OdiaWeb- Odia Film, Music, Songs, Videos, SMS, Shayari, Tourism, News

Odia Rasiphala Wednesday 29th May 2019

Odia Rashiphala

Odia Rashiphala

ଲାଗି ରହିଥିବା ବିବାଦର ସମାଧାନ ହେବ । କାର୍ଯ୍ୟକ୍ରମ ବିଳମ୍ବିତ ହୋଇପାରେ । ଚଞ୍ଚଳ ସ୍ୱଭାବର ହେବେ । ଥଣ୍ଡା-କଫରେ ଆକ୍ରାନ୍ତ ହୋଇପାରନ୍ତି । ଖର୍ଚ୍ଚାନ୍ତ ହେବାର ସୂଚନା ମିଳୁଛି । ମଧୁର ସମ୍ଭାଷଣରେ ପରକୁ ଆପଣାର କରିବେ ।
ଉତ୍ସାହିତ ହୋଇ କାର୍ଯ୍ୟ ସମ୍ପାଦନ କରିବେ । ଆୟ ପରିମାଣ ବୃଦ୍ଧି ହେବ । ସୁସ୍ଥ ଓ ନିରାମୟ ଜୀବନ ଯାପନ କରିବେ । ଯଶସ୍ୱୀ ହୋଇପାରନ୍ତି । ଲୋକପ୍ରିୟତା ଅର୍ଜନ କରିବେ । ଚଞ୍ଚଳ ପ୍ରକୃତିର ହେବେ । ସରକାରୀ ସ୍ତରରୁ ସମ୍ମାନ ଓ ଧନଲାଭ ହେବ ।
ହଜିଥିବା ଦ୍ରବ୍ୟର ସନ୍ଧାନ ମିଳିବ । ପରିଶ୍ରମ ମୂଲ୍ୟାଙ୍କନ ହୋଇପାରେ । କୁଳ ଦୀପକ ହେବେ । ମନ ପ୍ରସନ୍ନ ରହିବ । ସୁସ୍ଥ ଓ ନିରାମୟ ଜୀବନ ଯାପନ କରିପାରନ୍ତି । ଦୟାଳୁ ସ୍ୱଭାବର ହେବେ । ବ୍ୟବସାୟ ଲାଭଜନକ ହେବ । ଯଶସ୍ୱୀ ହେବେ ।
ସେବା କ୍ଷେତ୍ରରେ ଅବତୀର୍ଣ୍ଣ ହେବେ । ଭାଗ୍ୟଶାଳୀ ହେବେ । ଦିନଟି ଭୋଗ-ବିଳାସରେ କଟାଇ ପାରନ୍ତି । ସୁଖ- ସମୃଦ୍ଧିପୂର୍ଣ୍ଣ ଜୀବନଯାପନ କରିବେ । ଧର୍ମାତ୍ମା, ପ୍ରବାସପ୍ରିୟ, ବିଦ୍ୱାନ, ସାହସୀ ଓ ସମ୍ପତ୍ତିବାନ୍ ହେବା ଆଶାକରାଯାଏ ।
ଯାତ୍ରାଦିରେ ସମ୍ମାନିତ ହୋଇପାରନ୍ତି । ଦୁଃଖଶୋକରେ ଦିନଟି ଅତିବାହିତ କରିପାରନ୍ତି । ଈର୍ଷାଳୁ ସ୍ୱଭାବର ହେବେ । ସ୍ୱାଭିମାନୀ ହୋଇପାରନ୍ତି । ଶାରୀରିକ ଅସୁସ୍ଥତା ଅନୁଭବ କରିପାରନ୍ତି । ଉଚ୍ଚସ୍ଥାନ ଆରୋହଣ, ଜଳଯାତ୍ରା ମନା ।
ବନ୍ଧୁ ମିଳନରେ ବିଶେଷ ଉପକୃତ ହୋଇପାରନ୍ତି । ବ୍ୟବସାୟ ଅତ୍ୟନ୍ତ ଲାଭଜନକ ହେବ । ସମାଜ ସେବାରେ ନିଜକୁ ନିୟୋଜିତ କରିପାରନ୍ତି । ଶାନ୍ତ ଓ ଧୈର୍ଯ୍ୟବାନ୍ ହେବେ । ପତ୍ନୀଙ୍କ ପରାମର୍ଶ ଉପାଦେୟ ହେବ । ପାରିବାରିକ ସ୍ନେହ ମିଳିବ ।
ଯାତ୍ରାଦିରେ ଆନନ୍ଦ ଅନୁଭବ କରିପାରନ୍ତି । ପାରିବାରିକ ବିଶୃଙ୍ଖଳା ପାଇଁ କ୍ଷୋଭ ପ୍ରକାଶ କରିବେ । ବଦଖର୍ଚ୍ଚୀ ହୋଇପାରନ୍ତି । ଭାଇମାନଙ୍କ ପ୍ରତି ସ୍ନେହ ଭାବ ରହିବ । ସୁସ୍ଥ ଓ ନିରାମୟ ଜୀବନ ଜୀବନ- ଯାପନ କରିପାରନ୍ତି । ଶତ୍ରୁ ବିନାଶ କରି ଆଶ୍ୱସ୍ତ ହେବେ ।
ଥଣ୍ଡାଜନିତ ସାମାନ୍ୟ ଅସୁସ୍ଥତା ଅନୁଭବ କରିପାରନ୍ତି । ପରାମର୍ଶ ନେଇ କାର୍ଯ୍ୟ କଲେ ସଫଳତା ମିଳିବ । ଚଞ୍ଚଳ ପ୍ରକୃତିର ହେବେ । ଆକସ୍ମିକ ଧନଲାଭର ସୂଚନା ମିଳୁଛି । ଲଟେରି ଉଠାଣ ଫଳ ଆପଣଙ୍କ ସପକ୍ଷରେ ଯିବ । ବ୍ୟବସାୟ ଲାଭଜନକ ହେବ ।
ଆୟ ସନ୍ତୋଷଜନକ ହେବ । ଘାତଚନ୍ଦ୍ର ଭୋଗ ହେଉଥିବାରୁ ସତର୍କତାର ସହ ଚଳିବାକୁ ପଡ଼ିବ । ଉଦାର ସ୍ୱଭାବର ହୋଇପାରନ୍ତି । ଦାନଶୀଳ ହେବେ । ଶୋଭନ ବ୍ୟକ୍ତିତ୍ୱ ସମ୍ପନ୍ନ ହେବେ । ସୁସ୍ଥ ଓ ନିରାମୟ ରହିବେ । କୃଷିକର୍ମକାରୀ ହେବେ ।
ନିଜ କାର୍ଯ୍ୟରେ ଅଗ୍ରଗତି ହୋଇପାରେ । ସାଙ୍ଗଠନିକ କାର୍ଯ୍ୟର ନେତୃତ୍ୱ ନେଇପାରନ୍ତି । ମନ ପ୍ରସନ୍ନ ରହିବ । ଆସ୍ତିକ ସ୍ୱଭାବର ହୋଇପାରନ୍ତି । ମିଷ୍ଟଭାଷୀ ହେବେ । ଥଣ୍ଡା-କଫରେ ଆକ୍ରାନ୍ତ ହୋଇପାରନ୍ତି । ପ୍ରେମୀ ଓ ସାହସୀ ହେବେ । ଭ୍ରାତୃ ସ୍ନେହ ରହିବ ।
ଦକ୍ଷତାର ଉପଯୋଗ କରିପାରନ୍ତି । ଭାଗ୍ୟଶାଳୀ ହେବେ । ବ୍ୟକ୍ତିତ୍ୱର ପରାକାଷ୍ଠା ପ୍ରତିପାଦନ କରିପାରନ୍ତି । ପରଦେଶବାସୀ, ମଧୁରଭାଷୀ, ସହନଶୀଳ, ଶାନ୍ତିପ୍ରିୟ ଓ ଉଦାର ବିଦ୍ୟାପ୍ରେମୀ ହେବେ । ମିତ୍ରସୁଖ ଲାଭ କରିବେ । ବିଭିନ୍ନ ଦିଗରୁ ଧନାଗମ ହେବ ।
ମହିଳାମାନେ ସ୍ୱାମୀଙ୍କ ସ୍ନେହ ସହଯୋଗ ପାଇବେ । ଶ୍ରୀଚନ୍ଦ୍ର ଭୋଗ ହେଉଥିବାରୁ ରୁଚିକର ଭୋଜନରେ ଆପ୍ୟାୟିତ ହେବେ । ଐଶ୍ୱର୍ଯ୍ୟଯୁକ୍ତ ହୋଇପାରନ୍ତି । ସୁସ୍ଥ ଓ ନିରାମୟ ରହିବେ । ମୋକଦ୍ଦମାରେ ଜିଣି ଧନଲାଭ କରିବେ । ସମାଜରେ ଗୌରବପ୍ରାପ୍ତ ହେବେ ।
For daily odia rashiphala visit our website daily in the morning. This is compiled from a trusted source.

Odia Calendar 2019

Comments

comments