାରନ୍ତି । ନିଜ ପରିବାର ପ୍ରତି ସ୍ନେହ ସଦିଚ୍ଛାଭାବ ରହିବ ।
ଭାଗ୍ୟଶାଳୀ ହୋଇପାରନ୍ତି । ଭୋଗ ବିଳାସରେ ସମୟ ବିତାଇବେ । ସୁଖ ସମୃଦ୍ଧିପୂର୍ଣ୍ଣ ଜୀବନଯାପନ କରିବେ । ବିଦ୍ୱାନ୍, ସାହସୀ ଓ ସମ୍ପତ୍ତିବାନ୍ ହେବେ । ଉଦ୍ୟୋଗୀ ହୋଇପାରନ୍ତି । ଦାମ୍ପତ୍ୟ ସୁଖ ମିଳିବ ।
ସ୍ୱାଭିମାନୀ ହୋଇପାରନ୍ତି । ଶାରୀରିକ ଦୁର୍ବଳତା ଅନୁଭବ କରିବେ । ମିତ୍ରମାନେ ଅସହଯୋଗୀ ହେବେ । ଜଳଯାତ୍ରାରେ ଭୟ ରହୁଛି । ସହଯୋଗୀ ବ୍ୟବସାୟ ଲାଭଜନକ ହେବ । ଉଚ୍ଚସ୍ଥାନ ଆରୋହଣ ଓ ଜଳଯାତ୍ରା ନିଷେଧ ।
ବ୍ୟବସାୟ ଲାଭଜନକ ହେବ । ସେବା ମନୋଭାବର ହୋଇପାରନ୍ତି । ସ୍ୱକର୍ମର ସଫଳତା ପାଇଁ ମନ ମଧ୍ୟରେ ଗର୍ବଭାବ ବହନ କରିପାରନ୍ତି । ଧୈର୍ଯ୍ୟବାନ୍ ହେବେ । ପତ୍ନୀ ପ୍ରେରଣାଦାତ୍ରୀ ହେବେ । ଅବିବାହିତଙ୍କର ବିବାହ ସମ୍ବନ୍ଧ ସୁକନ୍ୟା ସହ ସ୍ଥିର ହେବ ।
ଉଦାର ପ୍ରକୃତିର ହୋଇପାରନ୍ତି । ଦାନ ଧର୍ମରେ ଦୀକ୍ଷିତ ହେବେ । ଶୋଭନ ବ୍ୟକ୍ତିତ୍ୱ ସମ୍ପନ୍ନ ହୋଇପାରନ୍ତି । ସୁସ୍ଥ ଓ ନିରାମୟ ରହିବେ । କୃଷି କ୍ଷେତ୍ର ଲାଭଜନକ ହେବ । ପ୍ରେମୀ ଓ ବୁଦ୍ଧିମାନ୍ ହୋଇପାରନ୍ତି । ଯାନବାହନ ସୁଖ ମିଳିବ ।
ମନ ପ୍ରସନ୍ନ ରହିବ । ଈଶ୍ୱର ବିଶ୍ୱାସୀ ହେବେ । ଭାଷା ଶୈଳୀ ଆପଣଙ୍କୁ ମହାନ୍ କରିପାରେ । କଫରେ ସାମାନ୍ୟ କଷ୍ଟ ଭୋଗ କରିପାରନ୍ତି । ପ୍ରେମୀ ଓ ସାହସୀ ହେବେ । ସାନ ଭାଇମାନଙ୍କ ଠାରୁ ଆଦର ସମ୍ମାନ ମିଳିବ । ସୁଖୀ ହେବେ ।
କର୍ମଚଞ୍ଚଳ ରହିବେ । କନ୍ୟା ସନ୍ତାନ ଦ୍ୱାରା ଉପକୃତ ହେବେ । ଆକସ୍ମିକ ଧନ ଲାଭର ସୂଚନା ମିଳୁଛି । ଆର୍ଥିକ ସ୍ରୋତ ବିଭିନ୍ନ ଦିଗରୁ ଆସିବ । ଲଟେରି ଉଠାଣ ଫଳ ଆପଣଙ୍କ ସପକ୍ଷରେ ଯାଇପାରେ । ବ୍ୟବସାୟରୁ ପ୍ରଚୁର ଲାଭ ମିଳିବ ।
For daily odia rashiphala visit our website daily in the morning. This is compiled from a trusted source.

Odia Calendar 2021

Comments

comments