OdiaWeb- Odia Film, Music, Songs, Videos, SMS, Shayari, Tourism, News

Odia Rasiphala Wednesday 2nd June 2021

Odia Rashiphala

Odia Rashiphala

ଉଚ୍ଚ ସମ୍ମାନ ଲାଭ କରି ପାରନ୍ତି । ସୁସ୍ଥ ଓ ନିରାମୟ ଜୀବନଯାପନ କରିବେ । ଲୋକପ୍ରିୟତା ଅର୍ଜନ କରିପାରନ୍ତି । କର୍ମଚଞ୍ଚଳ ରହିବେ । ସରକାରୀ ସ୍ତରରେ ସମ୍ମାନିତ ହେବାର ସୂଚନା ମିଳୁଛି ।
ଦାନ-ଧର୍ମରେ ଦୀକ୍ଷିତ ହୋଇ ପାରନ୍ତି । କୁଳ ଉଜ୍ଜ୍ୱଳକାରୀ ହେବେ । ମନ ପ୍ରସନ୍ନ ରହିବ । ସୁସ୍ଥ ଓ ନିରାମୟ ରହିବେ । ଦୟାଳୁ ସ୍ୱଭାବର ହୋଇପାରନ୍ତି । ବ୍ୟବସାୟ ଲାଭଜନକ ହେବ । ଯଶସ୍ୱୀ ହେବେ । ପାରିବାରିକ ସ୍ନେହ ରହିବ ।
ଭାଗ୍ୟଶାଳୀ ହୋଇପାରନ୍ତି । ରୋଗୀ ଓ ବିଳାସୀ ହେବେ । ସୁଖ-ସମୃଦ୍ଧିପୂର୍ଣ୍ଣ ଜୀବନଯାପନ କରିପାରନ୍ତି । ବିଦ୍ୱାନ୍, ସାହସୀ ଓ ସମ୍ପତ୍ତିବାନ୍ ହେବେ । ଦାମ୍ପତ୍ୟ ଜୀବନ ସୁଖପ୍ରଦ ହେବ । ଉଦ୍ୟୋଗୀ ହୋଇପାରନ୍ତି ।
ସାମାନ୍ୟ ଅସୁସ୍ଥତା ସହିତ ସାମୟିକ ଆମୋଦ ପ୍ରମୋଦରେ ଲିପ୍ତ ହୋଇପାରନ୍ତି । ସ୍ୱାଭିମାନୀ ହେବେ । ଯୁଗ୍ମ ବ୍ୟବସାୟ ଲାଭଜନକ ହେବ । ଅନଟନର ସମ୍ମୁଖୀନ ହୋଇପାରନ୍ତି । ଅଷ୍ଟମ ଚନ୍ଦ୍ର ଯୋଗୁଁ ସତର୍କରେ ଚଳିବାକୁ ପଡ଼ିବ ।
ବନ୍ଧୁଙ୍କଠାରୁ ସ୍ୱେଚ୍ଛାକୃତ ସାହାଯ୍ୟ ମିଳିପାରେ । ବ୍ୟବସାୟ ଅତ୍ୟନ୍ତ ଲାଭଜନକ ହେବ । ସମାଜସେବାରେ ନିଜକୁ ନିୟୋଜିତ କରିପାରନ୍ତି । ଶାନ୍ତ ଓ ଧୈର୍ଯ୍ୟବାନ୍ ହେବେ । ପତ୍ନୀଙ୍କ ପରାମର୍ଶ ଉପାଦେୟ ହେବ ।
ଶ୍ରମର ମୂଲ୍ୟାଙ୍କନ ହେବ । ଭାଇମାନଙ୍କ ଉପରେ ସ୍ନେହଭାବ ରହିବ । ସୁସ୍ଥ ଓ ନିରାମୟ ରହିବେ । ବଳିଷ୍ଠ ଓ ଶତ୍ରୁହନ୍ତା ହୋଇପାରନ୍ତି । ଚାକିରି କ୍ଷେତ୍ରରେ ଉଚ୍ଚ କର୍ତ୍ତୃପକ୍ଷଙ୍କ ପ୍ରଶଂସାର ପାତ୍ର ହେବେ । ଲୋକାଦୃତ ହୋଇପାରନ୍ତି ।
କର୍ମଚଞ୍ଚଳ ରହିବେ । କନ୍ୟାରତ୍ନ ମିଳିପାରେ । ଆକସ୍ମିକ ଧନଲାଭର ସୂଚନା ମିଳୁଛି । ତନ୍ତ୍ର-ମନ୍ତ୍ରାଦି ଗୁପ୍ତ ବିଦ୍ୟା ପ୍ରତି ରୁଚି ରହିବ । ଆର୍ଥିକ ସ୍ରୋତ ବିଭିନ୍ନ ଦିଗରୁ ଆସିବ । ବ୍ୟବସାୟ ଲାଭଜନକ ହେବ ।
କର୍ମକ୍ଷେତ୍ରରେ ଉତ୍ସାହ ବୃଦ୍ଧି ପାଇବ । ଉଦାର ସ୍ୱଭାବର ହୋଇପାରନ୍ତି । ଦାନଶୀଳ ହେବେ । ଶୋଭନ ବ୍ୟକ୍ତିତ୍ୱ ସମ୍ପନ୍ନ ହୋଇପାରନ୍ତି । ସୁସ୍ଥ ଓ ନିରାମୟ ରହିବେ । ପ୍ରେମୀ ଓ ବୁଦ୍ଧିମାନ ହେବେ । କୃଷିରୁ ଲାଭପାଇବେ ।
ମନ ପ୍ରସନ୍ନ ରହିବ । ଈଶ୍ୱର ବିଶ୍ୱାସୀ ହେବେ । ମଧୁରଭାଷୀ ହୋଇପାରନ୍ତି । ଥଣ୍ଡା କଫଜନିତ ସାମାନ୍ୟ କ୍ଲେଶ ଅନୁଭବ କରିପାରନ୍ତି । ପ୍ରେମୀ ଓ ସାହସୀ ହେବେ । ଭାଇମାନଙ୍କଠାରୁ ଆଦର ସମ୍ମାନ ପାଇବେ ।
ସୁଖ-ସମ୍ମାନ ଲାଭ କରିପାରନ୍ତି । ଭାଗ୍ୟଶାଳୀ ହେବେ । ମଧୁରଭାଷୀ, ସହନଶୀଳ ଶାନ୍ତିପ୍ରିୟ ଓ ବିଦ୍ୟାପ୍ରେମୀ ହେବେ । ମିତ୍ର ସୁଖ ମିଳିପାରେ । ବ୍ୟବସାୟରୁ ଅଧିକ ଲାଭ ମିଳିପାରେ । ପୁତ୍ର ସୁଖରେ ସୁଖୀ ହେବେ ।
ସୁଖ ସମ୍ମାନ ଲାଭ କରିପାରନ୍ତି । ଐଶ୍ୱର୍ଯ୍ୟ ପ୍ରାପ୍ତିର ସୂଚନା ମିଳୁଛି । ରଣାଙ୍ଗନରେ ବୀରତ୍ୱ ପ୍ରଦର୍ଶନ କରିବେ । ମାଲିମୋକଦ୍ଦମାରେ ବିଜୟୀ ହେବା ସହିତ ଧାନଲାଭ ହେବ । ବିଦ୍ୱାନ ଓ ଶାସ୍ତ୍ରଜ୍ଞ ହୋଇପାରନ୍ତି । ମିଷ୍ଟାନଭୋଜନ ମିଳିବ ।
ମନ ପ୍ରସନ୍ନ ରହିବ । ଧର୍ମକାର୍ଯ୍ୟରେ ଧନବ୍ୟୟ କରି ପାରନ୍ତି । କର୍ମ ଚଞ୍ଚଳ ରହିବେ । ନିରୋଳାରେ କିଛି ସମୟ ବିତାଇ ପାରନ୍ତି । ମଧୁର ଭାଷା ବ୍ୟବହାର କରି ପରକୁ ଆପଣାର କରିବାରେ ପାରଙ୍ଗମ ହେ‌ବେ । ସାହସୀ ଓ ଜ୍ଞାନୀ ହେବେ ।
For daily odia rashiphala visit our website daily in the morning. This is compiled from a trusted source.

Odia Calendar 2021

Comments

comments