OdiaWeb- Odia Film, Music, Songs, Videos, SMS, Shayari, Tourism, News

Odia Rasiphala Wednesday 2nd February 2022

Odia Rashiphala

Odia Rashiphala

ଲୋକପ୍ରିୟତା ଅର୍ଜନ କରିବେ । କର୍ମଚଞ୍ଚଳ ରହିବେ । ସୁସ୍ଥ ଓ ନିରାମୟ ରହିବେ । ଯଶସ୍ୱୀ ହେବେ । ସରକାରୀ ସ୍ତରରେ ସମ୍ମାନିତ ହେବା ସହିତ ରାଜ ଦରବାରରୁ ଅର୍ଥ ପ୍ରାପ୍ତିର ସୂଚନା ମିଳୁଛି ।
କୁଳପ୍ରଦୀପ ହେବେ । ମନ ପ୍ରସନ୍ନ ରହିବ । ସୁସ୍ଥ ଓ ନିରାମୟ ରହିବେ । ଦୟାଳୁ ସ୍ୱଭାବର ହେବେ । ବ୍ୟବସାୟ ଲାଭଜନକ ହେବ । ଯଶସ୍ୱୀ ହେବେ । ପାରିବାରିକ ସ୍ନେହ ରହିବ ।
ଭାଗ୍ୟଶାଳୀ ହୋଇପାରନ୍ତି । ଭୋଗ-ବିଳାସରେ ସମୟ କଟାଇ ପାରନ୍ତି । ଦିନଟି ସୁଖ-ସମୃଦ୍ଧିପୂର୍ଣ୍ଣ ହେବ । ବିଦ୍ୱାନ୍, ସାହସୀ ଓ ସମ୍ପତ୍ତିବାନ୍ ହେବେ । ଦାମ୍ପତ୍ୟ ଜୀବନ ସୁଖପ୍ରଦ ହେବ ।
ଈର୍ଷାଳୁ ସ୍ୱଭାବର ହୋଇପାରନ୍ତି । ସ୍ୱାଭିମାନୀ ହେବେ । ସହଯୋଗୀ ବ୍ୟବସାୟରୁ ଲାଭ ମିଳିବ । ସାମାନ୍ୟ ଅସୁସ୍ଥତା ଅନୁଭବ କରିପାରନ୍ତି । ଶୁଭକାର୍ଯ୍ୟ ସ୍ଥଗିତ ରଖିବାକୁ ପଡ଼ିବ । ଅଷ୍ଟମ ଚନ୍ଦ୍ର ଯୋଗଁ ସର୍ତକ ରହିବେ ।
ବନ୍ଧୁମେଳରେ ସମୟ ବିତାଇ ପାରନ୍ତି । ବ୍ୟବସାୟ ଲାଭଜନକ ହେବ । ସମାଜସେବା ପାଇଁ ଆଗ୍ରହ ପ୍ରକାଶ କରିବେ । ଶାନ୍ତ ଓ ଧୈର୍ଯ୍ୟବାନ୍ ହେବେ । ପତ୍ନୀଙ୍କ କଥାରେ ପରିଚାଳିତ ହୋଇପାରନ୍ତି ।
ଅନାବଶ୍ୟକ ଖର୍ଚ୍ଚର ସମ୍ମୁଖୀନ ହୋଇପାରନ୍ତି । ଭାଇମାନଙ୍କ ଉପରେ ସ୍ନେହଭାବ ରହିବ । ସୁସ୍ଥ ଓ ନିରାମୟ ରହିବେ । ଶକ୍ତିମାନ ଓ ଶତ୍ରୁହନ୍ତା ହେବେ । ଚାକିରି କ୍ଷେତରେ ଉଚ୍ଚ କର୍ତ୍ତୃପକ୍ଷଙ୍କ ପ୍ରଶଂସାର ପାତ୍ର ହେବେ ।
କର୍ମଚଞ୍ଚଳ ରହିବେ । କନ୍ୟା ସନ୍ତାନ ଦ୍ୱାରା ଉପକୃତ ହେବେ । ଆକସ୍ମିକ ଧନଲାଭର ସୂଚନା ମିଳୁଛି । ଆର୍ଥିକ ସ୍ରୋତ ବ୍ୟବସାୟାଦି ବିଭିନ୍ନ ଦିଗରୁ ଆସିବ । ପୁତ୍ର ସୁଖ ମିଳିପାରେ । ପତ୍ନୀ ସ୍ନେହଶୀଳା ହେବେ ।
ଉଦାର ପ୍ରକୃତିର ହେବେ । ଦାନଶୀଳ ହୋଇପାରନ୍ତି । ଶୋଭନ ବ୍ୟକ୍ତିତ୍ୱ ସମ୍ପନ୍ନ ହେବେ । ସୁସ୍ଥ ଓ ନିରାମୟ ରହିବେ । କୃଷିରୁ ଲାଭ ମିଳିବ । ଦଳଗତ ଆଦର ବଢ଼ିବ । ପ୍ରେମୀ ଓ ବୁଦ୍ଧିମାନ୍ ହେବେ ।
ମନ ପ୍ରସନ୍ନ ରହିବ । ଆତ୍ମବିଶ୍ୱାସୀ ହେବେ । ଭାଷା ଓ ବ୍ୟବହାର ସୌଜନ୍ୟପୂର୍ଣ୍ଣ ହେବ । ପ୍ରେମୀ ଓ ସାହସୀ ହେବେ । ପ୍ରଭୁଙ୍କଠାରୁ ଆଦର ସମ୍ମାନ ମିଳିବ । ଧାର୍ମିକ, ବନ୍ଧୁପ୍ରେମୀ ଓ ବିଦ୍ୱାନ୍ ହେବେ ।
ଭାଗ୍ୟଶାଳୀ ହୋଇପାରନ୍ତି । ଶୋଭନ ବ୍ୟକ୍ତିତ୍ୱ ସମ୍ପନ୍ନ ହେବେ । ମଧୁର ଭାଷୀ, ସହନଶୀଳ, ଶାନ୍ତିପ୍ରିୟ, ଉଦାର ଓ ବିଦ୍ୟାପ୍ରେମୀ ହୋଇପାରନ୍ତି । ଦାମ୍ପତ୍ୟ ଜୀବନ ସୁଖପ୍ରଦ ହେବ ।
ଐଶ୍ୱର୍ଯ୍ୟପ୍ରାପ୍ତିର ସୂଚନା ମିଳୁଛି । ମାଲିମୋକଦ୍ଦମାରେ ବିଜୟୀ ହେବେ । ଧନଲାଭ ହେବ । ଧନ, ସମ୍ପଦ ଭରପୂର ରହିବ । ବିଦ୍ୱାନ୍ ଓ ଶାସ୍ତ୍ରଜ୍ଞ ହୋଇପାରନ୍ତି । ସୁସ୍ଥ ରହିବେ । ମିଷ୍ଟାନ୍ନ ଭୋଜନ ମିଳିବ ।
କର୍ମଚଞ୍ଚଳ ରହିବେ । ଥଣ୍ଡା-କଫରେ ସାମାନ୍ୟ କ୍ଲେଶ ଅନୁଭବ କରିପାରନ୍ତି । ଏକାନ୍ତ ପ୍ରିୟ ହେବେ । ମଧୁରଭାଷା ଓ ଉତ୍ତମ ବ୍ୟବହାରରେ ପରକୁ ଆପଣାର କରିବାରେ ସକ୍ଷମ ହେବେ । ଖର୍ଚ୍ଚାନ୍ତ ଯୋଗ ଅଛି ।
For daily odia rashiphala visit our website daily in the morning. This is compiled from a trusted source.

Odia Calendar 2022

Comments

comments