Odia Rashiphala

Odia Rasiphala Wednesday 6th February 2019

Daily Odia Horoscope

ନିଜ ଇଚ୍ଛା ଅନୁସାରେ ଫଳ ପାଇବେ । ଆୟ ଆଶାନୁରୂପ ହେବ । ସୁସ୍ଥ ଓ ନିରାମୟ ଜୀବନ ଯାପନ କରିପାରନ୍ତି ୤ ଯଶସ୍ୱୀ ହେବେ । ଲୋକପ୍ରିୟତା ଅର୍ଜନ କରବେ । ଚଞ୍ଚଳ ପ୍ରକୃତିର ହେବେ । ସମ୍ମାନିତ ହେବେ ।
ଦେଶଦର୍ଶନର ସୁଯୋଗ ମିଳିବ । କାର୍ଯ୍ୟ ହାସଲ କରବାରେ ସକ୍ଷମ ହେବେ । କୁଳଦୀପକ ହୋଇପାରନ୍ତି । ମନ ପ୍ରସନ୍ନ ରହବି । ଶରୀର ସୁସ୍ଥ ରହିବ । ଦୟାଳୁ ସ୍ୱଭାବର ହେବେ । ବ୍ୟବସାୟ ଲାଭଜନକ ହେବ । ସରକାରୀ ଅର୍ଥ ମିଳିବ ।
ଲାଗି ଥିବା ବିବାଦର ସୁ-ସମାଧାନ ହେବ ୤ ଘାତଚନ୍ଦ୍ର ଥାଇ ବି ଦିନଟି ସୁଖ-ସମୃଦ୍ଧିପୂର୍ଣ୍ଣ ହୋଇପାରେ । ଭୋଗ-ବିଳାସ କରିପାରନ୍ତି । ଧର୍ମାତ୍ମା, ବିଦ୍ୱାନ ସାହସୀ ଓ ସମ୍ପତ୍ତିବାନ ହେବେ । ଦାମ୍ପତ୍ୟ ଜୀବନ ସଖୁପ୍ରଦ ହେବ ।
ବ୍ୟବସାୟ ଲାଭଜନକ ହେବ । ସାମାନ୍ୟ ଶାରୀରିକ ପୀଡ଼ା ଅନୁଭବ କରିପାରନ୍ତି । ଈର୍ଷାଳୁ ସ୍ୱଭାବର ହୋଇପାରନ୍ତି ୤ ସ୍ୱାଭିମାନୀ ହେବେ । ସହଯୋଗୀ ବ୍ୟବସାୟ ଲାଭପ୍ରଦ ହୋଇପାରେ । ଅଷ୍ଟମ ଚନ୍ଦ୍ର ଯୋଗୁଁ ସତର୍କ ରହିବେ ୤
 ଧନ ପ୍ରାପ୍ତ ହେବାର ସୂଚନା ମିଳୁଛି । ଉତ୍ତମ ବନ୍ଧୁଙ୍କ ସାନ୍ନିଧ୍ୟ ମିଳିପାରେ । ବ୍ୟବସାୟ ଲାଭଜନକ ହେବ । ସମାଜ ସେବା ପ୍ରତି ମନ ବଳାଇବେ । ଶାନ୍ତ ଓ ଧର୍ଯ୍ୟବାନ୍ ହୋଇପାରନ୍ତି ୤ ପତ୍ନୀଙ୍କ ଇଙ୍ଗିତରେ ପରିଚାଳିତ ହେବେ ।
ନୂତନ ଯୋଜନା ଆପଣଙ୍କ ପାଇଁ ଆନନ୍ଦଦାୟକ ହେବ । ମନରେ ଗର୍ବଭାବ ଉଦ୍ରେକ ହୋଇପାରେ । ଭାଇମାନଙ୍କ ଉପରେ ସ୍ନେହଭାବ ରହିବ ୤ ସସ୍ଥ ଓ ନିରାମୟ ଜୀବନ ଯାପନ କରିପାରନ୍ତି । ବଳବାନ୍ ହେବେ । ଶତ୍ରୁହନ୍ତା ହୋଇପାରନ୍ତି ୤
ଆୟ ଆଶାନୁରୂପ ହେବ । ପରାମର୍ଶ ନେଇ କାର୍ଯ୍ୟ କଲେ ସଫଳତା ମିଳିବ । ଚଞ୍ଚଳ ପ୍ରକୃତିର ହୋଇପାରନ୍ତି । ଆକସ୍ମିକ ଧନ ଲାଭର ସୂଚନା ମିଳୁଛି । ବ୍ୟବସାୟରୁ ପ୍ରଚୁର ଧନଲାଭ ହେବ । ଲଟେରି ଭାଗ୍ୟ ପରୀକ୍ଷାରେ ଜିଣି ପାରନ୍ତି ୤
ଉଦାର ପ୍ରକୃତିର ହେବେ । ଦାନଶୀଳ ହୋଇପାରନ୍ତି ୤ ସୁଖୀ ହେବେ । ଶୋଭନ ବ୍ୟକ୍ତିତ୍ୱର ପରିଚୟ ସୃଷ୍ଟି କରିବେ ୤ ସୁସ୍ଥ ଓ ନିରାମୟ ଜୀବନ ଯାପନ କରିପାରନ୍ତି । କୃଷି କର୍ମକାରୀ ହେବେ । ବୁଦ୍ମଧିାନ୍ ହୋଇପାରନ୍ତି |
ବନ୍ଧୁଙ୍କ ସହିତ ମାନ-ମନାନ୍ତର ଘଟିପାରେ । ଆଶାବାଦୀ ହୋଇପାରନ୍ତି । ଭାଗ୍ୟଶାଳୀ ହେବେ । ମାନବୀୟ ଗଣୁର ଅଧିକାରୀ ହେବେ । ମଧରୁଭାଷୀ, ସହନଶୀଳ, ଶାନ୍ତିପ୍ରିୟ ଓ ଉଦାର ବିଦ୍ୟାପ୍ରେମୀ ହୋଇପାରନ୍ତି । ମିତ୍ର ସୁଖ ମିଳିବ ।
ଅଟକି ଥିବା କାର୍ଯ୍ୟରେ ଆଗକୁବଢ଼ିପାରନ୍ତି । ସମ୍ମାନିତ ହେବେ । ମନ ପ୍ରସନ୍ନ ରହିବ । ଆସ୍ତିକ ସ୍ୱଭାବର ହେବେ । ମିଷ୍ଟଭାଷୀ ହୋଇପାରନ୍ତି । ଥଣ୍ଡା- କଫ ଜନିତ ସାମାନ୍ୟ ପୀଡ଼ା ଭୋଗ କରିପାରନ୍ତି । ପ୍ରେମୀ ଓ ସାହସୀ ହେବେ ।
ଶ୍ରୀଚନ୍ଦ୍ର ଭୋଗ ହେଉଥିବାରୁ ଉତ୍ତମ ଭୋଜନରେ ଆପ୍ୟାୟିତ ହେବେ । ଐଶ୍ୱର୍ଯ୍ୟଯକ୍ତୁ ହେବେ । ସୁସ୍ଥ ଓ ନିରାମୟ ରହିବେ । ବିଭିନ୍ନ ସୂତ୍ରରୁ ଅର୍ଥପ୍ରାପ୍ତିର ସଚନା ମିଳୁଛି । ମାଲିମୋକଦ୍ଦମାରେ ବିଜୟୀ ହେବେ ଓ ଧନ ଲାଭ ହେବ ।
ଅଭାବ ଦୂରେଇ ଯିବ । ଘାତଚନ୍ଦ୍ର ଭୋଗ ହେଉଥିବାରୁ ସତର୍କରେ ଚଳିବାକୁ ପଡ଼ିବ । ଥଣ୍ଡା-କଫରେ ଆକ୍ରାନ୍ତ ହୋଇପାରନ୍ତି । ଚଞ୍ଚଳ ସ୍ୱଭାବର ହେବେ । ମଧରୁଭାଷୀ ହୋଇପାରନ୍ତି । ଗୁପ୍ତ ବଦ୍ୟାରେ ରୁଚି ରହିବ । ସାହସୀ ଓ ଜ୍ଞାନୀ ହେବେ ।
For daily odia rashiphala visit our website daily in the morning. This is compiled from a trusted source.

Odia Calendar 2019

Comments

comments

Tags

Leave a Reply

Your email address will not be published. Required fields are marked *

Back to top button
ଜମାରୁ ମିସ କରନ୍ତୁନି !!! - DON’T MISS OUT !!!
Subscribe To OdiaWeb
Be the first to get latest updates and exclusive content straight to your email inbox.
ନୁଆ ନୁଆ ନିଉଜ ଆଉ ତଥ୍ୟ ଆପଣଙ୍କ ମେଲ ରେ, ଆଜିହିଁ ସବସ୍କ୍ରାଇବ କରନ୍ତୁ ।

ନିଉଜ, ଫିଲ୍ମ, ଗୀତ, ଫଟୋ, ଭିଡିଓ, ଶାୟରୀ, ମୋବାଇଲ ଆପ୍, ଚାକିରୀ, ସ୍ୱାସ୍ଥ୍ୟ, ଖାଦ୍ୟ ଏବଂ ଆହୁରି କେତେ....
Stay Updated
Give it a try, you can unsubscribe anytime.  ଆପଣ କେବେବି ଅନସବସ୍କ୍ରାଇବ କରିପାରିବେ ।
Close
X