OdiaWeb- Odia Film, Music, Songs, Videos, SMS, Shayari, Tourism, News

Odia Rasiphala Wednesday 3rd July 2019

Odia Rashiphala

Odia Rashiphala

ପୈତୃକ ସମ୍ପତ୍ତି ପାଇଁ ବ୍ୟସ୍ତ ରହିବେ । କାର୍ଯ୍ୟରେ ସଫଳତା ହାସଲ କରିବେ । ମନ ପ୍ରସନ୍ନ ରହିବ । ଆସ୍ତିକ ହେବେ । ମଧୁରଭାଷୀ ହୋଇପାରନ୍ତି । ଥଣ୍ଡା-କଫ ଜନିତ ସାମାନ୍ୟ କ୍ଳେଶ ଉପୁଜି ପାରେ । ଧାର୍ମିକ ହେବେ ।
କାର୍ଯ୍ୟରେ ସଫଳ ହେବେ; ମାତ୍ର ଏଥି ପାଇଁ ବହୁ ବ୍ୟୟ କରିବାକି ପଡ଼ିବ । ଆଳସ୍ୟ ପରାୟଣ ହୋଇପାରନ୍ତି । ଭାଗ୍ୟଶାଳୀ ହେବେ । ମିତ୍ରମାନଙ୍କ ସାହାଯ୍ୟ ପାଇ ସୁଖୀ ହୋଇ ପାରନ୍ତି । ବିଭିନ୍ନ ଦିଗରୁ ଧନାଗମ ହେବାର ସୂଚନା ମିଳୁଛି ।
ବନ୍ଧୁ ମିଳନ ଘଟିବ । ସୁଖ-ସମ୍ମାନ ଲାଭ କରିପାରନ୍ତି । ଐଶ୍ୱର୍ଯ୍ୟଯୁକ୍ତ ହେବେ । ବଳଶାଳୀ ହୋଇପାରନ୍ତି । ମାଲିମୋକଦ୍ଦମାରେ ବିଜୟୀ ହେବେ । ଧନ ପ୍ରାପ୍ତ ହେବ । ଉତ୍ତମ ଭୋଜନ ମିଳିବ । ବିଦ୍ୱାନ୍ ହେବେ । ଶାସ୍ତ୍ରଜ୍ଞ ହୋଇପାରନ୍ତି ।
ଗଣ୍ଡଗୋଳିଆ ପରିସ୍ଥିତିରୁ ଲାଭ ଉଠାଇ ପାରନ୍ତି । ଚଞ୍ଚଳ ସ୍ୱଭାବର ହେବେ । ଥଣ୍ଡା-କଫ ଜନିତ ସାମାନ୍ୟ କ୍ଳେଶ ଅନୁଭବ କରିପାରନ୍ତି । ଏକାନ୍ତ ପ୍ରିୟ ହେବେ । ସ୍ନେହପୂର୍ଣ୍ଣ କଥା କହି ପରକୁ ଆପଣାର କରିପାରନ୍ତି । ସାହସୀ ଓ ଜ୍ଞାନୀ ହେବେ ।
ସମ୍ମୁଖ ସମରରେ ବିଜୟ ଲାଭ କରିବେ । ସମ୍ମାନ ପ୍ରାପ୍ତିର ସୂଚନା ମିଳୁଛି । ସୁସ୍ଥ ଓ ନିରାମୟ ଜୀବନ ଯାପନ କରିବେ । ଯଶସ୍ୱୀ ହେବେ । ଲୋକପ୍ରିୟତା ଅର୍ଜନ କରିବେ । ଚଞ୍ଚଳ ଚେଷ୍ଟିତ ହେବେ । ସରକାରୀ ସମ୍ମାନିତ ହୋଇ ଅର୍ଥ ପ୍ରାପ୍ତ ହୋଇପାରନ୍ତି ।
ଅନ୍ୟଠାରୁ ପ୍ରେରଣା ପାଇ କାର୍ଯ୍ୟ କରିବେ । ପରିଶ୍ରମର ମୂଲ୍ୟାଙ୍କନ ହେବ । କୁଳ ଉଜ୍ଜ୍ୱଳକାରୀ ହେବେ । ମନ ପ୍ରସନ୍ନ ରହିବ । ସୁସ୍ଥ ଓ ନିରାମୟ ଜୀବନ ଯାପନ କରିବେ । ଦୟାଳୁ ସ୍ୱଭାବର ହେବେ । ବ୍ୟବସାୟ ଲାଭଜନକ ହେବ । ଯଶ ଅର୍ଜନ କରି କୃତକୃତ୍ୟ ହେବେ ।
ପରିସ୍ଥିତି ପ୍ରତି ସଜାଗ ରହିବେ । ସେବକ ମନୋଭାବ ଗ୍ରହଣ କରିପାରନ୍ତି । ପୂଜାର୍ଚ୍ଚନା ପ୍ରତି ଧ୍ୟାନ ଦେବେ । ଭାଗ୍ୟଶାଳୀ ହେବେ । ଭୋଗ-ବିଳାସ କରିପାରନ୍ତି । ସୁଖ-ସମୃଦ୍ଧିପୂର୍ଣ୍ଣ ଜୀବନ-ଯାପନ କରିପାରନ୍ତି । ସୁଖ ମିଳିବ । ଧର୍ମାତ୍ମା, ବିଦ୍ୱାନ୍, ସାହସୀ ଓ ସମ୍ପତ୍ତିବାନ୍ ହେବେ ।
ଶିକ୍ଷାକ୍ଷେତ୍ରରେ ସଫଳତା ମିଳିବ । ସାମାନ୍ୟ ଶାରୀରିକ କ୍ଳେଶ ଅନୁଭବ କରିପାରନ୍ତି । ସ୍ୱାଭିମାନୀ ହେବେ । ଯୁଗ୍ମ ବ୍ୟବସାୟ ଲାଭଜନକ ହେବ । ଶାସ୍ତ୍ର ପଟୁ ହେବେ । ସୁବର୍ଣ୍ଣାଦିଯୁକ୍ତ ହୋଇପାରନ୍ତି । ଅଷ୍ଟମ ଚନ୍ଦ୍ର ଯୋଗଁ ସତର୍କରେ ଚଳିବେ ।
ପ୍ରିୟ ବ୍ୟକ୍ତିଙ୍କ ସହ ହସ-ଖୁସିରେ ସମୟ ବିତାଇ ପାରନ୍ତି । ସୁଖ-ସନ୍ତୋଷ ଲାଭ କରିବେ । ବ୍ୟବସାୟ ଲାଭଜନକ ହେବ । ସମାଜ ସେବାରେ ନିଜକୁ ନିୟୋଜିତ କରିପାରନ୍ତି । ଶାନ୍ତ ଓ ଧୈର୍ଯ୍ୟବାନ୍ ହେବେ । ପତ୍ନୀଙ୍କ ପରାମର୍ଶ ଉପାଦେୟ ହେବ ।
ବ୍ୟୟ ଯୋଗ ଅଛି । ଦୁଃସାହସିକ ପଦକ୍ଷେପ ନେଇ କାର୍ଯ୍ୟ କରିବେ । ଚକ୍ଷୁପୀଡ଼ା ଅନୁଭବ କରିପାରନ୍ତି । ଭାଇମାନଙ୍କ ପ୍ରତି ସ୍ନେହ ଭାବ ରହିବ । ସୁସ୍ଥ ଓ ନିରାମୟ ଜୀବନ-ଯାପନ କରିପାରନ୍ତି । ବଳିଷ୍ଠ ଓ ଶତ୍ରୁହନ୍ତା ହେବେ । ଚାକିରିରେ ସୁନାମ ଅର୍ଜନ କରିବେ । ବନ୍ଧୁ ଦ୍ୱେଷୀ ହେବାର ସୂଚନା ମିଳୁଛି ।
ହଠାତ୍ ପୂର୍ବର ନିଷ୍ପତ୍ତିକୁ ବଦଳାଇ ଦେଇପାରନ୍ତି । ଆଲୋଚନା ମାଧ୍ୟମରେ କାର୍ଯ୍ୟ କଲେ ସଫଳତା ମିଳିବ । ଚଞ୍ଚଳ ପ୍ରକୃତିର ହେବେ । ଆକସ୍ମିକ ଧନଲାଭ ହେବ । ଆର୍ଥିକ ସ୍ରୋତ ବିଭିନ୍ନ ଦିଗରୁ ଆସିବ । ବ୍ୟବସାୟରେ ପ୍ରଚୁର ଧନଲାଭ ହେବ ।
କାର୍ଯ୍ୟରେ ବିଘ୍ନ ଉପୁଜି ପାରେ । ଦ୍ରବ୍ୟ ନଷ୍ଟ ହେବାରସମ୍ଭାବନା ଅଛି । ଉଦାର ସ୍ୱଭାବର ହେବେ । ଦାନଶୀଳ ହୋଇପାରନ୍ତି । ଉତ୍ତମ ବ୍ୟକ୍ତିର ପରିଚୟ ଦେବେ । ସ୍ୱାସ୍ଥ୍ୟ ଭଲ ରହିବ । କୃଷି ଉପରେ ଧ୍ୟାନ ଦେବେ ।
For daily odia rashiphala visit our website daily in the morning. This is compiled from a trusted source.

Odia Calendar 2019

Comments

comments