OdiaWeb- Odia Film, Music, Songs, Videos, SMS, Shayari, Tourism, News

Odia Rasiphala Wednesday 5th June 2019

Odia Rashiphala

Odia Rashiphala

ମାନସିକ ସ୍ତରରେ ମନଭାବ ଶାନ୍ତ ରହିବ । ପରିଶ୍ରମର ମୂଲ୍ୟାଙ୍କନ ହେବ । ପ୍ରସନ୍ନତା ଲାଭ କରିବେ । ଆସ୍ତିକ ସ୍ୱଭାବର ହେବେ । ମିଷ୍ଟଭାଷୀ ହୋଇପାରନ୍ତି । ଥଣ୍ଡା କଫରେ ଆକ୍ରାନ୍ତ ହେବେ । ପ୍ରେମୀ ଓ ସାହସୀ ହେବେ । ଭ୍ରାତୃସ୍ନେହ ରହିବ ।
ଆଶାବାଦୀ ହୋଇପାରନ୍ତି । ପରମ ସୌଭାଗ୍ୟଶାଳୀ ହେବେ । ପରଦେଶବାସୀ, ମଧୁରଭାଷୀ, ସହନଶୀଳ, ଶାନ୍ତିପ୍ରିୟ ଓ ଉଦାର ବିଦ୍ୟାପ୍ରେମୀ ହେବେ । ସ୍ତ୍ରୀ ବିଳାସୀ ହେବେ । ମିତ୍ର ସୁଖ ଲାଭ କରିବେ । ବ୍ୟବସାୟରୁ ଅଧିକ ଲାଭ ମିଳିବ ।
ଶ୍ରୀଚନ୍ଦ୍ର ଭୋଗ ହେଉଥିବାରୁ ରୁଚିକର ଭୋଜନରେ ଆପ୍ୟାୟିତ ହେବେ । ଐଶ୍ୱର୍ଯ୍ୟଯୁକ୍ତ ହେବେ । ବ୍ୟବସାୟମୁଖୀ ହୋଇପାରନ୍ତି । ଆୟ ପରିମାଣ ବୃଦ୍ଧି ପାଇବ । ମାଲିମୋକଦ୍ଦମାରେ ବିଜୟୀ ହୋଇ ଅର୍ଥ ପ୍ରାପ୍ତ ହେବେ । ନୂଆ ବନ୍ଧୁ ଜୁଟିବେ ।
ଆର୍ଥିକ ସ୍ଥିତି ସ୍ୱଚ୍ଛଳ ରହିବ । ପ୍ରତାରଣାର ଶିକାର ହୋଇପାରନ୍ତି । ଥଣ୍ଡା-କଫ ଜନିତ ପୀଡ଼ା ଭୋଗ କରିପାରନ୍ତି । ଚଞ୍ଚଳ ସ୍ୱଭାବର ହେବେ । ବ୍ୟୟ ବୃଦ୍ଧିର ସୂଚନା ମିଳୁଛି । ମଧୁରଭାଷୀ ହେବେ । ଚକ୍ଷୁପୀଡ଼ା ଉପୁଜି ପାରେ । ସାହସୀ ଓ ଜ୍ଞାନୀ ହୋଇପାରନ୍ତି ।
ମୂଲ୍ୟବାନ ଦ୍ରବ୍ୟ କ୍ରୟ କରିପାରନ୍ତି । ସୁସ୍ଥ ଓ ନିରାମୟ ଜୀବନ ଯାପନ କରିବେ । ଯଶସ୍ୱୀ ହେବେ । ଲୋକପ୍ରିୟତା ଅର୍ଜନ କରିବେ । ଚଞ୍ଚଳ ପ୍ରକୃତିର ହେବେ । ସରକାରୀ ସ୍ତରରେ ସମ୍ମାନିତ ହେବେ । ରାଜକୋଷରୁ ଅର୍ଥ ମିଳିପାରେ । ଜ୍ୟୋତିଷ ବିଦ୍ୟା ପ୍ରତି ରୁଚି ରହିବ ।
ପାରିବାରିକ ଜୀବନ ସୁଖପ୍ରଦ ହେବ । ଘାତଚନ୍ଦ୍ର ଭୋଗ ହେଉଥିବାରୁ ସତର୍କତାର ସହ ଚଳିବାକୁ ପଡ଼ିବ । କୁଳ ଉଜ୍ଜ୍ୱଳକାରୀ ହୋଇପାରନ୍ତି । ମନ ପ୍ରସନ୍ନ ରହିବ । ସୁସ୍ଥ ରହିବେ । ଦୟାଳୁ ସ୍ୱଭାବର ହୋଇପାରନ୍ତି । ବ୍ୟବସାୟ ଲାଭ ଜନକହେବ । ଯଶସ୍ୱୀ ହେବେ ।
ମୂଲ୍ୟବାନ୍ ଦ୍ରବ୍ୟ ଲାଭର ସୁଯୋଗ ଅଛି । ଭ୍ରମଣ ଯୋଗ ଅଛି । ପରୋପକାରୀ ହେବେ । ଭାଗ୍ୟଶାଳୀ ହୋଇପାରନ୍ତି । ଦିନଟି ଭୋଗ-ବିଳାସରେ ଅତିବାହିତ କରିପାରନ୍ତି । ସୁଖ-ସମୃଦ୍ଧିପୂର୍ଣ୍ଣ ଜୀବନ ଯାପନ କରିବେ । ଧର୍ମାତ୍ମା, ବିଦ୍ୱାନ୍ ଓ ସାହସୀ ହେବେ ।
କର୍ମକ୍ଷେତ୍ରରେ ମାନ-ମନାନ୍ତର ଘଟିପାରେ । ସାମାନ୍ୟ ମାତ୍ରା‌ରେ ଶାରୀରିକ ପୀଡ଼ା ଅନୁଭବ କରିପାରନ୍ତି । ଈର୍ଷା ପରାୟଣ ହୋଇପାରନ୍ତି । ସ୍ୱାଭିମାନୀ ହେବେ । ଯୁଗ୍ମ ବ୍ୟବସାୟ ଲାଭଜନକ ହେବ । ସହଯୋଗୀ ବ୍ୟବସାୟରୁ ଲାଭ ପାଇ ଖୁସି ରହିବେ ।
ବ୍ୟବସାୟରେ ଅଗ୍ରଗତି ଘଟିବ । ଆମୋଦପ୍ରମୋଦରେ ଦିନଟି ଅତିବାହିତ କରିପାରନ୍ତି । ସମାଜ ସେବା ପ୍ରତି ମନ ବଳାଇ ପାରନ୍ତି । ମନରେ ଅହଂଭାବ ଆସିପାରେ । ଶାନ୍ତ ଓ ଧୈର୍ଯ୍ୟବାନ୍ ହୋଇପାରନ୍ତି । ପତ୍ନୀଙ୍କ ପରାମର୍ଶ ଅତ୍ୟନ୍ତ ଉପାଦେୟ ହେବ ।
କାର୍ଯ୍ୟ‌ରେ ଆଗ୍ରହ ହରାଇ ପାରନ୍ତି । ଆଲୋଚନା ମାଧ୍ୟମରେ କାର୍ଯ୍ୟ କଲେ ସଫଳତା ମିଳିବ । ଭାଇମାନଙ୍କ ଉପରେ ସ୍ନେହଭାବ ରହିବ । ସୁସ୍ଥ ଓ ନିରାମୟ ଜୀବନ ଯାପନ କରିବେ । ବଳିଷ୍ଠ ଓ ଶତ୍ରୁହନ୍ତା ହେବେ ।
ବ୍ୟବସାୟରୁ ପ୍ରଚୁର ଲାଭ ମିଳିବ । ଚଞ୍ଚଳ ପ୍ରକୃତିର ହେବେ । ଆକସ୍ମିକ ଧନଲାଭର ସୂଚନା ମିଳୁଛି । ଲଟେରୀ ଉଠାଣର ଫଳ ଆପଣଙ୍କ ସପକ୍ଷରେ ଯାଇପାରେ । ଗୁପ୍ତବିଦ୍ୟା ପ୍ରତି ଆଗ୍ରହ ପ୍ରକାଶ କରିପାରନ୍ତି । ଆର୍ଥିକ ସ୍ରୋତ ବିଭିନ୍ନ ଦିଗରୁ ଆସିବ । ଦାନ-ପୁଣ୍ୟ କରିପାରନ୍ତି ।
କର୍ମକ୍ଷେତ୍ରରେ ଦ୍ୱନ୍ଦ୍ୱରେ ପଡ଼ିପାରନ୍ତି । ଉଦାର ସ୍ୱଭାବର ହେବେ । ଦାନ-ଧର୍ମରେ ଦୀକ୍ଷିତ ହୋଇପାରନ୍ତି । ସୁସ୍ଥ ଓ ନିରାମୟ ଜୀବନ ଯାପନ କରି କୃଷି କର୍ମ ଉପରେ ଧ୍ୟାନ ଦେବେ । ଜଳପ୍ରତି ଆଦର ପେମୀ ଓ ବୁଦ୍ଧିମାନ୍ ହେବେ । ଭାଇମାନଙ୍କ ମଧ୍ୟରେ ଶ୍ରେଷ୍ଠ ହୋଇପାରନ୍ତି ।
For daily odia rashiphala visit our website daily in the morning. This is compiled from a trusted source.

Odia Calendar 2019

Comments

comments