OdiaWeb- Odia Film, Music, Songs, Videos, SMS, Shayari, Tourism, News

Odia Rasiphala Wednesday 2th Sep 2019

Odia Rashiphala

Odia Rashiphala

ଆଲୋଚନା ମାଧ୍ୟମରେ ଉପକୃତ ହୋଇପାରନ୍ତି । ଆଶାବାଦୀ ହେବେ । ଈର୍ଷାଳୁ ସ୍ୱଭାବର ହେବେ । ସ୍ୱାଭମାନୀ ହୋଇପାରନ୍ତି । ସାମାନ୍ୟ ଅସୁସ୍ଥତା ଅନୁଭବ କରିବେ । ଭାଗୁଆଳି ବ୍ୟବସାୟ ଲାଭଜନକ ହେବ । ସତର୍କତାର ଦିନ ।
ବନ୍ଧୁମେଳରେ ଆନନ୍ଦ ଅନୁଭବ କରିବେ । ଧୈର୍ଯ୍ୟବାନ୍ ହେବେ । ବ୍ୟବସାୟ ଲାଭଜନକ ହେବ । ସମାଜ ସେବାରେ ନିଜକୁ ନିୟୋଜିତ କରିପାରନ୍ତି । ଶାନ୍ତ ଓ ବିନୀତ ସ୍ୱଭାବର ହେବେ । ପତ୍ନୀଙ୍କ ପରାମର୍ଶରେ ଚଳିଲେ କୃତକାର୍ଯ୍ୟ ହେବେ ।
କର୍ତ୍ତୃପକ୍ଷଙ୍କ ସହିତ ମତାନ୍ତର ଘଟିପାରେ । ନିରବଭାବ ପ୍ରଦର୍ଶନ କରିପାରନ୍ତି । ଭାଇମାନଙ୍କ ପ୍ରତି ସ୍ନେହଭାବ ରହିବ । ସୁସ୍ଥ ଓ ନିରାମୟ ଜୀବନଯାପନ କରିବେ । ବଳିଷ୍ଠ ହେବେ । ଶତ୍ରୁହନ୍ତା ହୋଇପାରନ୍ତି । ଚାକିରିକ୍ଷେତ୍ରରେ ଉଚ୍ଚକର୍ତ୍ତୃପକ୍ଷଙ୍କ ପ୍ରିୟଭାଜନ ହେବେ ।
ଅର୍ଥାଭାବ ଦୂରେଇ ଯିବ । ଚଞ୍ଚଳ ପ୍ରକୃତିର ହୋଇପାରନ୍ତି । ଆକସ୍ମିକ ଧନଲାଭର ସୂଚନା ମିଳୁଛି । ଜୁଆ, ଲଟେରିରେ ଧନଲାଭ ହୋଇପାରେ । ତନ୍ତ୍ର-ମନ୍ତ୍ରାଦି ଗୁପ୍ତ ବିଦ୍ୟାପ୍ରତି ଆଗ୍ରହୀ ହେବେ । ଆର୍ଥିକ ସ୍ରୋତ ବିଭିନ୍ନ ଦିଗରୁ ଆସିବ । ବ୍ୟବସାୟ ଲାଭଜନକ ହେବ ।
ଭୟାତୁର ହୋଇପାରନ୍ତି । ସୁଖ-ସମ୍ମାନ ଲାଭ କରିବେ । ଉଦାର ପ୍ରକୃତିର ହେବେ । ଦାନକୁ ଶ୍ରେଷ୍ଠ ଧର୍ମଭାବେ ବିବେଚିତ କରିବେ । ସୁସ୍ଥ ଓ ନିରାମୟ ରହିବେ । କୃଷିକର୍ମକାରୀ ହେବେ । ଜଳପ୍ରତି ଆଦର ପ୍ରେମୀ ଓ ବୁଦ୍ଧିମାନ୍ ହେବା ଆଶା କରାଯାଏ ।
ଚିନ୍ତାମୁକ୍ତ ହେବେ । ମନ ପ୍ରସନ୍ନ ରହିବ । ଈଶ୍ୱର ବିଶ୍ୱାସୀ ହେବେ । ମଧୁରଭାଷୀ ହୋଇପାରନ୍ତି । ଥଣ୍ଡା-କଫଜନିତ ସାମାନ୍ୟ କ୍ଳେଶ ଅନୁଭବ କରିପାରନ୍ତି । ପ୍ରେମୀ ଓ ସାହସୀ ହେବେ । ସାନଭାଇମାନଙ୍କ ଠାରୁ ଆଦର, ସମ୍ମାନ ପାଇପାରନ୍ତି ।
ମିଳିଥିବା ସୁଯୋଗର ଉପଯୋଗ କରିବେ । ସ୍ୱାଧୀନ ଚିନ୍ତାଧାରା ନେଇ କାର୍ଯ୍ୟ କରିପାରନ୍ତି । ପରମ ଭାଗ୍ୟଶାଳୀ ହେବେ । ଉତ୍ତମ ବ୍ୟକ୍ତିତ୍ୱ ସମ୍ପନ୍ନ ହୋଇପାରନ୍ତି । ବିଭିନ୍ନ ଦିଗରୁ ଧନାଗମ ହେବ । ସହନଶୀଳ ଓ ଉଦାର ବିଦ୍ୟାପ୍ରେମୀ ହେବେ ।
କାର୍ଯ୍ୟରେ ପ୍ରଗତି ଘଟିବ । ସୁଖ-ସମ୍ମାନ ଲାଭ କରିବେ । ଶାରୀରିକ ଶକ୍ତି ବୃଦ୍ଧି ହୋଇପାରେ । ଐଶ୍ୱର୍ଯ୍ୟଯୁକ୍ତ ହେବେ । ବ୍ୟବସାୟ ପାଇଁ ଉଦ୍ୟମ ଚଳାଇପାରନ୍ତି । ସୁସ୍ଥ ଓ ନିରାମୟ ରହିବେ । ମୋକଦ୍ଦମାରେ ବିଜୟୀ ହେବେ । ଧନଲାଭ ହେବ । ସୁସ୍ୱାଦୁ ଭୋଜନ ମିଳିବ ।
ମନ ପ୍ରସନ୍ନ ରହିବ । ଚଞ୍ଚଳ ସ୍ୱଭାବର ହେବେ । ଥଣ୍ଡା-କଫ ଜନିତ ସାମାନ୍ୟ ପୀଡ଼ା ଅନୁଭବ କରିପାରନ୍ତି । କଥାଶୈଳୀରେ ପରକୁ ଆପଣାର କରିବାରେ ସକ୍ଷମ ହେବେ । ଧାର୍ମିକ ପ୍ରବୃତ୍ତିର ହେବେ । ଅତିଥି ବନ୍ଧୁ ସତ୍କାରରେ ଖର୍ଚ୍ଚାନ୍ତ ହୋଇପାରନ୍ତି ।
ପରିବେଶ ଆପଣଙ୍କ ପାଇଁ ଲାଭଦାୟକ ହେବ । ରୋଜଗାର ଆଶାନୁରୂପ ହେବ । ସୁସ୍ଥ ଓ ନିରାମୟ ଜୀବନଯାପନ କରିବେ । ଯଶସ୍ୱୀ ହେବେ । ଲୋକପ୍ରିୟତା ଅର୍ଜନ କରିପାରନ୍ତି । ଚଞ୍ଚଳ ପ୍ରକୃତିର ହେବେ । ସରକାରୀ ସ୍ତରରେ ସମ୍ମାନିତ ହେବେ ।
କାର୍ଯ୍ୟକ୍ଷେତ୍ରରେ ବିଭିନ୍ନ ସ୍ତରରୁ ସହଯୋଗ ମିଳିବ । ପରିବେଶ ସୁରକ୍ଷା ପାଇଁ କାର୍ଯ୍ୟ କରିବେ । କୁଳ ଉଜ୍ଜ୍ୱଳକାରୀ ହେବେ । ମନ ପ୍ରସନ୍ନ ରହିବ । ସୁସ୍ଥ ଓ ନିରାମୟ ଜୀବନଯାପନ କରିବେ । ଦୟାଳୁ ସ୍ୱଭାବର ହେବେ । ଉତ୍ତମ ବ୍ୟବସାୟୀ ଓ ଯଶସ୍ୱୀ ହେବେ ।
ପରିବେଶବିତ୍ ହୋଇପାରନ୍ତି । ଭାଗ୍ୟଶାଳୀ ହେବେ । ଭୋଗ-ବିଳାସରେ ଦିନ ବିତାଇ ପାରନ୍ତି । ସୁଖ-ସମୃଦ୍ଧିପୂର୍ଣ୍ଣ ଜୀବନଯାପନ କରିପାରନ୍ତି । ଧର୍ମାତ୍ମା, ପ୍ରବାସପ୍ରିୟ, ବିଦ୍ୱାନ, ସାହସୀ ଓ ସମ୍ପତ୍ତିବାନ୍ ହେବେ । ଉଦ୍ୟୋଗୀ ହୋଇପାରନ୍ତି ।
For daily odia rashiphala visit our website daily in the morning. This is compiled from a trusted source.

Odia Calendar 2019

Comments

comments