OdiaWeb- Odia Film, Music, Songs, Videos, SMS, Shayari, Tourism, News

Odia Rasiphala Wednesday 3rd March 2021

Odia Rashiphala

Odia Rashiphala

ବନ୍ଧୁ ମିଳନର ସୁଯୋଗ ଅଛି । ବ୍ୟବସାୟ ଲାଭଜନକ ହେବ । ମନରେ ସେବାଭାବ ଜାଗ୍ରତ ହୋଇପାରେ । ଶାନ୍ତ ଓ ଧୈର୍ଯ୍ୟବାନ୍ ହୋଇପାରନ୍ତି । ପତ୍ନୀଙ୍କ ଉପଦେଶ କଲ୍ୟାଣକାରୀ ହେବ । ସୁଖୀ ହେବେ ।
କୌଣସି କାରଣରୁ କ୍ରୋଧିତ ହୋଇପାରନ୍ତି ; ମାତ୍ର ଭାଇମାନଙ୍କ ଉପରେ ସ୍ନେହଭାବ ରହିବ । ଚକ୍ଷୁରେ ସାମାନ୍ୟ ଯନ୍ତ୍ରଣା ଅନୁଭବ କରିପାରନ୍ତି । ସୁସ୍ଥ ଓ ନିରାମୟ ରହିବେ । ବଳିଷ୍ଠ ଓ ଶତ୍ରୁହନ୍ତା ହୋଇପାରନ୍ତି । ସମ୍ମାନିତ ହେବେ ।
କର୍ମଚଞ୍ଚଳ ରହିବେ । ଆକସ୍ମିକ ଧନଲାଭର ସୂଚନା ମିଳୁଛି । ଲଟେରି ବା ସେୟାର ମାର୍କେଟ ଦ୍ୱାରା ଅଧିକ ଧନପ୍ରାପ୍ତ ହୋଇପାରନ୍ତି । ବ୍ୟବସାୟ ଅତ୍ୟନ୍ତ ଲାଭଜନକ ହେବ । ଧାର୍ମିକ, ତେଜସ୍ୱୀ ଓ ଉତ୍ତମ ବ୍ୟକ୍ତିତ୍ୱ ସମ୍ପନ୍ନ ହେବେ ।
ଉଦାର ପ୍ରକୃତିର ହୋଇପାରନ୍ତି । ଦାନ-ଧର୍ମକୁ ଶ୍ରେୟ ମଣିବେ । ସୁଖୀ ହେବେ । ଶୋଭନ ବ୍ୟକ୍ତିତ୍ୱଯୁକ୍ତ ହେବେ । ସୁସ୍ଥ ଓ ନିରାମୟ ଜୀବନଯାପନ କରିବେ । କୃଷିରୁ ଲାଭ ମିଳିବ । ପ୍ରେମୀ ଓ ବୁଦ୍ଧିମାନ୍ ହେବେ । ଯାନବାହନ ସୁଖ ମିଳିବ ।
ଶ୍ରମ ସାର୍ଥକ ହେବ । ମନ ପ୍ରସନ୍ନ ରହିବ । ଈଶ୍ୱର ବିଶ୍ୱାସୀ ହେବେ । ମଧୁରଭାଷୀ ହୋଇପାରନ୍ତି । ଥଣ୍ଡା କଫରେ ସାମୟିକ ପୀଡ଼ା ଅନୁଭବ କରିପାରନ୍ତି । ମେଳାପୀ ପ୍ରକୃତିର ହେବେ । ପ୍ରେମୀ ଓ ସାହସୀ ହେବେ । ଭ୍ରାତୃ ଭାବ ଅତୁଟ ରହିବ ।
ଭାଗ୍ୟଶାଳୀ ହେବେ । ଶୋଭନ ବ୍ୟକ୍ତିତ୍ୱ ସମ୍ପନ୍ନ ହୋଇପାରନ୍ତି । ସହନଶୀଳଳ ଶାନ୍ତିପ୍ରିୟ ଓ ବିଦ୍ୟାପ୍ରେମୀ ହେବେ । ଦାମ୍ପତ୍ୟ ଜୀବନ ସୁଖପ୍ରଦ ହେବ । ମିତ୍ରମାନଙ୍କ ଠାରୁ ସହାୟତା ମିଳିବ । ବ୍ୟବସାୟରୁ ଅଧିକ ଧନ ଲାଭ ହୋଇପାରେ ।
ରୋଜଗାରର ମାତ୍ରା ବୃଦ୍ଧି ହୋଇପାରେ । ମିଷ୍ଟାନ୍ନ ଭୋଜନରେ ଆପ୍ୟାୟିତ ହୋଇପାରନ୍ତି । ଐଶ୍ୱର୍ଯ୍ୟଯୁକ୍ତ ହେବେ । ସୈନିକମାନେ ରଣାଙ୍ଗନରେ ବୀରତ୍ୱ ପ୍ରଦର୍ଶନ କରିବେ । ବିଦ୍ୱାନ୍ ଓ ଶାସ୍ତ୍ରଜ୍ଞ ହେବେ । ମାଲିମୋକଦ୍ଦମାରେ ବିଜୟୀ ହେବେ ।
ବ୍ୟବସାୟରୁ ଆଶାନୁରୂପ ଲାଭ ମିଳିବ । ଗର୍ବ ପରିମାଣ ବୃଦ୍ଧି ହୋଇପାରେ । କର୍ମଚଞ୍ଚଳ ରହିବେ । ଚକ୍ଷୁରେ ସାମାନ୍ୟ ଯନ୍ତ୍ରଣା ଅନୁଭବ କରିପାରନ୍ତି । ଧାର୍ମିକ ପ୍ରବୃତ୍ତିର ହେବେ । ମଧୁର କଥାରେ ପରକୁ ଆପଣାର କରନ୍ତି ।
ବିଭିନ୍ନ ସୂତ୍ରରୁ ଅର୍ଥ ପ୍ରାପ୍ତିର ସୂଚନା ମିଳୁଛି । କର୍ମଚଞ୍ଚଳ ରହିବେ । ଲୋକପ୍ରିୟତା ଅର୍ଜନ କରିପାରନ୍ତି । ସରକାରୀ ସ୍ତରରେ ସମ୍ମାନିତ ହେବେ । ତନ୍ତ୍ର ମନ୍ତ୍ରାଦି ଜ୍ୟୋତିଷ ବିଦ୍ୟାପ୍ରତି ରୁଚି ରହିବ । ଯାନବାହନ ସୁଖ ମିଳିବ ।
ସୁଖ ସମ୍ମାନ ଲାଭ କରିପାରନ୍ତି । କୁଳ ପ୍ରଦୀପ ହେବେ । ମନ ପ୍ରସନ୍ନ ରହିବ । ସୁସ୍ଥ ଓ ନିରାମୟ ଜୀବନଯାପନ କରିପାରନ୍ତି । ଦୟାଳୁ ସ୍ୱଭାବର ହେବେ । ବ୍ୟବସାୟ ଲାଭଜନକ ହେବ । ଯଶସ୍ୱୀ ହୋଇପାରନ୍ତି ।
ଭାଗ୍ୟଶାଳୀ ହେବେ । ଭୋଗ ବିଳାସ କରିପାରନ୍ତି । ସୁଖ ସମୃଦ୍ଧିପୂର୍ଣ୍ଣ ଜୀବନଯାପନ କରିବେ । ବିଦ୍ୱାନ୍, ସାହସୀ ଓ ସମ୍ପତ୍ତିବାନ୍ ହେବେ । ଉଦ୍ୟୋଗୀ ହୋଇପାରନ୍ତି । ଦାମ୍ପତ୍ୟ ଜୀବନ ସୁଖପ୍ରଦ ହେବ । ସୁସ୍ଥ ଓ ନିରାମୟ ରହିବେ ।
ସାମାନ୍ୟ ଅସୁସ୍ଥତା ଅନୁଭବ କରିପାରନ୍ତି । ସ୍ୱାଭିମାନୀ ହେବେ । ସହଯୋଗୀ ବ୍ୟବସାୟ ଲାଭଜନକ ହେବ । ଆୟ ବାଧାପ୍ରାପ୍ତ ହୋଇପାରେ । ସର୍ଦ୍ଦି, ଥଣ୍ଡା, କଫରେ ଆକ୍ରାନ୍ତ ହୋଇପାରନ୍ତି । ଅଷ୍ଟମଚନ୍ଦ୍ର ଭୋଗ ହେତୁ ସତର୍କରେ ଚଳିବେ ।
For daily odia rashiphala visit our website daily in the morning. This is compiled from a trusted source.

Odia Calendar 2021

Comments

comments