OdiaWeb- Odia Film, Music, Songs, Videos, SMS, Shayari, Tourism, News

Odia Rasiphala Wednesday 27th November 2019

Odia Rashiphala

Odia Rashiphala

ବ୍ୟବସାୟରେ ପ୍ରାୟତଃ ଲାଭବାନ୍ ହୋଇପାରନ୍ତି; ତଥାପ ଦୁଃଖ ଦୈନ୍ୟତାର ଶିକାର ହେବେ । ଈର୍ଷାଳୁ ସ୍ୱଭାବର ହୋଇପାରନ୍ତି । ସ୍ୱାଭିମାନୀ ହେବେ । ଯୁଗ୍ମ ବ୍ୟବସାୟ ଲାଭଜନକ ହେବ । ସ୍ୱାସ୍ଥ୍ୟହାନି ଘଟିବ । ଖର୍ଚ୍ଚାନ୍ତ ହୋଇପାରନ୍ତି ।
ବିପଦ ଦୂରେଇ ଯିବ । ବନ୍ଧୁ ସହାୟତା ପାଇ ଖୁସି ହେବେ । ବ୍ୟବସାୟ ଲାଭଜନକ ହେବ । ସମାଜ ସେବାରେ ନିଜକୁ ନିୟୋଜିତ କରିପାରନ୍ତି । ମନରେ ଅହଂଭାବ ଆସିପାରେ । ଧୈର୍ଯ୍ୟବାନ୍ ହେବେ । ପତ୍ନୀଙ୍କ ପରାମର୍ଶ ଉପାଦେୟ ହେବ ।
ଭାଇମାନଙ୍କ ଉପରେ ସ୍ନେହଭାବ ରହିବ । ସୁସ୍ଥ ଓ ନିରାମୟ ଜୀବନଯାପନ କରିପାରନ୍ତି । ବଳିଷ୍ଠ ଓ ଶତ୍ରୁହନ୍ତା ହେବେ । ଚାକିରି କ୍ଷେତ୍ରରେ ଉଚ୍ଚକର୍ତ୍ତୃପକ୍ଷଙ୍କ ଶ୍ରଦ୍ଧାଭାଜନ ହୋଇପାରନ୍ତି । ସଦାତୁର ହୋଇପାରନ୍ତି । କଲାକର୍ମର ଫଳ ଭୋଗିବେ । ।
ସୁସମ୍ୱାଦ ପାଇ ଖୁସି ହୋଇପାରନ୍ତି । ବିଚାର, ବିମର୍ଶ କରି କାର୍ଯ୍ୟ କଲେ ସଫଳତା ମିଳିବ । ଚଞ୍ଚଳ ପ୍ରକୃତିର ହୋଇପାରନ୍ତି । ଆକସ୍ମିକ ଧନଲାଭର ସୂଚନା ମିଳୁଛି । ବ୍ୟବସାୟରୁ ପ୍ରଚୁର ଧନଲାଭ ହେବ । ତେଜସ୍ୱୀ ହେବେ ।
ଅଯଥାରେ ଖର୍ଚ୍ଚାନ୍ତ ହୋଇପାରନ୍ତି । ଉଦାର ପ୍ରକୃତିର ହେବେ । ଦାନ-ଧର୍ମକୁ ଆଦରି ନେବେ । ସୁଖୀ ହେବେ । ବ୍ୟକ୍ତିତ୍ୱ ବକଶିତ ହେବ । ସୁସ୍ଥ ଓ ନିରାମୟ ଜୀବନଯାପନ କରିପାରନ୍ତି । କୃଷିକାର୍ଯ୍ୟରେ ନିୟୋଜିତ ହେବେ । ପ୍ରେମୀ ଓ ବୁଦ୍ଧିମାନ୍ ହେବେ ।
କାର୍ଯ୍ୟରେ ସଫଳତା ଲାଭ କରିବେ । ମନ ପ୍ରସନ୍ନ ରହିବ । ଆସ୍ତିକ ସ୍ୱଭାବର ହେବେ । ମଧୁରଭାଷୀ ହୋଇପାରନ୍ତି । ଥଣ୍ଡା-କଫରେ ଆକ୍ରାନ୍ତ ହୋଇପାରନ୍ତି । ମଉଜ୍-ମଜଲିସ୍‌ରେ ଦିନ କାଟିବେ । ବନ୍ଧୁପ୍ରେମୀ ହୋଇପାରନ୍ତି । ବୁଦ୍ଧିମାନ୍ ହେବେ ।
ବନ୍ଧୁଙ୍କ ସହିତ ଶତ୍ରୁତା ଉପୁଜି ପାରେ । କାର୍ଯ୍ୟ କ୍ଷେତ୍ରରେ ନିର୍ଭରଶୀଳ ହୋଇପାରନ୍ତି; ତଥାପି ଭାଗ୍ୟଶାଳୀ ହେବେ । ସ୍ତ୍ରୀ ବିଳାସୀ ହେବେ । ମିତ୍ରଙ୍କ ଦୁଃଖ-ଶୋକରେ ସମଫଳ ଭୋଗ କରିବେ । ଧନାଗମ ହେବାର ସୂଚନା ମିଳୁଛି । ବ୍ୟବସାୟରୁ ଅଧିକ ଧନଲାଭ ହେବ ।
ଦୂରଯାତ୍ରା କରିବାର ସୁଯୋଗ ପାଇପାରନ୍ତି । କର୍ମକ୍ଷେତ୍ରରେ ଉତ୍ସାହ ବୃଦ୍ଧି ପାଇବ । ଐଶ୍ୱର୍ଯ୍ୟଯୁକ୍ତ ହେବେ । ଯୁଦ୍ଧକ୍ଷେତ୍ରରେ ଓ ମାଲିମୋକଦ୍ଦମାରେ ବିଜୟୀ ହେବେ । ରୁଚିକର ଭୋଜନ ମିଳିବ । ସ୍ୱାସ୍ଥ୍ୟ ଅତୁଟ ରହିବ । ନୂଆ ବନ୍ଧୁ ଜୁଟିବେ ।
ଗୁରୁତ୍ୱ ପୂର୍ଣ୍ଣ କାର୍ଯ୍ୟ ପାଇଁ ଅର୍ଥ ବିନିଯୋଗ କରିପାରନ୍ତି । ଚଞ୍ଚଳ ସ୍ୱଭାବର ହେବେ । ଥଣ୍ଡା-କଫଜନିତ ସାମାନ୍ୟ କ୍ଳେଶ ଅନୁଭବ କରିପାରନ୍ତି । ଏକାନ୍ତ ପ୍ରିୟ ହେବେ । ମଧୁରଭାଷା ପ୍ରୟୋଗ କରି ପରକୁ ଆପଣାର କରିବେ । ଜ୍ଞାନୀମାନଙ୍କ ମଧ୍ୟରେ ଅଗ୍ରଗଣ୍ୟ ହେବେ ।
ସଫଳତାର ନିକଟବର୍ତ୍ତୀ ହେବେ । ଆୟ ବୃଦ୍ଧି ହୋଇପାରେ । ସୁସ୍ଥ ଓ ନିରାମୟ ଜୀବନଯାପନ କରିବେ । ଲୋକ ପ୍ରିୟତା ଅର୍ଜନ କରିପାରନ୍ତି । ଚଞ୍ଚଳ ପ୍ରକୃତିର ହେବେ । ସରକାରୀ ସ୍ତରରେ ସମ୍ମାନିତ ହେବେ । ଧନଲାଭ ହେବ ।
କର୍ମକ୍ଷେତ୍ରରେ ସଫଳତା ପାଇଁ ସମ୍ମାନିତ ହେବେ । କାର୍ଯ୍ୟକ୍ଷେତ୍ରକୁ ଉଜ୍ଜ୍ୱଳମୟ କରିପାରନ୍ତି । କୁଳ ଉଦ୍ଧାରକ ହେବେ । ମନପ୍ରସନ୍ନ ରହିବ । ସୁସ୍ଥ ଓ ନିରାମୟ ଜୀବନଯାପନ କରିପାରନ୍ତି । ଦୟାଳୁ ସ୍ୱଭାବର ହେବେ । ବ୍ୟବସାୟ ଲାଭଜନକ ହେବ ।
ବିପଦର ସୂଚନା ପାଇଁ ସତର୍କ ହେବେ । ହୃଦୟରେ ଭକ୍ତିଭାବ ଉଦ୍ରେକ ହେବ । ଭାଗ୍ୟଶାଳୀ ହୋଇପାରନ୍ତି । ଭୋଗ-ବିଳାସ କରିପାରନ୍ତି । ସୁଖ-ସମୃଦ୍ଧିପୂର୍ଣ୍ଣ ଜୀବନଯାପନ କରିବେ । ପ୍ରବାସପ୍ରିୟ, ବିଦ୍ୱାନ୍, ସାହସୀ ଓ ସମ୍ପତ୍ତିବାନ୍ ହୋଇପାରନ୍ତି ।
For daily odia rashiphala visit our website daily in the morning. This is compiled from a trusted source.

Odia Calendar 2019

Comments

comments