OdiaWeb- Odia Film, Music, Songs, Videos, SMS, Shayari, Tourism, News

Odia Rasiphala Wednesday 4th Nov 2020

Odia Rashiphala

Odia Rashiphala

ପରମ ଭାଗ୍ୟଶାଳୀ ହେବେ । ଆଦର୍ଶ ବ୍ୟକ୍ତିତ୍ୱ ସମ୍ପନ୍ନ ହୋଇପାରନ୍ତି । ମଧୁରଭାଷୀ, ସହନଶୀଳ ଓ ଶାନ୍ତିପ୍ରିୟ ହେବେ । ଦାମ୍ପତ୍ୟ ଜୀବନ ସୁଖପ୍ରଦ ହେବ । ମିତ୍ର ସୁଖ ମିଳିପାରେ । ବିଦ୍ୟାପ୍ରେମୀ ହେବେ । ଧନାଗମ ହେବ ।
ଆଳସ୍ୟ ପରାୟଣ ହେଲେ ବି ଆୟ ଆଶାନୁରୂପ ହେବ । ଐଶ୍ୱର୍ଯ୍ୟଯୁକ୍ତ ହୋଇପାରନ୍ତି । ମାଲିମୋକଦ୍ଦମାରେ ବିଜୟୀ ହେବେ । ମୋକଦ୍ଦମା ଖର୍ଚ୍ଚ ମିଳିବ । ଧନ, ସମ୍ପଦ, ଭରପୂର ରହିବ । ସୁସ୍ଥ ଓ ନିରାମୟ ରହିବେ ।
ଅର୍ଥ ପ୍ରାପ୍ତ ହେବେ; ମାତ୍ର ବ୍ୟୟ ବୃଦ୍ଧି ହେବାର ସୂଚନା ମିଳୁଛି । କର୍ମଚଞ୍ଚଳ ରହିବେ । ମଧୁର କଥା କହି ପରକୁ ଆପଣାର କରିପାରନ୍ତି । ଧାର୍ମିକ ପ୍ରକୃତିର ହେବେ । ସାହସୀ ଓ ଜ୍ଞାନୀ ହେବେ । ଗୁପ୍ତବିଦ୍ୟାରେ ରୁଚି ରହିବ ।
ସୁସ୍ଥ ଓ ନିରାମୟ ଜୀବନଯାପନ କରିପାରନ୍ତି । ଯଶସ୍ୱୀ ହେବେ । ଲୋକପ୍ରିୟତା ଅର୍ଜନ କରିପାରନ୍ତି । କର୍ମଚଞ୍ଚଳ ରହିବେ । ସରକାରୀ ସ୍ତରରେ ସମ୍ମାନିତ ହେବେ । ଗୃହସୁଖ ସହିତ ଯାନବାହନ ସୁଖ ମିଳିବ । ବହୁବିଦ୍ୟା ପାରଙ୍ଗମ ହେବେ ।
ଆୟ ଆଶାନୁରୂପ ହେବ । କୁଳ ପ୍ରଦୀପ ହେବେ । ମନ ପ୍ରସନ୍ନ ରହିବ । ସୁସ୍ଥ ଓ ନିରାମୟ ରହିବେ । ଦୟାଳୁ ସ୍ୱଭାବର ହେବେ । ବ୍ୟବସାୟ ଲାଭଜନକ ହେବ । ଯଶସ୍ୱୀ ହେବେ । ନିଜ ପରିବାର ପ୍ରତି ସ୍ନେହ ଶ୍ରଦ୍ଧା ଅତୁଟ ରହିବ ।
ଶ୍ରମ ସାର୍ଥକ ହେବ । ଭାଗ୍ୟଶାଳୀ ହେବେ । ଭୋଗ-ବିଳାସ କରିପାରନ୍ତି । ସୁଖ ସମୃଦ୍ଧିପୂର୍ଣ୍ଣ ଜୀବନଯାପନ କରିବେ । ବିଦ୍ୱାନ୍, ସାହସୀ ଓ ସମ୍ପତ୍ତିବାନ୍ ହେବେ । ଉଦ୍ୟୋଗୀ ହେବେ । ଦାମ୍ପତ୍ୟ ଜୀବନ ସୁଖପ୍ରଦ ହେବ । ବିନୟୀ ଭାବର ହେବେ ।
କାର୍ଯ୍ୟ ବିଳମ୍ୱିତ ହୋଇପାରେ । ଈର୍ଷା ପରାୟଣ ହୋଇପାରନ୍ତି । ସ୍ୱାଭିମାନୀ ହେବେ । ଶାରୀରିକ ଦୁର୍ବଳତା ଅନୁଭବ କରିପାରନ୍ତି । ଶତ୍ରୁଭାବ ବୃଦ୍ଧି ହେବ । ସହଯୋଗୀ ବ୍ୟବସାୟ ଲାଭଜନକ ହେବ । ଜଳଯାତ୍ରା କରିବା ଭଲ ।
ବହୁ ସୁଖର ଅଧିକାରୀ ହୋଇପାରନ୍ତି । ବ୍ୟବସାୟ ଅତ୍ୟନ୍ତ ଲାଭଜନକ ହେବ । ସମାଜ ସେବା ପ୍ରତି ମନ ବଳାଇ ପାରନ୍ତି । ସ୍ୱକର୍ମ ପାଇଁ ମନରେ ଅହଂଭାବ ଆରିପାରେ । ଶାନ୍ତ ଓ ଧୈର୍ଯ୍ୟବାନ୍ ହେବେ । ପତ୍ନୀଙ୍କଠାରୁ ପରାମର୍ଶ ମିଳିବ ।
ଲୋକ ସଂପର୍କ ଅଧିକତର ହେବ । ଭାଇମାନଙ୍କ ପ୍ରତି ସ୍ନେହ ଭାବ ରହିବ । ଚକ୍ଷୁରେ ଯନ୍ତ୍ରଣା ଅନୁଭବ କରିପାରନ୍ତି । ସୁସ୍ଥ ଓ ନିରାମୟ ଜୀବନ ଯାପନ କରିବେ । ଶକ୍ତିମାନ୍ ଓ ଶତ୍ରୁହନ୍ତା ହୋଇପାରନ୍ତି । ଚାକିରିରେ ସୁନାମ ଅର୍ଜନ କରିବେ ।
କ୍ରୋଧ ସମ୍ବରଣ କଲେ ମାନ୍ୟତା ପ୍ରାପ୍ତ ହେବେ । କର୍ମଚଞ୍ଚଳ ରହିବେ । ଆକସ୍ମିକ ଧନ ଲାଭର ସୂଚନା ମିଳୁଛି । କନ୍ୟା ସନ୍ତାନ ଦ୍ୱାରା ଉପକୃତ ହେବେ । ତନ୍ତ୍ର-ମନ୍ତ୍ରାଦି ଗୁପ୍ତ ବିଦ୍ୟା ପ୍ରତି ଆଗ୍ରହୀ ହେବେ । ଆର୍ଥିକ ସ୍ରୋତ ବହିବ ।
ତେଜିୟାନ୍ ଓ କଡ଼ା ମିଞ୍ଜାସର ହୋଇପାରନ୍ତି । ଉଦାର ଭାବ ପ୍ରଦର୍ଶନ କରିପାରନ୍ତି । ଦାନ-ଧର୍ମକୁ ଶ୍ରେୟ ମଣିପାରନ୍ତି । ବ୍ୟକ୍ତିତ୍ୱର ବିକାଶ ଘଟିବ । ସୁସ୍ଥ ଓ ନିରାମୟ ରହିବେ । କୃଷି କର୍ମକାରୀ ହୋଇପାରନ୍ତି । ପ୍ରେମୀ ଓ ବୁଦ୍ଧିମାନ୍ ହେବେ ।
ବିବାଦୀୟ ଘଟଣାରେ ବିଜୟୀ ହେବେ । ମନ ପ୍ରସନ୍ନ ରହିବ । ଆସ୍ତିକ ହେବେ । ମଧୁରଭାଷୀ ହୋଇପାରନ୍ତି । ପ୍ରେମୀ ଓ ସାହସୀ ହେବେ । ସାନଭାଇମାନଙ୍କଠାରୁ ଆଦର, ସମ୍ମାନ ମିଳିବ । ଧାର୍ମିକ ଓ ବନ୍ଧୁପ୍ରେମୀ ହେବେ । ବିଦ୍ୱାନ୍ ହେବେ ।
For daily odia rashiphala visit our website daily in the morning. This is compiled from a trusted source.

Odia Calendar 2020

Comments

comments