![]() |
ଅର୍ଥ ପ୍ରାପ୍ତିର ସୁଯୋଗ ସୃଷ୍ଟି ହୋଇଛି । ସୁସ୍ଥ ଓ ନିରାମୟ ଜୀବନଯାପନ କରିବେ । ଯଶସ୍ୱୀ ହେବେ । ଲୋକପ୍ରିୟତା ଅର୍ଜନ କରିପାରନ୍ତି । କର୍ମଚଞ୍ଚଳ ରହିବେ । ସରକାରୀ ସ୍ତରରେ ସମ୍ମାନିତ ହୋଇପାରନ୍ତି । |
ଶ୍ରମ ସାର୍ଥକ ହେବ । କୁଳ ଉଜ୍ଜ୍ୱଳକାରୀ ହେବେ । ମନ ପ୍ରସନ୍ନ ରହିବ । ସୁସ୍ଥ ଓ ନିରାମୟ ରହିବେ । ଦୟାଳୁ ସ୍ୱଭାବର ହେବେ । ବ୍ୟବସାୟ ଲାଭଜନକ ହେବ । ଯଶସ୍ୱୀ ହୋଇପାରନ୍ତି । ପରିବାର ପ୍ରତି ସ୍ନେହଭାବ ରହିବ । | |
କର୍ମକ୍ଷେତ୍ରରେ ରୋଜଗାରକ୍ଷମ ହେବେ । ଭାଗ୍ୟଶାଳୀ ହୋଇପାରନ୍ତି । ଭୋଗ-ବିଳାସ କରିପାରନ୍ତି । ସୁଖ-ସମୃଦ୍ଧିପୂର୍ଣ୍ଣ ଜୀବନଯାପନ କରିବେ । ବିଦ୍ୱାନ୍, ସାହସୀ ଓ ସମ୍ପତ୍ତିବାନ୍ ହେବେ । ଉଦ୍ୟୋଗୀ ହେବେ । | |
ଧନକ୍ଷୟ ହେବାର ସମ୍ଭାବନା ଅଛି । ଈର୍ଷା ପରାୟଣ ହୋଇପାରନ୍ତି । ସ୍ୱାଭିମାନୀ ହେବେ । ଶାରୀରିକ ଦୁର୍ବଳତା ଅନୁଭବ କରିପାରନ୍ତି । ଯୁଗ୍ମ ବ୍ୟବସାୟ ଲାଭଜନକ ହେବ । | |
ଆମୋଦ-ପ୍ରମୋଦରେ ସମୟ ଅତିବାହିତ କରିପାରନ୍ତି । ବ୍ୟବସାୟ ଲାଭଜନକ ହେବ । ସେବାକ୍ଷେତ୍ରରେ ନିଜକୁ ସାମିଲ କରିପାରନ୍ତି । ଶାନ୍ତ ଓ ଧୈର୍ଯ୍ୟବାନ୍ ହେବେ । ପତ୍ନୀଙ୍କ ପରାମର୍ଶ ଉପାଦେୟ ହେବ । | |
ଶତ୍ରୁର ସୀମାରେ ଉପସ୍ଥିତି ନେଇ ଚିନ୍ତିତ ହେବେ । ସୁସ୍ଥ ଓ ନିରାମୟ ରହିବେ । ଶତ୍ରୁକୁ ପରାଜିତ କରି ମାନସିକ ଶାନ୍ତି ଫେରି ପାଇବେ । ଭାଇମାନଙ୍କ ଉପରେ ସ୍ନେହ, ଶ୍ରଦ୍ଧାଭାବ ରହିବ । ଚାକିରିରେ ସୁନାମ ଅର୍ଜନ କରିବେ । | |
ପରାମର୍ଶ ନେଇ କାର୍ଯ୍ୟ କଲେ ସଫଳତା ମିଳିବ । କର୍ମଚଞ୍ଚଳ ରହିବେ । କନ୍ୟା ସନ୍ତାନ ଦ୍ୱାରା ଉପକୃତ ହେବେ । ଆକସ୍ମିକ ଧନ ଲାଭର ସୂଚନା ମିଳୁଛି । ଆର୍ଥିକ ସ୍ରୋତ ବିଭିନ୍ନ ଦିଗରୁ ଆସିବ । ବ୍ୟବସାୟରୁ ଲାଭ ମିଳିବ । | |
ଉଦାର ପ୍ରକୃତିର ହେବେ । ଦାନଧର୍ମରେ ଦୀକ୍ଷିତ ହୋଇପାରନ୍ତି । ଆଦର୍ଶ ବ୍ୟକ୍ତିତ୍ୱ ସମ୍ପନ୍ନ ହୋଇପାରନ୍ତି । ସୁସ୍ଥ ଓ ନିରାମୟ ରହିବେ । କୃଷିକ୍ଷେତକୁ ତ୍ୱରାନ୍ୱିତ କରିବେ । ପ୍ରେମୀ ଓ ବୁଦ୍ଧିମାନ୍ ହେବା ଆଶା କରାଯାଏ । | |
ମନ ପ୍ରସନ୍ନ ରହିବ । ଧର୍ମ ବିଶ୍ୱାସୀ ହେବେ । ମଧୁରଭାଷୀ ହୋଇପାରନ୍ତି । ପ୍ରେମୀ ଓ ସାହସୀ ହେବେ । ସାନଭାଇମାନଙ୍କଠାରେ ସ୍ନେହ, ଶ୍ରଦ୍ଧାଭାବ ରହିବ । ବନ୍ଧୁପ୍ରେମୀ ହୋଇପାରନ୍ତି । ପୂଜା-ପଦ୍ଧତିରେ ମନ ଦେବେ । | |
କାର୍ଯ୍ୟ ହାସଲ କରିବାକୁ ହେଲେ, ତରବର ନହୋଇ ଅପେକ୍ଷା କରବିାକୁ ପଡ଼ିବ । ଭାଗ୍ୟଶାଳୀ ହେବେ । ମଧୁରଭାଷୀ ଓ ସହନଶୀଳ ହେବେ । ଉଦାର ବିଦ୍ୟାପ୍ରେମୀ ହୋଇପାରନ୍ତି । ଦାମ୍ପତ୍ୟ ଜୀବନ ସୁଖପ୍ରଦ ହେବ । ଅର୍ଥ ମିଳିବ । | |
ଘାତଚନ୍ଦ୍ର ଥାଇ ବି ଅସାଧ୍ୟ ସାଧନ କରିବାକୁ ପ୍ରୟାସ ଜାରି ରଖିବେ । ଐଶ୍ୱର୍ଯ୍ୟଯୁକ୍ତ ହୋଇପାରନ୍ତି । ସୁସ୍ଥ ଓ ନିରାମୟ ରହିବେ । ଚିନ୍ତାଧାରା ଉନ୍ନତମାନର ହେବ । ରୁଚିକର ଭୋଜନରେ ଆପ୍ୟାୟିତ ହେବେ । | |
କର୍ମକ୍ଷେତ୍ର ଲାଭଦାୟକ ହେବ । ଚଞ୍ଚଳ ସ୍ୱଭାବର ହେବେ । ଚକ୍ଷୁରେ ସାମାନ୍ୟ ଯନ୍ତ୍ରଣା ଦେଖା ଦେଇପାରେ । ମନଭୁଲା କଥା କହି ପରକୁ ଆପଣାର କରିପାରନ୍ତି । ଧାର୍ମିକ ପ୍ରବୃତ୍ତିର ହେବେ । ସାହସୀ ହେବେ । |
Odia Calendar 2019
Comments
comments